ଜାଲ ପ୍ରମାଣପତ୍ର ଦେଇ ଚାକିରି କରିଥିବା ଶିକ୍ଷକ ଗିରଫ
କର୍ଲାମୁଣ୍ଡା,୮।୨(ଡି.ଏନ୍.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲସ୍ଥିତ ପୁରୁଷୋତ୍ତମ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକତା କରୁଥିବା ଜଣେ ନକଲି ଶିକ୍ଷକଙ୍କୁ ଗିରଫ କରାଯାଇଛି। ଜାଲ ପ୍ରମାଣପତ୍ର ଦେଇ ଚାକିରି କରିଥିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ଏହି ଘଟଣା ବ୍ଲକରେ ଚର୍ଚ୍ଚାର…
ସୁପାଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଲୟ: ଦୁଇଟା କୁଠି, ୮ଟା ଶ୍ରେଣୀର ୧୧୯ ଛାତ୍ରୀଛାତ୍ର
କୋକସରା, ୭।୨ (ଡି.ଏନ୍.ଏ.)- କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡ଼ୁଗଁା ପଁଚେତ୍ ସୁପାଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଲୟ ଏହେଦେ ନାନା ସମସିଆ ଘରରେ ରହିଛେ। ପୁରନା କୁଠି ଯାକ ଭଂଗା ଦଦ୍ରା ହେଇ ବିପଦ୍ ଅବସ୍ତାରେ ରହିଛେ। ଇଆଡ଼େ ପଢ଼ାକୁଠି…
ଜଙ୍ଗଲ ଭିତରେ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ: ପୋଲିସର ଛାନ୍ଭିନ
ଭବାନୀପାଟଣା,୬।୨(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ନର୍ଲା ଥାନା ଅନ୍ତର୍ଗତ କିଡିଙ୍ଗ ଗାଁକୁ ଲାଗିଥିବା ଜଙ୍ଗଲରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ହୋଇଥିବାବେଳେ ପୋଲିସ ଗୁରୁବାର ଘଟଣାସ୍ଥଳରେ ପହଞ୍ଚି ଛାନ୍ଭିନ ଚଳାଇଛି। ମୃତଦେହର ମୁଣ୍ଡ ଓ ଶରୀର ସମ୍ପୂର୍ଣ୍ଣ ପୋଡ଼ି ଯାଇଥିବାବେଳେ…
୧୫ ମେଣ୍ଢା ମାରିଲା ଅଜଣା ଜନ୍ତୁ, ୮ ଗୁରୁତର
କର୍ଲାମୁଣ୍ଡା/ମ.ରାମପୁର/କେସିଙ୍ଗା(ଡି.ଏନ.ଏ) ୬।୨: କଳାହାଣ୍ଡି ଜିଲା ମ.ରାମପୁର ବ୍ଲକ ମୁଡିଙ୍ଗ ପଞ୍ଚାୟତ ଡଙ୍ଗାପଡା ଗାଁରେ ବୁଧବାର ରାତିରେ ଅଜଣା ଜନ୍ତୁ ଆକ୍ରମଣରେ ୧୫ ମେଣ୍ଢାଙ୍କ ମୃତ୍ୟୁ ଘଟିଥିବା ବେଳେ ୮ ମେଣ୍ଢା ଗୁରୁତର ଥିବା ଜଣାପଡିଛି। ସୂଚନାନୁଯାୟୀ, ଡଙ୍ଗାପଡା ଗାଁର କୈଳାସ ମାଝୀଙ୍କ…
ତେଲେଙ୍ଗାନାରେ ବଁଧା ପଡ଼ିଛନ୍ ୧୮ ଦାଦନ ଶ୍ରମିକ
ପର୍ଲା, ୬।୨ (ଡି.ଏନ୍.ଏ.)- କଳାହାଣ୍ଡି ଜିଲା ଦଣ୍ଡପାଟ ଅଂଚଲରେ ଦିନୁଦିନ୍କେ ଦାଦନ ସମସିଆ ବଢ଼ତେଲ ଯାଉଛେ। ଦାଦନ ସମସିଆର ସଂଗେ ଯୁଝବାର ଲାଗି ସରକାର ଅନେକ ଯୋଜନା କାଯ୍କାରୀ କରୁଥିଲେ ବି କିଛି କାମ୍ ନାଇଁଦେବାର। ଶ୍ରମିକମାନେ ଟଁକା ଲୋଭ୍ରେ ଦାଦନ…
କଳାହାଣ୍ଡି ବନ୍ଦ ପରିବର୍ତ୍ତେ ଓକିଲ ସଂଘର କୋର୍ଟ ବର୍ଜନ
ଭବାନୀପାଟଣା,୫।୨(ଡି.ଏନ୍.ଏ.): ବୁଧବାର ପଶ୍ଚିମ ଓଡ଼ିଶା ବନ୍ଦ ଡାକରା ଦିଆଯାଇ ଥିବା ବେଳେ କଳାହାଣ୍ଡି ଜିଲା ଏଥିରେ ସାମିଲ ହୋଇ ନାହିଁ। ମାତ୍ର କଳାହାଣ୍ଡି ବନ୍ଦ ପାଳନ ପରିବର୍ତ୍ତେ ପଶ୍ଚିମ ଓଡ଼ିଶା ଓକିଲ ସଂଘ ଦାବିକୁ ସମର୍ଥନ ଜଣାଇ ଜିଲା ଓକିଲ ସଂଘ…
