ପାଷ୍ଟିକୁଡି ଜମି ଉଚ୍ଛେଦ: ପ୍ରଶାସନ-ସ୍ଥାୟୀ ବାସିନ୍ଦା ମୁହାଁମୁହିଁ, ବିଧାୟକ କହିଲେ…
କେସିଙ୍ଗା,୨୦।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ଦେଇ ଜାତୀୟ ରାଜପଥ-୨୬ ଭବାନୀପାଟଣା ଅଭିମୁଖେ ଯାଇଛି। ଏହି ପାଷ୍ଟିକୁଡ଼ି ଗ୍ରାମର ଚାରିଛକ ଠାରେ ଫ୍ଲାଏ ଓଭର୍ ବ୍ରିଜ ନିର୍ମାଣ ପାଇଁ ୬୮ କୋଟି ଟଙ୍କା ଅନୁଦାନ ମଞ୍ଜୁର…
ଝାନ୍ସୀଙ୍କ କମାଲ: ଜିଲା ପାଇଁ ଆଣିଲେ ଗୌରବ
ଭବାନୀପାଟଣା,୨୦ା୬ (ଉତ୍ତମ କୁମାର ଦାଶ):ନୂଆଦିଲ୍ଲୀସ୍ଥିତ ସଂସଦ ଭବନର ସେଣ୍ଟ୍ରାଲ ହଲରେ ଗତ ୧୫ରୁ ୧୭ ତାରିଖ ଯାଏ ଜାତୀୟ ସ୍ତରୀୟ ବିକଶିତ ଭାରତ ଯୁବ ପାର୍ଲାମେଣ୍ଟ ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ କଳାହାଣ୍ଡି ଜିଲା ଭବାନୀପାଟଣା ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର…
୧୨ରେ ବଦଳି, ୧୮ରେ ବାତିଲ: କଳାହାଣ୍ଡି ଶିକ୍ଷା ବିଭାଗରେ ବଦଳି ନାଟକ
ଭବାନୀପାଟଣା,୨୦ା୬(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଶିକ୍ଷା ବିଭାଗରେ ସରକାରୀ ନିୟମ ଓ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ଚିଠିକୁ ବେଖାତିର କରି ମନମୁଖୀ କାର୍ଯ୍ୟ ଚାଲିଥିବା ଭଳି ଘଟଣା ସାମ୍ନାକୁ ଆସିଛି। କିଛି ଦିନ ତଳେ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ…
କୁଚେଇଯୋର ନିକଟରେ ଓଲଟିଲା ଫ୍ଲାଏ ଆସ୍ ବୋଝେଇ ହାଇୱା: କ୍ୟାବିନ୍ରେ ଚାପି ହୋଇ ଡ୍ରାଇଭରଙ୍କ ମୃତ୍ୟୁ, ଯାତାୟାତ ଠପ୍
ଲାଞ୍ଜିଗଡ଼,୧୯।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଭବାନୀପାଟଣାରୁ ବିଶାଖାପାଟଣାକୁ ସଂଯୋଗ କରୁଥିବା ୬ ନମ୍ବର ଜାତୀୟ ରାଜପଥର କୁଚେଇଯୋର (ଡେଙ୍ଗେନ୍) ଘାଟି ନିକଟରେ ଫ୍ଲାଏ ଆସ୍ ବୋଝେଇ ଏକ ହାଇୱା ଗାଡ଼ି ଓଲଟି ପଡ଼ିଛି।…
ଜଗନ୍ନାଥପୁର ପଞ୍ଚାୟତକୁ ଆଇଏସ୍ଓ ୯୦୦୧:୨୦୧୫ ମାନ୍ୟତା
ଲାଞ୍ଜିଗଡ଼,୧୯ା୬(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକର ଜଗନ୍ନାଥପୁର ଗ୍ରାମପଞ୍ଚାୟତ ରାଜ୍ୟ ସରକାରଙ୍କ ଦ୍ୱାରା ଆଇଏସ୍ଓ ୯୦୦୧ : ୨୦୧୫ ମାନ୍ୟତା ସହିତ ପ୍ରମାଣପତ୍ର ପ୍ରାପ୍ତ କରିଛି। ଏହି ପଞ୍ଚାୟତ ଅଞ୍ଚଳରେ ବିଭିନ୍ନ ଉନ୍ନୟନ କାର୍ଯ୍ୟ ସହିତ ଜନସାଧାରଣ ପାଇଁ ସମସ୍ତ ପ୍ରକାର…
ବିଧାୟିକାଙ୍କ କର୍ଲାମୁଣ୍ଡା ବ୍ଲକ ପରିଦର୍ଶନ, ଅସହାୟ ପରିବାରଙ୍କୁ ଭେଟି ଦେଲେ ସହାୟତା
ରିଷିଡା,୧୯।୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ନର୍ଲା ବିଧାୟିକା ମନୋରମା ମହାନ୍ତି ଶୁକ୍ରବାର କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନ ପରିଦର୍ଶନ କରିଛନ୍ତି। ସେ କର୍ଲାମୁଣ୍ଡାର ଫଲସାପଡାଠାରେ ଶ୍ରୀରାମ ମନ୍ଦିର ନିର୍ମାଣର ଭୂମି ପୂଜନରେ ଯୋଗଦେବା ସହ ସାନଡୁଙ୍ଗୁରିଗୁଡାଠାରେ ଉଠାଜଳସେଚନର ସମସ୍ୟାର…
