ଜୁନାଗଡରେ ୟୁଡବ୍ଲ୍ୟୁଇଆଇ କାର୍ଯ୍ୟର ଶୁଭାରମ୍ଭ
ଜୁନାଗଡ,୧।୬(ଡି.ଏନ୍.ଏ)-କଳାହାଣ୍ଡି ଜିଲା ଜୁନାଗଡ ସହରରେ ସୋମବାର ସହରାଞ୍ଚଳ ଶ୍ରମନିଯୁକ୍ତି ପଦକ୍ଷେପ (ୟୁଡବ୍ଲ୍ୟୁଇଆଇ)ପାଇଁ ଉଦିଷ୍ଟ ଥିବା କାର୍ଯ୍ୟର ଶୁଭାରମ୍ଭ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ କ୍ୟାପ୍ଟେନ ଦିବ୍ୟଶଙ୍କର ମିଶ୍ର ଯୋଗଦେଇ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିଥିଲେ।…
ଯୁବକଙ୍କୁ ହତ୍ୟା ଘଟଣା: ଅଭିଯୁକ୍ତ କୋର୍ଟଚାଲାଣ
ଜୁନାଗଡ,୧।୬(ଡି.ଏନ୍.ଏ)-କଳାହାଣ୍ଡି ଜିଲା ଜୁନାଗଡ ଥାନା ଅନ୍ତର୍ଗତ ବିଜ୍ରାଦର ଗ୍ରାମରେ ସାମାନ୍ୟ ବଚସାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା କରିବା ଘଟଣାରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ରାମେଶ୍ୱର ନିଆଲ। ତାଙ୍କୁ ସୋମବାର…
ଭାରସାମ୍ୟ ହରାଇ ଓଲଟିଲା ଧାନ ବୋଝେଇ ଟ୍ରକ୍
କୋକସରା, ୩୧ା୫,(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମୋଟେର ଫାଣ୍ଡି ଅନ୍ତର୍ଗତ ଡଙ୍ଗରୀଗୁଡା ବୁଲାଣି ୨୬ ନମ୍ବର ଜାତୀୟ ରାଜପଥ ନିକଟରେ ଶନିବାର ବିଳମ୍ବିତ ରାତିରେ ଏକ ଧାନ ବୋଝେଇ ଟ୍ରକ ଭାରସାମ୍ୟ ହରାଇ ଓଲଟି ପଡିଛି। ଟ୍ରକ ଜୟପୁରରୁ କଣ୍ଟାବାଞ୍ଜିକୁ…
ସମାନ୍ୟ ବଚସାରୁ ଠେଙ୍ଗାରେ ପିଟି ଯୁବକଙ୍କୁ ହତ୍ୟା
ଜୁନାଗଡ, ୧।୬(ସ୍ବ.ପ୍ର): କଳହାଣ୍ଡି ଜିଲା ଜୁନାଗଡ ଥାନା ଅନ୍ତର୍ଗତ ବିଜ୍ରାଦର ଗ୍ରାମରେ ସାମାନ୍ୟ ବଚସାରୁ ଜଣକୁ ଠେଙ୍ଗାରେ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି ା ହତ୍ୟାର ଶିକାର ହୋଇଛନ୍ତି ରୁପି ମାଝୀ (୪୮)। ପୋଲିସ ସୂତ୍ରରୁ ପ୍ରକାଶ ଶନିବାର ସନ୍ଧ୍ୟାରେ…
ଦାଦନ ଖଟିବାକୁ ଯାଇ ଫସିଛନ୍ତି ସ୍ବାମୀ:ସ୍ତ୍ରୀଙ୍କ କାନ୍ଧରେ ୪ ପିଲାଙ୍କ ବୋଝ
କୋକସରା, ୩୧।୫(ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ସନପୋଡ଼ାଗୁଡ଼ା ଗ୍ରାମର ମୋହନ ମେହେର ପରିବାର ପ୍ରତିପୋଷଣ ପାଇଁ ଗତ ୬ମାସ ତଳେ ବେଙ୍ଗାଲୁରୁକୁ ଦାଦନ ଖଟିବାକୁ ଯାଇଥିଲେ ା ସେଠାରେ ଏକ ଘରୋଇ କମ୍ପାନୀରେ ଶ୍ରମିକ ଭାବେ କାମ କରୁଥିଲେ। ଲକ୍ଡାଉନ୍…
ଜୁନାଗଡବାସୀ ସାମୂହିକଭାବେ ଗାଇଲେ ବନ୍ଦେ ଉତ୍କଳ ଜନନୀ
ଜୁନାଗଡ,୩୦।୫(ଡି.ଏନ୍.ଏ)-କୋଭିଡ ଯୋଦ୍ଧାଙ୍କୁ ଉତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନକ୍ରମେ ଶନିବାର କଳାହାଣ୍ଡି ଜିଲା ଜୁନାଗଡ ସହର ନୂଆବସ୍ଷ୍ଟାଣ୍ଡଠାରେ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ କ୍ୟାପ୍ଟେନ ଦିବ୍ୟଶଙ୍କର ମିଶ୍ରଙ୍କ ସହ ଜୁନାଗଡବାସୀ ସାମୂହିକ ଭାବେ ବନ୍ଦେ ଉକତ୍ଳ ଜନନୀ ଗାନ କରିଥିଲେ। ଏହି…
‘ବନ୍ଦେ ଉତ୍କଳ ଜନନୀ’ରେ କରୋନା ଯୋଦ୍ଧାଙ୍କୁ ସମ୍ମାନ
