କଳାହାଣ୍ଡି

କର୍ଲାମୁଣ୍ଡା ବ୍ଲକ ସର୍ବାଧିକ ୬୦୮ ମି.ମି. ବର୍ଷା ରେକର୍ଡ: ଶତାଧିକ ଲୋକେ ବିଭିନ୍ନ ସ୍ଥାନରେ ଆଶ୍ରୟ

କର୍ଲାମୁଣ୍ଡା,୧୪।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ସୋମବାରଠାରୁ ମଙ୍ଗଳବାର ୧୨ଟା ସୁଦ୍ଧା ପ୍ରବଳ ବର୍ଷା ହୋଇଛି। ଏହି ବ୍ଲକରେ ସର୍ବମୋଟ ୬୦୮ ମି.ମି. ବର୍ଷା ରେକର୍ଡ ହୋଇଛି । ବର୍ଷା ଯୋଗୁ ବ୍ଲକର ବିଭିନ୍ନ ସ୍ଥାନରେ ୧୦୦ରୁ ଊର୍ଦ୍ଧ୍ୱ ଲୋକ ଆଶ୍ରୟ ନେଇଥିବା…

ପୋଲିସ ଏଆଇଜି ହେଲେ ସୁଶୀଲ ମିଶ୍ର

ଭବାନୀପାଟଣା,୧୩।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ସୁଶୀଲ ମିଶ୍ରଙ୍କୁ କଟକ ମୁଖ୍ୟାଳୟରେ ପୋଲିସ ଏଆଇଜି ଭାବରେ ମଙ୍ଗଳବାର ପଦୋନ୍ନତି ମିଳିଛି। ଗୃହ ବିଭାଗର ଚିଠି ନଂ. ୩୫୪୪୩/୮/୮/୨୦୧୯ରୁ ଏହା ଜଣାପଡିଛି। ତେବେ ପୂର୍ବରୁ ସୁଶୀଲ ଭୁବନେଶ୍ୱର ପୋଲିସ କମ୍ପ୍ୟୁଟର ବିଭାଗ ଏସ୍‌ପି…

ଭବାନୀଶଙ୍କରଙ୍କୁ ଲକ୍ଷେ ବେଲପତ୍ର ଲାଗି: ବଡ଼ସିଂହାର ବେଶ ଦର୍ଶନ ଲାଗି ଭକ୍ତଙ୍କ ଭିଡ଼

ଭବାନୀପାଟଣା,୧୩।୮(ଡି.ଏନ୍‌.ଏ.): ଶ୍ରାବଣ ମାସର ଶେଷ ସୋମବାର ଉପଲକ୍ଷେ କଳାହାଣ୍ଡି ଜିଲା ଭବାନୀପାଟଣା ସହରର ଭବାନୀଶଙ୍କର ମହାଦେବଙ୍କ ନିକଟରେ ଏକ ଲକ୍ଷ ବେଲପତ୍ର ଲାଗି କରାଯାଇଛି। ରବିବାର ପ୍ରାୟ ୮୦ ଶ୍ରଦ୍ଧାଳୁ ଭବାନୀପାଟଣାଠାରୁ ପାଞ୍ଚ କିଲୋମିଟର ଦୂରରେ ଥିବା ଗୁଣ୍ଡି ଡଙ୍ଗରକୁ ଯାଇ…

ଫିଦିନିଅଁ। ରାସ୍‌ତା ଅଭାବ: ଖେତ୍‌ ଆଡ଼ିରେ ଯାଆସ କରୁଛନ୍‌ ଛାତ୍ରୀଛାତ୍ର

କୋକସରା,୧୩ା୮(ଡି.ଏନ୍‌.ଏ.) : କଳାହାଣ୍ଡି ଜିଲା କୋକସରା ବ୍ଲକ ରେଙ୍ଗାଲପାଲି ପଁଚେତ୍‌ ଅଧୀନ ପାଣିଗଁା ଶବରପଡ଼ାକେ ଆଏଜ୍‌ ବି ଫିଦିନିଅଁା ରାସ୍‌ତା ନଁାଇଁନ। ଇ ଗଁାରେ ୩୦ ଆଦିବାସୀ ପରିବାରର ପାଖାପାଖି ୨ଶହ ଲୋକ୍‌ ବାସ୍‌ କରୁଛନ୍‌। ଗଁାକେ ଯିବାର ଆଏବାର ଲାଗି…

