କଳାହାଣ୍ଡି

ବାପ୍‌ ଆରପାରେ, ମା’ ନିଖୋଜ: ନାବାଲିକ୍‌ ଉପରେ ଭାଇବହେନ୍‌କଁର ବୋଝ

କେସିଙ୍ଗା, ୪।୧୨(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଲଇତରା ପଁଚେତ୍‌ ଜୋଲକୋ ଗଁାର ଗଉଡ଼ପଡ଼ାର ସୁନୀଲ ବାଗ ଟିବି ରୋଗ୍‌ରେ ପଡ଼ି ୨୦୧୧ ସାଲେ ଆରପାରକେ ଚାଲିଯାଇଛନ୍‌। ସୁନୀଲ ଚାଲିଯିବାର ବଛ୍‌ରେ ଉତାରୁ ତାକର ମାଏକିନା ସତ୍ୟବତୀ ବି ନିଜର ୪ ପିଲାଛୁଆକୁ…

ଝି’ର ଚିକିଛା ଲାଗି ଟଁକା ଅଭାବ୍‌: ସରକାରୀ ସାହାଯ୍‌ ଆଶ୍‌ରେ ଗରିବ୍‌ ମା’ବାପ୍‌

ପର୍ଲା,୨।୧୨(ଡି.ଏନ.ଏ.)- କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଦଣ୍ଡପାଟ ଅଂଚଲ ଛଞ୍ଚାଣବାହାଲି ଗାଁର ତରୁଣି ବିଷି(୫)। ଦିନୁଦିନ୍‌କେ ତାକର ମୁଡ଼ର ଆକର ସଂଗେ ଉଜନ ବଢ଼ବାରେ ଲାଗିଛେ। ଏନ୍‌ତାଥି ସେ ବଡ଼ାଦୁଖ୍‌ ପାଉଛନ୍‌। ଇଆଡ଼େ ଗରିବ୍‌ ମା’ବାପ୍‌ ଟଁକା ପଏସା ଅଭାବୁ ଝି’ର…

ଲକ୍ଷାଧିକ ଟଙ୍କାର ଧାନ ଜାଳିଦେଲେ ଦୁର୍ବୃତ୍ତ: ଅଭିଯୁକ୍ତ ଗିରଫ, କ୍ଷତିପୂରଣ ଦାବି

ଭବାନୀପାଟଣା,୧।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅର୍ତ୍ତଲ ପଞ୍ଚାୟତ ଅଜରାଇ ଗାଁର ଚାଷୀମାନେ ଖଳାରେ ଧାନ ରଖିଥିବା ବେଳେ କେହି ଦୁର୍ବୃତ୍ତ ନିଆଁ ଲଗାଇ ଦେବାରୁ ଲକ୍ଷାଧିକ ଟଙ୍କାର ଧାନ ନଷ୍ଟ ହୋଇଯାଇଛି। ସୂଚନାନୁଯାୟୀ, ଅଜରାଇ ଗାଁର ଚାଷୀ ଫଟୁ…

ଧାନଖଳାରେ ଖେଳୁଥିବା ବେଳେ ନିଆଁ ଲାଗି ଗୁରୁତର ହେବା ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲେ ୩ ଶିଶୁ

କୋକସରା,୩୦।୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମହିମା ପଞ୍ଚାୟତ ବିଜମରା ଗ୍ରାମରେ ଶନିବାର ଧାନଖଳାରେ ଖେଳୁଥିବା ବେଳେ ନିଆଁ ଲାଗି ୩ ଶିଶୁ ଗୁରୁତର ହୋଇଥିଲେ। ତେବେ ଚିକିତ୍ସାଧୀନ ଅବସ୍ଥାରେ ସମସ୍ତ ଶିଶୁଙ୍କ ମୃତ୍ୟୁ ଘଟିଛି। ସୂଚନାନୁଯାୟୀ,ମଧ୍ୟାହ୍ନରେ ଧାନଖଳାରେ ଖେଳୁଥିବା ବେଳେ…

ଧାନଖଳାରେ ଖେଳୁଥିବା ବେଳେ ନିଆଁ ଲାଗି ୩ ଶିଶୁ ଗୁରୁତର

କୋକସରା,୩୦।୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମହିମା ପଞ୍ଚାୟତ ବିଜମରା ଗ୍ରାମରେ ଶନିବାର ଧାନଖଳାରେ ଖେଳୁଥିବା ବେଳେ ନିଆଁ ଲାଗି ୩ ଶିଶୁ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ କୋକସରା ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ଜିଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।…

ନିସାହା ଗୁରୁବାରୀକୁଁ ସାହାଯ୍‌ର ହାତ୍‌ ବଢ଼ାଲେ ବିଡିଓ

କେସିଙ୍ଗା, ୩୦।୧୧ (ଡି.ଏନ.ଏ.)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ନୁନମାଠ ପଁଚେତ୍‌ ଅଧୀନ ମୁଣ୍ଡାପଡ଼ାର ନିସାହା ବିଧବା ମହିଲା ଗୁରୁବାରୀ ରଣା(୬୦)କୁଁ କେସିଙ୍ଗା ବିଡିଓ ଭୀମସେନ ଶବର ସାହାଯ୍‌ର ହାତ୍‌ ବଢ଼େଇଛନ୍‌। ସେ ଅନେକ ଦିନ୍‌ ହେଲା ରୋଗ୍‌ ଲାଗି ବଡ଼ା…

