କଳାହାଣ୍ଡି

କେସିଙ୍ଗାରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଶୁଭାରମ୍ଭ, ମିଳିବ ଏତିକି ଚାଉଳ

କେସିଙ୍ଗା,୧୮।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସିରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ବୁଧବାର ଆରମ୍ଭ ହୋଇଛି । ରାଜ୍ୟ ସରକାରଙ୍କ ଦ୍ଵାରା ଘୋଷଣା ହୋଇଥିବା ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା କେସିଙ୍ଗାର ୧୨ଟି ୱାର୍ଡର ବିଭିନ୍ନ ଜାଗାରେ ହିତାଧିକାରୀଙ୍କୁ ବୁଧବାର ଠାରୁ ଆରମ୍ଭ…

ପୋଡୁ ଚାଷବେଳେ ହଠାତ୍‌ ମାଡିଆସିଲା ଭୟଙ୍କର ବର୍ଷା, ପବନ: ଗଛ ମୂଳେ ଆଶ୍ରୟ ନେଇଥିବା ୩ ମହିଳାଙ୍କୁ ମାରିଲା ବିଜୁଳି

  ଥୁଆମୂଳ ରାମପୁର, ୧୭।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଡୁମେରପଦର ଗ୍ରାମର ନୁନ ପାଣି ପାହାଡ଼ ନିକଟରେ ଆଜି ଏକ ଦୁଃଖଦାୟକ ଘଟଣା ଘଟିଯାଇଛି। ଅପରାହ୍ନ ପ୍ରାୟ ୩ଟା ସମୟରେ ହଠାତ୍‌ ବର୍ଷା ଓ…

ଆନ୍ତଃଜିଲା ବାଇକ ଚୋରି ର଼୍ୟାକେଟ୍‌ର ପର୍ଦ୍ଦାଫାଶ, ୭ ଗିରଫ

ରିଷିଡା ୧୭।୬: (ସୁଶାନ୍ତ ମଲ୍ଲିକ): ମ.ରାମପୁର ପୋଲିସକୁ ମିଳିଛି ବଡ଼ ସଫଳତା । ଆନ୍ତଃ ଜିଲା ବାଇକଚୋରି ର଼୍ୟାକେଟ ବର୍ତ୍ତମାନ ପୋଲିସ ହାତରେ । ଦୀର୍ଘଦିନ ଧରି ଅଞ୍ଚଳରେ ବାଇକଚୋରି କରୁଥିବା ଏକ ଗ୍ୟାଙ୍ଗର ୭ ଜଣ ଚୋରକୁ ଗିରଫ କରିଥିବା…

ସ୍ବାଧୀନତାର ୭୮ ବର୍ଷ ପରେ ବି ଅନ୍ଧାରରେ ଗ୍ରାମବାସୀ: ଦେଲେ ଏଭଳି ଚେତାବନୀ, ବିଜୁଳି ନ ମିଳିଲେ …

ଥୁଆମୁଳ ରାମପୁର, ୧୭।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଆଦିବାସୀ ଅଧ୍ୟୁଷିତ ଥୁଆମୁଳ ରାମପୁର ବ୍ଲକ ଅଧୀନସ୍ଥ ‘ତୁମୋନୀଖୋଲ’ ଗ୍ରାମକୁ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ପହଞ୍ଚି ପାରିନାହିଁ। ପ୍ରଶାସନିକ ଉଦାସୀନତା ଯୋଗୁ ସ୍ବାଧୀନତାର ୭୮ ବର୍ଷ ପରେ ବି ଗ୍ରାମଟି…

ଥୁଆମୂଳ ରାମପୁରରେ ରଜ ଉତ୍ସବ, ଦୋଳି ଖେଳିଲେ ଲାଞ୍ଜିଗଡ଼ ବିଧାୟକ; ଦଳୀୟ ଆଭିମୁଖ୍ୟ ଭୁଲି…

ଥୁଆମୂଳ ରାମପୁର, ୧୬।୬(ଦୁର୍ଗା କୀର୍ତ୍ତି): ଓଡ଼ିଶାର ଗଣପର୍ବ ‘ରଜ’ ଏବେ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ମଧ୍ୟ ବେଶ୍ ଲୋକପ୍ରିୟତା ହାସଲ କରିଛି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତ ଅନ୍ତର୍ଗତ ଲୋହରାଯୋର ଗ୍ରାମରେ ଚଳିତ ବର୍ଷ ଅପୂର୍ବ…

