ଛିଡ଼ା ହୋଇଥିବା ଟ୍ରକ୍କୁ ସାମ୍ନାରୁ ପିଟିଲା ଟ୍ରକ୍
ଭବାନୀପାଟଣା,୨୯।୨(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା-ଜୁନାଗଡ଼ ଜାତୀୟ ରାଜପଥ ନଂ.୨୬ ରିଷିଗାଁ ରିଲାଏନ୍ସ ପେଟ୍ରୋଲପମ୍ଫ ନିକଟରେ ଶନିବାର ଦୁର୍ଘଟଣା ଘଟିଛି। ଏକ ୟୁକାଲିପଟାସ୍ ବୋଝେଇ ଟ୍ରକ ରାସ୍ତା କଡରେ ଛିଡ଼ା ହୋଇଥିବା ବେଳେ ଅନ୍ୟ ଏକ ମାଲ ବୋଝେଇ ଟ୍ରକ୍ ତାକୁ ସାମ୍ନାରୁ…
କଳାହାଣ୍ଡି ଜିଲାରେ କପିକରି ଧରାପଡ଼ିଲେ ୨୧ ପରୀକ୍ଷାର୍ଥୀ
ଭବାନୀପାଟଣା,୨୯।୨(ଡି.ଏନ୍.ଏ.): ମାଟ୍ରିକ୍ ପରୀକ୍ଷାର ବିଜ୍ଞାନ ବିଷୟରେ କଳାହାଣ୍ଡି ଜିଲାର ୨୧ ପରୀକ୍ଷାର୍ଥୀ କପିକରି ଶୁକ୍ରବାର ଧରାପଡ଼ିଛନ୍ତି। ଡିଇଓ ସ୍କ୍ବାଡ୍ ପକ୍ଷରୁ ମୁସ୍କୁଟି ମିଳିତ ପଞ୍ଚାୟତ ହାଇସ୍କୁଲରେ ଜଣେ, ଜୟପାଟଣା ଉମାଶଙ୍କର ହାଇସ୍କୁଲରେ ୫, ଉତ୍କଳ ଆଶ୍ରମ ହାଇସ୍କୁଲରେ ୨ ଜଣଙ୍କ ସମେତ…
କଳାହାଣ୍ଡି ଜିଲା କୋର୍ଟ ପରିସରରେ ସ୍ପେଶାଲ କୋର୍ଟ ‘ପୋକ୍ସୋ’ ଉଦ୍ଘାଟିତ
ଭବାନୀପାଟଣା,୨୮।୨ (ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋର୍ଟ ପରିସରରେ ଅତିରିକ୍ତ ଜିଲା ଓ ଦୌରାଜଜ୍ ତଥା ସ୍ପେଶାଲ କୋର୍ଟ ‘ପୋକ୍ସୋ’ ଉଦ୍ଘାଟନ ହୋଇଯାଇଛି। ସୁପ୍ରିମ କୋର୍ଟ ଓ ଓଡ଼ଶା ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସାରା ରାଜ୍ୟର ସବୁ ଜିଲାରେ ଅତିରିକ୍ତ ଜିଲା ଓ ଦୌରାଜଜ୍…
କଳାହାଣ୍ଡି ଜିଲା ଯୋଜନା କମିଟି ବୈଠକ: କୃଷି, ଉଦ୍ୟାନ ବିଭାଗ ଉପରେ ଗୁରୁତ୍ୱ
ଭବାନୀପାଟଣା,୨୮।୨ (ଡି.ଏନ୍.ଏ.): କଳାହାଣ୍ଡି ଜିଲା ପ୍ଲାନିଂ ୱିଙ୍ଗ୍ କନ୍ଫେରେନି୍ଂସ ହଲ୍ଠାରେ ଜିଲା ଯୋଜନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। କମିଟିର ଅଧ୍ୟକ୍ଷ ତଥା ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ନବକିଶୋର ଦାସ, ଗୃହ, ଶକ୍ତି, ଶିଳ୍ପମନ୍ତ୍ରୀ…
