ଚହକା କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ରାଜ୍ୟସ୍ତରରେ ପୁରସ୍କୃତ
ଭବାନୀପାଟଣା,୩୧।୧(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଚହକା କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ରାଜ୍ୟସ୍ତରରେ ପୁରସ୍କୃତ ହୋଇଛି। ଜାନୁୟାରୀ ୧୬ ରୁ ୩୦ ତାରିଖ ପର୍ଯ୍ୟନ୍ତ ଆୟୋଜିତ ପାଣି ପଞ୍ଚାୟତ ପକ୍ଷ ପାଳନ ଅବସରରେ ରାଜ୍ୟ ଜଳ ସମ୍ପଦ ବିଭାଗ ପକ୍ଷରୁ ଚହକା…
ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିୟନର ବନ୍ଦ ଡାକରା: କଳାହାଣ୍ଡି ଜିଲାର ସମସ୍ତ ବ୍ୟାଙ୍କ ବନ୍ଦ
ଭବାନୀପାଟଣା,୩୧।୧(ଡି.ଏନ୍.ଏ.): ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିୟନ ପକ୍ଷରୁ ଜାନୁୟାରୀ ୩୧ ଶୁକ୍ରବାର ଓ ଫେବୃୟାରୀ ୧ ଶନିବାର ସମସ୍ତ ବ୍ୟାଙ୍କ ବନ୍ଦ ଡାକରା ଦିଆଯାଇଛି। ସପ୍ତାହକୁ ୫ ଦିନ ବ୍ୟାଙ୍କିଙ୍ଗ୍ ବ୍ୟବସ୍ଥା ପ୍ରଚଳନ, ଦରମାର ପୁନଃ ନିର୍ଦ୍ଧାରଣ, ସମାନ କାମକୁ…
ଛେଉଁଡ୍ ଭାଇବହେନ୍କୁଁ ସାହାଯ୍ର ହାତ୍ ବଢ଼ାଲା ପରଶାସନ
ପର୍ଲା, ୩୧।୧ (ଡି.ଏନ୍.ଏ)-କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଦଣ୍ଡପାଟ ଅଂଚଲ ଛଞ୍ଚାଣବାହାଲି ପଁଚେତ୍ ବେହେରାଗୁଡ଼ା ଗଁାର ମା’ବାପ୍ ଛେଉଁଡ୍ ଭାଇବହେନ୍କୁ ଜିଲା ଶିଶୁ ୟୁନିଟ କତୁରପକ୍ଷ ସାହାଯ୍ର ହାତ୍ ବଢ଼େଇଛନ୍। ଗୁରୁବାର ଜିଲା ଶିଶୁ ମଙ୍ଗଲ ୟୁନିଟର ନିରଦେଶକ ଗୋଲାପ ଅବ୍ବୁଲ୍ଲା…
ଯୁବ ସମାଜ ଲାଗି ଉଦାହରନ୍ ସାଜିଛନ୍ ଟଙ୍କଧର: ଚାକ୍ରି ବଦ୍ଲା ଚାଷ୍କେ କରିଛନ୍ ଜିବ୍କା
ଭବାନୀପାଟଣା,୩୦।୧(ଡି.ଏନ୍.ଏ.)- ଆଜିକାଲିର ସମାଜରେ ବଡ଼ଭାଗି ପଢ଼ାଗୁନା ପିଲା ଚାକ୍ରିର ପଛେ ଦଉଡୁଛନ୍। ସେନ୍ତା ଆରକେତେ ଗରିବ୍ ଘରର ପିଲା ଅଭାବ ଅନାଟନରୁ ପେଟ୍ପାଟନା ଲାଗି ଦାଦନ ଖଟିଯାଉଛନ୍। ହେଲେ କଳାହାଣ୍ଡି ଜିଲା କଲମପୁର ବ୍ଲକ ବିଜମରା ପଁଚେତ୍ ଡୁମେରମୁଣ୍ଡାର ଝନେ ଶିକ୍ଷିତ…
ଭବାନୀପାଟଣାରେ ଭାରତବନ୍ଦର ପ୍ରଭାବ
ଭବାନୀପାଟଣା,୨୯।୧(ଡି.ଏନ୍.ଏ.): ସିଏଏ, ଏନ୍ଆର୍ସି, ଇଭିଏମ୍ ଓ ଏନ୍ଆର୍ପିକୁ ବିରୋଧକରି ବହୁଜନ କ୍ରାନ୍ତି ମୋର୍ଚ୍ଚା (ବିକେଏମ୍) ପକ୍ଷରୁ ବୁଧବାର ୧୨ ଘଣ୍ଟିଆ ଭାରତବନ୍ଦ ଡାକରା ଦିଆଯାଇଛି। ଜିଲାର ଭବାନୀପାଟଣା ସମେତ ବିଭିନ୍ନ ଅଞ୍ଚଳରେ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି। ସକାଳୁ ଦୋକାନ ବଜାର,…
ସିଏଏ, ଏନ୍ଆରସିକେ ନେଇ ଉଠୁଛେ ପଡ଼ୁଛେ ଦେଶ୍: ନିଜର ମାଟିରେ ଠିକାନା ଖୁଜୁଛନ୍ ଲୋକ୍
ପର୍ଲା, ୨୯।୧ (ଡି.ଏନ୍.ଏ.)-ସିଏଏ ଆର ଏନ୍ଆରସିକେ ନେଇ ଏହେଦେ ଦେଶ୍ ଉଠୁଛେ ପଡ଼ୁଛେ। ଇଆଡ଼େ ଦେଶ୍ ସୁଆଧୀନ ହେବାର ୭୦ ବଛର ବିତିଯାଇଥିଲେ ବି ଲୋକ୍ ଜାଗାବାଡ଼ି ଅଭାବୁ ବାରବୁଲା ଜୀବନ୍ ବିତଉଛନ୍। ଆଏଜ୍ ବି ସେମାନେ କେନ୍ଦ୍ର ଆର ରାଏଜ୍…