ଜୁନ୍ ୧୯ରୁ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ପ୍ରସିଦ୍ଧ ଯାତ୍ରା: ଖଣି ଖନନ ବିରୋଧରେ ବଜ୍ର ଶପଥ ନେବେ ହଜାର ହଜାର…

ଥୁଆମୂଳ ରାମପୁର, ୧୬।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ କର୍ଲାପାଟ ଅଭୟାରଣ୍ୟ ପାର୍ଶ୍ୱ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ଆସନ୍ତା ଜୁନ୍ ୧୯ ଓ ୨୦ ତାରିଖରେ ବାବା ଖଣ୍ଡୁଆ ବୁଢ଼ା ଏବଂ ମା’ ଡୋକରୀ ବୁଢ଼ୀଙ୍କ…

କେସିଙ୍ଗାର ଦୁଇ ଜଣ ଓପିଏସସିଙ୍କୁ ସମ୍ବର୍ଦ୍ଧନା: ଗରିବଙ୍କ ସମସ୍ୟା ବୁଝିବାକୁ ଉଭୟଙ୍କୁ କହିଲେ ବିଡିଓ

କେସିଙ୍ଗା, ୧୬।୬ (ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୨ ଜଣ ଓପିଏସସିଙ୍କୁ ବୃନ୍ଦାବନ ସଂସ୍କୃତି ଅନୁଷ୍ଠାନ ପକ୍ଷରୁ ବିଏସଏର ନୂତନ ସଭାଗୃହରେ ମଙ୍ଗଳବାର ସ୍ବାଗତ ଓ ସମ୍ବର୍ଦ୍ଧନା କରାଯାଇଛି। ଏହି ସମ୍ବର୍ଦ୍ଧନା ଉତ୍ସବରେ ମୁଖ୍ୟ ଅତିଥି ଭାବେ…

ପାଉଁଶ ବୋଝେଇ ହାଇୱାକୁ ପିଟିଲା ବାଇକ୍, ଡ଼ାକ୍ତରଖାନା ନେବା ବେଳେ ଅଧାବାଟରେ ମୃତ୍ୟୁ

ଲାଞ୍ଜିଗଡ,୧୬।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ହରେକୃଷ୍ଣପୁର ଛକ ନିକଟରେ ହାଇୱା ସହିତ ବାଇକ ଧକ୍କା ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ଯୁବକଙ୍କର ମୃତ୍ୟୁ ହୋଇଛି । ମୃତକ ନର୍ଲା ଥାନା ଅନ୍ତର୍ଗତ ପାଣିମୁଣ୍ଡା…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ ଘଟିଛି। ସୋମବାର ସକାଳେ ରାସ୍ତାରେ ଭାଲୁ ମରି ପଡିଥିବା ଦେଖି ସ୍ଥାନୀୟ ଲୋକ…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତକ ଜଣକ ହେଉଛନ୍ତି ଭବାନୀପାଟଣା ସଦର…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି । ପ୍ରାୟ ୨୦୦ ଜନସଂଖ୍ୟା ଓ ୪୫ ପରିବାର ବିଶିଷ୍ଟ ଏହି ଆଦିବାସୀ ବହୁଳ…

କେନାଲ ଗଛରେ ଝୁଲୁଛି ମେଡିକାଲ କର୍ମଚାରୀଙ୍କ ମୃତଦେହ

ଭବାନୀପାଟଣା,୧୫।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଉଦେପୁର-ଗୋପିନାଥପୁର କେନାଲ ନିକଟସ୍ଥ ଏକ ଗଛରୁ ସୋମବାର ଜଣେ ମେଡିକାଲ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତି ଜଣକ ଭବାନୀପାଟଣାସ୍ଥିତ ସହିଦ ରେଣ୍ଡୋମାଝୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?