କଳାହାଣ୍ଡି

୨ କୁଇଣ୍ଟାଲ ଗଞ୍ଜେଇ ସହ ୧ ଲକ୍ଷ ଟଙ୍କା ଜବତ: ୨ ଅଭିଯୁକ୍ତ କୋର୍ଟ ଚାଲାଣ

କେସିଙ୍ଗା, ୨୦।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଲଇତରା ପଞ୍ଚାୟତ ଖ୍ରୀଷ୍ଟିଆନପଡ଼ା ବଞ୍ଜିମୁଣ୍ଡା ଗ୍ରାମରେ କେସିଙ୍ଗା ପୋଲିସ ଚଢ଼ାଉ କରି ୨ କୁଇଣ୍ଟାଲ ଗଞ୍ଜେଇ ଜବତ କରିଛି। ଏହି କାରବାରରେ ସମ୍ପୃକ୍ତ ୨ ଜଣଙ୍କୁ ପୋଲିସ ଗିରଫ କରିଛି। ସେମାନେ…

ଘରଭଡ଼ା, ବକେୟା ୬୦ ପ୍ରତିଶତ ବେତନ ଦେବା ଲାଗି ଦାବି

ଭବାନୀପାଟଣା,୨୦।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଅମଲା ସଂଘ ତରଫରୁ ସ୍ଥାନୀୟ ଅମଲା ଭବନଠାରେ ଏକ ଜରୁରୀ ବୈଠକ ସଂଘର ସଭାପତି ସୁକାନ୍ତ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲାର ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ କାର୍ଯ୍ୟରତ ଅମଲାମାନେ ଯୋଗଦେଇ ଆଲୋଚନାରେ…

ଭାଜପା ନେତା ରବି ନାରାୟଣ ପାତ୍ରଙ୍କ ପରଲୋକ

ଭବାନୀପାଟଣା,୨୦।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭାଜପା ଶାଖାର ପୂର୍ବତନ ଉପସଭାପତି ତଥା ବରିଷ୍ଠ ଭାଜପା ନେତା ରବି ନାରାୟଣ ପାତ୍ରଙ୍କର ଗୁରୁବାର ପରଲୋକ ଘଟିଛି। ସ୍ବର୍ଗତଃ ପାତ୍ର କିଛିଦିନ ଧରି ଅସୁସ୍ଥ ଥିଲେ। ୨୦୧୬ ମସିହାରୁ ବର୍ତ୍ତମାନ ପର୍ଯ୍ୟନ୍ତ ସେ ଭାଜପା କଳାହାଣ୍ଡି…

ଦେଢ଼ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଶାଳକାଠ ଜବତ

ଭବାନୀପାଟଣା,୨୦।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ଅନ୍ତର୍ଗତ ଭବାନୀପାଟଣା ସଦର ରେଞ୍ଜ ପକ୍ଷରୁ ଶୁକ୍ରବାର ସକାଳେ ଦେଢ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ମୂଲ୍ୟବାନ ଶାଳକାଠ ଜବତ କରାଯାଇଛି। ଉତ୍ତର ବନଖଣ୍ଡ ଡିଏଫ୍‌ଓ ନିତେଶ କୁମାରଙ୍କ ନିର୍ଦ୍ଦେଶରେ ସହରର ଶିବ ମନ୍ଦିର ନିକଟରେ…

ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ ପଞ୍ଚମ ଦିବସ: ଗୁଡ୍‌ମର୍ନିଂ କ୍ଲବ ୬-୧ରେ ବିଜୟୀ

ଭବାନୀପାଟଣା,୨୦।୯(ଡି.ଏନ.ଏ.)-ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ର ଗୁରୁବାର ପଞ୍ଚମ ଦିବସରେ ଗୁଡ୍‌ମର୍ନିଂ କ୍ଲବ ବନାମ ଏନ୍‌ଡିସିସି ମଧ୍ୟରେ ମ୍ୟାଚ୍‌ ଅନୁଷ୍ଠିତ ହୋଇଥିଲା। ଗୁଡ୍‌ ମର୍ନିଂ କ୍ଲବ ୬-୧ ଗୋଲରେ ବିଜୟୀ…

ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିବସରେ ଭାଜପା ପକ୍ଷରୁ ରୋଗୀଙ୍କୁ ଫଳ ବଣ୍ଟନ

ଜୁନାଗଡ,୨୦।୯(ଡି.ଏନ.ଏ.)-ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମ ଦିବସ ଉପଲକ୍ଷେ ଗୁରବାର ଜୁନାଗଡ ଭାଜପା ପକ୍ଷରୁ ସେବା ସପ୍ତାହ ଦିବସ ପାଳନ କରାଯାଇଛି। ଏହି ଅବସରରେ ଦଳୀୟ କର୍ମକର୍ତ୍ତମାନେ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇ ରୋଗୀଙ୍କୁ ଫଳ ଓ ବିସ୍କୁଟ ବଣ୍ଟନ କରିଥିଲେ। ପରେ…

ପିଲାଙ୍କ ସହ ମଧ୍ୟାହ୍ନ ଭୋଜନ ଖାଇଲେ ବିଧାୟକ

କୋକସରା,୨୦।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା ଧର୍ମଗଡ ବିଧାୟକ ମୌଷଧି ବାଗ ଗୁରୁବାର କୋକସରା ବ୍ଲକର କେତେକ ସ୍କୁଲ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ପିଲାମାନଙ୍କୁ ପାଠ ପଢାଇବା ସହ ପିଲାଙ୍କ ସାଙ୍ଗରେ ମିଶି ମଧ୍ୟାହ୍ନ ଭୋଜନ ମଧ୍ୟ ଖାଇଛନ୍ତି । ବିଧାୟକ କୋକସରା…

ଲାଞ୍ଜିଗଡର ଅନନ୍ୟ ପରମ୍ପରା, ବିଶ୍ୱାସର ପ୍ରତୀକ: ଭୈରବ ଦେବଙ୍କ ପ୍ରସିଦ୍ଧ ଝାମୁଯାତ୍ରା ପାଳିତ

ଲାଞ୍ଜିଗଡ,୨୦।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା ଲାଞ୍ଜିଗଡସ୍ଥିତ ପ୍ରସିଦ୍ଧ ଭୈରବଦେବ ପୀଠରେ ଝାମୁଯାତ୍ରା ଗୁରୁବାର ମହାସମାରୋହରେ ପାଳିତ ହୋଇଯାଇଛି। ପ୍ରଥା ଅନୁଯାୟୀ ଲାଞ୍ଜିଗଡର ଦଶମୀ ନୂଅଁାଖାଇ ପରେ ତ୍ରୟୋଦଶୀ ଦିନ ଭୈରବ ମନ୍ଦିରରୁ ଭୈରବ ଦେବଙ୍କ ଖଣ୍ଡା ବାହାର କରାଯାଇ ସ୍ଥାନୀୟ ରାଜ ଉଆସକୁ ନିଆଯାଇଥିଲା…

ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ ଚତୁର୍ଥ ଦିବସ: ମର୍ନିଂ କ୍ଲବ ୨-୧ ବିଜୟୀ

ଭବାନୀପାଟଣା,୧୯।୯(ଡି.ଏନ.ଏ.) ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ର ବୁଧବାର ଥିଲା ଚତୁର୍ଥ ଦିବସ । ସ୍ପୋଟର୍‌ସ ହଷ୍ଟେଲ ବନାମ ମର୍ନିଂ କ୍ଲବ ମଧ୍ୟରେ ମ୍ୟାଚ୍‌ ଅନୁଷ୍ଠିତ ହୋଇଥିଲା। ମର୍ନିଂ କ୍ଲବ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ଧାର୍ଯ୍ୟ ସମୟରେ ଗୃହ ନିର୍ମାଣ ପାଇଁ ହିତାଧିକାରୀଙ୍କ ସାମୂହିକ ଶପଥ

କର୍ଲାମୁଣ୍ଡା,୧୯।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସାପଲହରା ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀମାନେ ମଙ୍ଗଳବାର ଏକାଠି ହୋଇ ଧାର୍ଯ୍ୟ ସମୟରେ ଗୃହ ନିର୍ମାଣ କାର୍ଯ୍ୟ ସମାପ୍ତ କରିବାକୁ ଶପଥ ନେଇ ଥିବା ଜଣାପଡିଛି। ଏହି ପଞ୍ଚାୟତର ୧୯ ଜଣ ହିତାଧିକାରୀ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟାଦେଶ ବଣ୍ଟନ ମେଳା

କେସିଙ୍ଗା,୧୯।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନ ପାଷ୍ଟିକୁଡି ଗ୍ରାମପଞ୍ଚାୟତ କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ ମେଳା ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଭବାନୀପାଟଣା ବିଧାୟକ ତଥା ବିରୋଧୀ ଦଳର ନେତା ପ୍ରଦୀପ୍ତ କୁମାର ନାଏକ…

ଆଇନଜୀବୀ ସଂଘ, ପୋଲିସ ପକ୍ଷରୁ ସଡ଼କ ସୁରକ୍ଷା ଅଭିଯାନ

ଜୁନାଗଡ,୧୯।୯(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ଆଇନଜୀବୀ ସଂଘ ଓ ସ୍ଥାନୀୟ ପୋଲିସ ପକ୍ଷରୁ ବୁଧବାର ଜେଏମ୍‌ଏଫସି କୋର୍ଟ ପରିସରରେ ସଡକ ସୁରକ୍ଷା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁନଷ୍ଠିତ ହୋଇଥିଲା। ଏଥିରେ ରାସ୍ତାରେ ଯାଉଥିବା ବାଇକ୍‌ ଚାଳକଙ୍କୁ ମୋଟରସାଇକେଲ ଚଳାଇବା ବେଳେ ସର୍ବଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?