କଳାହାଣ୍ଡି

କେସିଙ୍ଗା ପୋଲିସ ଦ୍ୱାରା ଡକାୟତ ଦଳ କାବୁ

କେସିଙ୍ଗା,୬ା୪(ଡି.ଏନ.ଏ.): ମଙ୍ଗଳବାର ରାତିରେ ସ୍ଥାନୀୟ ପୋଲିସ କେସିଙ୍ଗା ବ୍ଲକ ପରଲସିଙ୍ଗା ଗ୍ରାମ ପଞ୍ଚାୟତ ଅଧୀନ ପୋଡଖମ୍ବ ଗ୍ରାମ ନିକଟରୁ ଏକ ଡକାୟତ ଦଳକୁ କାବୁ କରିଛନ୍ତି। ସେମାନଙ୍କ ନିକଟରୁ ଲୁଟ ହୋଇଥିବା ୧୭ଲକ୍ଷ ୫୦ ହଜାର ଟଙ୍କା, କାର ଓ...

ଲାଇଫ୍‌ ଲାଇନ ପାଲଟିଛି ହାଲେର ଯୋର

ଭବାନୀପାଟଣା,୬।୪(ସ୍ବ.ପ୍ର.): କଳାହାଣ୍ଡି ଜିଲାର ପନିପରିବାର ଗାଁ କହିଲେ ଜୁନାଗଡ ବ୍ଲକର କେଲିଆକୁ ବୁଝାଏ। କାରଣ ଏହି ଗଁା ବର୍ଷ ତମାମ ଜିଲାର ବିଭିନ୍ନ ଅଞ୍ଚଳକୁ ପନିପରିବା ଯୋଗାଣ କରିଥାଏ। ବର୍ତ୍ତମାନ ଏହି ଗଁାରେ ପ୍ରାୟ ୮୦ ଏକର ଜମିରେ ପନିପରିବା...

କଳାହାଣ୍ଡି ରାଇସ ମିଲର୍ସ ଆସୋସିଏଶନ ପକ୍ଷରୁ ଗଣଧାରଣା

କେସିଙ୍ଗା,୪।୪(ଡି.ଏନ.ଏ.): ଚାଉଳ ନ କିଣିବାରୁ କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଏଫସିଆଇର ମୁଖ୍ୟ ଗେଟ୍‌ରେ କଳାହାଣ୍ଡି ଜିଲା ମିଲର୍ସ ଆସୋସିଏଶନ ପକ୍ଷରୁ ମଙ୍ଗଳବାର ଗଣଧାରଣା ଦେଇଥିବା ଜଣାପଡ଼ିଛି। କେସିଙ୍ଗା ଅଞ୍ଚଳର ୧୫ଟି ଏବଂ ଭବାନୀପାଟଣା ସବଡିଭିଜନର ପ୍ରାୟ ୪୦ଟି ମିଲର୍ସଙ୍କ ଠାରୁ...

ଅଭିଯୁକ୍ତଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ

ଭବାନୀପାଟଣା,୪।୪(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅଞ୍ଚଳରେ ୨୦୨୦ରେ ନିଜ କକାଙ୍କୁ ପୁତୁରା ଛୁରି ଭୁଶିବା ଘଟଣାର ରାୟ ସୋମବାର ପ୍ରକାଶ ପାଇଛି। ଏହି ମାମଲାରେ ସମସ୍ତ ସାକ୍ଷ୍ୟ ଓ ପ୍ରମାଣ ଭିତ୍ତିକରି ଜୟପାଟଣା ଜେଏମଏଫିସ କୋର୍ଟ ବିଚାରପତି ପ୍ରତାପ...

ଟେଲିସ୍କୋପ୍‌ ଲେନ୍ସରେ ଛାତ୍ରୀଛାତ୍ରଙ୍କୁ ବିଜ୍ଞାନ ଶିକ୍ଷା

କର୍ଲାମୁଣ୍ଡା,୩।୪(ଡି.ଏନ୍‌.ଏ.): ମହାକାଶ ବିଜ୍ଞାନ ପ୍ରତି ଗ୍ରାମାଞ୍ଚଳ ଛାତ୍ରୀଛାତ୍ର କିପରି ଆକର୍ଷିତ ହେବେ ସେନେଇ ଆଗେଇ ଆସିଛନ୍ତି ଜଣେ ଉଦୀୟମାନ ଯୁବ ପିଏଚ୍‌ଡି (କୋଷ ବିଜ୍ଞାନ) ଛାତ୍ର ପରେଶ୍‌ ପ୍ରିୟଦର୍ଶନ ରଣା। କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ନିବାସୀ ତଥା...

ଚାଷ ଦେଲା ପରିଚୟ

ଭବାନୀପାଟଣା,୩।୪(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଚାରଭାଟି ପଞ୍ଚାୟତ କାଦୋପଦର ଗ୍ରାମର ଯୁଧିଷ୍ଠିର ମାଝୀ ଏବଂ ତାଙ୍କର ସ୍ତ୍ରୀ ପ୍ରେମଶିଲା ଏବେ ବିଭିନ୍ନ ପ୍ରକାର ପନିପରିବା ଚାଷ କରି ଚର୍ଚ୍ଚାକୁ ଆସିଛନ୍ତି। ଏପରି କି ଦମ୍ପତିଙ୍କ ସଫଳ ଚାଷକୁ ନେଇ...

