କଳାହାଣ୍ଡି

ଭିଜିଲାନ୍ସ ଜାଲରେ ଯୁଗ୍ମ ନିର୍ଦ୍ଦେଶକ: ଏକକାଳୀନ ୮ଟି ସ୍ଥାନରେ ଚାଲିଛି ଛାନ୍‌ଭିନ୍‌

ଭୁବନେଶ୍ୱର/ଭବାନୀପାଟଣା,୩୦।୬(ଉତ୍ତମ କୁମାର ଦାଶ):: ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ବାବୁ। ମୃତ୍ତିକା ସଂରକ୍ଷଣ ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗଙ୍କ ଘରେ ଭିଜିଲାନ୍ସ ରେଡ୍‌ ହୋଇଛି। ଏକକାଳୀନ ୮ଟି ସ୍ଥାନରେ ଛାନ୍‌ଭିନ୍‌ କରୁଛି ଭିଜିଲାନ୍ସ ଟିମ୍‌। ଭୁବନେଶ୍ବର,କଳାହାଣ୍ଡି ଓ ନବରଙ୍ଗପୁରର...

ମନମୋହୁଛି ଶ୍ରୀ ଜଗନ୍ନାଥଙ୍କ ଦଶ ଅବତାର: ବରାହ ବେଶରେ ଦେଲେ ଦର୍ଶନ

ରିଷିଡା ୩୦।୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ରିଷିଡା ମାଉସୀ ମା’ ମନ୍ଦିରରେ ସୋମବାର ତୃତୀୟ ଦିବସରେ ଶ୍ରୀ ଜଗନ୍ନାଥ ବରାହ ଅବତାର ବେଶରେ ସଜେଇ ହୋଇଛନ୍ତି। ଏହି ଅବତାରରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଭକ୍ତଙ୍କ ପ୍ରବଳ...

ମୋନମହୁଛି ଶ୍ରୀ ଜଗନ୍ନାଥଙ୍କ ଦଶ ଅବତାର: କଚ୍ଛପ ବେଶରେ ଦର୍ଶନ ଦେଲେ…

ରିଷିଡା ୨୯।୬( ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକର ରିଷିଡା ମାଉସୀ ମା’ ମନ୍ଦିରରେ ରବିବାର ଦ୍ବିତୀୟ ଦିବସରେ ଶ୍ରୀ ଜଗନ୍ନାଥ କଚ୍ଛପ ଅବତାର ବେଶରେ ସଜେଇ ହୋଇଛନ୍ତି। ଏହି ଅବତାରରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ...

ସ୍ବାମୀଙ୍କ ମୃତ୍ୟୁପରେ ଅସହାୟ ବୃଦ୍ଧା: ବୟସ ହୋଇଥିଲେ ସୁଧା ମିଳୁନି ଭତ୍ତା

ରିଷିଡା/ କର୍ଲାମୁଣ୍ଡା,୨୯।୬(ସୁଶାନ୍ତ ମଲ୍ଲିକ/ପ୍ରଦୀପ କୁମାର ସାହୁ ): ସରକାର ବୃଦ୍ଧବୃଦ୍ଧା ବିଧବା ଭିନ୍ନକ୍ଷମମାନଙ୍କୁ ସାମାଜିକ ସୁରକ୍ଷା ଯୋଜନାରେ ଭତ୍ତା ଯୋଗାଇ ଦେଉଛନ୍ତ। ହେଲେ ପ୍ରଶାସନିକ ଅଧିକାରୀଙ୍କ ଦୂରଦୃଷ୍ଟିର ଅଭାବ ତଥା ଅବହେଳା ଯୋଗୁ ପ୍ରକୃତ ହିତାଧୂକାରୀ ଭତ୍ତା ପାଇବାରୁ ବଞ୍ଚିତ...

ମାଛ ଚାଷରେ ପୁଣି ରେକର୍ଡ କରିବ କଳାହାଣ୍ଡି ଚଳିତବର୍ଷ ୩୧ ହଜାର ଟନ୍‌ ଉତ୍ପାଦନ ଲକ୍ଷ୍ୟ

ଭବାନୀପାଟଣା,୨୯।୬ (ଉତ୍ତମ କୁମାର ଦାଶ): ରାଜ୍ୟରେ କଳାହାଣ୍ଡି ଜିଲା ଧାନ ଓ କପା ଉତ୍ପାଦନ କ୍ଷେତ୍ରରେ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଥିବା ବେଳେ ଏବେ ଆଉ ଏକ ପାଦ ଆଗକୁ ବଢିଛି। ଜିଲାରେ ଉତ୍ପାଦନ ହେଉଥିବା ଉନ୍ନତ ମାନର ମାଛ...

ସୋସିଆଲ ମିଡିଆରେ ବିବାଦୀୟ ପୋଷ୍ଟ : ପଡିଲା ମହଙ୍ଗା ଥାନାରେ…

ଭବାନୀପାଟଣା,୨୯।୬(ଉତ୍ତମ କୁମାର ଦାଶ): ସୋସିଆଲ ମିଡିଆରେ ଯାଦବ (ଗୌଡ଼) ସମ୍ପ୍ରଦାୟକୁ ଜଣେ ଯୁବକଙ୍କ ଆକ୍ଷେପମୂଳକ ମନ୍ତବ୍ୟକୁ ନେଇ ବିବାଦ ଦେଖାଦେଇଛି। ଶନିବାର ଏହାକୁ ନେଇ ଭବାନୀପାଟଣା ସହର ଯାଦବ ସମାଜ ପକ୍ଷରୁ ସ୍ଥାନୀୟ ଟାଉନ ଥାନାରେ ଲିଖିତ ଅଭିଯୋଗ କରାଯାଇଛି।...

ଶ୍ରୀଜଗନ୍ନାଥଙ୍କ ମତ୍ସ୍ୟ ଅବତାର ବେଶ

ରିଷିଡ଼ା,୨୮ା୬ (ସୁଶାନ୍ତ ମଲ୍ଲିକ) -କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ର ରିଷିଡ଼ା ମାଉସୀ ମା’ ମନ୍ଦିରରେ ଶନିବାର ଶ୍ରୀଜଗନ୍ନାଥଙ୍କ ମତ୍ସ୍ୟ ଅବତାର ବେଶ ହୋଇଥିଲା। ଏହି ବେଶରେ ମହାପ୍ରଭୁଙ୍କୁ ଦର୍ଶନକରିବା ପାଇଁ ଭକ୍ତଙ୍କ ପ୍ରବଳ ଭିଡ଼ ହୋଇଥିଲା। ବିଭିନ୍ନ ନୀତିକାନ୍ତିରେ ମନ୍ଦିର...

୮୫ ମଣ୍ଡିରେ ପଡିରହିଛି ୨ ଲକ୍ଷରୁ ଊଦ୍ଧର୍‌ବ କୁଇଣ୍ଟାଲ ଧାନ

ଭବାନୀପାଟଣା,୨୮ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ କିଛିଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଏହା ଚାଷୀଙ୍କ ଚିନ୍ତାର କାରଣ ପାଲଟିଛି। ରବି ଧାନ ଅମଳ କରି ବିକ୍ରି ପାଇଁ ଚାଷୀମାନେ ମଣ୍ଡିରେ ରଖିଛନ୍ତି। ହେଲେ ମଣ୍ଡିରୁ ଧାନ...

ସୁପରଫାଷ୍ଟ୍‌ ଏକ୍ସପ୍ରେସ ବଗିରେ ଲାଗିଲା ନିଆଁ, ଯାତ୍ରୀମାନେ ଭୟରେ…

କେସିଙ୍ଗା,୨୮ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ରେଳ ଷ୍ଟେଶନରେ ଏକ ବଡ଼ ଧରଣର ଅଘଟଣ ଘଟିଛି । ଅହମଦାବାଦଠାରୁ ପୁରୀ ଅଭିମୁଖେ ଯାଉଥିବା ଦ୍ରୁତଗାମୀ ଟ୍ରେନ୍‌ଟି ଟିଟିଲାଗଡ଼ରୁ କେସିଙ୍ଗା ଦେଇ ଟ୍ରେନ୍‌ ନଂ – ୧୨୮୪୪ ଅହମ୍ମଦାବାଦରୁ ପୁରୀକୁ ଯାଉଥିବା...

ଦିଗପହଣ୍ଡିରେ ଶ୍ରୀଜୀଉଙ୍କ ରଥଟଣା

ଦିଗପହଣ୍ଡି,୨୭।୬(ଅଶେଷ ନାଥ ମିଶ୍ର): ପବିତ୍ର ଶ୍ରୀ ଗୁଣ୍ଡିଚା ଯାତ୍ରା ଅବସରରେ ବଡଖେମୁଣ୍ଡି ରାଜାଙ୍କ ଦ୍ବାରା ପରିଚାଳିତ ଦିଗପହଣ୍ଡି ଶ୍ରୀ ଜଗନ୍ନାଥ,ଶ୍ରୀ ବଳଭଦ୍ର ଏବଂ ଦେବୀ ସୁଭଦ୍ରା ମହାପ୍ରଭୁଙ୍କ ରଥ ଉପରକୁ ପହଣ୍ଡି ବିଜେ ନୀତି ଶୁକ୍ରବାର ସନ୍ଧ୍ୟାରେ ଶେଷ ହୋଇଛି।...

ରଥଯାତ୍ରା: ତିନି ଠାକୁରଙ୍କ ଦର୍ଶନ କଲେ ଶହଶହ ଶିଶୁ

କର୍ଲାମୁଣ୍ଡା:୨୭।୬(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ରଥଯାତ୍ରା ଶାନ୍ତିପୂର୍ଣ୍ଣ ଭାବେ ଅନୁଷ୍ଠିତ ହୋଇଯାଇଛି। କର୍ଲାମୁଣ୍ଡା (ବସ୍ତି)ଠାରେ ହଜାର ହଜାର ହଜାର ଭକ୍ତଙ୍କ ସମାଗମରେ ପ୍ରଭୁ ଜଗନ୍ନାଥ, ବଳଭଦ୍ର, ସୁଭଦ୍ରାଙ୍କୁ ନୀତିକାନ୍ତି ରେ ପୂଜାର୍ଚ୍ଚନା ସହ...

ପ୍ରବାସୀ ଶ୍ରମିକଙ୍କ ସମସ୍ୟା ଉପରେ ସଚେତନତା ଶିବିର

କେସିଙ୍ଗା,୨୫ା୬ (ତୁମେଶ୍ବର ସାହୁ)- ତାଲୁକ ଆଇନ ସେବା ସମିତି କେସିଙ୍ଗା ତରଫରୁ ବୋରିଆ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଏକ ଆଇନ ସଚେତନତା ଶିବିର “ପ୍ରବାସୀ ଶ୍ରମିକ ଙ୍କ ବିଭିନ୍ନ ସମସ୍ୟା” ଉପରେ ବୁଧବାର ଆୟୋଜିତ ହୋଇଥିଲା। ଏଥିରେ ପ୍ରଥମ ଶ୍ରେଣୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri