ଲଗାଣ ବର୍ଷାରେ ଘର ଭାଙ୍ଗିଲା, ଘରେ ପଶିଲା ପାଣି
କୋକସରା,୬।୯(ଡି.ଏନ.ଏ.)-ନୂଅଁାଖାଇ ପରେ ଅଞ୍ଚଳରେ ଖୁସିର ବାତାବରଣ ଲାଗି ରହିଥିବା ବେଳେ କଳାହାଣ୍ଡି ଜିଲା କୋକସରା ବ୍ଲକରେ ଗତ ଦୁଇ ଦିନ ଧରି ଲଗାଣ ବର୍ଷା ହୋଇଛି। ଏହାର ପ୍ରଭବାରେ କୋକସରା ବ୍ଲକରେ ଅନେକଙ୍କ ଘର ଭାଙ୍ଗିବା ସହିତ ଘରେ ପାଣି ପଶିଥିବା…
କଳାହାଣ୍ଡି ଗ୍ରାମାଞ୍ଚଳରେ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ: ୩୨୯ ଛାତ୍ରୀଛାତ୍ରଙ୍କୁ ୪ ଶିକ୍ଷକ
ଭବାନୀପାଟଣା,୪।୯(ଡି.ଏନ୍.ଏ.): କଳାହାଣ୍ଡି ଗ୍ରାମାଞ୍ଚଳର ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। କେଉଁଠି ବିଦ୍ୟାଳୟ ପାଇଁ ଶ୍ରେଣୀ ଗୃହ ଅଭାବ ତ କେଉଁଠି ଶିକ୍ଷକ ଅଭାବ। ପୁଣି କେଉଁଠି ଆବଶ୍ୟକ ସଂଖ୍ୟକ ଛାତ୍ରୀଛାତ୍ରଙ୍କ ଅଭାବରୁ ତାଲା ପଡ଼ିବା ଅବସ୍ଥାକୁ ଚାଲିଆସିଛି। ଶିକ୍ଷାଧିକାର ଆଇନ…
କେସିଙ୍ଗାରେ ନୂଆଖାଇ: ଜଗନ୍ନାଥଙ୍କୁ ଲାଗି ହେଲା ନବାନ୍ନ, ଗ୍ରାମଦେବତାଙ୍କୁ ଦିଆଗଲା ବଳି
କେସିଙ୍ଗା,୩।୯(ଡି.ଏନ୍.ଏ.): ନୂଆଖାଇକୁ ନେଇ ସମଗ୍ର ପଶ୍ଚିମ ଓଡ଼ିଶା ଚଳଚଞ୍ଚଳ। ଇଷ୍ଟଦେବୀ ମା’ ସମଲେଇଙ୍କ ନିକଟରେ ମଙ୍ଗଳବାର ସକାଳ ୧୦ଟାରୁ ପୂଜା ଆରମ୍ଭ ହୋଇ ନବାନ୍ନ ଲାଗି ହୋଇଛି। ଏହି କ୍ରମରେ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଥିବା ବାଲସି ଗ୍ରାମର ଗ୍ରାମଦେବତା…
ଧାର ଟଙ୍କା ନ ଦେବାରୁ ଯୁବକଙ୍କୁ ହତ୍ୟା
କେସିଙ୍ଗା,୨।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ କେରୋକୁଡା ଗ୍ରାମରେ ଧାର ଟଙ୍କା ନ ଦେବାରୁ ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ଯୁବକ ହେଲେ ଗଁାର ଶୁକଦେବ ସା (୩୫)। ଏହି ଘଟଣାରେ…
ନୂଆଁଖାଇ ପାଇଁ ଗାଁଠୁ ସହର ସବୁଆଡେ ପର୍ବର ମାହୋଲ
ଜୁନାଗଡ,୨।୯(ଡି.ଏନ.ଏ.) ମଙ୍ଗଳବାର ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ । ଏଥିପାଇଁ ଗତ କିଛିଦିନ ହେଲା ଗ୍ରାମରୁ ସହର ସବୁଆଡେ ପର୍ବର ମାହୋଲ ଦେଖିବାକୁ ମିଳିଛି । ହାଟ, ବାଟ, ମନ୍ଦିର, ପୋଖରୀତୁଠ, ଘରଦ୍ୱାର ସବୁ ଆଡେ ନୂଆଁଖାଇର ଝଲକ । ଇତିମଧ୍ୟରେ…
କେସିଙ୍ଗା ସମନ୍ବିତ ଶିଶୁ ବିକାଶ ଯୋଜନା :ପ୍ରଶାସନ ଉପସ୍ଥିତିରେ ଛତୁଆ ବଣ୍ଟନ
କେସିଙ୍ଗା,୨।୯(ଡି.ଏନ.ଏ.) ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ପ୍ରତ୍ୟେକ ମାସର ୧ ତାରିଖରେ ଛତୁଆ ବଣ୍ଟନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଜିଲାପାଳ ସମଗ୍ର ଜିଲାର ୧୩ଟି ବ୍ଲକରେ ପ୍ରଶାସନିକମାନଙ୍କୁ ନିୟୋଜିତ କରାଇ ରବିବାର ୧ ତାରିଖରେ ବଣ୍ଟନ କରାଯାଇଛି । କେସିଙ୍ଗା ବ୍ଲକର…
ବସ୍ ଧକ୍କାରେ ଛାତ୍ରଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ୨୬ ନଂ. ଜାତୀୟ ରାଜପଥ ଅବରୋଧ
