କଳାହାଣ୍ଡି

ଜୁନାଗଡରେ ରୋଗୀ କଲ୍ୟାଣ ସମିତି ବୈଠକ: ରକ୍ତଭଣ୍ଡାର କାର୍ଯ୍ୟକ୍ଷମ କରିବା ଉପରେ ଆଲୋଚନା

ଜୁନାଗଡ,୧୧।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା ଜୁନାଗଡ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସଭାଗୃହରେ ମଙ୍ଗଳବାର ରୋଗୀ କଲ୍ୟାଣ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜୁନାଗଡ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ଚିଲଗୁଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ବିଭିନ୍ନ ସମସ୍ୟା ଓ ଏହାର ସମାଧାନ ଦିଗରେ ଆଲୋଚନା ହୋଇଥିଲା।…

ବିଶ୍ୱନାଥପୁର ବିଜୁ ଯୁବବାହିନୀ ପକ୍ଷରୁ ଚାରାରୋପଣ କାର୍ଯ୍ୟକ୍ରମ

ଲାଞ୍ଜିଗଡ଼,୧୧।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁର ବିଜୁ ଯୁବବାହିନୀ ପକ୍ଷରୁ ସବୁଜବାହିନୀରେ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷ ଇଂ. ଫକୀରମୋହନ ମାଝି, ସମ୍ମାନିତ ଅତିଥି ଭାବେ ଏବିଡିଓ ବିଶ୍ୱଭୂଷଣ ଶତପଥୀ,…

ମାଛ ଚାଷ ଜରିଆରେ ସ୍ବାଭାବଲମ୍ବି ହେବାକୁ ଲକ୍ଷ୍ୟ: ଆଗେଇ ଆସିଲେ ୩୦ ଏସ୍‌ଏଚ୍‌ଜି ଗ୍ରୁପ୍‌

କର୍ଲାମୁଣ୍ଡା,୧୧।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ୧୨ଟି ପଞ୍ଚାୟତରେ ଥିବା ବିଭିନ୍ନ ସରକାରୀ ପୋଖରୀରେ ମାଛ ଚାଷ କରି ଆର୍ଥତ୍କ ବିକାଶ କରିବାର ଲକ୍ଷ୍ୟରେ ୨୯ଟି ପୋଖରୀରେ ୩୦ ଏସ୍‌ଏଚ୍‌ଜି ସଭ୍ୟାମାନେ ଆଗେଇ ଆସିଥିବା ଦେଖିବାକୁ ମିଳିଛି। ପଞ୍ଚାୟତିରାଜ ବିଭାଗ ଉଦ୍ୟମକ୍ରମେ ମତ୍ସ୍ୟ…

କୋକସରା ବ୍ଲକରେ ଅଭିଯୋଗ ଜନଶୁଣାଣି: ସ୍କୁଲ ପରିଦର୍ଶନ, ପିଲାଙ୍କୁ ପାଠପଢ଼ାଇଲେ ଜିଲାପାଳ

କୋକସରା,୧୧।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା କୋକସରା ବ୍ଲକଠାରେ ମଙ୍ଗଳବାର ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। କୋକସରା ବିଡିଓ ବସନ୍ତ କୁମାର ସେଠୀ ଓ ବ୍ଲକ ଅଧ୍ୟକ୍ଷା ସବ୍ୟାରାନୀ ବାଗଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଜନ ଶୁଣାଣି ଶିବିରରେ ୨୨ଟି ପଞ୍ଚାୟତରୁ ଶତାଧିକ ହିତାଧିକାରୀମାନେ…

୨ ପୁଅ, ମା’ଙ୍କ ମୃତଦେହ ମିଳିବା ଘଟଣା: ସ୍ବାମୀ ହିଁ ହତ୍ୟାକାରୀ, ପ୍ରେମିକାଙ୍କ ସମେତ ୩ ଅଟକ

ଭବାନୀପାଟଣା,୧୧।୯(ସ୍ବ.ପ୍ର.)-କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନାଠାରୁ ୧୦ କି.ମି. ଦୂର ସିଂଝରଣ ଗ୍ରାମରେ ସୋମବାର ୨ ଶିଶୁଙ୍କ ସମେତ ସ୍ତ୍ରୀଙ୍କୁ ତଣ୍ଟି କାଟି ହତ୍ୟା କରିବା ଘଟଣାର ପୋଲିସ ଫର୍ଦ୍ଦାଫାଶ କରିଛି। ଏହି ଘଟଣାରେ ଅଭିଯୁକ୍ତ ସ୍ବାମୀ ଲିଙ୍ଗ ମାଝିଙ୍କୁ ଭବାନୀପାଟଣା…

ଗଭୀର ନଳକୂଅ ଖନନ ଟଙ୍କା ମିଳିଲାନି: ବିଷପାନ କରିଥିବା ଚାଷୀଙ୍କୁ ନେଇ ୪ ଘଣ୍ଟା ଗଣଧାରଣା

କେସିଙ୍ଗା,୧୦।୯(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ପଥର୍ଲା ଗ୍ରାମପଞ୍ଚାୟତ ବାହାଦୂରପଦର ଗ୍ରାମର ଡମ୍ବରୁଧର ପୋଢ଼ (୪୦) ଜଳନିଧି ଯୋଜନାରେ ଗଭୀର ନଳକୂଅ ଖନନ କରିଥିଲେ। ୪ ବର୍ଷ ହେଲା ଏ ବାବଦ ଟଙ୍କା ନ ମିଳିବାରୁ ସେ ଗତ ଅଗଷ୍ଟ…

କୃଷି ତାଲିମ କାର୍ଯ୍ୟକ୍ରମ: କେସିଙ୍ଗାରୁ ଗଲେ ୨୫ ଚାଷୀ

କେସିଙ୍ଗା,୧୦।୯(ଡି.ଏନ୍‌.ଏ.): ଆତ୍ମା ଯୋଜନା କଳାହାଣ୍ଡି ଆନୁକୂଲ୍ୟରେ କେସିଙ୍ଗା ବ୍ଲକର ମହିଳା ଖାଦ୍ୟ ନିରାପତ୍ତା ଦଳର ୮ଜଣ ମହିଳା ଓ ୧୭ ଚାଷୀଙ୍କୁ ବୌଦ୍ଧ ଜିଲାର ପାଲିଝରସ୍ଥିତ ନ୍ୟାସନାଲ ହର୍ଟିକଲ୍‌ଚରରାଲ ରିସର୍ଚ୍ଚ ଆଣ୍ଡ୍‌ ଡେଭଲପ୍‌ମେଣ୍ଟ ଫାଉଣ୍ଡେସନକୁ ୪ ଦିନିଆ ତାଲିମ ପାଇଁ ମଙ୍ଗଳବାର…

ସାତ୍‌ସପନ ହେଇଛେ ସରକାରୀ ସାହାଯ୍‌: ଗୁଟେ ପରିବାର: ୪ ଭିନ୍ନକ୍ଷମ ଭାଇବହେନ୍‌

  ପର୍ଲା, ୧୦ା୯ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଦଣ୍ଡପାଟ ଅଂଚଲର ଧଅଁରପୁର ପଁଚେତ୍‌ ଅଧୀନ ଭାଲୁଚୁଆ ଗଁାରେ ଗୁଟେ ପରିବାରର ୪ ଭାଇବହେନ୍‌ ଭିନ୍ନକ୍ଷମ ଥିବାର ଜନାଯାଇଛେ। ସୂଚନା ଅନ୍‌ସାରେ ଧଅଁରପୁର ଗଁାର ଦୁଷ୍ମନ୍ତ ଜାଲକଁର ଦୁଇ ଭାଇ…

ପଣ୍ଡିଗାଁ ଗ୍ରାମପଞ୍ଚାୟତରେ ଚାଚାରୋପଣ

କଲମପୁର,୧୦।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କଲମପୁର ବ୍ଲକ ଅନ୍ତର୍ଗତ ପଣ୍ଡିଗାଁ ଗ୍ରାମପଞ୍ଚାୟତ ପରିସରରେ ସୋମବାର ସବୁଜ ବନାନୀ ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସରପଞ୍ଚ ବନାଜାବାସିନୀ ମହାପାତ୍ରଙ୍କ ଅଧ୍ୟକ୍ଷତା ଓ ବିଜୁ ଯୁବବାହିନୀ ସହଯୋଗରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ କଲମପୁର ଅତିରିକ୍ତ…

ଦୁଇ ପୁଅଙ୍କୁ ହତ୍ୟାକରି ମା’ଙ୍କ ଆତ୍ମହତ୍ୟା

ଭବାନୀପାଟଣା,୯।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ସିଂଝରଣ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ସ୍ବାମୀଙ୍କ ଅନୁପସ୍ଥିତରେ ନିଜର ୨ ପୁଅଙ୍କୁ ଗଳାକାଟି ହତ୍ୟା କରି ନିଜେ ମା’ ରେଳଧାରଣାରେ ଆତ୍ମହତ୍ୟା କରିଥିବା ଜଣାପଡିଛି । ମୃତ…

ଭିଜିଲାନ୍ସ ଜାଲରେ ଗୋଲାମୁଣ୍ଡା ଥାନା ଏଏସ୍‌ଆଇ

ଭବାନୀପାଟଣା,୮।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ଥାନା ଏଏସ୍‌ଆଇ ରାଜ କପୁର ବେହେରା ରବିବାର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗ ଦ୍ୱାରା ଗିରଫ ହୋଇଛନ୍ତି। ଏକ ଜମିଜମା ସମନ୍ଧୀୟ କେସ ସମାଧାନ ପାଇଁ ଡୁଡ଼କେଲ ଗ୍ରାମର ତ୍ରିନାଥ ନାଏକଙ୍କ ଠାରୁ ୧୦…

ରେଳଫାଟକ ବନ୍ଦଥିବାରୁ ଗୁରୁତର ନାବାଳିକାଙ୍କ ମୃତ୍ୟୁ ଅଭିଯୋଗ: ମାନବାଧିକାର କମିଶନରଙ୍କ ଦ୍ୱାରସ୍ଥ ହେଲେ ସ୍ବେଚ୍ଛାସେବୀ

ଭବାନୀପାଟଣା,୮।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଥାନା ବେଲଖଣ୍ଡି ଗାଁରେ ସାପ କାମୁଡାରେ ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଛି। ତାଙ୍କୁ ଚିକିତ୍ସା ପାଇଁ ନିଆଯାଉଥିବା ସମୟରେ କେସିଙ୍ଗା ରେଳ ଫାଟକ ବନ୍ଦ ରହିଥିଲା। ଫଳରେ ଆମ୍ବୁଲାନ୍ସ ୪୫ ମିନିଟ୍‌ ଅଟକି ରହିଥିଲା। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?