କଳାହାଣ୍ଡି

ମାଓବାଦୀଙ୍କ ବନ୍ଦ ଡାକରା: ଡେଟୋନେଟର ଲଗାଇ ରାସ୍ତାରେ ଗଛ ପକାଇ ଅବରୋଧ

ଭବାନୀପାଟଣା,୧୫।୫(ସ୍ବ.ପ୍ର.): ୧୨ ଦଫା ଦାବି ନେଇ କଳାହାଣ୍ଡି ଜିଲା ସମେତ ୬ ଜିଲାକୁ ସୋମବାର ଲାଲବାହିନୀ ବନ୍ଦ ଡ଼ାକରା ଦେଇଛନ୍ତି । ଏ ନେଇ ଗତ କିଛି ଦିନ ତଳେ ସିପିଆଇ ମାଓବାଦୀ ପ୍ରବକ୍ତା ଚକରା ବିଶୋଇଙ୍କ ଏକ ଅଡିଓ...

ଲାଞ୍ଜିଗଡ଼ରେ ପୁଣି ବିଏସ୍‌ଏନ୍‌ଏଲ୍‌ ନେଟୱର୍କ ଫେଲ୍‌

ଲାଞ୍ଜିଗଡ,୧୫।୫(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡଠାରେ ପୁଣି ଥରେ ୫ ଦିନ ହେଲା ବିଏସ୍‌ଏନ୍‌ଏଲ୍‌ ନେଟୱର୍କ ଫେଲ। ଗତ ଏପ୍ରିଲରେ ୯ ଦିନ ନେଟୱର୍କ ନ ଥିଲା। ଏହି ମାସରେ ପୁଣି ଆଜକୁ ୫ ଦିନ ହେଲାଣି ଲାଞ୍ଜିଗଡ ଏବଂ ଏହାର...

କଳାହାଣ୍ଡିରେ ପୁଣି ଉପସ୍ଥିତି ଜାହିର କଲେ ଲାଲବାହିନୀ: ଏମ୍‌ ରାମପୁର ବ୍ଲକରେ ଲାଗିଲା ମାଓବାଦୀ ପୋଷ୍ଟର

ଭବାନୀପାଟଣା,୧୪।୫(ସ୍ବ.ପ୍ର.): କଳାହାଣ୍ଡି ଜିଲା ଏମ୍‌ ରାମପୁର ଥାନା ଅନ୍ତର୍ଗତ ଟାପରାଙ୍ଗ ସଂରକ୍ଷିତ ଜଙ୍ଗଲରେ ଗତ ୯ ତାରିଖ ମାଓବାଦୀ ଓ ପୋଲିସ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ପୋଲିସ ଗୁଳିରେ ୩ ମାଓବାଦୀଙ୍କ ମୃତ୍ୟୁ ହୋଇଥିଲା। ସେହିପରି ଡ଼ିଏସପି...

ମହିଳା ବିଷ ପିଇ ମୃତ୍ୟୁ ଘଟଣା: ସ୍ବାମୀ କୋର୍ଟ ଚାଲାଣ

କୋକସରା,୧୩ା୫(ଡି.ଏନ୍‌.ଏ.): ବିଷ ପିଇ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣାରେ ମୃତ ଝିଅଙ୍କ ବାପା ପରୀକ୍ଷିତ ନାଏକ କୋକସରା ଥାନାରେ ଜ୍ବାଇଁ ଘାସିରାମଙ୍କ ନାଁରେ ଝିଅକୁ ବିଷ ପିଆଇ ହତ୍ୟା କରିଥିବା ଅଭିଯୋଗ କରିଥିଲେ। ଘଟଣାର ତଦନ୍ତ କରି...

ପାରିବାରିକ କଳହରେ ବିଷ ପିଇ ଜୀବନ ହାରିଲେ ବିବାହିତା ମହିଳା

କୋକସରା,୧୨।୫(ଡି.ଏନ.ଏ) ପାରିବାରିକ କଳହ ଅସହ୍ୟ ହେବାରୁ ମାନସିକ ଚାପରେ ଆସି କୀଟନାଶକ ଔଷଧ ପିଇ ବିବାହିତ ମହିଳା ଆତ୍ମହତ୍ୟା କରିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା କୋକସରା ଥାନା କନ୍ଦା ବୁଟୁରା ପଞ୍ଚାୟତ ତୁନଗାଁରେ।...

୫ ବର୍ଷ ହେଲା ଶେଷ ହେଉନି ପୋଲ କାମ

କେସିଙ୍ଗା, ୧୨।୫(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଗ୍ରାମ୍ୟ ଉନ୍ନୟନ ଡିଭିଜନ ଅନ୍ତର୍ଗତ ମଶାଣିବନ୍ଧ ଓ ଭମରମାଲ ସଂଯୋଗ କରୁଥିବା ଦେହେରେନ୍‌ ଯୋର ଆଜକୁ ୫ବର୍ଷ ହେଲା ଅର୍ଦ୍ଧନିର୍ମିତ ଅବସ୍ଥାରେ ପଡିରହିଛି। ଏ ନେଇ ଅଞ୍ଚଳବାସୀ ବହୁବାର ଜିଲାପାଳଙ୍କ ନିକଟରେ ଅଭିଯୋଗ...