ଜୁନାଗଡ,୨।୯(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ମଥୁରା ଛକ ୨୬ ନଂ. ଜାତୀୟ ରାଜପଥରେ ରବିବାର ସକାଳେ ଏକ ଘରୋଇ ବସ୍ ଧକ୍କାରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ର ଜଣକ ହେଲେ ମଥୁରା ଗ୍ରାମର ଧର୍ମାନନ୍ଦ…
ଉଧାର ଟଙ୍କା ନ ଦେବାରୁ ଠେଙ୍ଗାରେ ପିଟି ହତ୍ୟା : ଅଭିଯୁକ୍ତ ଅଟକ
କେସିଙ୍ଗା,୧।୯(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ଗାଈଗା ପଞ୍ଚାୟତର କେରୋକୁଡ଼ା ଗ୍ରାମର ଶୁକଦେବ ସା(୩୫)ଙ୍କୁ ସେହି ଗ୍ରାମର ବିଭୂତି ବୁଦ୍ଧିଆ (୩୦) ଠେଙ୍ଗାରେ ପିଟି ହତ୍ୟା କରିଥିବା ପୋଲିସ ସୂତ୍ରରୁ ପ୍ରକାଶ। ସୂଚନାନୁଯାୟୀ, ଶୁକଦେବଙ୍କୁ କିଛିଦିନ ତଳେ ବିଭୂତି ୬…
ଭବାନୀପାଟଣା ଟାଉନ୍ ଥାନା ଅଧିକାରୀ ଭାବେ କାର୍ଯ୍ୟରେ ଯୋଗଦେଲେ ବାସୁଦେବ ଛତ୍ରିଆ
ଭବାନୀପାଟଣା,୩୧।୮(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ୍ ଥାନା ଅଧିକାରୀ ଭାବେ ବାସୁଦେବ ଛତ୍ରିଆ ଗତ ଶୁକ୍ରବାର ଦିନ କାର୍ଯ୍ୟରେ ଯୋଗ ଦେଇଛନ୍ତି। ପୂର୍ବରୁ ଥିବା ଆଇଆଇସି ସତ୍ୟ କୁମାର ନନ୍ଦଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସହରରେ ଟ୍ରାଫିକ୍ ନିୟନ୍ତ୍ରଣ ଓ…
ସେପ୍ଟେମ୍ବର ପହିଲାରୁ କଳାହାଣ୍ଡିରେ ଏମ୍ଭି ଆକ୍ଟ କଡ଼ାକଡ଼ି ଲାଗୁ
ଭବାନୀପାଟଣା,୩୧।୮(ଡି.ଏନ୍.ଏ.): ବର୍ତ୍ତମାନ ଯାନବାହନ ସଂଖ୍ୟା ବଢି ଚାଲିଥିବାରୁ ପ୍ରତିଦିନ ରାସ୍ତାରେ ଦୁର୍ଘଟଣା ଘଟୁଛି। ଏଥିରେ ବହୁ ଧନଜୀବନ ନଷ୍ଟ ହେଉଛି। ଦୁର୍ଘଟଣାଜନିତ ମୃତ୍ୟୁହାର କମାଇବା ପାଇଁ ସରକାରଙ୍କ ପରିବହହନ ବିଭାଗ ପକ୍ଷରୁ ମୋଟରଯାନ ଧାରା ୧୯୮୮କୁ ପରିବର୍ତ୍ତନ କରି ନୂତନ ନିୟମ…
ପୌରକେଲାରୁ ନୂଆଦିଲ୍ଲୀ: ସେଦିନର ଫାର୍ମ ଲେବର, ଏବେ ଜେଏନ୍ୟୁର ଛାତ୍ର ସଂସଦ ସଭାପତି ପ୍ରାର୍ଥୀ
କର୍ଲାମୁଣ୍ଡା,୩୧।୮(ଡି.ଏନ.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ଗ୍ରାମର ଜିତେନ୍ଦ୍ର ସୁନା (୨୯) ନାମକ ଯୁବକ ଏବେ ଜବାହାରଲାଲ ନେହେରୁ ଜାତୀୟ ବିଶ୍ୱ ବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ସଭାପତି ପ୍ରାର୍ଥୀ ଭାବେ ପ୍ରତିଦ୍ୱନ୍ଦିତା କରି ଚର୍ଚ୍ଚାରେ ରହିଛନ୍ତି। କୃଷି ଶ୍ରମିକ…
କଲମପୁର ବ୍ଲକରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର
କଲମପୁର,୩୧।୮(ଡି.ଏନ.ଏ.) କଳାହାଣ୍ଡି ଜିଲା କଲମପୁର ବ୍ଲକ ପରିସରରେ ଶୁକ୍ରବାର ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । କଲମପୁର ବିଡିଓ ହେମ ସାଗର ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଭିନ ପଞ୍ଚାୟତରୁ ବହୁ ଭିନ୍ନକ୍ଷମ ଉପସ୍ଥିତ ଥିଲେ।…

