କଳାହାଣ୍ଡି

ଆବାସ ଯୋଜନା ବାଟ୍‌ବନା: ପଲିଥିନ ତଲେ ମୁଡ଼ ଗୁଁଜିଛନ୍‌ ୫ ପରାନୀ କୁଟୁମ

ପଲମ, ୨୫।୧ (ଡି.ଏନ୍‌.ଏ.)- କେନ୍ଦ୍ର ଆର ରାଏଜ୍‌ ଉଭଏ ସରକାର ଗରିବ୍‌ ଦୁଖିକର ଲାଗି ଯୋଜନା ଉପରେ ଯୋଜନା ତିଆର କରି ଫିବଛର କୋଟି କୋଟି ଟଁକା ସାରୁଛନ୍‌। ହେଲେ ଅନେକ ଜାଗାରେ ଇ ସରକାରୀ ଯୋଜନାମାନକର ସୁଫଲ ଗରିବ୍‌ ଦୁଖି…

କେସିଙ୍ଗା ରେଳ ଫାଟକ ଅଣ୍ଡର ବ୍ରିଜ ନିର୍ମାଣ ଦାବି: ୩ୟ ଦିନରେ ଧାରଣା

କେସିଙ୍ଗା,୨୪।୧: କଳାହାଣ୍ଡି ଜିଲା କେସିଙ୍ଗା ସହର ନିକଟରେ ଥିବା ରେଳ ଫାଟକରେ ଅଣ୍ଡର ବ୍ରିଜ ନିର୍ମାଣ ଦାବିକୁ ନେଇ ଚାଲୁଥିବା ଗଣଧାରଣା ଶୁକ୍ରବାର ୩ୟ ଦିନରେ ପହଞ୍ଚିଛି। ଶୁକ୍ରବାର କେସିଙ୍ଗା ବ୍ଲକର ବିଭିନ୍ନ ପଞ୍ଚାୟତ ଲୋକେ ଏହି ଗଣଧାରଣାରେ ସାମିଲ ହୋଇଛନ୍ତି।…

ମଉଲିକ୍‌ ସୁବିଧାରୁ ବଁଚିତ୍‌ ଆମଠାପଦର ଗାଁବାସୀ

ଭବାନୀପାଟଣା,୨୪।୧(ଡି.ଏନ୍‌.ଏ.): ଝାର ଜଂଗଲ, ପାହାଡ଼ ପରବତ ଘେରା କଳାହାଣ୍ଡି ଜିଲାରେ ସୁଆଧୀନତାର ୭୦ ବଛର ଉତାରୁ ବି ଅନେକ ଗାଁଗଁଡ଼ାର ଲୋକ୍‌ ମଉଲିକ୍‌ ସୁବିଧା ସୁଯୋଗରୁ ବଁଚିତ୍‌ ହେଇ ରହିଛନ୍‌। ସମିଆ ଅସମିଆରେ ଇମାନକର ଲାଗି ଭଗବାନ ହିଁ ସାହାଭରସା। ଏନ୍‌ତା…

ଅଜନା ରୋଗ୍‌ରେ ପୀଡ଼ିତ ଗାୟତ୍ରୀ: ସରକାରୀ ସାହାଯ୍‌ ଆଶ୍‌ରେ ବାପ୍‌, ଭାଇ

ଭବାନୀପାଟଣା, ୨୪।୧ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ସଦର ବ୍ଲକ ଦାଦପୁର ଗଁାର ଗୁରୁ ରଣାକଁର ଝି’ ଗାୟତ୍ରୀ ରଣା(୩୬)। ସେ ଆଏଜ୍‌କେ ପାଖାପାଖି ୩ ବଛର ହେଲା କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପୀଡ଼ିତ୍‌ ଅଛନ୍‌। ହେଲେ ପରିବାରଟା ନିହାତି ଗରିବ୍‌…