ବୁରୁଧ୍ ଦମ୍ପତିର ହାତେ ନାତିର ଭବିଷତ୍
ପର୍ଲା, ୨୮।୧ (ଡି.ଏନ୍.ଏ.)- ଦୁଇ ବଛର ଭିତରେ ମା’ବାପ୍କୁ ହେରେଇଛନ୍। ସାହାଭରସା କହେଲେ ବୁରୁଧ୍ ଅଜାଆଈ। ହେଲେ ଅଜାଆଈର ବଏସ୍ ବି ଅଧ୍କା ହେଲାନ। ଏନ୍ତାଥି ସେମାନେ ନାତିର ଭବିଷତ୍କେ ନେଇ ଚିନ୍ତାରେ ପଡ଼ିଯାଇଛନ୍। ଏନ୍ତା ଗୁଟେ ଘଟନା ଦେଖ୍ବାକେ…
କେସିଙ୍ଗାରେ ୭୧ ତମ ସାଧାରଣତନ୍ତ୍ର ଦିବସ
କେସିଙ୍ଗା,୨୬।୧(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ବିଦ୍ୟାପୀଠ ଖେଳପଡ଼ିଆ ପରିସରରେ ୭୧ ତମ ସାଧାରଣତନ୍ତ୍ର ଦିବସ ରବିବାର ପାଳିତ ହୋଇଛି। ଏଥିରେ ମୁଖ୍ୟଅତିଥି ଭାବେ କଳାହାଣ୍ଡି ଉପଜିଲାପାଳ ସୁଶାନ୍ତ ସିଂ ଯୋଗଦେଇ ସହରର ବିକାଶ, ପାନୀୟଜଳ, ରାସ୍ତାଘାଟ, ଡ୍ରେନ୍, ବିଜୁଳି ସମସ୍ୟା…
କର୍ଲାମୁଣ୍ଡାରେ ୭୧ ତମ ସାଧାରଣତନ୍ତ୍ର ଦିବସ
କର୍ଲାମୁଣ୍ଡା,୨୬।୧(ଡି.ଏନ୍.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ହସ୍ପିଟାଲ ପଡ଼ିଆଠାରେ କର୍ଲାମୁଣ୍ଡା ସଦର ପଞ୍ଚାୟତ ପକ୍ଷରୁ ୭୧ ତମ ସାଧାରଣତନ୍ତ୍ର ଦିବସ ରବିବାର ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ କୃଷ୍ଣଚନ୍ଦ୍ର ବାଗ ଯୋଗଦେଇ ପତାକା…
ଅଣ୍ଡର ବ୍ରିଜ ନିର୍ମାଣ ଲାଗି ଚତୁର୍ଥ ଦିନରେ ଆନ୍ଦୋଳନ : ଜିଲା ପ୍ରଶାସନ ପକ୍ଷରୁ ବୈଠକ
କେସିଙ୍ଗା, ୨୫।୧(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହର ନିକଟରେ ଥିବା ରେଳ ଫାଟକ ନିକଟରେ ଅଣ୍ଡର ବ୍ରିଜ ନିର୍ମାଣ ଦାବି ଶନିବାର ଚତୁର୍ଥ ଦିନରେ ପହଞ୍ଚିଛି। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ କେସିଙ୍ଗା ଥାନାରେ ଏକ ଜରୁରିକାଳୀନ ବୈଠକ ଅନୁଷ୍ଠିତ…
ବସ୍ର କାଚ ଭାଙ୍ଗି ଜେଲ୍ ଗଲେ ଦୁଇ ଯୁବକ
ଭବାନୀପାଟଣା,୨୫।୧(ଡି.ଏନ୍.ଏ.) : ଏକ ଘରୋଇ ବସ୍ର କାଚ ଭାଙ୍ଗିବା ଅଭିଯୋଗରେ ଟାଉନ ଥାନା ପୋଲିସ କଳାହାଣ୍ଡି ଜିଲା ଭବାନୀପାଟଣାର ୨ ଯୁବକଙ୍କୁ ଗିରଫ କରି ଶୁକ୍ରବାର ସନ୍ଧ୍ୟାରେ କୋର୍ଟଚାଲାଣ କରିଛି। ସୂଚନା ଅନୁଯାୟୀ, ଗତ ୨୧ ତାରିଖ ରାତି ପ୍ରାୟ ୧୦ଟାରେ…
ମୃତ୍ୟୁ ଆସେ ଏମିତି: ଶୌଚ ପାଇଁ ଯାଉଥିଲେ ଯୁବକ, ମୋଟରସାଇକେଲ ଧକ୍କା ଦେବାରୁ ଗଲା ଜୀବନ
ଭବାନୀପାଟଣା,୨୫।୧(ଡି.ଏନ୍.ଏ.): ମୃତ୍ୟୁ ଏମିତି ଆସେ। ସାଙ୍ଗମାନଙ୍କ ସହ ମିଶି ଶୌଚ ହେବାକୁ ନିକଟସ୍ଥ ପୋଖରୀକୁ ଜଣେ ଯୁବକ ଯାଉଥିବା ବେଳେ ଏକ ମୋଟରସାଇକେଲ ଧକ୍କା ଦେବାରୁ ତାଙ୍କ ଜୀବନ ଚାଲିଯାଇଛି। କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ଅନ୍ତର୍ଗତ କଲମ ପଞ୍ଚାୟତର ଚାନ୍ଦପଲା…

