କଳାହାଣ୍ଡି

୬୯ ବର୍ଷ ହେଲା ଭଡ଼ାଘରେ ପଞ୍ଚାୟତ କାର୍ଯ୍ୟାଳୟ

ଲାଞ୍ଜିଗଡ଼,୩୧।୩(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ଼ ପଞ୍ଚାୟତ କାର୍ଯ୍ୟାଳୟ ୬୯ ବର୍ଷ ହେଲା ଭଡ଼ାଘରେ ଚାଲିଛି। ଆଜିପର୍ଯ୍ୟନ୍ତ ପଞ୍ଚାୟତର ନିଜସ୍ବ ଘର ନ ଥିବାରୁ ଲାଞ୍ଜିଗଡ଼ ସମବାୟ ସମିତି ଅଫିସ କାର୍ଯ୍ୟାଳୟରେ ଚାଲୁଥିବାରୁ ଅଞ୍ଚଳବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି।...

ସ୍ତ୍ରୀଙ୍କ ସହ ଚାଲିଥିଲା ଛାଡ଼ପତ୍ର ମାମଲା, ଶୋଇବା ଘରେ ଝୁଲିପଡ଼ିଲେ ଶିକ୍ଷକ

କର୍ଲାମୁଣ୍ଡା,୨୯ା୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜା ପଞ୍ଚାୟତର ରିଂଜା ଗ୍ରାମର ଶିକ୍ଷକ ଜଗନ୍ନାଥ ବାଗ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମୃତକ ମ.ରାମପୁର ବ୍ଲକର ସାଗରପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକତା କରୁଥିଲେ। ତେବେ ମଙ୍ଗଳବାର ରାତିରେ ତାଙ୍କ ଶୋଇବା...

ଭଙ୍ଗା ଘରେ ବିତୁଛି ବୃଦ୍ଧ ଦମ୍ପତିଙ୍କ ଜୀବନ

ଭବାନୀପାଟଣା,୨୭।୩(ସ୍ବ.ପ୍ର.):ଯୋଜନା ପରେ ଯୋଜନା କାର୍ଯ୍ୟକାରୀ ହେଉଛି। କେତେବେଳେ ପକ୍କାଘର ପାଇଁ ଯୋଜନା ତ ପୁଣି କେତେବେଳେ ଘର ମରାମତି ପାଇଁ ଯୋଜନା ପ୍ରଣୟନ ହେଉଛି। ହେଲେ ଏସବୁ ଯୋଜନା ବାସ୍ତବରେ କେତେ କାର୍ଯ୍ୟକାରୀ ହେଉଛି ସେଥିପ୍ରତି ସରକାରଙ୍କ ଦୃଷ୍ଟି ନାହିଁ।...

ପୁଣି କଳାହାଣ୍ଡି ଦାଦନ ଶ୍ରମିକଙ୍କ ମୃତ୍ୟୁ

କୋକସରା,୨୬।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାର ଦାଦନ ଦୁଃଖ ସରିବାର ନାଁ ଧରୁନାହିଁ। ଗତ ୩ ମାସ ମଧ୍ୟରେ କୋକସରା ବ୍ଲକର ୩ ଦାଦନ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ପୁଣି ଜଣେ ଦାଦନ ଶ୍ରମିକଙ୍କ ଝୁଲନ୍ତା ମୃତଦେହ ତାମିଲନାଡୁ ରାଜ୍ୟର କୋଏମ୍ବାଟୁର...

ଚଳନ୍ତା ଟ୍ରେନ୍‌ ତଳେ ସେଲ୍ଫି ଷ୍ଟଣ୍ଟ୍‌

ଭବାନୀପାଟଣା,୨୬।୩(ସ୍ବ.ପ୍ର.): ବିପଦପୂର୍ଣ୍ଣ ସେଲ୍ଫି ଉଠାଇବା ନିଶା ଯୁବପିଢ଼ିଙ୍କୁ ଘାରିଛି। ଏଥିରେ ଜୀବନହାନି ହେଉଥିବାର ଅନେକ ନଜିର ରହିଥିଲେ ମଧ୍ୟ ସେମାନଙ୍କ ଉପରେ ପ୍ରାୟତଃ ପ୍ରଭାବ ପଡ଼ୁନାହିଁ। ଏହା ଏକପ୍ରକାର ଟ୍ରେଣ୍ଡ ଓ ପ୍ରତିଯୋଗିତା ପାଲଟିଥିବା ମନେହେଉଛି। ସୋସିଆଲ ମିଡିଆରେ ସେଲ୍ଫି...

ମଦ ପିଇ ଗାଡ଼ି ଚଳାଇବା ପଡ଼ିଲା ମହଙ୍ଗା, ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଜୁନାଗଡ଼,୨୫ା୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ପୋଲିସ ଏବେ ଆକ୍ସନ ମୋଡ୍‌ରେ ରହିଥିବା ଦେଖିବାକୁ ମିଳିଛି। ଶନିବାର ପୁଣି ୩ ମଦ୍ୟପଙ୍କୁ ବାଇକ୍‌ ଚଳାଇଲା ବେଳେ ଧରି ସେମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ପୋଲିସ ପକ୍ଷରୁ ଏମ୍‌ଭିଆଇ ଗାଡ଼ି...

