କଳାହାଣ୍ଡି

ଦାସିଗଁ। ୧୨ ପରିବାର ପଞ୍ଚାୟତରେ ଆଶ୍ରୟ ନେବା ଘଟଣା:ଅନୁଧ୍ୟାନ ପାଇଁ ଘଟଣା ସ୍ଥଳରେ ପହଞ୍ଚତ୍ଲେ ତହସିଲଦାର

ଜୁନାଗଡ/ଦାସିଗଁ। ,୧୦।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଦାସିଗଁ। ୩ ନଂ. ୱାର୍ଡ ଦର୍ଳିପଡାରେ ପାଣି ନିଷ୍କାସନ ପାଇଁ କୌଣସି ଡ୍ରେନଜ ବ୍ୟବସ୍ଥା ନାହଁି। ଫଳରେ ସାମାନ୍ୟ ବର୍ଷା ହେଲେ ଲୋକଙ୍କ ଘରେ ପାଣି ପଶିଥାଏ। ଗତ ସୋମବାର ଓ ମଙ୍ଗଳବାର…

ବିଶ୍ୱ ଆଦିବାସୀ ଦିବସ ପାଳନ

ଭବାନୀପାଟଣା,୯।୮(ଡି.ଏନ.ଏ.): କଳାହାଣ୍ଡି ଡିଷ୍ଟ୍ରିକ୍ଟ ଆଦିବାସୀ ସଂଘ ପକ୍ଷରୁ ହଲିଆପଡା ଭବାନୀପାଟଣାଠାରେ ବିଶ୍ୱ ଆଦିବାସୀ ଦିବସ ଶୁକ୍ରବାର ପାଳନ କରାଯାଇଛି। କଳାହାଣ୍ଡି ଡିଷ୍ଟ୍ରିକ୍ଟ ଆଦିବାସୀ ସଂଘର ସଭାପତି ଡମ୍ବରୁଧର ମାଝିଙ୍କ ଅଧ୍ୟକ୍ଷତା ସଭାରେ ସାଧାରଣ ସମ୍ପାଦକ ମହେଶ୍ୱର ମାଝି ସଭା ପରିଚାଳନା କରିଥିଲେ।…

ବିଶ୍ୱ ସଂସ୍କୃତ ସପ୍ତାହ ଦିବସ

ମ.ରାମପୁର,୯।୮(ଡି.ଏନ.ଏ.) : କଳାହାଣ୍ଡି ଜିଲା ମ.ରାମପୁର ଉଚ୍ଚ ବିଦ୍ୟାପୀଠ ସଂସ୍କୃତ ଶିକ୍ଷକ ସମୂହ ପକ୍ଷରୁ ଶୁକ୍ରବାର ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପ୍ରାର୍ଥନା ଗୃହଠାରେ ବିଶ୍ୱ ସଂସ୍କୃତ ସପ୍ତାହ ପାଳନ କରାଯାଇଛି । ଶ୍ରାବଣ ମାସ ପୂର୍ଣ୍ଣମୀ ଦିନ ଭବାନୀପାଟଣାଠାରେ ଜିଲାସ୍ତରୀୟ…

ବନ୍ୟାସ୍ଥିତି ପରଖିଲେ କଲମପୁର ବ୍ଲକ ଅଧ୍ୟକ୍ଷା

କଲମପୁର,୯।୮(ଡି.ଏନ.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକ ଅଞ୍ଚଳରେ ଗତ ୩ ଦିନର ଲଗାଣ ବର୍ଷାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା । କଲମପୁର ବ୍ଲକ ଅଧ୍ୟକ୍ଷା ମଞ୍ଜୁଲା ସାହୁ ଶୁକ୍ରବାର ବନ୍ୟା ପ୍ରଭାବିତ ବଙ୍କାପଳା, ବାଲିଛଡା, ବିରିପୁର, ମାଟିଖାଲ ଆଦି ଗାଁକୁ…

କେସିଙ୍ଗାରେ ବିଜୁ ଜନତା ଦଳ ପକ୍ଷରୁ ବିରାଟ କାର୍ଯ୍ୟକର୍ତ୍ତା ସମ୍ମିଳନୀ

କେସିଙ୍ଗା,୯।୮(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କଲ୍ୟାଣ ମଣ୍ଡପ ପରିସର ମଧ୍ୟରେ ବିଜୁ ଜନତା ପକ୍ଷରୁ ବିରାଟ କାର୍ଯ୍ୟକର୍ତ୍ତା ସମ୍ମିଳନୀ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ଜିଲା ସଭାପତି ପୁଷ୍ପେନ୍ଦ୍ର ସିଂହଦେଓଙ୍କ ନେତୃତ୍ୱରେ ଏହି ସମ୍ମିଳନୀରେ ଶକ୍ତମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ନର୍ଲା…

ମାନସିକ ବିକୃତ ମହିଳାଙ୍କୁ ଥଇଥାନ କେନ୍ଦ୍ରକୁ ପଠାଗଲା

ଧର୍ମଗଡ଼,୯।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଧର୍ମଗଡ଼ ସହରରେ ବୁଲୁଥିବା ଜଣେ ମାନସିକ ବିକୃତ ମହିଳାଙ୍କୁ ଧର୍ମଗଡ଼ସ୍ଥିତ ଏକ ଥଇଥାନ କେନ୍ଦ୍ରକୁ ଶୁକ୍ରବାର ହସ୍ତାନ୍ତର କରାଯାଇଛି। ମାନସିକ ବିକୃତି ଥିବା ଉକ୍ତ ମହିଳା ସହରର ବିଭିନ୍ନ ସ୍ଥାନରେ ଅଳିଆ ଆବର୍ଜନା କରିବା ସହ ବିଭିନ୍ନ…

