କଳାହାଣ୍ଡି

ପ୍ରଧାନଶିକ୍ଷକଙ୍କ ଟୋପି ଖୋଲିଦେଲେ, କନଷ୍ଟେବଳଙ୍କ ଭୂମିକାକୁ ନେଇ ଉଠିଲା ପ୍ରଶ୍ନବାଚୀ: ଦେଖନ୍ତୁ VIDEO

ଭବାନୀପାଟଣା,୩।୯(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବଳଦିଆମାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ସ୍ଥାନୀୟ କିଛି ଛାତ୍ରୀଙ୍କୁ ଅସଦାଚରଣ କରୁଥିବା ନେଇ ଅଭିଯୋଗ ହେବାପରେ ମଙ୍ଗଳବାର ଅପରାହ୍ନରେ ସେଠାରେ ଚାପା ଉତ୍ତେଜନା ଦେଖିବାକୁ ମିଳିଥିଲା। ଏପରିକି ସ୍ଥାନୀୟ ଗ୍ରାମବାସୀଙ୍କ…

ଜାତୀୟ କ୍ରୀଡା ସମ୍ମିଳନୀ: ଯୋଗ ଦେବେ କଳାହାଣ୍ଡିର ସୁନା ଝିଅ ସାନଭିପ୍ରଜ୍ଞା

ଭବାନୀପାଟଣା,୨।୯(ଉତ୍ତମ କୁମାର ଦାଶ)-ଜାତୀୟ ମହିଳା କ୍ରିକେଟ ସମ୍ମିଳନୀରେ ଯୋଗ ଦେବାପାଇଁ ମନୋନୀତ ହୋଇଛନ୍ତି କଳାହାଣ୍ଡିର ସୁନା ଝିଅ ସାନଭିପ୍ରଜ୍ଞା ରାଉତ (ମାହୀ)। ଏହି ଖବର ଜଣାପଡ଼ିବା ପରେ ଜିଲାରେ ଖୁସିର ଲହରୀ ଖେଳିଯାଇଛି। ଜିଲାର କୋକସରା ବ୍ଲକ ଖପରାମାଲ ଗ୍ରାମେ ତଥା…

ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ : ତାଲା ପକାଇଲେ ଲୋକେ, ଉଦ୍ଧାର ପାଇଁ ଯାଇଥିବା ପୋଲିସ ହଟ ହଟା

ଭବାନୀପାଟଣା,୨।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବଳଦିଆମାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର ଅପରାହ୍ନରେ ହାଇଡ୍ରାମା ଦେଖିବାକୁ ମିଳିଛି। ସ୍ଥାନୀୟ ପ୍ରଧାନଶିକ୍ଷକ ଦୁଲେନ୍ଦ୍ର ମେହେର ସ୍କୁଲର କିଛି ଛାତ୍ରୀଙ୍କୁ ଅସଦାଚରଣ କରୁଥିବା ଓ ବିଭିନ୍ନ ସମୟରେ ତାଙ୍କୁ…

କେସିଙ୍ଗା ଆଦର୍ଶ ଥାନାରେ ନୂତନ ଆଇଆଇସି: ଅଭିଯୁକ୍ତଙ୍କ ବିରୋଧରେ ନେବେ କଡ଼ା ପଦକ୍ଷେପ

କେସିଙ୍ଗା,୨।୯(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନାରେ ନୂତନ ଆଇଆଇସି ଜିତେନ୍ଦ୍ର ବିଶ୍ବାଳ ସୋମବାର ସନ୍ଧ୍ୟାରେ ଯୋଗ ଦେଇଛନ୍ତି। ସେ ଏହା ପୂର୍ବରୁ ଲାଞ୍ଜିଗଡ଼ ଥାନାରେ ଥିଲେ। ଜଣେ ଦକ୍ଷ ଥାନା ଅଧିକାରୀ ଭାବେ କେସିଙ୍ଗା ଆଦର୍ଶ ଥାନାରେ ଯୋଗଦାନ…

ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଗୁଣି ଗାରେଡି ସନ୍ଦେହରେ ହତ୍ୟା କରି ମୃତଦେହକୁ…

ଲାଞ୍ଜିଗଡ, ୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ବନାଥପୁର ଥାନା ଅନ୍ତର୍ଗତ ବେଡାଗାଁ ପଞ୍ଚାୟତ ମନସ୍ତରା ଗାଁର ବୃଦ୍ଧ ଏକୁନା ମାଝୀ(୭୪)ଙ୍କୁ ଗୁଣି ଗାରେଡି ସନ୍ଦେହରେ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏଥିରେ ପୋଲିସ ତିନି ଅଭିଯୁକ୍ତ ମନସ୍ତରା…

କଳାହାଣ୍ଡି ଗଡ଼ଜାତ ଅଞ୍ଚଳରେ ନୂଆଁଖାଇ ଆଜି: ବସିଲା ସ୍ବତନ୍ତ୍ର ବଜାର

ଭବାନୀପାଟଣା,୨ା୯ (ଉତ୍ତମ କୁମାର ଦାଶ):ନୂଆଁଖାଇ କଳାହାଣ୍ଡି ଜିଲାର ଏକ ମୁଖ୍ୟ ପରମ୍ପରା। ପଶ୍ଚିମ ଓଡ଼ିଶାର ଅନ୍ୟ ଜିଲାରେ ସପ୍ତମୀ ତିଥିରେ ନୂଆଁଖାଇ ପାଳନ ହେଉଥିବାବେଳେ କଳାହାଣ୍ଡିରେ ପ୍ରତିପଦାଠାରୁ ଆରମ୍ଭ ହୋଇ ଦଶହରା ଦଶମୀ ପର୍ଯ୍ୟନ୍ତ ଚାଲିଥାଏ। ମଙ୍ଗଳବାର ଜିଲାର ଗଡ଼ଜାତ ଅଞ୍ଚଳରେ…