କର୍ଲାମୁଣ୍ଡା,୩୦।୫ (ଡି.ଏନ.ଏ.): କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ତଥା ଅନୁରୋଧ କ୍ରମେ ଶନିବାର ସନ୍ଧ୍ୟାରେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ସମସ୍ତ ପଞ୍ଚାୟତ ଓ ସରକାରୀ ବେସରକାରୀ ଅନୁଷ୍ଠାନରେ ‘ବନ୍ଦେ ଉତ୍କଳ ଜନନୀ’ ଗାନ…
କେସିଙ୍ଗା ସହରରେ ବନ୍ଦେ ଉତ୍କଳ ଜନନୀ କାର୍ଯ୍ୟକ୍ରମ
କେସିଙ୍ଗା,୩୦ା୫(ଡି.ଏନ.ଏ.)-କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାର୍ଯ୍ୟାଳୟ ପରିସରରେ ଶନିବାର ବନ୍ଦେ ଉତ୍କଳ ଜନନୀ ଗାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କେସିଙ୍ଗା ବିଡିଓ ପ୍ରଫୁଲ୍ଲ କୁମାର ଅଡୁଙ୍କ ନେତୃତ୍ୱରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସଙ୍ଗୀତ ଗାନ…
ମୂଷା ଖାଇଦେଲା ରବର ଷ୍ଟାମ୍ପ, ବିନା ମୋହରରେ ଦିଆଯାଉଛି ରସିଦ
ଭବାନୀପାଟଣା/କେଗାଁ,୨୯।୫(ସ୍ବ.ପ୍ର/ଡି.ଏନ୍.ଏ.) – କଳାହାଣ୍ଡି ଜିଲା ଗୋଲାମୁଣ୍ଡା ସିଡିପିଓ କାର୍ଯ୍ୟାଳୟରେ ବିନା ମୋହର(ରବର ଷ୍ଟାମ୍ପ)ରେ ରସିଦ ଦିଆଯାଉଛି। ରବର ଷ୍ଟାମ୍ପକୁ ମୂଷା ଖାଇ ଦେଇଥିବାରୁ ଏପରି କରାଯାଉଥିବା ଦାୟିତ୍ୱରେ ଥିବା ଅଧିକାରୀ କହୁଥିବାରୁ ସାଧାରଣରେ ଚର୍ଚ୍ଚାର ବିଷୟ ପାଲଟିଛି। ପ୍ରାପ୍ତ ସୂଚନାରୁ ପ୍ରକାଶ…
ପ୍ରବାସୀଙ୍କ ପାଇଁ ସାମଗ୍ରୀ ବୋହିଲେ ପ୍ରଶାସନିକ ଅଧିକାରୀ
ଜୁନାଗଡ଼,୨୮।୫(ଡି.ଏନ୍.ଏ.)-କୋଭିଡ-୧୯କୁ ମୁକାବିଲା କରିବା ପାଇଁ ଜୁନାଗଡ ବ୍ଲକ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ବିଡିଓଙ୍କ ସମେତ ବ୍ଲକର ସମସ୍ତ କର୍ମଚାରୀ ଏହି କାମରେ ନିୟୋଜିତ ରହିଛନ୍ତି। ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର (ଟିଏମସି)ରେ ରହିଥିବା ପ୍ରବାସୀମାନଙ୍କୁ ବ୍ଲକ ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରକାର…
ଧାନବସ୍ତା ଟେକିଲେ ମନ୍ତ୍ରୀ
ଜୁନାଗଡ,୨୫।୫(ଡି.ଏନ୍.ଏ.)-ଜୁନାଗଡ ବିଧାୟକ ତଥା ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ସୋମବାର କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଛୋରିଆଗଡ ମଣ୍ଡି ପରିଦର୍ଶନ କରିଥିଲେ। ସେଠାରେ ସେ ଚାଷୀଙ୍କ ସମସ୍ୟା ବୁଝିବା ସହ ଧାନ ବସ୍ତା ଟେକି ଓଜନ କରୁଥିବା ଦେଖିବାକୁ ମିଳିଥିଲା। ଯାହାକୁ…
କୋଭିଡ ହସ୍ପିଟାଲରେ ପ୍ରବାସୀ ଓଡିଆଙ୍କ ମୃତ୍ୟୁ
ଜୁନାଗଡ,୨୫।୫(ଡି.ଏନ୍.ଏ)-କଳାହାଣ୍ଡି ଜିଲା ଭବାନୀପାଟଣା କୋଭିଡ ଡାକ୍ତରଖାନାରେ ଚିକିତ୍ସାଧୀନ ଜଣେ ୩୫ବର୍ଷୀୟ ପ୍ରବାସୀ ଓଡିଆ ଯୁବକଙ୍କ ସୋମବାର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣକ ତାମିଲନାଡୁରୁ ଫେରିଥିଲେ। ଗତ ୨୧ ତାରିଖ ସେ ଜୁନାଗଡ ବ୍ଲକ ହାବସପୁର ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିରରେ ରହିଥିଲେ।…

