କଳାହାଣ୍ଡି

ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ ନବମ ଦିବସ:ଗୁଡ୍‌ମର୍ନିଂ କ୍ଲବ ୨-୧ ଗୋଲରେ ବିଜୟୀ

ଭବାନୀପାଟଣା,୨୪।୯(ଡି.ଏନ.ଏ.) ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ ସୋମବାର ନବମ ମ୍ୟାଚ୍‌ ଗୁଡ୍‌ମର୍ନିଂ କ୍ଲବ ବନାମ ଇଭିନିଂ କ୍ଲବ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଗୁଡ୍‌ମର୍ନିଂ କ୍ଲବ ୨-୧ ଗୋଲରେ ବିଜୟୀ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପାଇଁ କାର୍ଯ୍ୟାଦେଶ ବଣ୍ଟନ

ଜୁନାଗଡ,୨୪।୯(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ବଳଦିଆମାଲ ପଞ୍ଚାୟତରେ ସୋମବାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ) ପାଇଁ କାର୍ଯ୍ୟାଦେଶ ବଣ୍ଟନ ହୋଇଯାଇଛି। ଏଥିରେ ପଞ୍ଚାୟତର ୨୯ଜଣ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟାଦେଶ ବଣ୍ଟନ କରାଯାଇଥିଲା। ସ୍ଥାନୀୟ ସରପଞ୍ଚ ଅର୍ଚ୍ଚନା ମେହେରଙ୍କ ଅଧ୍ୟକ୍ଷତାରେ…

ନର୍ସିଂ ଛାତ୍ରୀଙ୍କୁ ଜଙ୍ଗଲରେ ଗଣବଳାତ୍କାର -ଭିଡିଓ ଭାଇରାଲ ପରେ ପୀଡିତା ଥାନାରେ ଅଭିଯୋଗ କଲେ

ଜୁନାଗଡ଼,୨୪।୯(ଡି.ଏନ.ଏ.) କଳାହାଣ୍ଡି ଜିଲାରେ ଏକ ଗଣ ବଳାତ୍କାର ଘଟଣା ଘଟିଛି। ଜଣେ ନର୍ସିଂ ଛାତ୍ରୀଙ୍କୁ ଲିଫ୍ଟ ଦେବା ଆଳରେ ଜଙ୍ଗଲକୁ ନେଇ ଗଣବଳାକତ୍ାର କରାଯାଇଛି ା ଏହାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି ା ଏ ନେଇ ଜୁନାଗଡ ଥାନାରେ…

ବର୍ଷାରେ ଘର ଭାଙ୍ଗିବା ମାସେ ବିତିଲା : ମିଳୁନି କ୍ଷତିପୂରଣ, ପର ଘରେ ଆଶ୍ରୟ ନେଇଛନ୍ତି ସୁମନ୍ତଙ୍କ ପରିବାର

କର୍ଲାମୁଣ୍ଡା,୨୩।୯(ଡି.ଏନ୍‌.ଏ.) : କଳାହାଣ୍ଡି ଜଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ଗତ ଅଗଷ୍ଟ ମାସରେ ପ୍ରବଳ ବର୍ଷା ଯୋଗୁ ରେଗେଡ଼ା ପଞ୍ଚାୟତ ଯୋଗୀପିଲା ଗ୍ରାମର ସୁମନ୍ତ କୁମାରଙ୍କ ଘର ଭାଙ୍ଗିଯାଇଥିଲା। ସେ ସ୍ଥାନୀୟ ସରପଞ୍ଚ, ରାଜସ୍ବ ନିରୀକ୍ଷକଙ୍କୁ ପଲିଥିନଟିଏ ପାଇଁ ବାରମ୍ବାର ଆବେଦନ…

ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ ସପ୍ତମ ଦିବସ:ଷ୍ଟାର ଇଲେଭେନ୍‌-ଇଭିନିଂ କ୍ଲବ ମ୍ୟାଚ୍‌ ଡ୍ର

ଭବାନୀପାଟଣା,୨୨।୯(ଡି.ଏନ.ଏ.) ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ ଶନିବାର ସପ୍ତମ ମ୍ୟାଚ୍‌ ଷ୍ଟାର ଇଲେଭେନ୍‌ ବନାମ ଇଭିନିଂ କ୍ଲବ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ରେ କେହି କାହାକୁ ଗୋଲ…

ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ

କୋକସରା,୨୨।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ପକ୍ଷରୁ ଥାନା ଅଧିକାରୀ ପୁଷ୍ପାଞ୍ଜଳି ନେଗୀଙ୍କ ନେତୃତରେ ସଡକ ସୁରକ୍ଷା ନେଇ ସଚେତନତା କାର୍ଯ୍ୟକ୍ରମ ଶନିବାର ଅନୁଷ୍ଠିତ ହୋଇଯାଇଛି । ବୁଢାରାଜ ମନ୍ଦିର ନିକଟରୁ ସ୍କୁଲ ଛାତ୍ରୀଛାତ୍ର, ଜନପ୍ରତିନିଧି ଓ ସେଚେତନ…

ପୂର୍ତ୍ତ ବିଭାଗ ପକ୍ଷରୁ ପ୍ଲାଷ୍ଟିକ ମୁକ୍ତ ପାଇଁ ସଚେତନ ଅଭିଯାନ

କର୍ଲାମୁଣ୍ଡା,୨୨।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରଠାରେ ପୂର୍ତ୍ତ ବିଭାଗ ପକ୍ଷରୁ ଶନିବାର ପ୍ଲାଷ୍ଟିକ ମୁକ୍ତ ପାଇଁ ସଚେତନ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଭିନ୍ନ ପ୍ଲାକାର୍ଡ ଓ ବ୍ୟାନର ଧରୀ ବିଭାଗୀୟ କର୍ମଚାରୀଙ୍କ ସମେତ ସ୍ଥାନୀୟ ଯୁବସ୍ବେଚ୍ଛା ସେବୀମାନେ ସାମିଲ…

ଜିଲା ୪ର୍ଥ ଶ୍ରେଣୀ କର୍ମଚାରୀଙ୍କ ଜରୁରୀ ବୈଠକ : ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୨୨।୯(ଡି.ଏନ.ଏ.) ଭବାନୀପାଟଣାସ୍ଥିତ କର୍ମଚାରୀ ଭବନଠାରେ ଶନିବାର ସନ୍ଧ୍ୟାରେ ଭାବଗ୍ରାହୀ ନାୟକଙ୍କ ସଭାପତିତ୍ୱରେ ଜିଲା ୪ର୍ଥ କର୍ମଚାରୀ ସଂଘ ଜରୁରୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଉପଦେଷ୍ଟା ରୂପକେଶର ଦଳାଇ, ଅଶୋକ କୁମାର ନାଏକ, ଅମଲା ସଂଘ ସଭାପତି ସୁକାନ୍ତ ମହାପାତ୍ର, ୪ର୍ଥ…

ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରାରେ ପଶୁବଳି ବନ୍ଦ ପାଇଁ ପଦକ୍ଷେପ:ଲୋକଙ୍କୁ ସଚେତନ କରିବ ପୋଲିସ ପ୍ରଶାସନ

ଭବାନୀପାଟଣା,୨୨।୯(ଡି.ଏନ.ଏ.) କଳାହାଣ୍ଡି ଜିଲାର ଇଷ୍ଟଦେବୀ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ଅକ୍ଟୋବର ୬ ତାରିଖ (ରବିବାର) ମହାସମାରୋହରେ ଅନୁଷ୍ଠିତ ହେବ । ପୋଲିସ ପ୍ରଶାସନ ତରଫରୁ କିପରି ଛତରଯାତ୍ରା ଓ ଦୁର୍ଗାପୂଜା ଶାନ୍ତି ଶୃଙ୍ଖଳାରେ ଅନୁଷ୍ଠିତ ହେବା ସହିତ ଛତ୍ରଯାତ୍ରା ସମୟରେ…

ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ ଷଷ୍ଠ ଦିବସ: ଇଣ୍ଡିଆନ୍‌ କ୍ଲବ ୨-୧ ଗୋଲରେ ବିଜୟୀ

ଭବାନୀପାଟଣା,୨୧।୯(ଡି.ଏନ.ଏ.) ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ର ଶୁକ୍ରବାର ଷଷ୍ଠ ମ୍ୟାଚ୍‌ ଇଣ୍ଡିଆନ୍‌ କ୍ଲବ ବନାମ ଶ୍ରୀକ୍ରିଷ୍ଣା କ୍ଲବ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଇଣ୍ଡିଆନ୍‌ କ୍ଲବ ୨-୧ ଗୋଲରେ ବିଜୟୀ…

ବିରୋଧୀଦଳ ନେତାଙ୍କ ବୋର୍ଡା ଅଞ୍ଚଳ ଗସ୍ତ

ଭବାନୀପାଟଣା,୨୧।୯(ଡି.ଏନ.ଏ.) ବିରୋଧୀ ଦଳ ନେତା ତଥା ଭବାନୀପାଟଣା ବିଧାୟକ ପ୍ରଦୀପ୍ତ କୁମାର ନାଏକ ବୋର୍ଡା ଅଞ୍ଚଳ ଗସ୍ତ କରିଛନ୍ତି। ସେ ଗୁରୁଜୁଙ୍ଗ ପଞ୍ଚାୟତ ବାଲିପଦର ଗାଁରେ ଦେଖାଦେଇ ଥିବା ପାନୀୟ ଜଳ ସମସୟା, ଗୁରୁଜୁଙ୍ଗ ଗାଁରେ ବିଜୁଳି ସମସ୍ୟା ସମାଧାନ ସହ…

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର

କୋକସରା,୨୧।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ପଞ୍ଚାୟତ ସମିତି ପରିସରଠାରେ ଶୁକ୍ରବାର ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ କୋକସରା ବ୍ଲକ ଅଧ୍ୟକ୍ଷା ସବ୍ୟାରାଣୀ ବାଗ, ବିଡିଓ ବସନ୍ତ କୁମାର ସେଠୀ, କୋକସରା ସମିତି ସଭ୍ୟ ତ୍ରିଭୁବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?