ସୁଲୋଚନାକୁଁ ସାହାଯ୍‌ର ହାତ୍‌ ବଢ଼ାଲେ ଭିନେ ଭିନେ ସଂଗଠନ: ଫିରି ପାଏଲେ ବଁଧା ପଡ଼ିଥିବାର ରାଶନକାର୍ଡ

ପର୍ଲା, ୨୪।୧ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଦଣ୍ଡପାଟ ଅଂଚଲ ଛଞ୍ଚାଣବାହାଲି ପଁଚେତ୍‌ ବେହେରାଗୁଡ଼ାର କୁଷ୍ଠ ରୋଗ୍‌ରେ ପୀଡ଼ିତ ସୁବାସ ଦୋରୁଆନ(୫୦)କଁର ଦିନାକେତେ ତଲେ ମୁର୍‌ତୁ ହେଇଥିଲା। ଏନ୍‌ତାଥି ବିଧବା ବୁଢ଼ୀ ମା’ଟଁକା ପଏସା ଅଭାବୁ ପୁଓର ଶୁଧିକାଯ୍‌ ଲାଗି…

ଉଦ୍ଧାର ବାଳକଙ୍କୁ ପରିବାରକୁ ହସ୍ତାନ୍ତର

ଭବାନୀପାଟଣା,୨୪।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ଚାଇଲ୍ଡ ଲାଇନ ଗତ ୧୬ ତାରିଖରେ ଜଣେ ୧୫ ବର୍ଷର ବାଳକଙ୍କୁ ଉକ୍ତ ସହରରୁ ଉଦ୍ଧାର କରିଥିଲା। ଶୁକ୍ରବାର ଉକ୍ତ ବାଳକଙ୍କୁ ଛତିଶଗଡ଼ର ମହାସମୁନ୍ଦ ରେଲୱେ ଷ୍ଟେଶନ ପାଖ ଗୁଜାପରାରାରେ ରହୁଥିବା ତାଙ୍କ ପରିବାର ଲୋକଙ୍କୁ…

ପୁଓର ସୁଧିକାଯ୍‌ ଲାଗି ବଁଧା ପଡ଼ଲା ରାଶନକାର୍ଡ

ପର୍ଲା, ୨୩।୧ (ଡି.ଏନ୍‌.ଏ.)- କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଦଣ୍ଡପାଟ ଅଂଚଲ ଛଞ୍ଚାଣବାହାଲି ପଁଚେତ୍‌ ବେହେରାଗୁଡ଼ା ଗଁାର ସୁବାସ ଦୋରୁଆନ(୫୦) ଅନେକ ଦିନ୍‌ ହେଲା କୁଷ୍ଠ ରୋଗ୍‌ରେ ପୀଡ଼ିତ ଥିଲେ। ଗଲା ୧୭ ତାରିଖ୍‌ ତାକର ମୁର୍‌ତୁ ହେଇଥିଲା। ହେଲେ ଜାତିଭାଇ…

ରେଳ ଅଣ୍ଡରବ୍ରିଜ ନିର୍ମାଣ ଦାବି: ୧୨ ଘଣ୍ଟା କେସିଙ୍ଗା ବନ୍ଦ

କେସିଙ୍ଗା, ୨୨।୧: କଳାହାଣ୍ଡି ଜିଲାର ମୁଖ୍ୟଦ୍ୱାର ନିକଟରେ ରେଳ ଫାଟକ ରହିଛି। ଏହି ଫାଟକ ଦେଇ ୧୬ ନମ୍ବର ଜାତୀୟ ରାଜପଥ ଯାଇଛି। ଏହି ଫାଟକ ଦେଇ ଦିନରାତି ଟ୍ରେନ ଯିବାବେଳେ ପ୍ରାୟ ୧୬ ଘଣ୍ଟା ଗେଟ ବନ୍ଦ ରହୁଛି। ଫଳରେ…

