ରେଗୁଲାର ହେଲେ ୧୧୩ ଗ୍ରାମ୍ୟ କୃଷି କର୍ମଚାରୀ
ଭବାନୀପାଟଣା,୨୪।୮(ଡି.ଏନ୍.ଏ.): କଳାହାଣ୍ଡି ଜିଲାରେ କାର୍ଯ୍ୟରତ ୧୧୩ ଜଣ ଗ୍ରାମ୍ୟ କର୍ମଚାରୀ ନିୟମିତ (ରେଗୁଲାର) ହେଲେ। ଏ ନେଇ ଜିଲା ଗ୍ରାମ୍ୟ କୃଷି କର୍ମଚାରୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ କୃତଜ୍ଞତା ଜ୍ଞାପନ କରାଯାଇଛି। ଜିଲାର ୧୩ ବ୍ଲକର ବିଭିନ୍ନ ପଞ୍ଚାୟତରେ ଚୁକ୍ତିଭିତ୍ତିକ…
କିଟପଦର ଛକ ନିକଟରେ ହତ୍ୟା ଘଟଣା: ୩ ଅଭିଯୁକ୍ତ ଗଲେ ଜେଲ
ଭବାନୀପାଟଣା,୨୪।୮(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କିଟପଦର ଛକରେ ଗତ ୧୫ ତାରିଖ ରାତିରେ ଘଟିଥିବା ହତ୍ୟାକାଣ୍ଡ ଘଟଣାରେ ୩ ଅଭିଯୁକ୍ତ ଶୁକ୍ରବାର ଜେଲ ଯାଇଛନ୍ତି। ସେମାନେ ହେଲେ ସିର୍ଲିଗୁଡା ଗ୍ରାମର ରାକେଶ ପୁଞ୍ଜି (୧୯), ଡମ୍ବରୁଧର ପୂଝାରୀ…
ଉଚ ଚିକିଛା ଲାଗି ଟଁକା ଅଭାବ୍: ୧୨ ବଛର ହେଲା ଖଟେ ପଡ଼ିଛନ୍ ଦ୍ରୌପଦୀ
ଭବାନୀପାଟଣା,୨୪।୮(ସ୍ବ.ପ୍ର): ଦିନେ ନୁହେ କି ଦୁଇ ଦିନ ନୁହେ, ଗଲା ୧୨ ବଛର ହେଲା ଅଜନା ରୋଗ୍ରେ ଖଟେ ପଡ଼ି ଅସାହା ଜୀବନ୍ ବିତଉଛନ୍ ଦ୍ରୌପଦୀ ମାଝି(୧୪)। ଇ ବଏସେ ସେ ପାଠ୍ପଢ଼ା ସଂଗେ ସାଂଗସାଥିକର ସଂଗେ ଖେଲକୁଦରେ ସମିଆ ବିତାବାର…
ବିଭିନ୍ନ ଶିକ୍ଷାନୁଷ୍ଠାନରେ ଜନ୍ମାଷ୍ଟମୀ : କୃଷ୍ଣବଳରାମ ବେଶରେ ଛାତ୍ରୀଛାତ୍ର
କର୍ଲାମୁଣ୍ଡା,୨୩।୮(ଡି.ଏନ୍.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ବିଭିନ୍ନ ଶିକ୍ଷାନୁଷ୍ଠାନରେ ଶୁକ୍ରବାର ଜନ୍ମାଷ୍ଟମୀ ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଶିକ୍ଷକ ସୋମନାଥ ସାହୁ , ସମ୍ମାନିତ ଅତିଥି ଭାବେ ଶିଶୁମନ୍ଦିର କୋଷାଧ୍ୟକ୍ଷ ଡୋଳାମଣି ଭୋଇ,…
ବ୍ଲକସ୍ତରୀୟ ବର୍ଷାକାଳୀନ ଖେଳକୁଦ ପ୍ରତିଯୋଗିତା
କେସିଙ୍ଗା,୨୩।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକସ୍ତରୀୟ ବର୍ଷାକାଳୀନ ଖେଳକୁଦ ପ୍ରତିଯୋଗିତା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ନେତୃତ୍ୱରେ ସ୍ଥାନୀୟ ବିଦ୍ୟାପୀଠ ଖେଳ ପଡିଆଠାରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରତିଯୋଗିତାରେ ୧୪ ରୁ ୧୭ ବର୍ଷର ମୋଟ ୨୬୦ ଜଣ ଛାତ୍ରୀଛାତ୍ର ଏହି ପ୍ରତିଯୋଗୀତାରେ…
ସୌଭାଗ୍ୟ ଜ୍ୟୋତି ବିଦ୍ୟୁତ୍ ଯୋଜନା ଫେଲ୍
ଗୋଲାମୁଣ୍ଡା,୨୩।୮ (ଡି.ଏନ.ଏ.)-କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ସୌଭାଗ୍ୟ ଜ୍ୟୋତି ବିଦ୍ୟୁତ୍ ଯୋଜନା ଫେଲ ମାରୁଛି। ଗୋଲାମୁଣ୍ଡା ବ୍ଲକ ଅଧୀନ ଚପ୍ରିଆ ଗଁାରେ ଦୀର୍ଘ ଏକ ବର୍ଷ ହେବ ଗରିବ ହିତାଧିକାରୀଙ୍କ ଘରେ ଘରେ ମିଟର ଖାଞ୍ଜା ଯାଇଥିବା ବେଳେ ବିଦ୍ୟୁତ୍ ସଂଯୋଗ…
ଅବ୍ୟବସ୍ଥାରେ ଅରେବେଡା ସରକରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ବିପଦସଙ୍କୁଳ କୋଠାରେ ପାଠପଢ଼ା; ବର୍ଷାରେ ଛାତରୁ ପାଣି ଗଳୁଛି
ଭବାନୀପାଟଣା/କଲମପୁର,୨୩।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ରଣମାଳ ପଞ୍ଚାୟତ ଅରେବେଡା ସରକରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅତ୍ୟନ୍ତ ଶୋଚନୀୟ ଅବସ୍ଥାରେ ଗତି କରୁଛି। ୧୯୪୨ରେ ସ୍ଥାପିତ ଏହି ବିଦ୍ୟାଳୟରେ ପ୍ରଥମଠାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ରହିଥିବା ବେଳେ ଏଠାରେ ସମୂଦାୟ ୧୮୦ ଜଣ…
୭ ବଛର ହେଲା ଇନ୍ଦିରା ଆବସ ତିଆରିବାର: ବକିଆ ବିଲ୍ ଲାଗି ହିତାଧିକାରୀ ହଟ୍ହଟା
ଭବାନୀପାଟଣା/ପର୍ଲା,୨୩।୮(ଡି.ଏନ୍.ଏ.): ବଛ୍ରେ ନେଇସେ ୭ ବଛର ହେଲା ପଁଚେତ୍ରୁ ବ୍ଲକ ତକ୍ ନରଦି ନରଦି ନିହାଲ ହେଇଗଲୁଁନ, ହେଲେ ଘରବନା ପଏସା ନେଇମିଲୁଛେ। ଇ ଦୁଖର କଥା ବଖାନିଛନ୍ କଳାହାଣି ଜଲା କୋକସରା ବ୍ଲକରେ ନୂତନ୍ ହିସାବେ ଗଠିତ୍ ସୋନପୋଡ଼ାଗୁଡ଼ା ପଁଚେତ୍…
ଜନନୀ ଯନ୍ତ୍ରଣା : ଷ୍ଟ୍ରେଚରରେ ୧୨ କି.ମି. ବୁହା ହେଲେ ଗର୍ଭବତୀ
ଭବାନୀପାଟଣା,୨୨।୮(ସ୍ବ.ପ୍ର.): ରାସ୍ତା ଓ ପୋଲ ନ ଥିବାରୁ ଜଙ୍ଗଲ ରାସ୍ତା ଦେଇ ନାଳ ପାର କରି ଜଣେ ଗର୍ଭବତୀଙ୍କୁ ୧୨ କି.ମି. ଷ୍ଟ୍ରେଚରରେ ବୋହି ଡାକ୍ତରଖାନା ନିଆଯାଇଥିଲା। କଳାହାଣ୍ଡି ଜିଲାର ଦୁର୍ଗମ ତଥା ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ…
ବନ୍ୟାରେ ୩୦୨ ହେକ୍ଟର ଚାଷଜମି ବାଲିଚର : ୧୨ଟି ପଞ୍ଚାୟତ ପ୍ରଭାବିତ
କର୍ଲାମୁଣ୍ଡା,୨୨।୮(ଡି.ଏନ୍.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଗତ ସପ୍ତାହରେ ପ୍ରବଳ ବର୍ଷାହେବା ଯୋଗୁ ବନ୍ୟା ପରିସ୍ଥିତି ଦେଖିବାକୁ ମିଳିଥିଲା। ଫଳରେ ବ୍ଲକର ୧୨ଟି ପଞ୍ଚାୟତର ଅଧିକାଂଶ ଗ୍ରାମ ପ୍ରଭାବିତ ହେବା ସହ ଚାଷୀଙ୍କ ରୁଆଧାନ ନଷ୍ଟ ହେବା ସାଙ୍ଗକୁ ମାଟିଘରଗୁଡିକ ଭୁଶୁଡ଼ି…
ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ; ଶତାଧିକ ଏକର ଚାଷ ଜମି ଜଳମଗ୍ନ
ଜୁନାଗଡ,୨୨।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ମୁଣ୍ଡରାଗୁଡା ପଞ୍ଚାୟତ ପଣ୍ଡରାପଲାରେ ବୁଧବାର ମଧ୍ୟାହ୍ନରେ ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ ସୃଷ୍ଟି ହୋଇଛି। ଏଥିଯୋଗୁ ଶତାଧିକ ଏକର ଚାଷ ଜମି ଜଳମଗ୍ନ ହୋଇଛି ା ଫଳରେ ଧାନ ଫସଲ ନଷ୍ଟ ହେବା…
ଝୁଲେନବର ପ୍ରାଥମିକ ବିଦ୍ୟାଳୟ ସ୍କୁଲକୁ ନିୟମିତ ଆସୁନାହାନ୍ତି ଶିକ୍ଷକ; ମଧ୍ୟାହ୍ନ ଭୋଜନ ପରେ ସ୍କୁଲ ଛୁଟି
କୋକସରା,୨୨।୮(ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ଶିକ୍ଷା ବିଭାଗ ଅଧୀନ ଆମପାଣି କ୍ଳଷ୍ଟରର ବଣପାହାଡ଼ ଘେରା ଦୁର୍ଗମ ବରାଡ଼ଙ୍ଗା ପଞ୍ଚାୟତ ଝୁଲେନବର ପ୍ରାଥମିକ ବିଦ୍ୟାଳୟ। ଆଦିବାସୀ ବହୁଳ ଗ୍ରାମରେ ୧୯୭୫ରେ ସ୍ଥାପିତ ଏହି ପ୍ରାଥମିକ ବିଦ୍ୟାଳୟକୁ ନିୟମିତ ଶିକ୍ଷକ ଆସୁ ନ…

