କଳାହାଣ୍ଡି

କରୋନା ଭୟାବହତା: କଳାହାଣ୍ଡି ଜିଲାର ୧୬୮ ଗ୍ରାମରେ ୩୧୦ଙ୍କୁ ସ୍କାନିଂ

ଭବାନୀପାଟଣା,୨୦।୩(ଡି.ଏନ୍‌.ଏ.): ବିଶ୍ୱରେ କରୋନା ଆତଙ୍କ ସୃଷ୍ଟି କରିଛି। ଓଡ଼ିଶାରେ କରୋନା ସଂକ୍ରମିତ ରୋଗୀ ଚିହ୍ନଟ ହେବାପରେ ଏହି ସଂକ୍ରମଣକୁ ରୋକିବା ପାଇଁ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି। କଳାହାଣ୍ଡି ଜିଲାପାଳ ଡା. ଗାଭାଲି ପରାଗ ହର୍ଷଦଙ୍କ…

ସଁକଟ୍‌ରେ ହସ୍ତତନ୍ତ ଶିଳ୍ପ, କାରିଗର: ପୋରଛାହନ୍‌, ସୂତା ଅଭାବ ମୁଖିଆ ସମସିଆ

ଭବାନୀପାଟଣା,୨୦।୩ (ଡି.ଏନ୍‌.ଏ.)- ସରକାରୀ ପୋରଛାହନ୍‌ ଆର ସୂତା ଅଭାବ ଲାଗି ହସ୍ତତନ୍ତ ଶିଳ୍ପ ସଁକଟରେ ରହିଛେ। ଇଥ୍‌ରେ ଖାଲି ଶିଳ୍ପ ନୁହେ କାରିଗରମାନକର ଜିବ୍‌କା ବି ବୁଡୁଛେ। କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଜୟନ୍ତପୁର ଗଁ। ରେ ଇତାର ପରଭାବ୍‌ ଦେଖ୍‌ବାକେ…

ଭତା, ଆବାସ ଯୋଜନାରୁ ବଁଚିତ୍‌ ଦମ୍ପତି: ବୁରୁଧ୍‌ କାଲେ କୁଲବୁରତି ସାହାଭରସା

ପର୍ଲା, ୧୯।୩ (ଡି.ଏନ୍‌.ଏ.)- କେନ୍‌ କାଲୁ ଆମର ଦେଶ୍‌ରେ ଲୁକ୍‌କର କାମ୍‌ଧାମ, ବୁରତିକେ ନେଇ ସମାଜ, ଜାତିପାତି ସୁରୁଷ୍‌ଟି ହେଇଛେ। ପୁରଖାପାତିନୁ ନିଜର କୁଲବୁରତିକେ ଆପ୍‌ନେଇ ଅନେକ ସମାଜର ଲୋକ୍‌ ନିଜର ଜୀବନ୍‌ ଜିବ୍‌କା ଚଲଉଛନ୍‌। ଏନ୍‌ତା ନିଜର କୁଲବୁରତିକେ ଆପ୍‌ନେଇ…

ଦରଖଁଡ଼ିଆ ହେଇ ପଡ଼ିଛେ ବାଲସି ଗୋଷ୍ଠୀକେନ୍ଦ୍ର

କେସିଙ୍ଗା,୧୯।୩ (ଡି.ଏନ୍‌.ଏ.)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନ ବାଲସି ଗାଁ ଜଗନ୍ନାଥ ଗୁଡ଼ି ପାସେ ତିଆର ହେଉଥିବାର ଗୋଷ୍ଠୀକେନ୍ଦ୍ର କାମ୍‌ ଡେରି ହେଉଥିବାର ଗାଁବାସୀ ଅଭିଯୋଗ କରିଛନ୍‌। ସୂଚନା ଅନ୍‌ସାରେ ୨୦୧୮-୧୯ ବଛରରେ କେସିଙ୍ଗା ବ୍ଲକ ତରଫୁ ଆମଗାଁ ଆମ…

