କଳାହାଣ୍ଡି

ଲଗାଣ ବର୍ଷାରେ ଲାଞ୍ଜିଗଡରେ ବନ୍ୟା ପରିସ୍ଥିତି: ଅନେକ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

ଲାଞ୍ଜିଗଡ,୭।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକର ବିଭିନ୍ନ ଅଞ୍ଚଳରେ ସୋମବାରଠାରୁ ବର୍ତ୍ତମାନ ଯାଏଁ ଲଗାଣ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ରାସ୍ତା ଉପରେ ବର୍ଷାଜଳ ପ୍ରବାହିତ ହେଉଥିବାରୁ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡିଛି । ମଙ୍ଗଳବାଠାରୁ ବିଦ୍ୟୁତ ସରବରାହରେ ବ୍ୟାହତ…

ପ୍ଲାଷ୍ଟିକ ମୁକ୍ତ ଅଭିଯାନ

ଭବାନୀପାଟଣା,୭।୮(ଡି.ଏନ.ଏ.): ଭବାନୀପାଟଣା ସହରସ୍ଥିତ ବ୍ରଜ ମୋହନ ଉଚ୍ଚବିଦ୍ୟାଳୟ ପରିସରରେ ଇକୋ କ୍ଲବ ପକ୍ଷରୁ ପ୍ଲାଷ୍ଟିକ ମୁକ୍ତ ଅଭିଯାନ, ସାମୂହିକ ଚାରାରୋପଣ ଓ ସଚେତନ ସଭା ଅନୁଷ୍ଠିତ ହୋଇଯାଇଛି। ସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀ ସବିତା ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଦକ୍ଷିଣ ବନଖଣ୍ଡ…

ଜୁନାଗଡ ପୋଲିସ ପକ୍ଷରୁ ପରୀ ପାଇଁ କଥାଟିଏ କାର୍ଯ୍ୟକ୍ରମ

ଜୁନାଗଡ,୭।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ସହରସ୍ଥିତ ସଂସ୍କୃତି ଭବନଠାରେ ଜୁନାଗଡ ପୋଲିସ ପକ୍ଷରୁ ପରୀ ପାଇଁ କଥାଟିଏ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି। ଏଥିରେ ଜୁନାଗଡ ସରକାରୀ ଉଚ୍ଚ ବିଦ୍ୟାଳୟ ଓ ଲଙ୍କେଶ୍ୱରୀ ବାଳିକା ବିଦ୍ୟାଳୟର ଛାତ୍ରୀଛାତ୍ର, ଶିକ୍ଷୟତ୍ରୀଶିକ୍ଷକମାନେ ଯୋଗଦେଇଥିଲେ। ଜୁନାଗଡ ଆଇଆଇସି…

ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ନାହିଁ, ଘରେ ପଶିଲା ପାଣି

କର୍ଲାମୁଣ୍ଡା,୭।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମଙ୍ଗଳବାର ରାତିରୁ ବୁଧବାର ପର୍ଯ୍ୟନ୍ତ ବର୍ଷା ଲାଗିରହିଛି। ଫଳରେ କର୍ଲାମୁଣ୍ଡା ବ୍ଲକ ସଦର ବ୍ଲକ ନିୟୁ କଲୋନୀ ପଛପଟେ ଥିବା ଘରଗୁଡ଼ିକରେ ପାଣି ପଶି ଯାଇଥିବା ଦେଖିବାକୁ ମିଳିଛି। ବୁଧବାର ସକାଳ ସୁଦ୍ଧା କର୍ଲାମୁଣ୍ଡାରେ…

ଜୁନାଗଡରେ ପୋଲିସର ସମନ୍ବୟ ବୈଠକ

ଜୁନାଗଡ,୭।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା ଜୁନାଗଡ ସହର ସଂସ୍କୃତି ଭବନଠାରେ ମଙ୍ଗଳବାର ଜୁନାଗଡ ପୋଲିସର ଏକ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜୁନାଗଡ ଆଇଆଇସି ପ୍ରଭାତ କୁମାର ସେଠିଙ୍କ ଅଧ୍ୟକ୍ଷତାରେ ଧର୍ମଗଡ ଏସ୍‌ଡିପିଓ ଲକ୍ଷ୍ମୀ ନାରାୟଣ ପଣ୍ଡା, ପୂର୍ବତନ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଈଶ୍ୱର…

ବିବାହର ୭ ମାସ ନ ପୂରୁଣୁ ନବବିବାହିତାଙ୍କ ସନ୍ଦେହଜନକ ମୃତ୍ୟୁ: ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ; ମୃତକାଙ୍କ ଭାଇଙ୍କ ଥାନାରେ ଅଭିଯୋଗ

ଜୁନାଗଡ,୭।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଚିଚୈଗୁଡା ଗ୍ରାମରେ ମଙ୍ଗଳବାର ବିବାହର ୭ ମାସ ନ ପୂରୁଣୁ ଜଣେ ନବବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ତାଙ୍କ ନାମ ଦୀପାଞ୍ଜଳୀ ମେହେର (୨୬)। ମୃତାକାଙ୍କ ଭାଇ ଆଶିଷ ମେହେର ଭଉଣୀଙ୍କୁ ସୁପରିକଳ୍ପିତ ଭାବେ…

