କଳାହାଣ୍ଡି

ବିକାଶମୂଳକ କାର୍ଯ୍ୟକୁ ଆହୁରି ତ୍ୱରାନ୍ୱିତ କରିବା ଆମର ମୁଖ୍ୟ ଲକ୍ଷ୍ୟ: ରାଜସ୍ବ ମନ୍ତ୍ରୀ

ଭବାନୀପାଟଣା,୨୪।୬(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାକୁ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଝାରୀ ଦିନିକିଆ ଗସ୍ତରେ ଆସିଥିଲେ। ଏହି ସମୟରେ ଭବାନୀପାଟଣା ସ୍ଥିତ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ଯୋଗଦେଇଥିଲେ।ଏଥିରେ ଜିଲାର…

ରାଜ୍ୟ ସରକାରକୁ ୨ ବର୍ଷ ପୂର୍ତ୍ତି; କେସିଙ୍ଗାରେ ବିକାଶ ଧାରା,ଓଡିଶା ସାରା

କେସିଙ୍ଗା,୨୪।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି ପକ୍ଷରୁ ଏକ ଭିଡିଓ କନଫରେନ୍ସ ଦ୍ଵାରା ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ବିକାଶ ଧାରା, ଓଡିଶା ସାରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏନଏସିର କଲ୍ୟାଣ ମଣ୍ଡପ ପରିସରରେ ବୁଧବାର ଅପରାହ୍ନରେ…

ଟୋକନ ତାଲିକାରେ ଚଞ୍ଚକତା,ପଛ ଚାଷୀଙ୍କୁ ଆଗକୁ ଆଣି ଧାନ ବିକ୍ରି! ତାତିଲେ ଚାଷୀ, ଉପଜିଲାପାଳଙ୍କ…

ଭବାନୀପାଟଣା, ୨୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଚିଚୈଗୁଡା ପ୍ୟାକ୍ସ ଅଧୀନ ନୂଆଗୁଡା ମଣ୍ଡିରେ ଧାନ କ୍ରୟକୁ ନେଇ ସାମ୍ନାକୁ ଆସିଛି ସଙ୍ଗିନ ଅନିୟମିତତା ଅଭିଯୋଗ। ଚାଷୀଙ୍କ ଟୋକନ ତାଲିକାରେ ଚଞ୍ଚକତା କରି ପଛରେ ଥିବା ଚାଷୀଙ୍କୁ…

ଲଡୁଗାଁ କେନାଲ ରାସ୍ତାରେ ଭୟାବହ ଦୁର୍ଘଟଣା: ଦୁଇ ବାଇକ୍‌ ମୁହାଁମୁହିଁ; ଜଣେ ମୃତ, ୩ ଗୁରୁତର

କୋକସରା, ୨୩।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ଲଡୁଗାଁ-ଉଛୁଲା କେନାଲ ରାସ୍ତାରେ ମଙ୍ଗଳବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା…

ବଡ଼ ଧରଣର ଚଢ଼ାଉ: ୧୯ ଦୋକାନୀ ନାଁରେ ମାମଲା ରୁଜୁ, ଜରିମାନା ଆଦାୟ

ରିଷିଡ଼ା ୨୩।୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜିଲାରେ ତମାଖୁ ନିୟନ୍ତ୍ରଣ ଆଇନକୁ କଡ଼ାକଡ଼ି କରିବା ପାଇଁ ଏକ ସ୍ପେଶାଲ ସ୍କ୍ବାର୍ଡ ପକ୍ଷରୁ କର୍ଲାମୁଣ୍ତା ବ୍ଲକ ଅନ୍ତର୍ଗତ ଗଜବାହଲୟ, ରିଷିଡ଼ା ସମେତ ଅଞ୍ଚଳର ବିଭିନ୍ନ…

ଆକାଶଙ୍କୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ

ଭବାନୀପାଟଣା,୨୩।୬(ଉତ୍ତମ କୁମାର ଦାଶ): ତୁର୍କୀର ମରସିନ ଠାରେ ଅନୁଷ୍ଠିତ ୱାର୍ଲ୍ଡ ଆବିଲିଟି ସ୍ପୋର୍ଟ ୟୁଥ୍ ଗେମ୍ସ-୨୦୨୬ରେ କଳାହାଣ୍ଡି ପୁଅ ଆକାଶ ରଞ୍ଜନ ମୁଣ୍ଡ ୨ଟି ସ୍ୱର୍ଣ୍ଣ ଓ ଗୋଟିଏ ରୋପ୍ୟ ପଦକ ପାଇଁ ଭାରତ ପାଇଁ ଗୌରବ ଆଣିଛନ୍ତି। ଏହି ପରିପ୍ରେକ୍ଷୀରେ…