ମହୁଲ ଫୁଲ ବିକ୍‌ରି ଲାଗି ଗୁଟାଲିକର ଚିନ୍‌ତା

ଭବାନୀପାଟଣା, ୧୮।୩ (ଡି.ଏନ୍‌.ଏ.)- ଏହେଦ୍‌କା ମହୁଲ ଫୁଲ ଗୁଟାବାର ସମିଆ। ଫିଦିନ ପହଁଟିଆରୁ ଜଂଗଲ ଅଂଚଲରେ ଥିବାର ଗଁ।ଗଁଡ଼ାର ଲୋକ୍‌ମାନେ ମହୁଲ ଫୁଲ ଗୁଟେଇ ଯାଉଛନ୍‌। ସେନ୍‌ତା ଇ ମହୁଲ ଫୁଲ ଗୁଟେଇ ଆଦିବାସୀ ସମାଜର ଲୋକ୍‌ ବନେ ଦୁଇ ପଏସା…

କେସିଙ୍ଗା ଅନ୍ନପୂର୍ଣ୍ଣା ରାଇସ୍‌ମିଲରେ ୪୦ ଫୁଟ୍‌ ଉପରୁ ଖସିପଡ଼ି ଶ୍ରମିକ ମୃତ

କେସିଙ୍ଗା,୧୭।୩: କଳାହାଣ୍ଡି ଜିଲା କେସିଙ୍ଗା ଥାନା ଉତକେଲା ଫାଣ୍ଡି ଅନ୍ତର୍ଗତ ଅନ୍ନପୂର୍ଣ୍ଣା ରାଇସ୍‌ ମିଲ୍‌ରେ ଦୁର୍ଘଟଣା ଘଟି ସୋମବାର ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତ ଶ୍ରମିକ ହେଲେ ଉତକେଲା ପଞ୍ଚାୟତ କାଦୋପଡା ଗାଁର ସ୍ବର୍ଗତ କାଳିଆ ମେହେର…

କରୋନା ଗୁଜବ ସୋସିଆଲ ମିଡିଆରେ ଭାଇରାଲ: ଗିରଫ ଶିକ୍ଷକ ନିଲମ୍ବିତ

ଧର୍ମଗଡ,୧୭।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଖଳିଆକାନି ଗାଁରେ କରୋନା ଆକ୍ରାନ୍ତ ଜଣେ ଯୁବକ କବାଟ ବନ୍ଦକରି ଘରେ ରହିବା ଓ ଘଟଣା ସ୍ଥଳକୁ ଗୋଲାମୁଣ୍ଡା ଥାନା ଅଧିକାରୀ ବିଡିଓ ଯିବା ସୋସିଆଲ ମିଡ଼ିଆରେ ଭାଇରାଲ ହୋଇଥିଲା। ଏହି ଘଟଣାରେ ଗିରଫ…

ସୋସିଆଲ ମିଡିଆରେ କରୋନା ଗୁଜବ ମହଙ୍ଗା ପଡିଲା: ଶିକ୍ଷକ କୋର୍ଟଚାଲାଣ

ଭବାନୀପାଟଣା,୧୫।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଖଲିଆକାନି ଗାଁରେ କରୋନା ଆକ୍ରାନ୍ତ ଜଣେ ଯୁବକ କବାଟ ବନ୍ଦକରି ଘରେ ରହିବା ସମ୍ପର୍କିତ ମିଛ ଖବରକୁ ସୋସିଆଲ ମିଡିଆରେ ଭାଇରାଲ କରିବା ଜଣେ ଶିକ୍ଷକଙ୍କୁ ମହଙ୍ଗା ପଡିଛି। ଶନିବାର ସନ୍ଧ୍ୟାରେ ସମ୍ପୃକ୍ତ ଶିକ୍ଷକ…

କରୋନା ଭୟ: ଭବାନୀପାଟଣାରେ ବଢୁଛି ମାସ୍କର ଚାହିଦା

ଭବାନୀପାଟଣା,୧୪।୩(ଡି.ଏନ୍‌.ଏ.): ସମଗ୍ର ବିଶ୍ୱବାସୀଙ୍କୁ ଘାରିଛି କରୋନା ଚିନ୍ତା। ଏପରିସ୍ଥିତିରେ ଓଡ଼ିଶାରେ କିଛି କରୋନା ସନ୍ଦିଗ୍ଧଙ୍କୁ ଚିହ୍ନଟ କରାଯିବା ପରେ ସବୁଠି ପ୍ରାୟ ଭୟର ବାତାବରଣ ଲାଗିରହିଛି। ସରକାର ମଧ୍ୟ ରୋଗ ନିୟନ୍ତ୍ରଣ ପାଇଁ ବିଭିନ୍ନ ପ୍ରକାର ପ୍ରତିକାର ବ୍ୟବସ୍ଥାକୁ ନେଇ ସଚେତନତା…

ଫେଲ ମାରିଛେ ଜଲ ଯୋଗାଣ ପ୍ରକଳ୍ପ

ରିଷିଡା, ୧୩।୩ (ଡି.ଏନ୍‌.ଏ.)- କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ାକେ ପାଇପ ପାଏନ୍‌ ଯୁଗେଇ ଦେବାର ଲାଗି ତେଲନଦୀରୁ ବେବସ୍‌ତା କରାଯାଇଛେ। ସେନ୍‌ତା ପାଏନ୍‌ ରଖବାର ଲାଗି ଗୁଟେ ଓଭର ହେଡ ଟ୍ୟାଙ୍କ ତିଆର କରାଯାଇଛେ। ହେଲେ ପାଇପ ଯୁଡ଼ା କାମ୍‌…

ସୁଆସ୍‌ତିଅ ସେବାରୁ ବଁଚିତ୍‌ ବେହେରା, ଛଞ୍ଚାଣବାହାଲି ପଁଚେତ୍‌ବାସୀ: ଦରଖଁଡ଼ିଆ ହେଇ ପଡ଼ିଛେ ଡାକ୍‌ତରଖାନା କୁଠା

ପର୍ଲା,୧୩।୩ (ଡି.ଏନ୍‌.ଏ.)- କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଦଣ୍ଡପାଟ ଅଂଚଲ ଅଧୀନ ବେହେରା ଆର ଛଞ୍ଚାଣବାହାଲି ଗଁ। ରେ ଥିବାର ହୋମିଓପ୍ୟାଥି ଡାକ୍‌ତରଖାନା ଲୁକ୍‌କର ସେବାରେ ନାଇଁ ଲାଗିପାରବାର। ୫ରୁ ୬ ବଛର ତଲେ ଡାକ୍‌ତରଖାନାର କୁଠା ତିଆରି କାମ୍‌ ମୂଲ…

୨ ବଛର ହେଲା ଆବେଦନ କରିଆସୁଛନ୍‌: ଭତାରୁ ବଁଚିତ୍‌ ଧଅଁରାଖମନ ଗାଁର ୮ ବୁଢ଼ାବୁଢ଼ୀ

କର୍ଲାମୁଣ୍ଡା, ୧୨।୩ (ଡି.ଏନ୍‌.ଏ.)- ସରକାର ବୁଢ଼ାବୁଢ଼ୀ, ବିଧବା, ଛାର୍‌ରି ମହିଲା, ଦିବ୍ୟାଙ୍ଗମାନକୁ ସାମାଜିକ ସୁରକ୍ଷା ଯୋଜନାରେ ଭତା ଯୁଗେଇ ଦେଉଛନ୍‌। ହେଲେ ଅନେକ ଜାଗାରେ ସରକାରୀ ଅଧ୍‌କାରୀ, କରମ୍‌ଚାରୀକଁର ଖାମଖିଆଲି ମନଭାବ ଲାଗି ହକ୍‌ଦାର ହିତାଧିକାରୀ ଯୋଜନାର ଲାଭ ପାଏବାରୁ ବଁଚିତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?