ସମ୍ପର୍କୀୟଙ୍କ ଏକ ଦଶାହ କାର୍ଯ୍ୟକୁ ଯିବା ହେଲା କାଳ: ବ୍ରିଜ ତଳକୁ ଖସିଲା …

ଥୁଆମୂଳ ରାମପୁର,୧ା୯ (ଦୁର୍ଗା କୀର୍ତ୍ତି): ସୋମବାର ରାତି ପ୍ରାୟ ସାଢେ ୮ଟାରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ବଡ଼ଛତ୍ରଙ୍ଗ ଗ୍ରାମ ନିକଟ କାନ୍ଦୁଲଭଜା ଡଙ୍ଗର ପାଖ ବ୍ରିଜ ତଳକୁ ଖସି ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ସେ…

ରାହୁଲ ଗାନ୍ଧୀଙ୍କ କୁଶ ପୁତ୍ତଳିକା ଦାହ କଲା ଭାଜପା

ଭବାନୀପାଟଣା,୧ା୯(ଉତ୍ତମ କୁମାର ଦାଶ):  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ତାଙ୍କ ମା’ଙ୍କ ନାମରେ ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଅଶାଳୀନ ମନ୍ତବ୍ୟ ଦେବା ଘଟଣାକୁ ନେଇ ସୋମବାର କଳାହାଣ୍ଡି ଜିଲା ଭବାନୀପାଟଣା ଗାନ୍ଧୀ ଛକଠାରେ ଭାଜପା ପକ୍ଷରୁ…

କଳାହାଣ୍ଡି ଗଡ଼ଜାତ ଅଞ୍ଚଳରେ ନୂଆଁଖାଇ: ଆଜି ଭବାନୀପାଟଣାରେ ବସିଲା ସ୍ବତନ୍ତ୍ର ନୂଆଁଖାଇ ବଜାର

ଭବାନୀପାଟଣା,୧ା୯ (ଉତ୍ତମ କୁମାର ଦାଶ)- ନୂଆଁଖାଇ କଳାହାଣ୍ଡି ଜିଲାର ଏକ ମୁଖ୍ୟ ପରମ୍ପରା। ପଶ୍ଚିମ ଓଡ଼ିଶାର ଅନ୍ୟ ଜିଲାରେ ସପ୍ତମୀ ତିଥିରେ ନୂଆଁଖାଇ ପାଳନ ହେଉଥିବାବେଳେ କଳାହାଣ୍ଡିରେ ପ୍ରତିପଦାଠାରୁ ଆରମ୍ଭ ହୋଇ ଦଶହରା ଦଶମୀ ପର୍ଯ୍ୟନ୍ତ ଚାଲିଥାଏ। ମଙ୍ଗଳବାର ଜିଲାର ଗଡ଼ଜାତ…

ବିଦ୍ୟୁତ୍‌ ବିଭାଗର ଅବହେଳା! ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି…

ରିଷିଡା,୧।୯ (ସୁଶାନ୍ତ ମଲ୍ଲିକ): ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣକ କଳାହାଣ୍ଡି ଜିଲା ମଦନପୁର ରାମପୁର ବ୍ଲକ ଅନ୍ତର୍ଗତ ବମକ ଗାଁର ଉଦ୍ୟମ ମାଝି ବୋଲି ଜଣାପଡିଛି। ପ୍ରାପ୍ତ ସୂଚନା ଅନୁଯାୟୀ ସକାଳ…

ଜୟପାଟଣା-ନର୍ଲାକୁ ନୂଆ ଏନ୍‌ଏସି ମାନ୍ୟତା, ବାଦ୍‌ ପଡ଼ିଲା ଏମ୍‌.ରାମପୁର

ଭବାନୀପାଟଣା,୩୧ା୮(ଉତ୍ତମ କୁମାର ଦାଶ): ରାଜ୍ୟ ସରକାର ରବିବାର ସ୍ବାୟତ୍ତ୍ୱ ଶାସନ ଦିବସ ଅବସରେ ରାଜ୍ୟରେ ୧୬ ଟି ନୂଆ ଏନ୍‌ଏସି ଓ ମ୍ୟୁନିସିପାଲିଟିର ନାମ ଘୋଷଣା କରିଛନ୍ତି। ଏହି ନୂଆ ଏନ୍‌ଏସିରେ କଳାହାଣ୍ଡି ଜିଲାର ଜୟପାଟଣା ଓ ନର୍ଲା ସ୍ଥାନ ପାଇଛି।…

ପୂର୍ବ ଶତ୍ରୁତାକୁ ନେଇ ଦିନ ଦୁଇପ୍ରହରରେ ନିର୍ମମ ହତ୍ୟା

ରିଷିଡା,୩୧।୮(ସୁଶାନ୍ତ ମଲ୍ଲିକ): ପୂର୍ବ ଶତ୍ରୁତା ନେଇ ଛାତିକୁ ହାଣିଦେଲେ ଟାଙ୍ଗିଆରେ। ଏଭଳି ଘଟଣା ଘଟିଛି କଳାହାଣ୍ଡି ଜିଲା ମଦନପୁର ରାମପୁର ବକ୍ଲ ଅନ୍ତର୍ଗତ ଗୋପାଳପୁର ଗ୍ରାମରେ। ଶୁକ୍ରବାର ଅପରାହ୍ନରେ ଶଶିକାନ୍ତ ମହାନନ୍ଦ (୨୮) ଓ ଉକ୍ତ ଗ୍ରାମର ଗଜେନ୍ଦ୍ର ଭୋଇ (୫୦)ଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri