କଳାହାଣ୍ଡି

ପୁଣି ଚର୍ଚ୍ଚାରେ ଭବାନୀପାଟଣାର କୁନି ଝିଅ କଶିସ୍‌, ବହୁମୁଖୀ ପ୍ରତିଭାର ଅଧିକାରିଣୀ ହୋଇ…

ଭବାନୀପାଟଣା,୨୯ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ୩ ବର୍ଷର କୁନି ଝିଅ କଶିସ୍‌ ଅଗ୍ରଓ୍ବାଲ ପୁଣି ଚର୍ଚ୍ଚାକୁ ଆସିଛନ୍ତି। ଗତ ଏପ୍ରିଲ ମାସରେ ୨ ବର୍ଷ ୯ ମାସରେ ସେ ‘ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡ’ରେ ସ୍ଥାନ ପାଇଥିବାବେଳେ…

ପ୍ରବଳ ବର୍ଷାରେ ବୁଡ଼ିଗଲାଣି ଧାନଜମି, ଚାଷକାର୍ଯ୍ୟ ବ୍ୟାହତ, ଚାଷୀ ମୁଣ୍ଡରେ ଚଡ଼କ

କେସିଙ୍ଗା,୨୯ା୭(ତୁମେଶ୍ୱର ସାହୁ): କଳହାଣ୍ଡି ଜିଲାର କେସିଙ୍ଗା ବ୍ଲକ ଅଞ୍ଚଳରେ ଦୀର୍ଘ ୪ଦିନ ହେଲା ଲଗାଣ ବର୍ଷା ଲାଗି ରହିଥିବାରୁ ଚାଷଜମିରେ ବର୍ଷାଜଳ ଭରି ଯାଇଥିବାରୁ ଧାନଗଜା ବୁଡି ଗଲାଣି। ଯଦି ଆଉ କିଛି ଦିନ ବର୍ଷା ଲାଗି ରହିବ ତେବେ ଧାନ…

ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା କାମ ଆରମ୍ଭ କରି ଠିକାଦାର ଫେରାର, ଯାତାୟାତ ପାଇଁ ଲୋକେ…

କେସିଙ୍ଗା,୨୯ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ପଞ୍ଚାୟତର ମଶାଣିବନ୍ଧ ଗ୍ରାମର ଏମ୍‌ଇ ସ୍କୁଲ ନିକଟରେ ଆର୍‌ଡି ବିଭାଗ ପକ୍ଷରୁ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତାକାମ କରିବାକୁ ଭବାନୀପାଟଣାର ଜଣେ ଠିକାଦାରଙ୍କୁ କାମ କରିବା ପାଇଁ ଦାୟିତ୍ୱ ଦିଆଯାଇଛି। କିନ୍ତୁ…

ରୁପ୍ରା ରୋଡ଼ ରେଳ ଷ୍ଟେଶନରେ ଟ୍ରେନ ରହଣି ପାଇଁ ତେଜୁଛି ଦାବି: ପ୍ରତିଶ୍ରୁତି ଦେଲେ ରେଳ ମହାପ୍ରବନ୍ଧକ

କେସିଙ୍ଗା/ନର୍ଲା, ୨୯।୭(ତୁମେଶ୍ୱର ସାହୁ/ସନ୍ତୋଷ ପାତ୍ର): କୋଭିଡ ସମୟରେ ପୂର୍ବତଟ ରେଳବାଇର ସମ୍ବଲପୁର ଡିଭିଜନ ଅଧୀନ ରୁପ୍ରାରୋଡ଼ ରେଳ ଷ୍ଟେଶନରେ ଦ୍ରୁତଗାମୀ ଟ୍ରେନ ଗୁଡିକ ରହୁଥିଲା। ଏବେ କିନ୍ତୁ ଏହା ବନ୍ଦ ରହିଛି। ବହୁବାର ରେଳ ବିଭାଗ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ପୁନଃଚାଲୁ କରିବା…

୮୦ ବର୍ଷ ବୟସରେ ୩ ସ୍ବର୍ଣ୍ଣ ପଦକ ଜିତିଲେ ଦୁର୍ଗାଚରଣ: କଳାହାଣ୍ଡି ପାଇଁ ଆଣିଲେ ଗୌରବ

ଭବାନୀପାଟଣା,୨୯।୭:(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ମନ୍ଦାର ବଗିଚା ପଡ଼ାସ୍ଥିତ ଅବସରପ୍ରାପ୍ତ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ(ଏଏସପି) ଦୁର୍ଗାଚରଣ ମିଶ୍ର ନେପାଳର ପୋଖରାଠାରେ ଗତ ୨ ଦିନ ଧରି ଚାଲିଥିବା ସଂଯୁକ୍ତ ଭାରତୀୟ ଖେଳ ଫେଡେରେସନ ଏସବିକେଏଫ ଅନ୍ତର୍ଜାତୀୟ କ୍ରୀଡ଼ାରେ ତିନୋଟି…

କାଙ୍କଡ଼ ୮୦, ଗାଜର କିଲୋ ୧୨୦ ଟଙ୍କା : ବର୍ଷା ଋତୁରେ ବଢୁଛି ପନିପରିବା ଦର

କେସିଙ୍ଗା,୨୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆଖ ପାଖ ଅଞ୍ଚଳରେ ପନିପରିବା ଚାଷ କମ ପରିମାଣରେ ବଜାରକୁ ଆସୁଅଛି। କିନ୍ତୁ ବ୍ୟବସାୟୀମାନେ ରାୟପୁର ଯାଇ ସେଠାରୁ ଭଡାରେ ବିଭିନ୍ନ ପନିପରିବା ଆଣୁଥିବାରୁ ବର୍ଷା ଋତୁରେ ଦରଦାମ ବଢ଼ିବାରେ ଲାଗିଛି। କେସିଙ୍ଗା…

ଲଗାଣ ବର୍ଷାରେ ରାସ୍ତା ବେହାଲ୍‌: ଭାଙ୍ଗିଲା ଝାଟିମାଟି ଘର

କେସିଙ୍ଗା,୨୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପଥ ର୍ଲା ଗ୍ରାମ ପଞ୍ଚାୟତ ଅଧୀନସ୍ଥ ମାଲପଡାର ଜିତେନ ଚଣ୍ଡୀଙ୍କ ଏକ ଝାଟିମାଟି ଘର ଲଗାଣ ବର୍ଷାରେ ଗତକାଲି ଭାଙ୍ଗି ଯାଇଯାଇଛି। ସେହିପରି କେସିଙ୍ଗା -ଟିଟିଲାଗଡ ସହରକୁ ସଂଯୋଗ କରୁଥିବା ପିଡବ୍ଲୁଡି ରାସ୍ତା…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି । ସରକାରୀ ପ୍ରାଥମିକ ବିଦ୍ୟାଳୟ କୌଣସି ଛୁଟି ନଥାଇ ସୋମବାର ବନ୍ଦ ରହିଥିଲା ।…

ଲୋକଙ୍କଠାରୁ ମୋବାଇଲ-ଟଙ୍କା ଲୁଟ୍‌ କରୁଥିଲେ ଦୀପୁ: ମାଡ଼ିବସିଲା ପୋଲିସ

କେସିଙ୍ଗା,୨୭।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ବିଭିନ୍ନ ଅଞ୍ଚଳରେ ଲୁଟପାଟ ଓ ଚୋରି ଘଟଣାରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ବାରମ୍ବାର ମୋବାଇଲ ଓ ଟଙ୍କା ଲୁଟ ଅଭିଯୋଗରେ କେସିଙ୍ଗା ପୋଲିସ ଦୀପୁ ନାୟକ ନାମକ ଜଣେ ଯୁବକଙ୍କୁ…

ପୁଣି ଚର୍ଚ୍ଚାରେ ଦାନ ମାଝୀ, ଏହି କାରଣକୁ ନେଇ ଫିଲ୍ମ ‘ଲାଶ୍’ର ପ୍ରଯୋଜକଙ୍କ ନାଁରେ ଦେଲେ ଏତଲା

ଭବାନୀପାଟଣା,୨୭।୭(ଉତ୍ତମ କୁମାର ଦାଶ): କାନ୍ଧରେ ପତ୍ନୀଙ୍କ ମୃତ ଦେହ ବୋହି ସାରା ବିଶ୍ୱରେ ଏକଦା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଥିବା କଳାହାଣ୍ଡିର ଦାନ ମାଝୀ ପୁଣି ଚର୍ଚ୍ଚାକୁ ଆସିଛନ୍ତି । ଦାନ ମାଝୀଙ୍କ ଜୀବନ କାହାଣୀକୁ ନେଇ ନିର୍ମିତ କ୍ଷୁଦ୍ର ଚଳଚ୍ଚିତ୍ର ଫିଲ୍ମ…

ତୀରନ୍ଦାଜ ପ୍ରତିଯୋଗିତା: କଳାହାଣ୍ଡର ୩ ପ୍ରତିଯୋଗୀ ଜାତୀୟସ୍ତରକୁ ମନୋନୀତ

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଡିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ତୀରନ୍ଦାଜ ପ୍ରତିଯୋଗୀମାନେ ସିବିଏସଇ ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତାରେ ୩ଟି ସ୍ବର୍ଣ୍ଣ ଏବଂ ଗୋଟିଏ କାଂସ୍ୟ ପଦକ ହାସଲ କରିଛନ୍ତି । କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ…

ରାସ୍ତାରେ ଶହ ଶହ ଖାଲ ଢିପ ଯୋଗୁ ଯାତାୟାତରେ ସମସ୍ୟା, ଚେତାବନୀ ଦେଲେ ସହରବାସୀ, ମରାମତି ନ ହେଲେ ଆଗାମୀ ଦିନରେ…

କେସିଙ୍ଗା,୨୭।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ଓ ବଲାଙ୍ଗୀର ଜିଲାର ଟିଟଲାଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ତ୍ରିମୂର୍ତ୍ତି ଛକରୁ ତେଲନଦୀ ବ୍ରିଜ ପ୍ରାୟ ୮୦୦ମିଟର ରାସ୍ତାରେ ଶହ ଶହ ଖାଲ ଢିପ ହୋଇଥିବାରୁ ବର୍ଷା ଦିନରେ ଲୋକମାନେ ଯାତାୟାତ ସମସ୍ୟାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?