କଳାହାଣ୍ଡି

ବର୍ଷା ହେଲେ ସ୍କୁଲର ଅବସ୍ଥା ବେହାଲ: ବାହାରେ ମଧ୍ୟାହ୍ନଭୋଜନ ଖାଉଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୧୧।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ଓ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟଠାରୁ ମାତ୍ର ୧ କି.ମି. ଦୂରରେ ଥିବା ଜାଗେଶପଦର ପ୍ରାଥମିକ ବିଦ୍ୟାଳୟରେ ସ୍କୁଲ ଛାତରୁ ପାଣି ଗଡ଼ି ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ୨ ବର୍ଷ ତଳେ…

ଶକ୍ତିମନ୍ତ୍ରୀଙ୍କୁ ଓଡ଼ିଶା ରାଜ୍ୟ ବିଦ୍ୟୁତ୍‌ ଶ୍ରମିକ କର୍ମଚାରୀ ସଂଘର ଦାବିପତ୍ର

ଭବାନୀପାଟଣା,୧୧।୮(ଡି.ଏନ.ଏ.) ଭବାନୀପାଟଣା ସହରସ୍ଥିତ ସର୍କିଟ ହାଉସଠାରେ ଓଡିଶା ରାଜ୍ୟ ବିଦ୍ୟୁତ୍‌ ଶ୍ରମିକ କର୍ମଚାରୀ ସଂଘ ପକ୍ଷରୁ ଏକ ପ୍ରତିନିଧି ଦଳ ଶକ୍ତି ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କୁ ଭେଟି ୪ ଦଫା ଦାବିପତ୍ର ପ୍ରଦାନ କରିଥିଲେ। ଏଥିରେ ସପ୍ତମ ବେତନ କମିସନ…

ଡ୍ରେସ କୋଡ ପରିବର୍ତ୍ତନ ନେଇ ଅସନ୍ତୋଷ : ଜିଲାପାଳଙ୍କୁ ଭେଟିଲେ ଛାତ୍ର ପ୍ରତିନିଧି ଦଳ

ଭବାନୀପାଟଣା,୧୧।୮(ଡି.ଏନ.ଏ.) ଭବାନୀପାଟଣା ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟର ବିଭିନ୍ନ ସମସ୍ୟା ନେଇ ଶନିବାର ଛାତ୍ର ପ୍ରତିନିଧି ଦଳ କଳାହାଣ୍ଡି ଜିଲାପାଳ ଡ. ଗାଭାଲି ପରାଗ ହର୍ଷଦଙ୍କୁ ସାକ୍ଷାତ କରିଛନ୍ତି । ଏହି ପରିପ୍ରେକ୍ଷୀରେ ଉଚ୍ଚ ଶିକ୍ଷା ସଚିବଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ…

ଭାଜପା ଛାଡି ବିଜେଡିରେ ଯୋଗଦେଲେ ତଳମଲା ସମିତିସଭ୍ୟା:ଜୁନାଗଡ ବ୍ଲକ ରାଜନିତୀ ସରଗରମ

ଜୁନାଗଡ,୧୧।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳମଲା ପଞ୍ଚାୟତ ସମିତିସଭ୍ୟା ଗୀତାଞ୍ଜଳୀ ହଂସ ଶନିବାର ଭାଜପା ଛାଡି ବିଜେଡିରେ ଯୋଗଦେଇଛନ୍ତି। କଳାହାଣ୍ଡି ଜିଲା ଜୁନାଗଡ ସହର କଲମପୁର ଛକସ୍ଥିତ ବିଜେଡି କାର୍ଯ୍ୟାଳୟରେ ସେ ବିଦ୍ଧିବଦ୍ଧ ଭାବେ ବିଜେଡିରେ ଯୋଗଦେଇଛନ୍ତି। ତାଙ୍କ ଦଳୀୟ…

ମହିଳା ଅଧିକାର ସାମ୍ମୁଖ୍ୟର ପଞ୍ଚାୟତସ୍ତରୀୟ ବୈଠକ

କର୍ଲାମୁଣ୍ଡା,୧୦।୮(ଡି.ଏନ.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତ ରାଜୀବ ଗାନ୍ଧୀ ସେବାକେନ୍ଦ୍ରଠାରେ ଦାପ୍ତା ସଂସ୍ଥା ପକ୍ଷରୁ ଦ ହଙ୍ଗର ପ୍ରୋଜେକ୍ଟ ନୂଆଦିଲ୍ଲୀ ସହାୟତାରେ ତଥା ଫାର ସଂସ୍ଥା ସହାୟତାରେ ମହିଳା ଅଧିକାର ସାମ୍ମୁଖ୍ୟର ଗ୍ରାମପଞ୍ଚାୟତସ୍ତରୀୟ ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି।…

ନର୍ଲା ପୋଲିସ ପକ୍ଷରୁ ପରୀ ୩ କାର୍ଯ୍ୟକ୍ରମ

ସେରଗଡ,୧୦।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ନର୍ଲା ପୋଲିସ ପକ୍ଷରୁ ପୋଲିସ ଷ୍ଟେଶନ ପରିସରରେ ଶନିବାର ପରୀ-୩ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ନର୍ଲା ପଞ୍ଚାୟତ ହାଇସ୍କୁଲ ଏବଂ କଲେଜର ସମସ୍ତ ଛାତ୍ରୀଛାତ୍ର ପ୍ଲାକାର୍ଡ ଓ ସଚେତନତା ସ୍ଲୋଗାନ ଦେଇ ନର୍ଲା କଲେଜଛକଠାରୁ…

ବିଶ୍ୱ ଆଦିବାସୀ ଦିବସ ସମାରୋହ

କର୍ଲାମୁଣ୍ଡା,୧୦।୮(ଡି.ଏନ.ଏ.) କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବ୍ରା ରାଜୀବଗାନ୍ଧୀ ସେବାକେନ୍ଦ୍ରଠାରେ ବ୍ଲକସ୍ତରୀୟ ବିଶ୍ୱ ଆଦିବାସୀ ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମ ଆରମ୍ଭରେ ମୁଗଲାଲ ମାଝିଙ୍କ ଦ୍ୱାରା ଦେବାଦେବୀଙ୍କୁ ପୂଜାର୍ଚ୍ଚନା ପରେ ଯୋରାଡବ୍ରା ଗ୍ରାମ୍ୟ ପରିକ୍ରମା ହୋଇଥିଲା। ଏହା ପରେ ଯୋରାଡବ୍ରା…

ଦାସିଗଁ। ୧୨ ପରିବାର ପଞ୍ଚାୟତରେ ଆଶ୍ରୟ ନେବା ଘଟଣା:ଅନୁଧ୍ୟାନ ପାଇଁ ଘଟଣା ସ୍ଥଳରେ ପହଞ୍ଚତ୍ଲେ ତହସିଲଦାର

ଜୁନାଗଡ/ଦାସିଗଁ। ,୧୦।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଦାସିଗଁ। ୩ ନଂ. ୱାର୍ଡ ଦର୍ଳିପଡାରେ ପାଣି ନିଷ୍କାସନ ପାଇଁ କୌଣସି ଡ୍ରେନଜ ବ୍ୟବସ୍ଥା ନାହଁି। ଫଳରେ ସାମାନ୍ୟ ବର୍ଷା ହେଲେ ଲୋକଙ୍କ ଘରେ ପାଣି ପଶିଥାଏ। ଗତ ସୋମବାର ଓ ମଙ୍ଗଳବାର…

ବିଶ୍ୱ ଆଦିବାସୀ ଦିବସ ପାଳନ

ଭବାନୀପାଟଣା,୯।୮(ଡି.ଏନ.ଏ.): କଳାହାଣ୍ଡି ଡିଷ୍ଟ୍ରିକ୍ଟ ଆଦିବାସୀ ସଂଘ ପକ୍ଷରୁ ହଲିଆପଡା ଭବାନୀପାଟଣାଠାରେ ବିଶ୍ୱ ଆଦିବାସୀ ଦିବସ ଶୁକ୍ରବାର ପାଳନ କରାଯାଇଛି। କଳାହାଣ୍ଡି ଡିଷ୍ଟ୍ରିକ୍ଟ ଆଦିବାସୀ ସଂଘର ସଭାପତି ଡମ୍ବରୁଧର ମାଝିଙ୍କ ଅଧ୍ୟକ୍ଷତା ସଭାରେ ସାଧାରଣ ସମ୍ପାଦକ ମହେଶ୍ୱର ମାଝି ସଭା ପରିଚାଳନା କରିଥିଲେ।…

ବିଶ୍ୱ ସଂସ୍କୃତ ସପ୍ତାହ ଦିବସ

ମ.ରାମପୁର,୯।୮(ଡି.ଏନ.ଏ.) : କଳାହାଣ୍ଡି ଜିଲା ମ.ରାମପୁର ଉଚ୍ଚ ବିଦ୍ୟାପୀଠ ସଂସ୍କୃତ ଶିକ୍ଷକ ସମୂହ ପକ୍ଷରୁ ଶୁକ୍ରବାର ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପ୍ରାର୍ଥନା ଗୃହଠାରେ ବିଶ୍ୱ ସଂସ୍କୃତ ସପ୍ତାହ ପାଳନ କରାଯାଇଛି । ଶ୍ରାବଣ ମାସ ପୂର୍ଣ୍ଣମୀ ଦିନ ଭବାନୀପାଟଣାଠାରେ ଜିଲାସ୍ତରୀୟ…

ବନ୍ୟାସ୍ଥିତି ପରଖିଲେ କଲମପୁର ବ୍ଲକ ଅଧ୍ୟକ୍ଷା

କଲମପୁର,୯।୮(ଡି.ଏନ.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକ ଅଞ୍ଚଳରେ ଗତ ୩ ଦିନର ଲଗାଣ ବର୍ଷାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା । କଲମପୁର ବ୍ଲକ ଅଧ୍ୟକ୍ଷା ମଞ୍ଜୁଲା ସାହୁ ଶୁକ୍ରବାର ବନ୍ୟା ପ୍ରଭାବିତ ବଙ୍କାପଳା, ବାଲିଛଡା, ବିରିପୁର, ମାଟିଖାଲ ଆଦି ଗାଁକୁ…

କେସିଙ୍ଗାରେ ବିଜୁ ଜନତା ଦଳ ପକ୍ଷରୁ ବିରାଟ କାର୍ଯ୍ୟକର୍ତ୍ତା ସମ୍ମିଳନୀ

କେସିଙ୍ଗା,୯।୮(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କଲ୍ୟାଣ ମଣ୍ଡପ ପରିସର ମଧ୍ୟରେ ବିଜୁ ଜନତା ପକ୍ଷରୁ ବିରାଟ କାର୍ଯ୍ୟକର୍ତ୍ତା ସମ୍ମିଳନୀ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ଜିଲା ସଭାପତି ପୁଷ୍ପେନ୍ଦ୍ର ସିଂହଦେଓଙ୍କ ନେତୃତ୍ୱରେ ଏହି ସମ୍ମିଳନୀରେ ଶକ୍ତମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ନର୍ଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?