କଳାହାଣ୍ଡି

‘ସମ୍ପର୍କ ରଥ’ ଉଦ୍‌ଘାଟିତ: ମୋ ସରକାର କାର୍ଯ୍ୟକ୍ରମର କରିବ ପ୍ରଚାର

ଭବାନୀପାଟଣା,୧୮।୧(ଡି.ଏନ୍‌.ଏ.): ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ଥୁଆମୂଳରାମପୁର, ଭବାନୀପାଟଣା କଳାହାଣ୍ଡି ଆନୁକୂଲ୍ୟରେ ‘ମୋ ସରକାର’ ପ୍ରଚାର ନିମନ୍ତେ ୨ଟି ‘ସମ୍ପର୍କ ରଥ’ଉଦ୍‌ଘାଟିତ ହୋଇଛି। ଏହି ଉସତ୍ବରେ ଏସ୍‌ସି ଏସ୍‌ଟି ବିଭାଗର ଅତିରିକ୍ତ ସଚିବ ରଘୁମଣି ଗମାଙ୍ଗ, ଅତିରିକ୍ତ ଜିଲାପାଳ ଶରତ ଚନ୍ଦ୍ର…

ହଜିଗଲା ମାନବିକତା: କୁଷ୍ଠ ରୋଗୀ ବୋଲି ମିଳିଲାନି କାନ୍ଧ, ସାଇକେଲରେ ବୁହା ହେଲା ମୃତଦେହ

ପର୍ଲା,(ଡି.ଏନ୍‌.ଏ.),୧୮।୧- ଆଜିର ଅତ୍ୟାଧୁନିକ ସମାଜରେ ମଧ୍ୟ ଅନେକେ ଅନ୍ଧବିଶ୍ୱାସ ଭଳି ସାମାଜିକ ବ୍ୟାଧିଗ୍ରସ୍ତ। ଏପରିକି ସମାଜରେ ମାନବିକତା ଧୀରେ ଧୀରେ ହଜିବାକୁ ବସୁଛି। ଏଭଳି ଅଭାବନୀୟ ଘଟଣା କଳାହାଣ୍ଡି ଜିଲା ଧର୍ମଗଡ ବ୍ଲକ ଦଣ୍ଡପାଟ ଅଞ୍ଚଳ ଛଞ୍ଚାଣବାହାଳି ପଞ୍ଚାୟତ ବେହେରାଗୁଡାରେ ଦେଖିବାକୁ…

ସରକାରୀ ଯୋଜନାରୁ ବଁଚିତ୍‌ ବୁରୁଧ୍‌ ବାସନ୍ତି

  କଲମପୁର, ୧୮।୧ (ଡି.ଏନ୍‌.ଏ)- କଳାହାଣ୍ଡି ଜିଲା କଲମପୁର ବ୍ଲକ ପଣ୍ଡିଗଁା ପଁଚେତ୍‌ ଅଧୀନ ପାତ୍ରବସା ଗାଁର ବାସନ୍ତି ପୁଝାରୀ(୬୫)। ଅନେକ ଦିନ୍‌ ହେଲା ଆପ୍‌ନେ ଆର ଗୁଟେବଲି ପୁଓକେ ହରେଇ ସେ ଭାଂଗି ପଡ଼ିଛନ୍‌। ଏନ୍‌ତା ପରିସ୍ଥିତିରେ ସେ ଅନେକ…

ଗୟାଧରକୁଁ ଚିକିତ୍ସା ଲାଗି ପଠାଲା ପର୍‌ଶାସନ

ପର୍ଲା, ୧୮।୧ (ଡି.ଏନ୍‌.ଏ)- କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଜୟନ୍ତପୁର ଗଁାର ଗୟାଧର ଲୋହାର(୨୫)କୁଁ ପରଶାସନ ଶୁକୁରବାର ଉଧାର କରି ଚିକିଛା ଲାଗି ଜିଲା ମୁଖିଆ ଡାକ୍‌ତରଖାନା ଭବାନୀପାଟଣାକେ ପଠେଇଛେ। ଇ ବାବ୍‌ଦେ ଲାଗ୍‌ଲାଗ୍‌ ଧରିତ୍ରୀରେ ଖବର ବାହାରଲାରୁ ଥାନୀଅ ପରଶାସନ…

ଭିଜିଲାନ୍ସ ଜାଲରେ ଭବାନୀପାଟଣା ପୂର୍ବତନ ବିଜେଡି ବିଧାୟକ

ଭବାନୀପାଟଣା,୧୭।୧(ଡି.ଏନ୍‌.ଏ.): ଭିଜିଲାନ୍ସ ଜାଲରେ ଭବାନୀପାଟଣାର ପୂର୍ବତନ ବିଜେଡି ବିଧାୟକ ଅନାମ ନାୟକ। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଶୁକ୍ରବାର ସକାଳେ ଅନାମଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଅନାମଙ୍କ ଭବାନୀପାଟଣା ନକଟିଗୁଡ଼ା ବାସଭବନ, ମଦନପୁର ରାମପୁରରେ ଥିବା ଏକ ହୋଟେଲରେ…

ଆବାସ ଯୋଜନାରୁ ବଁଚିତ୍‌ ଦ୍ରୌପଦୀ

ପର୍ଲା, ୧୭।୧ (ଡି.ଏନ୍‌.ଏ)- ମୁଇଁ ଘର ଖଁଡ଼େ ଲାଗି ବଡ଼ା ଗୁଲ୍‌ଗୁଲା ହେଉଛେଁ। ବରଷା ମାସ୍‌ ସାରା ନାଇଁ ଶୁଇ, ପାଏନ୍‌ ଛେଦେଇ ଛେଦେଇ ରାଏତ୍‌ ସାରା ଉଜାଗର ରହିଛେଁ। କୁଟେ କାଁଥି ମାଡ଼ି ବସିଛେ। ଏନ୍‌ତାଥି ମୁଇଁ ବଡ଼ା ଗୁଲ୍‌ଗୁଲା…

ଗୟାଧରକୁଁ ସାହାଯ୍‌ର ହାତ୍‌ ବଢ଼ାଲା ପରଶାସନ

ପର୍ଲା, ୧୬।୧ (ଡି.ଏନ୍‌.ଏ)- କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଜୟନ୍ତପୁର ଗାଁର ଗୟାଧର ଲୋହାର(୨୫) ଅନେକ୍‌ ଦିନ୍‌ ହେଲା କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପୀଡ଼ିତ ଅଛନ୍‌। ଇ ବାବ୍‌ଦେ ୧୪ ତାରିଖ ମଙ୍ଗଲବାର ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ‘ଅଜନା ରୋଗ୍‌ରେ…

ମାନସିକ୍‌ ରୁଗୀର ଉତ୍‌ପାତରେ ଗାଁଖୁଲି ଶୂନସାନ: ଭଏଭିତ ଅବସ୍‌ତାରେ ବାରବଖରା ଗାଁବାସୀ

ପର୍ଲା, ୧୬।୧ (ଡି.ଏନ୍‌.ଏ)- କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡାପଟ ଅଂଚଲ ଖୁଣ୍ଟିଆ ପଁଚେତ୍‌ ବାରବଖରା ଗାଁର ଦେବେନ୍ଦ୍ର ଧରୁଆ(୩୫)। ସେ ଝନେ ମାନସିକ୍‌ ରୁଗୀ। ଏହେଦେ ତାକଁର ଉତ୍‌ପାତରେ ଗାଁବାସୀ ଭଏଭିତ ଅବସ୍‌ତାରେ ରହିଥିବାର ଅଭିଯୋଗ କରିଛନ୍‌। ସୂଚନା ଅନ୍‌ସାରେ…

କଳାହାଣ୍ଡିରେ ପ୍ରବଳ ଶୀତ: ଜନଜୀବନ ଅସ୍ତବ୍ୟସ୍ତ

ଭବାନୀପାଟଣା,୧୪।୧ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ୪ ଦିନ ଧରି ପ୍ରବଳ ଶୀତ ସାଙ୍ଗକୁ ଘନ କୁହୁଡି ଲାଗି ରହିଛି । ଅଦିନିଆ ବର୍ଷା ପରେ ପରେ କୁହୁଡିଆ ପାଗ ଯୋଗୁ ଗତ କିଛିଦିନ ହେଲା ଜିଲାରେ ଶୀତର ପ୍ରକୋପ ସେତେଟା ନ…

ବନ୍ଧୁକ ମୁନରେ ୨୦ ଲକ୍ଷ ଟଙ୍କା, ୩୦ ଭରି ସୁନା ଲୁଟ୍‌

ଧର୍ମଗଡ,୧୪।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଭଇରିପାଲି ଗାଁରେ ଏକ ବଡଧରଣ ଡକାୟତି ହୋଇଛି। ସୋମବାର ବିଳମ୍ବିତ ରାତିରେ ସୌରଭ ଜୈନଙ୍କ ଘରୁ ୬ ଜଣ ଦୁର୍ବୁତ୍ତ ବନ୍ଧୁକ ଏବଂ ମାରଣାସ୍ତ୍ର ଦେଖାଇ ଟଙ୍କା ଗହଣା ଲୁଟ କରିଥିବା ଅଭିଯୋଗ ହୋଇଛି।…

ଅଜନା ରୋଗ୍‌ରେ ପୀଡ଼ିତ ଗୟାଧର: ସରକାରୀ ଚିକିଛା ସାହାଯ୍‌ ଆଶ୍‌ରେ ମା’ବାପ୍‌

  ପର୍ଲା,୧୪।୧(ଡି.ଏନ୍‌.ଏ.)- କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଜୟନ୍ତପୁର ଗଁାର ଗୟାଧର ଲୋହାର(୨୫)। ସେ ଅନେକ୍‌ ଦିନ୍‌ ହେଲା କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପୀଡ଼ିତ ଅଛନ୍‌। ହେଲେ ଟଁକା ପଏସା ଅଭାବୁ ଚିକିଛା କରେଇ ନାଇଁପାରି କରି ଭଗବାନ ଭରସାରେ…

ଜନ୍‌ମୁ ଦିବ୍ୟାଙ୍ଗ ତିନ୍‌ ଭାଇ: ଉଚ ଚିକିଛା ଲାଗି ଟଁକା ଅଭାବ

  କୋକସରା,୧୪।୧(ଡି.ଏନ୍‌.ଏ.)- ପୁଓ ହେଉ କି ଝି’ ଜନମ୍‌ ହେଲେ ଘରେ ଖୁସିର ଲହର ଖେଲିଯାଏସି। ମା’ବାପ୍‌ର ସପନ୍‌ ବି ତାକର ସଂଗେ ଯୁଡ଼ି ହେଇଯାଏସି। ହେଲେ ବଏସ୍‌ ବଢ଼ବାର ସଂଗେ ଯଦି ଜନାପଡ଼ବା ଯେ ଝି’ପୁଓ ଦିବ୍ୟାଙ୍ଗ ଆନ୍‌। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?