କଳାହାଣ୍ଡି

କଳାହାଣ୍ଡି ଏମ୍‌ପିଙ୍କ କୋକସରା ବ୍ଲକ ଗସ୍ତ

କୋକସରା,୧୯।୮(ଡି.ଏନ.ଏ.): କଳାହାଣ୍ଡି ଏମ୍‌ପି ବସନ୍ତ କୁମାର ପଣ୍ଡା ସୋମବାର କଳାହାଣ୍ଡି ଜିଲା କୋକସରା ବ୍ଲକ ଗସ୍ତ କରିଛନ୍ତି। ସେ ବ୍ଲକ୍‌ର ଲଡ଼ୁଗାଁ ମାମୋଦେବୀ ଧର୍ମଶାଳାଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ସେଠାରେ ତାଙ୍କୁ ଦଳୀୟ କାର୍ଯ୍ୟକର୍ତ୍ତାମାନେ ସ୍ବାଗତ ଓ ସମ୍ବର୍ଦ୍ଧନା ଦେଇଥିଲେ। ଏମ୍‌ପି…

କଳାହାଣ୍ଡିର ଦୁର୍ନୀତିଗ୍ରସ୍ତ ୫ କର୍ମଚାରୀଙ୍କୁ ଚାକିରିରୁ ବହିଷ୍କାର, ୨ ଅଧିକାରୀଙ୍କ ପେନ୍‌ସନ୍‌ ବନ୍ଦ

ଭବାନୀପାଟଣା, ୧୯।୮ (ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାରୁ ଦୁର୍ନୀତି ମୁକ୍ତ କରିବା ପାଇଁ ବର୍ତ୍ତମାନ ନୂଆ ଅଭିଯାନ ଆରମ୍ଭ କରିଛନ୍ତି। ପ୍ରଥମ ପର୍ଯ୍ୟାୟରେ ଦୁର୍ନୀତିି ଅଭିଯୋଗରେ ଦୋଷୀସାବ୍ୟସ୍ତ ହୋଇଥିବା କଳାହାଣ୍ଡି ଜିଲାର ୫ କର୍ମଚାରୀଙ୍କୁ ଚାକିରିରୁ ବହିଷ୍କାର କରାଯାଇଥିବା ବେଳେ…

ଝି’ର ଚିକିଛା ଲାଗି ଦାଦନ୍‌ ଖଟୁଛେ ବାପ୍‌

ସେରଗଡ, ୧୯ା୮ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ନର୍ଲା ବ୍ଲକ ରୁପ୍ରା ଗଁା ଚଞ୍ଚରାପଡ଼ାର ପୂର୍ଣ୍ଣଚନ୍ଦ୍ର ମାଝିକଁର ସାନ ଝି’ ରୁଚିଶ୍ମିତା ମାଝି(୮)। ଜନମ୍‌ ବେଲେ ତାକର ମଲଦୁଆର ନାଇଁଥାଇ। ଡାକ୍‌ତରକଁର ପରାମଶ୍‌ରେ ମା’ବାପ୍‌ ରୁଚିଶ୍ମିତାକେ ଚିକିଛା ଲାଗି ବୁର୍ଲା ବଡ଼ ଡାକ୍‌ତରଖାନା…

୯ ଦିନ ହେଲା ବଲାଙ୍ଗୀର-ମୋହନଗିରି ରାସ୍ତା ବିଚ୍ଛିନ୍ନ

ମୋହନଗିରି,୧୯।୮(ଡି.ଏନ.ଏ.) କଳାହାଣ୍ଡି ଜିଲାରେ ଗତ ୧୧ରୁ ୧୪ ତାରିଖରେ ହୋଇଥିବା ବନ୍ୟାରେ ମ.ରାମପୁର ବ୍ଲକ ମୋହନଗିରି ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ମୋହନଗିରିଠାରୁ ଗୁଡଭେଲା ଦେଇ ବଲାଙ୍ଗୀରକୁ ସଂଯୋଗ କରୁଥିବା ରାସ୍ତା ମୋହନଗିରିରୁ ୪ କି.ମି. ଦୂର କାଳିଗଙ୍ଗା ନଦୀର ଟେକର…