ବିବାହ ଭୋଜ ଖାଇ ଫେରୁଥିଲେ, ଚାଲିଗଲା ୩ ଯୁବକଙ୍କ ଜୀବନ
ଭବାନୀପାଟଣା,୨୭।୨(ଡି.ଏନ୍.ଏ.): ବିବାହ ଉତ୍ସବରେ ମଉଜମସ୍ତି କରି ଭୋଜି ଖାଇ ନିଜ ଘରକୁ ଫେରିବା ସମୟରେ ଦୁର୍ଘଟଣା ଘଟି ୩ ଯୁବକଙ୍କ ଜୀବନ ଚାଲିଯାଇଛି। ଏପରି ଦୁଃଖଦ ଘଟଣା ଘଟିଛି କଳାହାଣ୍ଡି ଜିଲା ମଦନପୁର ରାମପୁର ଥାନା ଅନ୍ତର୍ଗତ ଫପ୍ସି ରାସ୍ତାରେ। ବୁଧବାର…
ଶୁକ୍ରବାରରୁ ଡଙ୍ଗରିଆଙ୍କ ନିୟମରାଜା ପର୍ବ: ସିଏଏ, ଏନ୍ଆର୍ସିକୁ କରିବେ ବିରୋଧ
ଭବାନୀପାଟଣା,୨୭।୨(ଡି.ଏନ୍.ଏ.): ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ମାର୍ଚ୍ଚ ୨୮ ଶୁକ୍ରବାରରୁ ତିନିଦିନ ବ୍ୟାପୀ କଳାହାଣ୍ଡି ରାୟଗଡ଼ା ସୀମାନ୍ତ ନିୟମଗିରି ପର୍ବତ ଶିଖର ଉପରେ ନିୟମରାଜା ପର୍ବ ପାଳିତ ହେବ। କଳାହାଣ୍ଡି ରାୟଗଡ଼ା ସୀମାନ୍ତ ମୁନିଖୋଲ ପଞ୍ଚାୟତର ଗରଟାଗ୍ରାମରେ ନିୟମଗିରି ସୁରକ୍ଷା ସମିତିର…
ଡିଏଲ୍ ପାଇଁ ୩ ଗୁଣା ଫି’ ନେଇ ଦଲାଲ ଗିରଫ
ଭବାନୀପାଟଣା,୨୭।୨(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ଆର୍ଟିଓରୁ ଜଣେ ଦଲାଲଙ୍କୁ ଗିରଫ କରାଯାଇଛି। ଦଲାଲ ଜଣକ ଡ୍ରାଇଭିଂ ଲାଇସେନ୍ସ (ଡିଏଲ୍) କରାଇବାକୁ ପ୍ରକୃତ ମୂଲ୍ୟଠାରୁ ୩ଗୁଣା ଅଧିକ ଫି’ ନେଉଥିବା ବେଳେ ତାଙ୍କୁ ବୁଧବାର ଗିରଫ କରାଯାଇଛି। ସୂଚନାନୁଯାୟୀ, ଡିଏଲ ପାଇବା ପାଇଁ…
ଭବାନୀପାଟଣା ଅର୍ବାନ ୟୁପି ଏଚ୍ସିକୁ ଏମ୍କ୍ୱାସ୍ ଟିମ୍ର ପରିଦର୍ଶନ
ଭବାନୀପାଟଣା,୨୬।୨(ଡି.ଏନ୍.ଏ.): ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ପରିଚାଳିତ ଭବାନୀପାଟଣାସ୍ଥିତ ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର (ଅର୍ବାନ ୟୁପି ଏଚ୍ସି)କୁ ଏମ୍କ୍ୱାସର ଦୁଇ ଜଣିଆ ସମୀକ୍ଷା ଟିମ୍ ପହଞ୍ଚତ୍ ଛନ୍ତି। ୟୁପି ଏଚ୍ସିକୁ ଜାତୀୟସ୍ତରର ଏମ୍କ୍ୱାସ ପୁରସ୍କାର ଲାଗି ଏହି ସମୀକ୍ଷା କରାଯାଇଛି। ଡା.…
କଳାହାଣ୍ଡିର ୨ ଆନ୍ତଃରାଜ୍ୟ ଗଞ୍ଜେଇ ବ୍ୟବସାୟୀ ରାଜସ୍ଥାନରେ ଗିରଫ
ଭବାନୀପାଟଣା,୨୬।୨(ଡି.ଏନ୍.ଏ.): କଳାହାଣ୍ଡି ଜିଲାର ୨ ଜଣ ଆନ୍ତଃରାଜ୍ୟ ଗଞ୍ଜେଇ ବ୍ୟବସାୟୀ ରାଜସ୍ଥାନର ଜୟପୁରରୁ ଗିରଫ ହୋଇଛନ୍ତି। ସେମାନେ ହେଲେ ଭବାନୀପାଟଣା ସହରର ଅଭିଷେକ ଦାଶ ଓ ସମ୍ବିତ ପାଣିଗ୍ରାହୀ। ସେମାନଙ୍କଠାରୁ ୮କେଜି ୧୦୦ ଗ୍ରାମ ଗଞ୍ଜେଇ ଜବତ ହୋଇଛି। ଉଭୟ ଓଡ଼ିଶାରୁ…
ବିପଦ୍ ଅବସ୍ତାରେ କେଗାଁ ସ୍ବାସ୍ଥ୍ୟକେନ୍ଦ୍ର କୁଠା
କେଗାଁ, ୨୬।୨ (ଡି.ଏନ୍.ଏ.)- କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଚପ୍ରିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ରହିଛେ କେଗାଁ ପ୍ରାଥମିକ ସ୍ବାସ୍ଥ୍ୟ ଉପକେନ୍ଦ୍ର। ଉପକେନ୍ଦ୍ରଟା ଭଂଗା ଦଦ୍ରା ହେଇ ବିପଦ୍ ଅବସ୍ତାରେ ରହିଛେ। ଏନ୍ତାଥି ଇଠାନେ କାମ୍ କରୁଥିବାର ସୁଆସ୍ତିଅ କରମୀ ଝନ୍କ…
ଭବାନୀପାଟଣା ସହର ଆଖପାଖ ଅଞ୍ଚଳରେ ଝଡ଼ତୋଫାନ ବର୍ଷା: ଉଡ଼ିଲା ଘରର ଛାତ, କୁଆପଥର ମାଡ଼ରେ ବ୍ୟାପକ କ୍ଷୟକ୍ଷତି
ଭବାନୀପାଟଣା, ୨୫।୨ (ଡି.ଏନ୍.ଏ.)- ଭବାନୀପାଟଣା ଆଖପାଖ ଅଞ୍ଚଳରେ ମଙ୍ଗଳବାର ସନ୍ଧ୍ୟାରେ କିଛି ସମୟ ପାଇଁ ଝଡ଼ତୋଫାନ ବର୍ଷା ସହ କୁଆପଥର ମାଡ଼ ହୋଇଛି। ଫଳରେ ଅନେକ ଗଛ ଉପୁଡିବା ସହ ଡାଳପତ୍ର ଭାଙ୍ଗି ରାସ୍ତା ଉପରେ ପଡିବା ଯୋଗୁ ଜାତୀୟ ରାଜପଥ…
ହତ୍ୟା ମାମଲା: ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ
ଭବାନୀପାଟଣା, ୨୫।୨(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ଅଦାଲତ ଜିଲା ଓ ଦୌରାଜଜ୍ ପ୍ରଦୀପ କୁମାର ପଟ୍ଟନାୟକ ମଙ୍ଗଳବାର ଏକ ହତ୍ୟା ମାମଲା କେସ୍ ନଂ. ୫୧/୨୦୧୫ର ଶୁଣାଣି କରିଛନ୍ତି। କେସିଙ୍ଗା ଥାନା ଅନ୍ତର୍ଗତ ଡେମେରମୁଣ୍ଡା ଗ୍ରାମର ଅଭିଯୁକ୍ତ ଶିଶୁପାଲ ମାଝିଙ୍କୁ ଆଜୀବନ…