ଏସ୍‌ଏଚ୍‌ଜି ସଭ୍ୟାଙ୍କୁ ନେଇ ମତ୍ସ୍ୟ ଚାଷ ସମ୍ପର୍କିତ ତାଲିମ ଶିବିର ଉଦ୍‌ଘାଟନ

କର୍ଲାମୁଣ୍ଡା,୬।୮(ଡି.ଏନ.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରାଜୀବ ଗାନ୍ଧୀ ସେବାକେନ୍ଦ୍ରଠାରେ ପଞ୍ଚାୟତ ପୋଖରୀରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀକୁ ମାଛ ଚାଷ ସମ୍ବନ୍ଧୀୟ ବ୍ଲକସ୍ତରୀୟ ୨ ଦିନିଆ ତାଲିମ ଶିବିର ମଙ୍ଗଳବାର ଆରମ୍ଭ ହୋଇଯାଇଛି। ତାଲିମ ଶିବିରକୁ କର୍ଲାମୁଣ୍ଡା ବିଡିଓ ପ୍ରିୟଦର୍ଶନି…

ଭାଜପା ଛାଡି ବିଜେଡିରେ ଯୋଗଦେଲେ ୨୦ ସମିତିସଭ୍ୟାସଭ୍ୟ: ଜୁନାଗଡ ବ୍ଲକ ଅଧ୍ୟକ୍ଷା, ଉପାଧ୍ୟକ୍ଷ ଆସନ ଟଳମଳ

ଜୁନାଗଡ,୬।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକର ୨୦ଜଣ ସମିତିସଭ୍ୟାସଭ୍ୟ ଭାଜପା ଛାଡି ବିଜେଡିରେ ଯୋଗଦେଇଛନ୍ତି। ଜୁନାଗଡ ବିଧାୟକ ତଥା ରାଜ୍ୟ ଶକ୍ତମନ୍ତ୍ରୀ କ୍ୟାପଟେନ୍‌ ଦିବ୍ୟ ଶଙ୍କର ମିଶ୍ରଙ୍କ ନେତୃତ୍ୱରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ସେମାନେ ବିଜେଡିରେ ଯୋଗଦେଇଥିଲେ। ଏପଟେ ୨୦…

ବର୍ଷା ସାଜିଛି ବାଧକ, ଚାଷ ଆଗେଇ ପାରୁନି୨ ମାସରେ ୪୦୫ ମି.ମି. ବର୍ଷା ହୋଇଛି

କର୍ଲାମୁଣ୍ଡା,୬।୮(ଡି.ଏନ.ଏ.) ଦିନକୁ ଦିନ ଗଡି ଚାଲିଥିଲେ ହେଁ ବର୍ଷା ହେଉ ନ ଥିବାରୁ ଚାଷୀଙ୍କ ଚାଷ କାର୍ଯ୍ୟ ଏବେ ଠପ୍‌ ହୋଇଯାଇଛି । କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଏଭଳି ପରିସ୍ଥିତି ଦେଖିବାକୁ ମିଳିଛି । କର୍ଲାମୁଣ୍ଡା ବ୍ଲକ କୃଷି ବିଭାଗଠାରୁ…

ଜଳସେଚନ ବିଭାଗ ଶୁଣିଲାନି, କେନାଲ ସଫେଇ କଲେ ଗ୍ରାମବାସୀ

କର୍ଲାମୁଣ୍ଡା,୪।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର କର୍ଲାମୁଣ୍ଡା ପାଣି ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଆସିଥିବା ଡୁକେରମାଲ କେନାଲ (ସବ୍‌ମାଇନର -୧)କୁ ରବିବାର ସ୍ବେଚ୍ଛାକୃତ ଭାବେ କର୍ଲାମୁଣ୍ଡା ଗ୍ରାମବାସୀ ସଫେଇ କରିଛନ୍ତି। ଉତେଇ ଜଳସେଚନ ବିଭାଗ ପକ୍ଷରୁ ଜୁନ୍‌ ମାସ ଭିତରେ…

ଉକେତ୍ଲା ବିମାନବନ୍ଦରକୁ ଉଡ଼ାଣ ଯୋଜନାରେ ସାମିଲ କରିବାକୁ ଦାବି

ଭବାନୀପାଟଣା, ୩।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଉକେତ୍ଲା ବିମାନବନ୍ଦରକୁ ଉଡ଼ାଣ ଯୋଜନାରେ ସାମିଲକରିବା ପାଇଁ ଶୁକ୍ରବାର କଳାହାଣ୍ଡି ଏମ୍‌ପି ବସନ୍ତ ପଣ୍ଡା କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂ ପୁରୀଙ୍କୁ ଭେଟି ଏକ ଦାବିପତ୍ର ଦେଇଛନ୍ତି। ଉକେତ୍ଲା ବିମାନବନ୍ଦରକୁ ଉଡ଼ାଣ…

ବସ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲା ଯାତ୍ରୀ

କୋକସରା,୩।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ଆମପାଣି ଥାନା ଅଧୀନ ୨୬ ନଂ. ଜାତୀୟ ରାଜପଥ ସିଉନି ଗାଁ ବିଦ୍ୟାଳୟ ସାମ୍ନା ବୁଲାଣିରେ ଶୁକ୍ରବାର ଏକ ଯାତ୍ରୀବାହୀ ବସ୍‌ ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସି ପଡ଼ିଛି। ଏହି ଦୁର୍ଘଟଣାରୁ ଯାତ୍ରୀମାନେ ଅଳ୍ପକେ ବର୍ତ୍ତିଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?