ମୁର୍‌ତୁ ସଂଗେ ଯୁଝୁଛନ୍‌ ଟିକେସିନୀ: ଚିକିଛା ଲାଗି ଟଁକା ଅଭାବ୍‌

ପଲମ,୧୯।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ନର୍ଲା ବ୍ଲକ ପଲମ ପଁଚେତ୍‌ ପଲମ ପୁରନା କଲୋନୀପଡ଼ାର ଟିକେସିନୀ ବାଗ(୩୫)। ଆଏଜ୍‌କେ ୨ ବଛର ହେଲା ସେ ଯକ୍ଷ୍ମା ରୋଗ୍‌ରେ ପୀଡ଼ିତ ହେଇ ବଡ଼ା ଦୁଖ୍‌ ପାଉଛନ୍‌। ଚିକିଛା ଲାଗି ସେ ନର୍ଲା, କେସିଙ୍ଗା, ଭବାନୀପାଟଣା,…

ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର: କାରଣ ଅସ୍ପଷ୍ଟ

ଧର୍ମଗଡ଼,୧୮।୮:(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ହରିଜନ ସାହିର ଏକ ଗଛରୁ ରବିବାର ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ଉକ୍ତ ସାହିର ଡମ୍ବରୁଧର ବାଗ୍‌। ସକାଳୁ ମୃତଦେହ ଝୁଲୁଥିବା ଦେଖି ଗ୍ରାମବାସୀ ପୋଲିସକୁ ଜଣାଇଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି…

ଶକ୍ତିମନ୍ତ୍ରୀଙ୍କ ଅଚାନକ କେସିଙ୍ଗା ଆଦର୍ଶ ବିଦ୍ୟାଳୟ ପରିଦର୍ଶନ

କେସିଙ୍ଗା,୧୭।୮(ଡି.ଏନ.ଏ.) କେସିଙ୍ଗାସ୍ଥିତ ଆଦର୍ଶ ବିଦ୍ୟାଳୟକୁ ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଅଚାନକ ଭାବେ ଗତ ଗୁରୁବାର ସନ୍ଧ୍ୟା ୭ଟାରେ ପରିଦର୍ଶନ କରିଥିଲେ। ଏଠାରେ ଥିବା ବିଭିନ୍ନ ସମସ୍ୟା ଯଥା ପ୍ରିନ୍ସିପାଲ ନିଯୁକ୍ତି, ୫ଜଣ ଶିକ୍ଷକ ନିଯୁକ୍ତି, ବିଦ୍ୟାଳୟର ପଶ୍ଚିମ ପଟେ ବାଡା ନିର୍ମାଣ,…

କେସିଙ୍ଗା ବ୍ଲକର ୫ଟି ଗ୍ରାମପଞ୍ଚାୟତର ବନ୍ୟାଞ୍ଚଳ ବୁଲି ଦେଖିଲେ ବିଧାୟକ

କେସିଙ୍ଗା,୧୭।୮(ଡି.ଏନ.ଏ.) କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୫ଟି ଗ୍ରାମପଞ୍ଚାୟତରେ ଗତ ବନ୍ୟାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଶୁକ୍ରବାର ନର୍ଲା ନିର୍ବାଚନ ମଣ୍ଡଳୀର ବିଧାୟକ ଭୁପିନ୍ଦର ସିଂହ ଓ ବିଭାଗୀୟ ଅଧିକାରୀଙ୍କ ସହିତ ବନ୍ୟାଞ୍ଚଳ ପରିଦର୍ଶନ କରିଥିଲେ । କେସିଙ୍ଗା ବ୍ଲକର ତୁର୍ଲାଖମନ,…