କୃଷି ବିଶ୍ୱବିଦ୍ୟାଳୟ ସ୍ଥାପନ ଦାବି: ମୁଖ୍ୟ ଶାସନ ସଚିବଙ୍କୁ ଛାତ୍ର ବିଜେଡିର ଦାବିପତ୍ର

ଭବାନୀପାଣା,୨୯।୧୧(ଡି.ଏନ୍‌.ଏ.): ଭବାନୀପାଟଣା ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟକୁ ଏକକ ବିଶ୍ୱବିଦ୍ୟାଳୟର ମାନ୍ୟତା ମିଳିବା ପରେ ବର୍ତ୍ତମାନ କଳାହାଣ୍ଡି ଜିଲାରେ କୃଷି ବିଶ୍ୱବିଦ୍ୟାଳୟ ସ୍ଥାପନ ଦାବି ଜୋର ଧରିଛି। ରାଜ୍ୟ ଶାସନ ସଚିବ ଅସିତ୍‌ କୁମାର ତ୍ରିପାଠୀ କଳାହାଣ୍ଡି ଗସ୍ତରେ ଆସିଥିବା ବେଳେ କଳାହାଣ୍ଡି…

ପିଆଜ ଦର ୧୦୦ ଟପିଲା

ଭବାନୀପାଟଣା,୨୯।୧୧(ଡି.ଏନ୍‌.ଏ.): ଅତ୍ୟାବଶ୍ୟକୀୟ ପିଆଜ ଦର ବର୍ତ୍ତମାନ ଆକାଶଛୁଆଁ ହୋଇଥିବାରୁ ଏହାର ପ୍ରଭାବ ସିଧାସଳଖ ଖାଉଟିଙ୍କ ଉପରେ ପଡ଼ିଛି। ପିଆଜ ଦର ବୃଦ୍ଧି ଯୋଗୁ ଅନେକ ଖାଦ୍ୟ ସାମଗ୍ରୀର ଦର ମଧ୍ୟ ବଢ଼ିଚାଲିଛି। କଳାହାଣ୍ଡି ଜିଲା ଭବାନୀପାଟଣାର ଅଧିକାଂଶ ଅଞ୍ଚଳରେ ପିଆଜ ଦର…

ସିର୍ଜାପାଲି ସମିତି ସଭ୍ୟ ଉପନିର୍ବାଚନ: ଚୌଧୁରୀ ଭୁଏ ବିଜୟୀ

କେସିଙ୍ଗା,୨୮।୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ସିର୍ଜାପାଲି ପଞ୍ଚାୟତରେ ହୋଇଥିବା ସମିତି ସଭ୍ୟ ନିର୍ବାଚନ ଫଳାଫଳ ଗୁରୁବାର ପ୍ରକାଶ ପାଇଛି। ଆଜି ସକାଳେ ଭୋଟ ଗଣତି ବ୍ଲକର ସଭାଗୃହରେ ଆରମ୍ଭ ହୋଇଥିଲା। ଏଥିରେ ସିର୍ଜାପାଲିର ଚୌଧୁରୀ ଭୁଏ ୮୦୬ ଖଣ୍ଡ ଭୋଟ…

୩ ସମବାୟ ସମିତି ଜରିଆରେ ୧ଲକ୍ଷ ୫୦ ହଜାରରୁ ଊର୍ଦ୍ଧ୍ୱ କ୍ୱିଣ୍ଟାଲ ଧାନ କ୍ରୟ ଲକ୍ଷ୍ୟ

କର୍ଲାମୁଣ୍ଡା,୨୮।୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୩ଟି ସମବାୟ ସମିତି ଜରିଆରେ ଚାଷୀଙ୍କ ଧାନ କ୍ରୟ କରାଯିବାକୁ ଆନୁଷ୍ଠାନିକ ଭାବେ ରିଷିଡା, କର୍ଲାମୁଣ୍ଡା, ଯୋରାଡବ୍ରାଠାରେ ମଣ୍ଡି ଉଦ୍‌ଘାଟନ ହୋଇଛି। ମାତ୍ର ଚାଷୀଙ୍କ ଧାନ ଠିକ୍‌ ଭାବେ ଉଠି ପାରୁ ନ ଥିବାରୁ…

ସମିତି ସଭ୍ୟ ଉପନିର୍ବାଚନ: ଶାନ୍ତିପୂର୍ଣ୍ଣ ଭାବରେ ମତଦାନ ଆରମ୍ଭ

ତୁଣ୍ଡଲା,୨୭।୧୧(ଡି.ଏନ.ଏ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ସିର୍ଜାପାଲି ଗ୍ରାମ ପଞ୍ଚାୟତରେ ବୁଧବାର ସମିତି ସଭ୍ୟ ଉପନିର୍ବାଚନ ମତଦାନ ଆରମ୍ଭ ହୋଇଯାଇଛି। ଏଥିରେ ପଞ୍ଚାୟତର ଦିଗଶିରା, ସିର୍ଜାପାଲି, ବାଦିପଡାଠାରେ ୯ଟି ୱାର୍ଡରେ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଦିଗସିରାରେ ୪ଟି ୱାର୍ଡ ପାଇଁ ୪ଟି…

ସିରିଜାପାଲିରେ ବୁଧବାର ସମିତି ସଭ୍ୟ ନିର୍ବାଚନକୁ ନେଇ ପ୍ରଶାସନ ପ୍ରସ୍ତୁତ

କେସିଙ୍ଗା, ୨୬।୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ସିରିଜାପାଲି ପଞ୍ଚାୟତରେ ବୁଧବାର ସମିତି ସଭ୍ୟ ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ମଙ୍ଗଳବାର କର୍ମଚାରୀମାନେ ଆବଶ୍ୟକୀୟ ଉପକରଣ ଧରି ପହଞ୍ଚିଛନ୍ତି। ତେବେ ପଞ୍ଚାୟତରେ ୨୭୮୨ଜଣ ଭୋଟର ଅଛନ୍ତି। ସେହିଭଳି ସମିତି ସଭ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?