ପୌରକେଲା ଆଦିବାସୀ ଛାତ୍ରୀନିବାସ: ବିଦ୍ୟୁତ୍‌ ଅଭାବୁ କାଯ୍‌କ୍ଷମ ହେବାରେ ବିଲମ୍‌

କର୍ଲାମୁଣ୍ଡା, ୧୩ା୮ (ଡି.ଏନ୍‌.ଏ.): ଆଦିବାସୀ ଛାତ୍ରୀମାନେ କେନ୍‌ଥେଇ ପାଠ୍‌ ପଢ଼ବାକେ ମନ୍‌ ବଲାବେ ସେଥିରଲାଗି ସରକାର ଅନେକ ଯୋଜନା କାଯ୍‌କାରୀ କରୁଛନ୍‌। ସେନ୍‌ତା ସରକାର ସବୁ ବ୍ଲକରେ ଗୁଟେ ଗୁଟେ ଆଦିବାସୀ ଛାତ୍ରୀନିବାସ ତିଆର କରବାର ଘୋଷନା କରିଥିଲେ। ହେଲେ ଅନେକ…

ବିବାହର ୭ ମାସ ନ ପୂରୁଣୁ ନବବିବାହିତାଙ୍କ ସନ୍ଦେହ ଜନକ ମୃତ୍ୟୁ ଘଟଣା: ସ୍ବାମୀ, ଦିଅର କୋର୍ଟ ଚାଲାଣ, ନ୍ୟାୟ ଅପେକ୍ଷାରେ ମୃତକାଙ୍କ ମା’, ୨ ଭାଇ

ଜୁନାଗଡ,୧୨।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଚିଚୈଗୁଡା ଗ୍ରାମରେ ଗତ ୬ତାରିଖ ମଙ୍ଗଳବାର ବିବାହର ୭ମାସ ନ ପୂରୁଣୁ ଜଣେ ନବବିବାହିତା ମହିଳାଙ୍କ ସନ୍ଦେହ ଜନକ ମୃତ୍ୟୁ ହୋଇଥିଲା। ତାଙ୍କ ନାମ ଦୀପାଞ୍ଜଳି ମେହେର(୨୬)। ଉକ୍ତ ଦିନ ମୃତକାଙ୍କ ଭାଇ ଆଶିଷ…

ଚିଲଗୁଡା ଅଞ୍ଚଳରେ ମଦ, ସଟ୍ଟା କାରବାର ବୃଦ୍ଧି; ନୀରବ ଦ୍ରଷ୍ଟା ସାଜିଛି ସ୍ଥାନୀୟ ଫାଣ୍ଡି ପୋଲିସ

ଜୁନାଗଡ,୧୨।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ଥାନା ଅଧୀନ ଚିଲଗୁଡା ଅଞ୍ଚଳରେ ମଦ, ସଟ୍ଟା କାରବାର ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଏଥିପ୍ରତି ସ୍ଥାନୀୟ ଚିଲଗୁଡା ଫାଣ୍ଡି ପୋଲିସ କର୍ତ୍ତୃପକ୍ଷ ନୀରବ…

ଶିଶୁ ସୁରକ୍ଷା ନେଇ ସଚେତନତା ଶୋଭାଯାତ୍ରା

ମ.ରାମପୁର,୧୨।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ମ.ରାମପୁର ସ୍ଥିତ ଦୁର୍ଗାମାଧବ ଉଚ୍ଚ ବିଦ୍ୟାପୀଠ ଛାତ୍ରୀଛାତ୍ରଙ୍କୁ ନେଇ ସ୍ଥାନୀୟ ପୋଲିସ ବିଭାଗ ପକ୍ଷରୁ ଶିଶୁ ସୁରକ୍ଷା ସଚେତନତା ଶୋଭଯାତ୍ରା ହୋଇଯାଇଛି । ଥାନା ଭାରପ୍ରାପ୍ତ ଅଧିକାରୀ ମ.ରାମପୁର ଉତ୍ତମ କୁମାର ସାହୁଙ୍କ ତତ୍ତ୍ବାବଧାନରେ ପରିଚାଳିତ କାର୍ଯ୍ୟକ୍ରମରେ…

ସ୍ଥାନୀୟ ନିଯୁକ୍ତିକୁ ପ୍ରୋତ୍ସାହନ: ହଳଦୀ ପ୍ରସ୍ତୁତିକରଣ ଯନ୍ତ୍ର ଉଦ୍‌ଘାଟିତ

ଭବାନୀପାଟଣା,୧୧।୮(ଡି.ଏନ୍‌.ଏ.): ମହିଳା ସଶକ୍ତିକରଣ ନିମନ୍ତେ ନିଜର ପ୍ରତିବଦ୍ଧତାକୁ ଦୃଷ୍ଟିରେ ରଖି ସ୍ବୟଂ ସହାୟକ ଗୋଷ୍ଠୀଙ୍କ ନିମନ୍ତେ ବେଦାନ୍ତ ଆଲୁମିନିୟମ ହଳଦୀ ପ୍ରକ୍ରିୟାକରଣ ଯନ୍ତ୍ର ଉଦ୍‌ଘାଟନ। କରିଛି କମ୍ପାନୀ ସଖୀ ନାମରେ ଯୋଜନା ମହିଳାମାନଙ୍କ ନିମନ୍ତେ ଜାରିରଖିଛି । ଏହି ଅବସରରେ ବେଦାନ୍ତ…

ରାଜସ୍ବ ମନ୍ତ୍ରୀଙ୍କ ବନ୍ୟା କ୍ଷୟକ୍ଷତି ଆକଳନ

ଭବାନୀପାଟଣା,୧୧।୮(ଡି.ଏନ୍‌.ଏ.) : କଳାହାଣ୍ଡି ଜିଲାରେ ଗତ ୭ ଓ ୮ ତାରିଖ ଲଘୁଚାପ ଜନିତ ବର୍ଷାରେ ଜିଲାର ଲାଞ୍ଜିଗଡ଼, ଥୁଆମୂଳ ରାମପୁର ଓ କର୍ଲାମୁଣ୍ଡା ବ୍ଲକରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାରାଣ୍ଡି ଦିନିକିଆ…

କର୍ନାଟକରେ ଶ୍ରମିକ ଦମ୍ପତି ମୃତ

ଭବାନୀପାଟଣା,୧୧।୮(ଡି.ଏନ୍‌.ଏ.): କର୍ନାଟକକୁ ଦାଦନ ଖଟିବାକୁ ଯାଇଥିବା କଳାହାଣ୍ଡି ଜିଲା ମହୁଲପାଟଣା ଗ୍ରାମର ଶଙ୍କର ସାହୁ (୩୫) ଓ ତାଙ୍କ ସ୍ତ୍ରୀ ରଶ୍ମିତା ସାହୁ (୩୦)ଙ୍କ ସେଠାରେ ମୃତ୍ୟୁ ଘଟିଛି। ଏହି ଘଟଣାକୁ ନେଇ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି। ଅଭିଯୋଗ…

ନାଗାବଳୀ ନଦୀପଠାରୁ ମହିଳାଙ୍କ ମୃତଦେହ ଉଦ୍ଧାର

ଭବାନୀପାଟଣା,୧୧।୮(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର ନାଗାବଳୀ ନଦୀପଠାରୁ ଜନୈକା ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତା ମହିଳା ଜଣକ ରାମପୁର ବ୍ଲକଫାଜିଖାଲ ଗ୍ରାମର ବେହେରା ମାଝିଙ୍କ ସ୍ତ୍ରୀ ସିନ୍ଧୁ ମାଝି (୨୫) ବୋଲି ଜଣାପଡିଛି। ସୂଚନାଯୋଗ୍ୟ, ସିନ୍ଧୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?