୧ ଲକ୍ଷ ଟଙ୍କା କ୍ଷତିପୂରଣ ଦେବା ପରେ ମୃତଦେହ ଗାଁକୁ ନେଲେ ପରିବାର ଲୋକେ

କୋକସରା,୨୫ା୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଘାଟିରେ ଶନିବାର ଟ୍ରକ୍‌ ଧକ୍କାରେ ଗୁରୁତର ଯୁବକଙ୍କ ଚିକିତ୍ସାଧୀନ ଅବସ୍ଥାରେ ଭବାନୀପାଟଣା ଡାକ୍ତରଖାନାରେ ମୃତ୍ୟୁ ଘଟିଛି। ସୂଚନାନୁସାରେ, ଆଜି ଆମପାଣି ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୨୬ ଆମପାଣି ଘାଟିର କୁସୁମଜୋର...

ସ୍ୱାସ୍ଥ୍ୟକର୍ମୀ ଦ୍ୱାରା ଚାଲିଛି ରୋଗୀ ସେବା

କେସିଙ୍ଗା,୨୫।୩(ଡି.ଏନ.ଏ.): ସ୍ୱାସ୍ଥ୍ୟସେବାରେ ଉନ୍ନତି ପାଇଁ ବିଭିନ୍ନ ମେଡିକାଲର ଭିତ୍ତିଭୂମି ସଜାଡ଼ିବା ଦିଗରେ ରାଜ୍ୟ ସରକାର ଖର୍ଚ୍ଚ କରୁଛନ୍ତି କୋଟି କୋଟି ଟଙ୍କା। କିନ୍ତୁ ଅନେକ ମେଡିକାଲରେ ଆବଶ୍ୟକ ଡାକ୍ତର ନ ଥିବା ଅଭିଯୋଗ ହେଉଛି। କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ...

୩ ମାସର ପିଡିଏସ୍‌ ଚାଉଳ ହଡ଼ପ

ଲାଞ୍ଜିଗଡ଼,୨୪।୩(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ମଳିଜୁବାଙ୍ଗ ପଞ୍ଚାୟତରେ ୩ ମାସର ୭୨ କୁଇଣ୍ଟାଲ ପିଡିଏସ ଚାଉଳ ହଡ଼ପ କରିଥିବା ପଞ୍ଚାୟତବାସୀ ଅଭିଯୋଗ କରିଛନ୍ତି। ଜିଲାପାଳ ଏହାର ପୁଙ୍ଖାନୁପୁଙ୍ଖ ଭାବେ ତଦନ୍ତ କରି ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ...

ଦୀର୍ଘ ଦିନର ଦାବି ପରେ ମିଳିଲା ରାଜସ୍ବ ଗ୍ରାମ ମାନ୍ୟତା

କୋକସରା,୨୩।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ତହସିଲ ଅଧୀନ ଆମପାଣି ପଞ୍ଚାୟତ ପାତ୍ରବସା ଗ୍ରାମକୁ ଦୀର୍ଘ ବର୍ଷ ପରେ ରାଜସ୍ବ ଗ୍ରାମର ମାନ୍ୟତା ମିଳିିଛି। ପୂର୍ବରୁ ଉକ୍ତ ଗ୍ରାମ କନ୍ଦାଗଡ ରାଜସ୍ବ ଗ୍ରାମ ଅଧୀନରେ ରହିଥିଲା। ପାତ୍ରବସା ଗ୍ରାମବାସୀ ଦୀର୍ଘଦିନ ହେଲା...

ଦାଦନ ଖଟି ୩ ସନ୍ତାନ, ଶାଶୁଙ୍କ ବୋଝ ସମ୍ଭାଳୁଛନ୍ତି ତିଳୋତ୍ତମା

କର୍ଲାମୁଣ୍ଡା:୨୩।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଂଜା ପଞ୍ଚାୟତ ରେଙ୍ଗାଲି ଗ୍ରାମର ତିଳୋତ୍ତମା ରଣା(୨୮)ସ୍ବାମୀଙ୍କ ବିୟୋଗ ପରେ ଦାଦନ ଖଟି ୩ ପିଲାଙ୍କ ସହ ଶାଶୁଙ୍କ ବୋଝ ସମ୍ଭାଳୁଥିବା ଦେଖିବାକୁ ମିଳିଛି। ମିଳିଥିବା ସୂଚନା ମୁତାବକ, ବ୍ଲକ ସଦରଠାରୁ ପ୍ରାୟ...

ଆମ ଜଙ୍ଗଲ କାମ୍ପା ଯୋଜନାରେ ଦୁର୍ନୀତି: ଜେଲ ଗଲେ ପୂର୍ବତନ ଡିଏଫ୍‌ଓ, ଏସିଏଫ୍‌

ଭବାନୀପାଟଣା,୨୧।୩(ସ୍ବ.ପ୍ର.): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡର ନର୍ଲା ବନ ବିଭାଗ ରେଞ୍ଜରେ ଦୁର୍ନୀତି କରି ଶେଷରେ ପୋଲିସ ହାତରେ ବନ୍ଧା ହୋଇ ଜେଲ ଯାଇଛନ୍ତି ପୂର୍ବତନ ବନ ଅଧିକାରୀ। ‘ଆମ ଜଙ୍ଗଲ କାମ୍ପା ଯୋଜନା’ରେ ୨୦୧୫-୧୬ ଓ ୨୦୧୬-୧୭ରେ ଖେରାବାଣ୍ଡି,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri