ଧରିତ୍ରୀ ପ୍ରଭାବ: ସାହୁ ଜଙ୍ଗଲ ରାସ୍ତାରୁ ହଟିଲା ବିପଦପୂର୍ଣ୍ଣ ଗଛ
ଥୁଆମୂଳ ରାମପୁର,୧୦।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ ପିଡବ୍ଲୁଡି ରାସ୍ତାର ସାହୁ ଜଙ୍ଗଲ ନିକଟରେ ଥିବା ବିପଦସଙ୍କୁଳ ଶୁଖିଲା ଗଛ ସମ୍ପର୍କରେ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇଥିଲା । ଏହା ପରେ ପ୍ରଶାସନର ତତ୍ପରତା ପ୍ରକାଶ କରିଛି। ଦକ୍ଷିଣ…
କେସିଙ୍ଗା ମେଡିକାଲ ଉପରେ ପଡ଼ିଲା ଗଛ, ଭାଙ୍ଗିଗଲା….
କେସିଙ୍ଗା,୧୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବର୍ହିବିଭାଗ ସମ୍ମୁଖରେ ପଡ଼ିଗଲା ବିରାଟକାୟ ଗଛ । ଅଳ୍ପକେ ଦୁର୍ଘଟଣା ବର୍ତ୍ତିଯାଇଛି କହିଲେ ଅତ୍ୟୁକ୍ତି ହେବ ନାହିଁ । ବହୁ ପୁରୁଣା ବିରାଟକାୟ ପିପଲ୍ ଗଛର ଅଧାଭାଗ ବୁଧବାର ଅପରାହ୍ନ ପ୍ରାୟ…
ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ଶେଷ କରିବାକୁ ହିତାଧିକାରୀଙ୍କୁ ନିର୍ଦ୍ଦେଶ
କେସିଙ୍ଗା,୧୦ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍ଏସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ସଭାପତିତ୍ୱରେ ପୌର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ୧.୦ ମାଧ୍ୟମରେ କାର୍ଯ୍ୟ ସମ୍ପୂର୍ଣ୍ଣ କରୁ ନ ଥିବା ୪୨ଜଣ ହିତାଧିକାରୀମାନଙ୍କୁ ନେଇ ପରିଷଦର ସଦ୍ଭାବନା ସଭାଗୃହରେ ଏକ ଆଲୋଚନା…
ବିଧାୟିକାଙ୍କ ହସ୍ତକ୍ଷେପ ପରେ ମିଳିଲା ମୁଖ୍ୟମନ୍ତ୍ରୀ ରିଲିଫ ସହାୟତା
ରିଷିଡ଼ା,୧୦ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ବିଭିନ୍ନ କାରଣରୁ ମୃତ୍ୟୁବରଣ କରିଥିବା ବ୍ୟକ୍ତିମାନଙ୍କୁ ସରକାରୀ ସହାୟତା ମିଳିବାରେ ବହୁ ବିଳମ୍ବ ହୋଇଥାଏ। କିନ୍ତୁ ସ୍ଥାନୀୟ ବିଧାୟିକା ମନୋରମା ମହାନ୍ତି ଓ ନର୍ଲା ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତିଙ୍କ…
ସରକାରୀ ସହାୟତା ଯୋଗାଇବା ନାଁରେ ଦଲାଲ ଠକି ନେଇଥିଲେ ଟଙ୍କା , ଥାନାରେ ଫେରାଇ…
ରିଷିଡ଼ା,୧୦ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଜନୈକ ମହିଳାଙ୍କଠାରୁ ଓ ବିଭିନ୍ନ ଅଞ୍ଚଳର ଲୋକମାନଙ୍କଠୁ ସରକାରୀ ସହାୟତା ଯୋଗାଇ ଦେବା ନାମରେ ପୌରକେଲା ଗ୍ରାମର ହଜାରୁ ଦଣ୍ତସେନା ନାମକ ଜଣେ ବ୍ୟକ୍ତି ଟଙ୍କା ଠକି ନେଇଥିଲେ। ଏବିଷୟରେ କେସିଙ୍ଗା ସିଡିପିଓ…
ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନକୁ ୧୦ ବର୍ଷ ପୂର୍ତ୍ତି: ଗର୍ଭବତୀ ମହିଳାଙ୍କୁ ମାଗଣାରେ ଚିକିତ୍ସା
କେସିଙ୍ଗା,୧୦।୬( ତୁମେଶ୍ୱର ସାହୁ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦାରା ଗର୍ଭବତୀ ମହିଳା ଙ୍କନିରାପଦ ମାତୃତ୍ୱ ପ୍ରୋତ୍ସାହିତ ପାଇଁ ଗତ ୨୦୧୬ରେ ଆରମ୍ଭ କରାଯାଇଥିବା ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନକୁ ମଙ୍ଗଳବାର ୧୦ ବର୍ଷ ପୂର୍ତ୍ତି ହୋଇଛି। ଏହି ଉପଲକ୍ଷେ କେସିଙ୍ଗା ଗୋଷ୍ଠୀ…
ରାସ୍ତା ପାର୍ଶ୍ୱରେ ଛିଡା ହୋଇଥିଲେ ୨ ଡ୍ରାଇଭର, ଧକ୍କାଦେଲେ କ୍ୟାଣ୍ଟର: ଆଉ ତା’ପରେ…
କେସିଙ୍ଗା,୧୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଖଜୁରପଡା ଗ୍ରାମ ନିକଟସ୍ଥ ଜାତୀୟ ରାଜପଥ ୨୬ରେ ଦୁଇ ଜଣ ଡ୍ରାଇଭରଙ୍କୁ ଏକ କ୍ୟାଣ୍ଟର ବୁଧବାର ସକାଳ ସାଢ଼େ ତିନି ଘଣ୍ଟା ସମୟରେ ଧକ୍କା ଦେବାରୁ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଖଜୁରପଡା ପଡା…
ଗ୍ୟାସ୍ ସିଲିଣ୍ଡର ଲିକେଜ୍! କାଦୋବେଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୩ ବଖରା ଘର, ସର୍ବସ୍ୱ ହରାଇଲା…
ଥୁଆମୂଳ ରାମପୁର, ୯।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ପଞ୍ଚାୟତର କାଦୋବେଡା ଗ୍ରାମରେ ସୋମବାର ସମୟରେ ଏକ ସଂଘାତିକ ଅଗ୍ନିକାଣ୍ଡ ଘଟିଯାଇଛି। ଗ୍ୟାସ ସିଲିଣ୍ଡର ଲିକେଜ୍ ଯୋଗୁ ଏହି ଦୁର୍ଘଟଣା ଘଟିଥିବା ନେଇ ଅଗ୍ନିଶମ ବିଭାଗ…
ଭବାନୀପାଟଣାରେ ଯୁବକଙ୍କୁ ଛୁରାମାଡ଼: ଗୁରୁତର ଅବସ୍ଥାରେ ବୁର୍ଲାରେ ଭର୍ତ୍ତିି
ଭବାନୀପାଟଣା,୮।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଶବରପଡ଼ାରେ ରବିବାର ରାତିରେ ଜଣେ ଯୁବକଙ୍କୁ ଛୁରାମାଡ଼ ହୋଇଛି। ଯୁବକଙ୍କ ନାମ ଶିବ ପ୍ରସାଦ ନାଏକ (୨୫)ବୋଲି ଜଣାପଡିଛି। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଭବାନୀପାଟଣା ସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟ ଓ…
ଭିଜିଲାନ୍ସ ହାବୁଡ଼ରେ ପଡିଗଲେ ମନରେଗା ସହାୟିକା, ବିଲ୍ କରାଇ ଦେବା କହି ନେଉଥିଲେ ଏତେ ଟଙ୍କା ଲାଞ୍ଚ
ଭବାନୀପାଟଣା,୮।୬(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜଳବିଭାଜିକା ବିଭାଗର କର୍ମଚାରୀ ତଥା ମନରେଗା ସହାୟିକା ପ୍ରିୟଙ୍କା ଜେନା। ଫାର୍ମ ପଣ୍ଡ କାମରେ ବିଲ୍ କରାଇ ଦେବା ନେଇ ଜଣେ ହିତାଧିକାରୀଙ୍କ ଠାରୁ ଭବାନୀପାଟଣା ଇରିଗେସନ କଲୋନୀ ଛକ ନିକଟରେ ୩୫…
ଏସଆଇଆର ସଚେତନତା, ଦେଢ଼ କିଲୋମିଟର ପଦଯାତ୍ରା କଲେ ଉପଜିଲାପାଳ
କେସିଙ୍ଗା,୮।୬(ତୁମେଶ୍ୱର ସାହୁ): ରାଜ୍ୟରେ ସ୍ଵତନ୍ତ୍ର ସଘନ ସଂଶୋଧନ(ଏସ ଆଇ ଆର)୨୦୨୬ ଯୋଗ୍ୟ ଭୋଟରମାନଙ୍କ ନାମ ଯେମିତି ନ କଟିବ ସେଥିପାଇଁ କଳାହାଣ୍ଡି ଉପ ଜିଲାପାଳଙ୍କ ନିଆରା ପ୍ରୟାସ ଦେଖିବାକୁ ମିଳିଛି । ପ୍ରଭାତ କୁମାର ପରିଡାଙ୍କ ନେତୃତ୍ୱରେ କେସିଙ୍ଗା ସହରର ବଲାଙ୍ଗିର…
ମୁକୁଳା ୧୧ କେଭି ଟ୍ରାନ୍ସଫର୍ମର ସାଙ୍ଗକୁ ଗଭୀର ଗର୍ତ୍ତ: ବଡ଼ ଅଘଟଣ ଆଶଙ୍କାରେ ଧୁଲିଗୁଡ଼ା ଗ୍ରାମବାସୀ
ଥୁଆମୂଳ ରାମପୁର,୭।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କାଣୀଗୁମା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଧୁଲିଗୁଡ଼ା (ମାନିଆଁଗୁଡ଼ା) ଠାରେ ବିଦ୍ୟୁତ ବିଭାଗର ଅବହେଳା ଦେଖିବାକୁ ମିଳିଛି । ଥୁଆମୂଳ ରାମପୁର-ଭବାନୀପାଟଣା ମୁଖ୍ୟ ରାସ୍ତା କଡ଼ରେ ଥିବା ଏକ ଆବାସିକ ଗୃହ ନିକଟରେ…