୭ ଦିନ ହେଲା ଜଳ ଯୋଗାଣ ବନ୍ଦ

ଲାଞ୍ଜିଗଡ଼,୯।୫(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ଼ ସହରରେ ଆଜକୁ ୭ ଦିନ ହେଲା ପୁଣି ଜଳ ସଙ୍କଟ ଦେଖା ଦେଇଛି। ପାଇପରେ ଆସୁଥିବା ପାଣି ସମ୍ପୂର୍ଣ୍ଣ ବନ୍ଦ ହେବା ଫଳରେ ସହରର ବିଭିନ୍ନ ପଡାର ହଜାର ହଜାର ଲୋକ...

ସମନ୍ବିତ ଶିଶୁ ବିକାଶ ଯୋଜନା ବାଟବଣା

ଭବାନୀପାଟଣା,୧୦ା୫(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ସମନ୍ବିତ ଶିଶୁ ବିକାଶ ଯୋଜନା କାର୍ଯ୍ୟକାରୀ ହେବାର ଦୀର୍ଘ ବର୍ଷ ବିତିଯାଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ଶିଶୁଙ୍କ ସୁରକ୍ଷା ଦିଗରେ ବିଶେଷ ଧ୍ୟାନ ଦିଆଯାଉନାହଁି। ଜିଲାରେ ୨୩୬୨ଟି ଅଙ୍ଗନୱାଡି କେନ୍ଦ୍ର ମଧ୍ୟରୁ ପ୍ରାୟ ୨୦% ଊର୍ଦ୍ଧ୍ୱ...

ମାଓବାଦୀ-ପୋଲିସ ଗୁଳି ବିନିମୟ: ୩ ମାଓବାଦୀ ନିହତ

ମ.ରାମପୁର,୯।୫(ଡି.ଏନ.ଏ.): କଳାହାଣ୍ଡି ଜିଲା ମ. ରାମପୁର ବନାଞ୍ଚଳ ଟାପରଙ୍ଗ ସଂରକ୍ଷିତ ଜଙ୍ଗଲରେ ମଙ୍ଗଳବାର ମାଓବାଦୀ ଓ ପୋଲିସ ମଧ୍ୟରେ ଗୁଳି ବିନିମୟ ଘଟିଥିବା ସୂଚନା ମିଳିଛି। ଏଥିରେ ୩ ଜଣ ମାଓବାଦୀ ନିହତ ହୋଇଥିବା ବେଳେ ଡିଏସ୍‌ପି ଅତୁଲ ଦାସ...

ଲୁଚି ଗାଁକୁ ଫେରିଲେ ୩୦ ଦାଦନ ଶ୍ରମିକ

ଭବାନୀପାଟଣା,୮।୫(ସ୍ବ.ପ୍ର.): ତେଲଙ୍ଗାନାରେ କାମ କରିବାକୁ ଯାଇ ସେଠାରେ ନିର୍ଯାତିତ ହେବା ଯୋଗୁ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ଗ୍ରାମର ୩୦ରୁ ଊର୍ଦ୍ଧ୍ୱ ଶ୍ରମିକ ଲୁଚି ଗାଁକୁ ଫେରି ଆସିଥିଲେ। ପରେ ନ୍ୟାୟ ପାଇଁ ଗତ କିଛି ତଳେ ସେମାନେ...

ନର୍ଲା ଡାକ୍ତରଖାନାରେ ନାହାନ୍ତି ବିଶେଷଜ୍ଞ ଡାକ୍ତର

ପଲମ,୬।୫ (ଡି.ଏନ୍‌.ଏ.) କଳାହାଣ୍ଡି ଜିଲା ନର୍ଲା ସରକାରୀ ଡାକ୍ତରଖାନାରେ ନାହଁ।ନ୍ତି ବିଶେଷଜ୍ଞ ଡାକ୍ତର। ରାଜ୍ୟ ସରକାର ସବୁବେଳେ ମହିଳା ଓ ସେବା ପ୍ରତି ସବୁ ସମୟରେ ପ୍ରାଥମିକତା ଦେଇ ଆସୁଥିବାବେଳେ ସ୍ଥାନୀୟ ନେତୃତ୍ୱ ଓ ପ୍ରଶାସନିକ ଅଧିକାରୀଙ୍କ ଯୋଗଁ ଏହାର...

ଆସନ୍ତା ୧୫ ଯାଏ ବଢ଼ିପାରେ ରବି ଜଳସେଚନ ଅବଧି

ଭବାନୀପାଟଣା,୫ା୫(ସ୍ବ.ପ୍ର): କଳାହାଣ୍ଡି ଜିଲା ଇନ୍ଦ୍ରାବତୀ ଜଳଭଣ୍ଡାରରୁ ଗତ ଜାନୁଆରୀ ୬ରୁ ରବି ଜଳସେଚନ ଆରମ୍ଭ ହୋଇଥିଲା। ଆସନ୍ତା ୬ରେ ଏହାର ଅବଧି ସରିବାକୁ ଥିବା ବେଳେ ଚାଷୀଙ୍କ ଆବଶ୍ୟକତାକୁ ଆଖି ଆଗରେ ରଖି ମେ ୧୫ ପର୍ଯ୍ୟନ୍ତ ଜଳସେଚନକୁ ବୃଦ୍ଧି...

Advertisement
Archives

Model This Week

Why Dharitri