ଧନସରାରେ ଭୀମା ବିହା ସଂଗେ ବାଲିଯାତ୍ରା ଉଦ୍ଯାପିତ
କୋକସରା,୫।୨(ଡି.ଏନ୍.ଏ.)- କଳାହାଣ୍ଡି ଜିଲା କୋକସରା ବ୍ଲକ କାଶିବାହାଲ ପଁଚେତ୍ ଧନସରାରେ ଗଲା ୩ ମାସ ଧରି ପାଲିତ ହେଇଥିବାର ବାଲିଯାତ୍ରା ମାଘ ମାସ ଉକିଆ ଦଶମୀ ମଙ୍ଗଳବାର ଦିନ ଉଦ୍ଯାପିତ ହେଇଯାଇଛେ। ଇ ଯାତ୍ରାଟା ଧନସରାର ମା’ଲଙ୍କେଶ୍ୱରୀ ଗଁା ପୂଜା କମିଟି…
୧୦ ଦିନ ହେଲା ଧାନ ଜଗିଛନ୍ତି କର୍ଲାମୁଣ୍ଡା ଚାଷୀ
କର୍ଲାମୁଣ୍ଡା,୪।୨(ଡି.ଏନ୍.ଏ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର କର୍ଲାମୁଣ୍ଡା ସମବାୟ ସମିତି ଜରିଆରେ ଖୋଲିଥିବା ମଣ୍ଡିରେ ଚାଷୀମାନେ ଧାନବସ୍ତା ରଖିବାର ୧୦ ଦିନ ବିତିଛି। ହେଲେ ଧାନ ଉଠାଇବା ଲାଗି ପ୍ରଶାସନ ପକ୍ଷରୁ କୌଣସି ବ୍ୟବସ୍ଥା ଗ୍ରହଣ କରାଯାଉନାହିଁ। ଫଳରେ ଚାଷୀମାନେ…
ଓପିଟିସିଏଲ୍ ଗ୍ରୀଡ୍ ମରାମତି ପାଇଁ ବିଦ୍ୟୁତ୍ କାଟ୍
ଭବାନୀପାଟଣା,୪।୨(ଡିଏନଏ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ଅନ୍ତର୍ଗତ ଭଙ୍ଗାବାବରୀରେ ଥିବା ଓପିଟିସିଏଲ ଗ୍ରୀଡ୍ ମରାମତି ପାଇଁ ବିଦ୍ୟୁତ କାଟ ହେବ । ଏ ନେଇ ମଙ୍ଗଳବାର ୱେସ୍କୋର ପୂର୍ବଖଣ୍ଡ ଡିଭିଜନ ନିର୍ବାହୀଯନ୍ତ୍ରୀ ଇଂ ଆଲୋକ ପଟ୍ଟନାୟକ ଏକ ପ୍ରେସ ବିଜ୍ଞପ୍ତିରେ ଜଣାଇଛନ୍ତି।…
ମାଓବାଦୀ ପୋଷ୍ଟର: ଠିକାଦାର, ସୁପରଭାଇଜରଙ୍କୁ ହତ୍ୟା ଧମକ
ଭବାନୀପାଟଣା,୨।୨(ଡି.ଏନ୍.ଏ.) : କଳାହାଣ୍ଡି ଜିଲାରେ ମାଓବାଦୀ ପୁଣି ପୋଷ୍ଟର ଲଗାଇଥିବା ଦେଖିବାକୁ ମିଳିଛି। ରାସ୍ତାକାମ ବନ୍ଦ କରିବାକୁ ଏଥିରେ ଚେତାବନୀ ଦିଆଯାଇଥିବା ବେଳେ କାମ ବନ୍ଦ ନ ହେଲେ ଠିକାଦାର ଓ ସୁପରଭାଇଜରଙ୍କୁ ମୃତ୍ୟୁଦଣ୍ଡର ଧମକ ମଧ୍ୟ ଦିଆଯାଇଛି। ସୂଚନାନୁଯାୟୀ, କଳାହାଣ୍ଡି…
କଳାହାଣ୍ଡି ଜିଲାର ୩୨ ବିଦ୍ୟାଳୟକୁ ମିଳିବ ‘ଗାରିମା ରୌପ୍ୟ’ ପୁରସ୍କାର
ଭବାନୀପାଟଣା, ୩୧।୧ (ଡି.ଏନ୍.ଏ.): କଳାହାଣ୍ଡି ଜିଲାର ୩୨ଟି ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ‘ଗାରିମା ରୌପ୍ୟ’ ପୁରସ୍କାର ମିଳିବ। ଏ ନେଇ ଛାତ୍ରୀଛାତ୍ର, ଅଭିଭାବକ ଏବଂ ଶିକ୍ଷକଙ୍କ ମହଲରେ ଖୁସି ଦେଖିବାକୁ ମିଳିଛି। ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ…
୫ରେ ପଶ୍ଚିମ ଓଡ଼ିଶା ବନ୍ଦ: ସାମିଲ ହେବନି କଳାହାଣ୍ଡି ଓକିଲ ସଂଘ
ଭବାନୀପାଟଣା, ୩୧।୧ (ଡି.ଏନ୍.ଏ.): ଫେବୃୟାରୀ ୫ ତାରିଖରେ ପଶ୍ଚିମ ଓଡ଼ିଶା ବନ୍ଦ ଡାକରା ପାଇଁ ଓକିଲ ସଂଘ ନିଷ୍ପତ୍ତି ନେଇଥିବା ବେଳେ ଏହି ବନ୍ଦରେ କଳାହାଣ୍ଡି ବାର୍ ଆସୋସିଏଶନ୍ ସାମିଲ ହେବ ନାହିଁ ବୋଲି ଜଣାପଡ଼ିଛି। ଶୁକ୍ରବାର ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର…

