ଟାଏକୋଣ୍ଡୋ ବେଲ୍ଟ ପରୀକ୍ଷା; ୧୨୦ ପ୍ରତିଯୋଗୀ ଭାଗ ନେଲେ
ଜୁନାଗଡ,୨୬।୮ (ସ୍ବ.ପ୍ର.) କଳାହାଣ୍ଡି ଜିଲା ଟାଏକୋଣ୍ଡୋ ସଂଘ ପକ୍ଷରୁ ବେଲ୍ଟ ପରୀକ୍ଷା ଜିଲା ଟାଏକୋଣ୍ଡୋ ତାଲିମ କେନ୍ଦ୍ର ଜୁନାଗଡଠାରେ ଅନୁଷ୍ଠିତ ହୋଇଯାଇଛି। ଭବାନୀପାଟଣା ଜେ.କେ. ଡ୍ୟାନ୍ସ ସ୍କୁଲ ସିବାମ୍ବିକା ନନ୍ଦ ଏହାକୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଥିବା ବେଳେ ଜୁନାଗଡ କଳା…
ସ୍ବଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ:କବିଙ୍କ ଆଦର୍ଶ, ନୀତି ଓ ଜୀବନୀ ଉପରେ ଆଲୋଚନା
କେସିଙ୍ଗା,୨୫।୮(ଡି.ଏନ.ଏ.):କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ସ୍ଥାନୀୟ ବିଦ୍ୟାପୀଠ ପରିସରରେ ରବିବାର ଅପରାହ୍ନ ୪ଟାରେ ପାଳିତ ହୋଇଯାଇଛି । ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ହରିଶଙ୍କର ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ସ୍ବଭାବ କବି…
ଗୁଜୁରାଟରେ ଦାଦନ ଶ୍ରମିକ ବନ୍ଧା:ଉଦ୍ଧାର ପାଇଁ ପରିବାରବର୍ଗଙ୍କ ଜିଲାପାଳଙ୍କୁ ଫେରାଦ
ଭବାନୀପାଟଣା,୨୫।୮(ଡି.ଏନ.ଏ.):କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ମତୁଆଲାଗୁଡା ଗାଁର ୭ ଜଣ ଶ୍ରମିକଙ୍କୁ ସେହି ଗ୍ରାମର ଜଣେ ଦଲାଲ ମୋଟା ଅର୍ଥର ପ୍ରଲୋଭନ ଦେଖାଇ ଗୁଜୁରାଟ ନେଇଯାଇଥିଲା । ସେଠାରେ ସମ୍ପୃକ୍ତ ଠିକା ସଂସ୍ଥା ଏହି ଦାଦନ ଶ୍ରମିକମାନଙ୍କୁ ନିର୍ଯାତନା ଦେବା ସହ…
କୃଷି ବିଭାଗ ପକ୍ଷରୁ ସଚେତନତା ଶିବିର
କେସିଙ୍ଗା,୨୫।୮(ଡି.ଏନ.ଏ.):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକସ୍ଥିତ କୃଷି କାର୍ଯ୍ୟାଳୟ ପରିସରରେ ଆତ୍ମା ଆନୁକୂଲ୍ୟରେ କୃଷକ ସାଥି ଓ ଆତ୍ମାସଭ୍ୟମାନଙ୍କ ଏକ ସଚେତନତା ଶିବିର ରବିବାର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ କୃଷି ବିଭାଗ, ପ୍ରାଣୀ ବିଭାଗ, ଉଦ୍ୟାନ ବିଭାଗର ବିଭିନ୍ନ ଯୋଜନାଗୁଡିକୁ…
ନକଲି ଶିକ୍ଷକଙ୍କୁ ଝଟକା : ୧ ମାସ ଭିତରେ ଦାଖଲ କରିବାକୁ ପଡ଼ିବ ଜାତିଗତ ପ୍ରମାଣପତ୍ର
କର୍ଲାମୁଣ୍ଡା,୨୫।୮(ଡି.ଏନ୍.ଏ.): କଳାହାଣ୍ଡି ଜିଲାରେ ନକଲି ଶିକ୍ଷକ ପ୍ରମାଣପତ୍ର ଯାଞ୍ଚ ପ୍ରକ୍ରିୟା ଜୁଲାଇ ମାସରେ ଆରମ୍ଭ ହୋଇ ସାରିଥିବା ବେଳେ ଏବେ ପୁଣି ଜାତିଗତ ପ୍ରମାଣପତ୍ର ଓ ମାଇଗ୍ରେସନ ସାର୍ଟିଫିକେଟ ଯାଞ୍ଚ ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ଚିଠି ଜାରି ହୋଇଛି। ଫଳରେ…
ଜୁନାଗଡ଼ରୁ ଭୁବନେଶ୍ୱରକୁ ଗଡ଼ିଲା ସ୍ବତନ୍ତ୍ର ଟ୍ରେନ: ଅରୁଣ ଜେଟଲୀଙ୍କ ବିୟୋଗ ଯୋଗୁ ବାତିଲ ହେଲା ଉଦ୍ଘାଟନୀ ଉତ୍ସବ
ଜୁନାଗଡ଼,୨୫।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ଠାରୁ ଭୁବନେଶ୍ୱରକୁ ଶନିବାର ସ୍ବତନ୍ତ୍ର ଟ୍ରେନ୍ ଚାଲିଛି। ଅପରାହ୍ନ ସାଢେ ୪ଟାରେ ଜୁନାଗଡ଼ ରୋଡ-ଭୁବନେଶ୍ୱରକୁ ଏକ୍ସପ୍ରେସ ଟ୍ରେନ(ନଂ.୧୮୪୩୭-୧୮୪୩୮) ଯାତ୍ରା ଆରମ୍ଭ କରିଥିଲା। ଅପରାହ୍ନ ୩ଟାରେ ରେଲଓ୍ବେ ପକ୍ଷରୁ ଜୁନାଗଡ଼ ରୋଡ୍ ଷ୍ଟେଶନ ପରିସରରେ ଏକ ଉଦ୍ଘାଟନୀ କାର୍ଯ୍ୟକ୍ରମ…
ଚାଷୀ ଆତ୍ମହତ୍ୟା ଉଦ୍ୟମ ଘଟଣା : ବିରୋଧୀ ଦଳ ନେତାଙ୍କ ଅନୁଧ୍ୟାନ
କେସିଙ୍ଗା,୨୫।୮(ଡି.ଏନ.ଏ.) କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ପଥର୍ଲା ଗ୍ରାମ ପଞ୍ଚାୟତର ବାହାଦୂରପଦର ଗ୍ରାମର ଚାଷୀ ଡମ୍ବରୁଧର ପୋଢ଼ (୩୫) ଆତ୍ମହତ୍ୟା ଉଦ୍ୟମ କରିଥିଲେ । ବର୍ତ୍ତମାନ ଡମ୍ବରୁଧର ବୁର୍ଲାରେ ଚିକିତ୍ସାଧୀନ ଅଛନ୍ତି । ଉକ୍ତ ଘଟଣା ଜଣାପଡ଼ିବା ପରେ ଶନିବାର…
ଏବିଭିପି ପକ୍ଷରୁ ଭିସୁଟରେ ର଼୍ୟାଗିଂର ପ୍ରତିବାଦ
ଭବାନୀପାଟଣା,୨୫।୮(ଡି.ଏନ.ଏ.) ସମ୍ବଲପୁର ଜିଲା ବୁର୍ଲା ବୀରସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ(ଭିସୁଟ୍)ରେ ର଼୍ୟାଗିଂକୁ ଏବିଭିପି ପକ୍ଷରୁ ଶନିବାର ପ୍ରତିବାଦ କରାଯାଇଛି। ଭବାନୀପାଟଣାସ୍ଥିତ ସ୍ଥାନୀୟ କଲେଜ ଛକ ଏବଂ ନଗର କାର୍ଯ୍ୟାଳୟ ସାମ୍ନାରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ଶାଖା ତରଫରୁ ବିକ୍ଷୋଭ ସହ…
ଜଳଶକ୍ତି ଅଭିଯାନ ସମ୍ପର୍କରେ ସ୍ବତନ୍ତ୍ର ଗ୍ରାମସଭା : ଜଳ ସଂରକ୍ଷଣ, ପ୍ରୋତ୍ସାହନ ନିମନ୍ତେ ଆଲୋଚନା
କର୍ଲାମୁଣ୍ଡା,୨୫।୮(ଡି.ଏନ.ଏ.) କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବିଭିନ୍ନ ପଞ୍ଚାୟତରେ ଜଳଶକ୍ତି ଅଭିଯାନ ସମ୍ପର୍କରେ ସ୍ବତନ୍ତ୍ର ଗ୍ରାମସଭା ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରେଗେଡା ଗ୍ରାମପଞ୍ଚାୟତଠାରେ ସରପଞ୍ଚ ସୁଶାନ୍ତ ପରିଡାଙ୍କ ସଭାପତିତ୍ୱରେ ସ୍ବତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ଜଳ ସଂରକ୍ଷଣ,…
ଜୁନାଗଡ଼-ଭୁବନେଶ୍ୱରକୁ ସ୍ବତନ୍ତ୍ର ଟ୍ରେନ ଚାଲିଲା : ପୂର୍ବତନ କେନ୍ଦ୍ରମନ୍ତ୍ରୀଙ୍କ ବିୟୋଗ ଯୋଗୁ ବାତିଲ ହେଲା ଉଦ୍ଘାଟନୀ କାର୍ଯ୍ୟକ୍ରମ
ଜୁନାଗଡ,୨୪।୮(ଡି.ଏନ.ଏ.) : କଳାହାଣ୍ଡି ଜିଲା ଜୁନାଗଡ ସହରଠାରୁ ଭୁବନେଶ୍ୱରକୁ ଶନିବାର ସ୍ବତନ୍ତ୍ର ଟ୍ରେନ୍ ଚାଲିଛି। ଅପରାହ୍ନ ସାଢେ ୪ଟାରେ ଜୁନାଗଡ ରୋଡ-ଭୁବନେଶ୍ୱରକୁ ଏକ୍ସପ୍ରେସ (ନଂ.୧୮୪୩୭-୧୮୪୩୮) ଯାତ୍ରା ଆରମ୍ଭ କରିଥିଲା। ଅପରାହ୍ନ ୩ଟାରେ ରେଳ ବିଭାଗ ପକ୍ଷରୁ ଏହି ଟ୍ରେନର ଶୁଭାରମ୍ଭ ପାଇଁ…
ଆଦିବାସୀ ମନ୍ତ୍ରୀ, ବିଧାୟକଙ୍କ ଜନଜାତି ଆବାସିକ ବିଦ୍ୟାଳୟ ପରିଦର୍ଶନ
କୋକସରା,୨୪।୮(ଡି.ଏନ.ଏ.): ଆଦିବାସୀ ଓ ଜନଜାତି ମନ୍ତ୍ରୀ ଜଗନ୍ନାଥ ସିରକା ଶନିବାର ପାପଡାହାଣ୍ଡି ଗସ୍ତରେ ଆସି ଫେରୁଥିବା ବେଳେ କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣିରେ ଥିବା ଆଦିବାସୀ ଜନଜାତି ଛାତ୍ରୀଛାତ୍ର ପାଠ ପଢୁଥିବା ଆବାସିକ ବିଦ୍ୟାଳୟ ପରିଦର୍ଶନ କରିଥିଲେ । ପରିଦର୍ଶନ…
ଆଗୁଆ ନୂଆଁଖାଇ ପର୍ବ ପାଳନ: ଜୋରରେ ଚାଲିିଛି ପ୍ରସ୍ତୁତି ପର୍ବ
ଭବାନୀପାଟଣା,୨୪।୮(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଅଧୀନ କେସିଙ୍ଗା ବ୍ଲକ ପଥର୍ଲା ପଞ୍ଚାୟତ ପଥର୍ଲା ଗାଁରେ ଆଗୁଆ ନୂଆଁଖାଇ ପର୍ବ ପାଳନ କରାଯାଇଥାଏ। ଏଣୁ ପଥର୍ଲା ନୂଅଁାଖାଇକୁ ଆଉ ମାତ୍ର ଆଠ ଦିନ ବାକି ରହିଛି। ଏହି ଗାଁର ଲୋକେ ୩୦ ତାରିଖ ସପ୍ତପୁରୀ…