୧୭ ବର୍ଷ ହେବ ମରାମତି ହୋଇନି : ରାସ୍ତାରେ ଧାନ ତଳି ରୋଇଲେ ଗ୍ରାମବାସୀ

ଜୁନାଗଡ଼,୧୭।୮(ଡି.ଏନ.ଏ.) – କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଛୋରିଆଗଡ଼ ପଞ୍ଚାୟତ ସାନଫୁର୍ଲା-ବନ୍ଦପଡାକୁ ସଂଯୋଗ କରୁଥିବା ଦେଢ କି.ମି. ରାସ୍ତା ଗତ ୧୭ ବର୍ଷ ହେବ ରକ୍ଷଣାବେକ୍ଷଣ ଅଭାବରୁ ମରଣଯନ୍ତା ପାଲଟିଛି। ବର୍ଷା ସମୟରେ ରାସ୍ତାରେ କାଦୁଅ ହେବା ସହ ବଡ ବଡ…

ପ୍ରଧାନମନ୍ତ୍ରୀ ଆବାସ, ବିଜୁପକ୍କାଘର ଯୋଜନା:ହିତାଧିକାରୀଙ୍କୁ ମିଳିନି ଶ୍ରମ ଦିବସର ଟଙ୍କା

ଜୁନାଗଡ,୧୭।୮(ଡି.ଏନ.ଏ.)- କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ କାଲୋପଲା ପଞ୍ଚାୟତରେ ଗତ ୨୦୧୬-୧୭ ଏବଂ ୨୦୧୭-୧୮ ବର୍ଷରେ ବିଜୁପକ୍କାଘର, ପ୍ରଧାନମନ୍ତ୍ରୀ ଆବାସ କରିଥିବା ହିତାଧିକାରୀଙ୍କୁ ଏ ପର୍ଯ୍ୟନ୍ତ ଶ୍ରମ ଦିବସ ଟଙ୍କା ମିଳିନାହିଁ। ଏହି ସମସ୍ୟା ପଞ୍ଚାୟତ ମୁଖ୍ୟାଳୟ କାଲୋପଲା ଗ୍ରାମ ପ୍ରାୟ…

ଅଲେଖ ଧର୍ମାବଲମ୍ବୀଙ୍କ ନୂଆଖାଇ ଉତ୍ସବ: ନବାନ୍ନ ଖାଇଲେ ଭକ୍ତ

କର୍ଲାମୁଣ୍ଡା,୧୬।୮(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିଆଲପଲା ଓ ଲକ୍ଷ୍ମୀପଡା ନିକଟରେ ଥିବା ଭୀମଭୋଇ ସାଂସ୍କୃତିକ କଳାମଣ୍ଡପ ଓ ଗ୍ରନ୍ଥାଳୟ ମଠରେ ଗୁରୁବାର ମହିମା ଧର୍ମାବଲମ୍ବୀଙ୍କ ନୂଆଖାଇ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ସାଧୁବାବା ନାଲୁମୋହନ ଦାସ ଓ ଜୋରନ୍ଦା ବାବା ଅନାଦି…

କେଶିଙ୍ଗାରେ ସ୍ବାଧୀନତା ଦିବସ

କେଶିଙ୍ଗା, ୧୫।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେଶିଙ୍ଗା ସହରରେ ଥିବା ବିଦ୍ୟାପୀଠ ଖେଳପଡ଼ିଆଠାରେ ଗୁରୁବାର ୭୩ତମ ସ୍ବାଧୀନତା ଦିବସ ନାଗରିକ କମିଟି ପକ୍ଷରୁ ପାଳିତ ହୋଇଯାଇଛି। ଏଥିରେ କଳାହାଣ୍ଡି ଜିଲାର ଉପ ଜିଲାପାଳ ମିର୍ଦ୍ଧା ଟପ୍ନୋ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ। କେଶିଙ୍ଗା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?