ରାସ୍ତା ନିର୍ମାଣ ପାଇଁ ସରିଲା ଜମି ଅଧିଗ୍ରହଣ, ଉଚ୍ଛେଦ ପାଇଁ ସମୟ ମାଗିଲେ ଗ୍ରାମବାସୀ, କହିଲେ ସମ୍ପୂର୍ଣ୍ଣ ଟଙ୍କା…
କେସିଙ୍ଗା,୧୯ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗାରୁ ଜୁନାଗଡ଼ ପର୍ଯ୍ୟନ୍ତ ନିର୍ମାଣ ହେବାକୁଥିବା ଫୋର୍ ଲେନ୍ ରାସ୍ତା କାମ ପାଇଁ ଜମି ଅଧିଗ୍ରହଣ ଶେଷ ହୋଇଛି। ଜାତୀୟ ରାଜପଥ ୨୬ର ଉଭୟ ପାର୍ଶ୍ୱରେ ଥିବା ପାଷ୍ଟିକୁଡ଼ି ଗ୍ରାମର ପ୍ରାୟ ପ୍ରାୟ ୧୦୦ଟି ପରିବାରରୁ…
ସ୍ବାଧୀନତାର ୭୮ ବର୍ଷ ପରେ ଗାଁରେ ପହଞ୍ଚିଲା ସ୍ବାସ୍ଥ୍ୟ ସେବା: ପ୍ରଶାସନର ପ୍ରଚେଷ୍ଟାକୁ ସର୍ବସାଧାରଣରେ ପ୍ରଶଂସା
ଥୁଆମୂଳ ରାମପୁର, ୧୯।୯ (ଦୁର୍ଗା କୀର୍ତ୍ତି ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିନ୍ଧିପଦର ଗ୍ରାମ ପଞ୍ଚାୟତର ଉପାନ୍ତ ଅଞ୍ଚଳରେ ଏକ ମେଗା ସ୍ବାସ୍ଥ୍ୟ ଶିବିର ସଫଳତାର ସହ ସମ୍ପନ୍ନ ହୋଇଯାଇଛି। ସ୍ବାଧୀନତାର ଦୀର୍ଘ ୭୮ ବର୍ଷ ପରେ…
ବିକାଶ ଧାରା ଓଡ଼ିଶା କାର୍ଯ୍ୟକ୍ରମ: ସମ୍ମାନୀତ ହେଲେ କଳାକାର, ସମାଜସେବୀ
ରିଷିଡା,୧୮।୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଓ ଜିଲାର ବିଭିନ୍ନ ଅଞ୍ଚଳରେ ବିକାଶର ବାର୍ତ୍ତା ପହଞ୍ଚାଇବା ସହ ସରକାରଙ୍କ ସଫଳତା ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବା ଉଦ୍ଦେଶ୍ୟରେ ବିକାଶ ଧାରା ଓଡ଼ିଶା ସାରା ଜାତି ଜନଜାତି ସମ୍ବାଦ କାର୍ଯ୍ୟକ୍ରମ ବ୍ଲକ…
ସୂଚନା ଅଧିକାର ଆଇନ ଉଲ୍ଲଂଘନ: ପ୍ରଥମ ଅପିଲ୍ ପରେ ବି ମିଳୁନି ସୂଚନା
କର୍ଲାମୁଣ୍ଡା,୧୮ା୬(ପ୍ରଦୀପ କୁମାର ସାହୁ): ସରକାରୀ କାର୍ଯ୍ୟରେ ସ୍ବଚ୍ଛତା ଆଣିବା, ଦୁର୍ନୀତି କମାଇବା, ଜନସାଧାରଣଙ୍କୁ ଅଧିକାର ଦେବା ତଥା ଲୋକେ ସରକାରୀ କାର୍ଯ୍ୟ, ଯୋଜନା, ଫାଇଲ ଅବସ୍ଥା, ଖର୍ଚ୍ଚ ବିବରଣୀ ଆଦି ପାଇବା ଉଦ୍ଦେଶ୍ୟରେ ୨୦୦୫ରେ ସୂଚନା ଅଧିକାର ଆଇନ ତିଆରି ହୋଇଥିଲା।…
ଫୋନ ଉଠାଇଲେ ଟଙ୍କା ମାଗୁଛନ୍ତି: ଧର୍ମଗଡ଼ ରେଞ୍ଜରଙ୍କ ବିସ୍ଫୋରକ ବୟାନକୁ ନେଇ ହଇଚଇ
ଭବାନୀପାଟଣା,୧୮।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ରେଞ୍ଜର ଭବାନୀ ଶଙ୍କର କଅଁର ଗୁରୁବାର ଏକ ବିସ୍ପୋରକ ବୟାନ ଦେଇଛନ୍ତି। ଖବରଦାତାମାନେ ତାଙ୍କୁ ଫୋନ କଲେ ସେ ନ ଉଠାଇବା ବିଷୟରେ ଖୁଲାସା କରିଛନ୍ତି। ଏନେଇ ବିଭାଗୀୟ ସମ୍ପର୍କିତ ଏକ ମତାମତ…
ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ କାର୍ଯ୍ୟକ୍ରମ: ଅଗ୍ରପୂଜ୍ୟ ଗଣେଶଙ୍କୁ ପୂଜା ପାଇଁ ମନା କରିବାରୁ…
କେସିଙ୍ଗା,୧୮ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି ପକ୍ଷରୁ ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ବ୍ଲକ ସ୍ତରୀୟ ଜାତି ଜନଜାତି ସମ୍ବାଦ କାର୍ଯ୍ୟକ୍ରମ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ଗୁରୁବାର କାର୍ଯ୍ୟକ୍ରମ ଅନୁଷ୍ଠିତ ପୂର୍ବରୁ ଅଗ୍ରପୂଜ୍ୟ…