କର୍ଲାମୁଣ୍ଡା ବ୍ଲକ: ଲଗାଣ ବର୍ଷାରେ ବ୍ୟାପକ କ୍ଷୟକ୍ଷତି

କର୍ଲାମୁଣ୍ଡା,୯।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମଙ୍ଗଳବାର ରାତିରୁ ଗୁରୁବାର ସକାଳ ପର୍ଯ୍ୟନ୍ତ ଲଗାଣ ବର୍ଷା ହୋଇଛି। ଏଥିଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଜଣାପଡ଼ିଛି । ବୁଧବାର ୮୭ ମି.ମି. ବର୍ଷା ରେକର୍ଡ ହୋଇଥିବା ବେଳେ ଗୁରୁବାର ସକାଳ ସୁଦ୍ଧା ୩୦୯.୨ ମି.ମି.…

ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ଜିଲାପାଳ, ଧର୍ମଗଡ ବିଧାୟକ

କଲମପୁର,୯।୮(ଡି.ଏନ.ଏ.)-୩ ଦିନ ଧରି ଲଗାଣ ବର୍ଷାରେ କଳାହାଣ୍ଡି ଜିଲା କଲମପୁର ବ୍ଲକ ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ଅଞ୍ଚଳର ନଈକୂଳିଆ ଟେମରା, ପୋରୁଆଗୁଡା, ଖଙ୍ଗାରଗୁଡା, ସାନକୁଟ୍ରୁ, ବିରିପୁର, ମାଟିଖାଲ, ଜାମପଡା, କର୍ମେଲଡଙ୍ଗରୀଗୁଡା, କର୍ମେଲ, ବାଲିଛଡା, ଖଣ୍ଡିଡଙ୍ଗରୀଗୁଡା, ବଙ୍କାପଲା ଆଦି ଗଁାର ଲୋକେ…

ହାତୀ ନଦୀରେ ବନ୍ୟା: ୭୫ ହଜାର ଲୋକ ପ୍ରଭାବିତ; ୫୫୩୨ ହେକ୍ଟର ଚାଷ ଜମି ଜଳମଗ୍ନ

ଜୁନାଗଡ,୯।୮(ଡି.ଏନ.ଏ.)ମଙ୍ଗଳବାର, ବୁଧବାର ଉପରମୁଣ୍ଡାରେ ଲଗାଣ ବର୍ଷା ଓ ମଙ୍ଗଳପୁର ବ୍ୟାରେଜରୁ ୫ଟି ଗେଟ୍‌ରେ ପାଣି ଛଡାଯିବା ପରେ କଳାହାଣ୍ଡି ଜିଲାରେ ପ୍ରବାହିତ ହାତୀନଦୀରେ ମଙ୍ଗଳବାର ବିଳମ୍ବିତ ରାତିରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ମଙ୍ଗଳପୁର ହାତୀ ବ୍ୟାରେଜର ୫ଟି ଗେଟରୁ ବର୍ତ୍ତମାନ…

ଚାଷୀର ମୁଡ଼େ ଚଡକ୍‌: ମକା ଫସଲରେ ବିଦେଶୀ ପୋକ୍‌

ଭବାନୀପାଟଣା,୮।୮(ଡି.ଏନ.ଏ.): କଳାହାଣ୍ଡି ଜିଲାରେ ଆମେରିକୀୟ ପୋକ୍‌ ଫଲ୍‌ ଆର୍ମି ଓ୍ବର୍ମର (ଏଫ୍‌ଏଡ୍‌ବ୍ଲ୍ୟୁ) ଦେଖାଦେଇଛେ। ଆମେରିକାରେ ଦେଖାଯାଉଥିବାର ଇ ପୋକ୍‌ ଗଲା ବଛର ଦେଶର କେତେ ରାଏଜ୍‌ରେ ଦେଖାଦେଇଥିଲା। ହେଲେ ଚଲତି ବଛର କଳାହାଣ୍ଡି ଜିଲାରେ ଦେଖାଦେଇଛେ। ଇ ଘଟନା ଏହେଦେ ଚାଷୀମାନକର…

ଜିଲାସ୍ତରୀୟ ସ୍ତନ୍ୟପାନ ସପ୍ତାହ ପାଳିତ

ଭବାନୀପାଟଣା,୮।୮(ଡି.ଏନ.ଏ.) ଜିଲା ସ୍ବାସ୍ଥ୍ୟ ସମିତି ଓ ଜିଲା ସ୍ବାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବୁଧବାର ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସ୍ତନ୍ୟପାନ ସପ୍ତାହ ପାଳିତ ହୋଇଯାଇଛି। ଆୟୋଜିତ କାର୍ଯ୍ୟକ୍ରମରେ ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ…

କଳାହାଣ୍ଡିରେ ଲଗାଣ ବର୍ଷା, ଜନଜୀବନ ଅସ୍ତବ୍ୟସ୍ତ: କୂଳ ଲଘିଂଲା ହାତୀନଦୀ,୧୦ ଘର ଭାଙ୍ଗିଲା, ଚାଷ ଜମି ଜଳମଗ୍ନ

ଭବାନୀପାଟଣା/ଜୁନାଗଡ଼,୮।୮(ଡି.ଏନ.ଏ.) ଗତ ୩ ଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । କଳାହାଣ୍ଡି ଓ କନ୍ଧମାଳ ଜିଲାକୁ ସଂଯୋଗ କରୁଥିବା ୫୭ ନମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?