ମୁଢ଼ି ମିକ୍ସଚର ଦେଇଛେ ଜୀବନ୍‌ଜିବ୍‌କା

କର୍ଲାମୁଣ୍ଡା, ୨୨।୧ (ଡି.ଏନ୍‌.ଏ.)-କଥାରେ ଅଛେ କାମ୍‌କେ ଛୋଟ୍‌ ବଡ଼ ନାଇଁ ଭାବି କରି କରମ୍‌ କରୁଥିବାର ଲୋକ୍‌ର ପେଟ୍‌ କେଭେ ଖାଲି ନାଇଁ ରହେ। ଏନ୍‌ତା ଗୁଟେ ଉଦାହରନ୍‌ ଦେଖ୍‌ବାକେ ମିଲିଛେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଂଚଲରେ। ସୂଚନା ଅନ୍‌ସାରେ…

ଅଣ୍ଡର ବ୍ରିଜ୍‌ ନିର୍ମାଣକୁ ନେଇ ଡିଆର୍‌ଏମ୍‌ଙ୍କୁ ଦାବିପତ୍ର ପ୍ରଦାନ, ବୁଧବାର କେସିଙ୍ଗା ସହର ବନ୍ଦ ଡାକରା

କେସିଙ୍ଗା,୨୧ା୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହର ରେଲଓ୍ବେ ଫାଟକ ନିକଟରେ ଅଣ୍ଡର ବ୍ରିଜ ନିର୍ମାଣକୁ ନେଇ କେସିଙ୍ଗା ସହର କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ମଙ୍ଗଳବାର ସମ୍ବଲପୁର ରେଳ ଡିଭିଜନ ଡିଆର୍‌ଏମ୍‌ଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା। ହେଲେ ଏହା ତାଙ୍କ ହାତରେ ନ…

ଆଈବୁଢ଼ିର ହାତେ ୩ ଛେଉଁଡ୍‌ ଛୁଆକର ଭବିଷତ୍‌

ପର୍ଲା, ୨୦।୧ (ଡି.ଏନ୍‌.ଏ.)- କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଦଣ୍ଡପାଟ ଅଂଚଲ ଛଞ୍ଚାଣବାହାଲି ପଁଚେତ୍‌ ଅଧୀନ ବେହେରାଗୁଡ଼ା ଗଁାର ସୁବାସ ଦୋରୁଆନ(୪୫)କଁର ଶୁକୁରବାର ମୁର୍‌ତୁ ହେଇଥିଲାବେଲେ ତାକର ୩ ଝି’ପୁଓ ବେସାହାରା ହେଇଯାଇଛନ୍‌। ଏନ୍‌ତାଥି ମା’ବାପ୍‌ ଛେଉଁଡ୍‌ ୩ ଭାଇବହେନ୍‌କର ଭବିଷତ୍‌…

‘ସମ୍ପର୍କ ରଥ’ ଉଦ୍‌ଘାଟିତ: ମୋ ସରକାର କାର୍ଯ୍ୟକ୍ରମର କରିବ ପ୍ରଚାର

ଭବାନୀପାଟଣା,୧୮।୧(ଡି.ଏନ୍‌.ଏ.): ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ଥୁଆମୂଳରାମପୁର, ଭବାନୀପାଟଣା କଳାହାଣ୍ଡି ଆନୁକୂଲ୍ୟରେ ‘ମୋ ସରକାର’ ପ୍ରଚାର ନିମନ୍ତେ ୨ଟି ‘ସମ୍ପର୍କ ରଥ’ଉଦ୍‌ଘାଟିତ ହୋଇଛି। ଏହି ଉସତ୍ବରେ ଏସ୍‌ସି ଏସ୍‌ଟି ବିଭାଗର ଅତିରିକ୍ତ ସଚିବ ରଘୁମଣି ଗମାଙ୍ଗ, ଅତିରିକ୍ତ ଜିଲାପାଳ ଶରତ ଚନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?