ବିଦ୍ୟାଳୟ ଅଛି ହେଲେ ଛାତ ନାହିଁ, ଶିକ୍ଷକ ଅଛନ୍ତି ହେଲେ ପାଠପଢ଼ା ନାହିଁ: ନୂତନ ଗୃହ ନିର୍ମାଣରେ ମଧ୍ୟ ବ୍ୟାପକ ଅନିୟମିତତା

ଥୁଆମୂଳ ରାମପୁର, ୨୩।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତ ଅଧୀନ ତୁମୋନୀଖୋଲ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ୨୦୦୯ ମସିହାରେ ସ୍ଥାପିତ ଏହି ବିଦ୍ୟାଳୟରେ ବର୍ତ୍ତମାନ ପ୍ରଥମରୁ ପଞ୍ଚମ…

କେସିଙ୍ଗା ଏନ୍‌ଏସିର ୧- ୨ ନମ୍ବର ୱାର୍ଡରେ ଜବରଦଖଲ ଉଚ୍ଛେଦ; ପ୍ରଥମେ ନିଜ ଘର ଭାଙ୍ଗିଲେ ନଗରପାଳ, କାର୍ଯ୍ୟକୁ ପ୍ରଶଂସା କଲେ…

କେସିଙ୍ଗା, ୨୩.୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ୧୯୬୫ ମସିହାରେ ଗଠିତ ହୋଇଥିଲା। କେସିଙ୍ଗା ଏନ୍‌ଏସି ଅନ୍ତର୍ଗତ ବଗାଡ଼ ଅଞ୍ଚଳର ୧ ଓ ୨ ନମ୍ବର ୱାର୍ଡରେ ରାସ୍ତା ଉଭୟ ପାର୍ଶ୍ୱରେ ଜବରଦଖଲ ଯୋଗୁ…

ଧରିତ୍ରୀରେ ଖବର ପ୍ରକାଶ ପରେ ଅସହାୟ ପରିବାରକୁ ଭେଟିଲେ ନୀଳମାଧବ ସିଂ ଦେଓ: ପ୍ରଦାନ କଲେ ସହାୟତା….

ରିଷିଡା, ୨୩।୬ (ସୁଶାନ୍ତ ମଲ୍ଲିକ): କିଛି ଦିନ ତଳେ ଧରିତ୍ରୀ ଖବରକାଗଜରେ ଏକ ଅସହାୟ ପରିବାରର ଦୁଃଖଦ ଅବସ୍ଥା ସମ୍ପର୍କରେ ଖବର ପ୍ରକାଶିତ ହୋଇଥିଲା। କଳାହାଣ୍ଡି ଜିଲା ନର୍ଲା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ରାଜପୁର ଗ୍ରାମର ବାସିନ୍ଦା ୮୦ ବର୍ଷୀୟ ସାହେବ ସାହୁଙ୍କ…

ଭବାନୀପାଟଣା ଅଭିମୁଖେ ଯାଉଥିବାବେଳେ ଓଲଟି ପଡିଲା ପିକ୍‌ଅପ୍‌ ଭ୍ୟାନ; ଅଳ୍ପକେ ବର୍ତ୍ତିଲେ ଗାଡିଚାଳକ

ଥୁଆମୂଳ ରାମପୁର, ୨୩।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରକୁ ଜିଲା ସଦର ମହକୁମା ଭବାନୀପାଟଣା ସହ ସଂଯୋଗ କରୁଥିବା ମୁଖ୍ୟ ସଡ଼କରେ ମଙ୍ଗଳବାର ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଛି। ପୁରୁଣାଗୁମା-ପିପଲ ଘାଟି ଗଡାଣି ସେମେଲପଦର୍‌ ଘାଟି ନିକଟରେ…

ଟ୍ରାକ୍ଟର ଦୁର୍ଘଟଣାରେ ଡ୍ରାଇଭରଙ୍କ ମୃତ୍ୟୁ : ମୃତ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି

ଲାଞ୍ଜିଗଡ଼,୨୨।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଶ୍ୱନାଥପୁର ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ଘଟଣା ଘଟିଛି। ନିଜେ ଚଳାଉଥିବା ଟ୍ରାକ୍ଟର ଚକରେ ଚାପିହୋଇ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। ମୃତକ ଡ୍ରାଇଭର ଜଣକ ହେଉଛନ୍ତି କାନକୁଟୂରୁ ପଞ୍ଚାୟତ ଅନ୍ତର୍ଗତ କୁମ୍ଭାରପଡ଼ା…

ବ୍ଲକ ସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ

ରିଷିଡା, ୨୨/୬ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ୍ଥିତ ସୁଭଦ୍ରା ଶକ୍ତି କେନ୍ଦ୍ରଠାରେ ବ୍ଲକ ସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ସରକାରଙ୍କ ‘ବିକାଶର ଧାରା, ଓଡ଼ିଶା ସାରା’ କାର୍ଯ୍ୟକ୍ରମର ଦୁଇ ବର୍ଷ ପୂର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?