ଦୁର୍ଦ୍ଦିନରେ ଦିନ କାଟୁଛନ୍ତି ବିଧବା ମଞ୍ଜୁଙ୍କ ପରିବାର

ପଲମ,୩।୪(ଡି.ଏନ.ଏ.): କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ ରୁପ୍ରା ପଞ୍ଚାୟତସ୍ଥିତ ଟୁଟିଙ୍ଗ ଗ୍ରାମରେ ଅସହାୟ ଅବସ୍ଥାରେ ରହୁଛନ୍ତି ବିଧବା ମଞ୍ଜୁ ଦୁର୍ଗା(୫୦)ଙ୍କ ପରିବାରବର୍ଗ। ପରିବାର ପ୍ରତିପୋଷଣ କରିବା ପାଇଁ ରାଜ୍ୟ ବାହାରୁ କାମ କରିବାକୁ ଯାଇଥିଲେ ମଞ୍ଜୁଙ୍କ ସ୍ବାମୀ ସାଧୁରାମ ଦୁର୍ଗା।...

ଜୁନାଗଡ଼ ବ୍ୟାଡ୍‌ମିଣ୍ଟନ ଆସୋସିଏଶନରେ ଫାଟ

ଭବାନୀପାଟଣା,୩।୪(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ୟାଡ୍‌ମିଣ୍ଟନ ଆସୋସିଏଶନରେ ଏବେ ଫାଟ ଦେଖିବାକୁ ମିଳିଛି। ଏକାଥରକେ ସମ୍ପାଦକ, କାର୍ଯ୍ୟକାରୀ ସଭାପତି, ଉପସଭାପତି ଓ ସହସମ୍ପାଦକ ସମେତ ୪ଜଣ ଇସ୍ତଫା ଦେବା ଘଟଣା ଏବେ ଚର୍ଚ୍ଚାର ବିଷୟ ହୋଇଛି। ବର୍ତ୍ତମାନ ପ୍ରତ୍ୟକ୍ଷ ହେଉ...

ଅବ୍ୟବସ୍ଥାରେ କେସିଙ୍ଗା ମୁଖ୍ୟ ପୋଷ୍ଟ ଅଫିସ

କେସିଙ୍ଗା,୩।୪(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ମୁଖ୍ୟ ପୋଷ୍ଟ ଅଫିସ ଏବେ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ପୋଷ୍ଟ ଅଫିସ ଦିନକୁ ଲକ୍ଷ ଲକ୍ଷ ଟଙ୍କା କାରବାର ହେଉଥିଲେ ମଧ୍ୟ ବିଭାଗୀୟ ଅଧିକାରୀଙ୍କ ଖାମଖିଆଲି ଓ ଅବହେଳା ଯୋଗୁ ଅବ୍ୟବସ୍ଥା...

୬୯ ବର୍ଷ ହେଲା ଭଡ଼ାଘରେ ପଞ୍ଚାୟତ କାର୍ଯ୍ୟାଳୟ

ଲାଞ୍ଜିଗଡ଼,୩୧।୩(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ଼ ପଞ୍ଚାୟତ କାର୍ଯ୍ୟାଳୟ ୬୯ ବର୍ଷ ହେଲା ଭଡ଼ାଘରେ ଚାଲିଛି। ଆଜିପର୍ଯ୍ୟନ୍ତ ପଞ୍ଚାୟତର ନିଜସ୍ବ ଘର ନ ଥିବାରୁ ଲାଞ୍ଜିଗଡ଼ ସମବାୟ ସମିତି ଅଫିସ କାର୍ଯ୍ୟାଳୟରେ ଚାଲୁଥିବାରୁ ଅଞ୍ଚଳବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି।...

ସ୍ତ୍ରୀଙ୍କ ସହ ଚାଲିଥିଲା ଛାଡ଼ପତ୍ର ମାମଲା, ଶୋଇବା ଘରେ ଝୁଲିପଡ଼ିଲେ ଶିକ୍ଷକ

କର୍ଲାମୁଣ୍ଡା,୨୯ା୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜା ପଞ୍ଚାୟତର ରିଂଜା ଗ୍ରାମର ଶିକ୍ଷକ ଜଗନ୍ନାଥ ବାଗ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମୃତକ ମ.ରାମପୁର ବ୍ଲକର ସାଗରପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକତା କରୁଥିଲେ। ତେବେ ମଙ୍ଗଳବାର ରାତିରେ ତାଙ୍କ ଶୋଇବା...

ଭଙ୍ଗା ଘରେ ବିତୁଛି ବୃଦ୍ଧ ଦମ୍ପତିଙ୍କ ଜୀବନ

ଭବାନୀପାଟଣା,୨୭।୩(ସ୍ବ.ପ୍ର.):ଯୋଜନା ପରେ ଯୋଜନା କାର୍ଯ୍ୟକାରୀ ହେଉଛି। କେତେବେଳେ ପକ୍କାଘର ପାଇଁ ଯୋଜନା ତ ପୁଣି କେତେବେଳେ ଘର ମରାମତି ପାଇଁ ଯୋଜନା ପ୍ରଣୟନ ହେଉଛି। ହେଲେ ଏସବୁ ଯୋଜନା ବାସ୍ତବରେ କେତେ କାର୍ଯ୍ୟକାରୀ ହେଉଛି ସେଥିପ୍ରତି ସରକାରଙ୍କ ଦୃଷ୍ଟି ନାହିଁ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri