କଳାହାଣ୍ଡି

ସ୍ବାମୀ କାଠ ମିସ୍ତ୍ରୀ, ସ୍ତ୍ରୀ ହେଲେ OAS; ସଫଳତା ପରେ କହିଲେ- ‘ଗରିବଙ୍କ ସେବା କରିବି’

କେସିଙ୍ଗା,୪।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଜଣେ କାଠ ମିସ୍ତ୍ରୀଙ୍କ ପତ୍ନୀ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ପରୀକ୍ଷାରେ କୃତକାର୍ଯ୍ୟ ହୋଇ ସଫଳତାର ଶୀର୍ଷକୁ ଛୁଇଁଛନ୍ତି। ତାଙ୍କର ଏହି ସଫଳତା ପାଇଁ ସମଗ୍ର ଜିଲାରୁ ପ୍ରଶଂସାର ସୁଅ ଛୁଟୁଛି। ବିଭିନ୍ନ…

ଲାଞ୍ଜିଗଡ ଅଞ୍ଚଳରେ ଦାଦନ ଶ୍ରମିକର ମୃତ୍ୟୁ, ୩ଦିନ ପରେ ଗାଁକୁ ଫେରିଲା ଶବ

ଲାଞ୍ଜିଗଡ,୩।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଅଞ୍ଚଳରେ ଦିନକୁ ଦିନ ଦାଦନ ସମସ୍ୟା ବଢ଼ିବାରେ ଲାଗିଥିବା ବେଳେ ଅନେକ ସମୟରେ ରାଜ୍ୟ ବାହାରେ ଦାଦନଙ୍କ ମୃତ୍ୟୁ ହେଉଛି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମାଳମାଳ ଯୋଜନା ସ୍ୱତ୍ତ୍ବେ…

ଟଙ୍କା ବିବାଦରୁ ବୃଦ୍ଧଙ୍କୁ ଆକ୍ରମଣ; ବୁର୍ଲାରେ ମୃତ୍ୟୁ, ନ୍ୟାୟ ଦାବିରେ ଥାନା ଆଗରେ ଶବ ରଖି ବିକ୍ଷୋଭ

ଥୁଆମୂଳ ରାମପୁର,୩।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ବିରିକୋଟ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ମାତ୍ର ୫୦୦ ଟଙ୍କାର କରଜ ସହ ଜମିବାଡ଼ିକୁ କେନ୍ଦ୍ର କରି ଜଣେ ୭୬ ବର୍ଷୀୟ ଆଦିବାସୀ ବୃଦ୍ଧଙ୍କୁ ଜାତିଗତ…

୨୬ ବର୍ଷ ମାତୃଭୂମି ସେବା କରି ଜନ୍ମମାଟିକୁ ଫେରିଲେ ସଞ୍ଜିବ, ଧୁମଧାମରେ ସ୍ବାଗତ କଲେ ଗ୍ରାମବାସୀ

କେସିଙ୍ଗା,୩।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଖାସ ବାହାଲ ଗ୍ରାମର ସଞ୍ଜୀବ କୁମାର ଭୋଇ ଦୀର୍ଘ ୨୬ବର୍ଷ କାଳ ସି.ଆର.ପି.ଏଫ.ଇନ୍ସପେକ୍ଟର ଭାବେ ସୀମାସୁରକ୍ଷା ଦେଇ ଆସୁଥିଲେ। ଶେଷରେ ସେନାରୁ ଅବସର ନେଇ ନିଜ ଜନ୍ମମାଟିକୁ ଫେରିଛନ୍ତି ବୀର ଯବାନ…

ଯୁବତୀଙ୍କୁ ଲଜ୍‌ରେ ସିନ୍ଦୂର ପିନ୍ଧାଇ ବିବାହ କରିଥିଲେ ଯୁବକ, ଶାରୀରିକ ସମ୍ପର୍କ ରଖିବା ପରେ…

ରିଷିଡ଼ା,୩ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ମ.ରାମପୁର ଥାନା ଅନ୍ତର୍ଗତ ରିଷିଡ଼ା ଫାଣ୍ଡି ଅଞ୍ଚଳର ଜଣେ କଲେଜ ପଢୁଆ ଯୁବକ ଜଣେ ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ଶାରୀରିକ ସମ୍ପର୍କ ରଖିବା ପରେ ଏବେ ପ୍ରତାରଣା କରିଥିବା ଅଭିଯୋଗ ହୋଇଛି। ଅଭିଯୋଗ ଆଧାରରେ…

ରବି ଧାନ ଉଠାଣକୁ ନେଇ ବିବାଦ: ଜିଲାପାଳ-ଏମ୍‌ପିଙ୍କୁ ରାଇସ୍ ମିଲର୍ସ ଆସୋସିଏସନର ଦାବି, ୪ରୁ ଅନିର୍ଦ୍ଦିଷ୍ଟ କାଳ ଯାଏ ଧର୍ମଘଟ

କେସିଙ୍ଗା, ୨।୫(ତୁମେଶ୍ୱର ସାହୁ): ରବି ଧାନ ଉଠାଣ ଏବଂ ସିଏମ୍‌ଆର୍ ବିତରଣକୁ ନେଇ ଓଡ଼ିଶାରେ ଏକ ବଡ଼ ସଙ୍କଟ ସୃଷ୍ଟି ହେବାକୁ ଯାଉଛି। ନିଜର ୯ ଦଫା ଦାବି ପୂରଣ ନେଇ ସରକାରୀ ସ୍ତରରେ କୌଣସି ସକରାତ୍ମକ ପଦକ୍ଷେପ ନିଆଯାଉ ନଥିବାରୁ…

କମରାଘାଟ ଗ୍ରାମରେ ମନରେଗା ଦୁର୍ନୀତି: ରାସ୍ତା କାମ ଶୂନ, କାଗଜପତ୍ରରେ ବିଲ୍ ପାସ୍‌; ଲକ୍ଷ ଲକ୍ଷ ଟଙ୍କା ହରିଲୁଟ୍‌ !

ଥୁଆମୂଳ ରାମପୁର, ୨ା୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବାଗଡ଼ିଆଣି ଗ୍ରାମପଞ୍ଚାୟତ ଅନ୍ତର୍ଗତ କମରାଘାଟ ଗ୍ରାମରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା କାର୍ଯ୍ୟାନ୍ୱୟନରେ ବ୍ୟାପକ ଅନିୟମିତତା ହୋଇଥିବା ଖବର ସାମ୍ନାକୁ ଆସିଛି। ସମ୍ପୃକ୍ତ…

ରାୟଗଡ଼ାରେ ବେଦାନ୍ତ ଓ ଅଦାନୀଙ୍କ ମେଗା ଆଲୁମିନା ପ୍ରକଳ୍ପ: ବକ୍ସାଇଟ୍ ବ୍ଲକ୍ ନିଲାମ ପାଇଁ ବିଜ୍ଞପ୍ତି ପ୍ରକାଶ 

ଥୁଆମୂଳ ରାମପୁର, ୨।୬ (ଦୁର୍ଗା କୀର୍ତ୍ତି): ରାଜ୍ୟ ସରକାରଙ୍କ ଖଣି ବିଭାଗ ପକ୍ଷରୁ କଳାହାଣ୍ଡିର କାର୍ଲାପାଟ ବକ୍ସାଇଟ୍ ବ୍ଲକ୍ ସମେତ ବିଭିନ୍ନ ଖଣିଜ ଅଞ୍ଚଳର ଇ-ନିଲାମ ପ୍ରକ୍ରିୟା ଜୁନ୍ ୧ରୁ ଆରମ୍ଭ ହୋଇଛି। ଏଥିସହ ବେଦାନ୍ତର ସିଜିମାଲି ଓ ଅଦାନୀ ଗ୍ରୁପ୍‌ର…

ବିଭିନ୍ନ ଜିଲାର ମହିଳା ସେଲ ସଭାନେତ୍ରୀଙ୍କ ନାମ ଘୋଷଣା କଲା କଂଗ୍ରେସ: ପ୍ରଗତି ନାୟକ କଳାହାଣ୍ଡି କଂଗ୍ରେସ ମହିଳା ସଭାନେତ୍ରୀ

ଭବାନୀପାଟଣା,୨।୬(ଉତ୍ତମ କୁମାର ଦାଶ): ଓଡ଼ିଶା ପ୍ରଦେଶ କଂଗ୍ରେସ ମହିଳା ସଭାନେତ୍ରୀ ମିନାକ୍ଷୀ ବାହିନୀପତି ରାଜ୍ୟର ବିଭିନ୍ନ ଜିଲାର ମହିଳା ସେଲ ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ କଳାହାଣ୍ଡି ଜିଲା ପାଇଁ କଂଗ୍ରେସ ମହିଳା ସେଲ ସଭାନେତ୍ରୀ ଭାବେ ପ୍ରଗତି…

ମଣ୍ଡିରୁ ଉଠୁନି ଧାନ,ଚାଷୀଙ୍କ ରାସ୍ତାରୋକୋ: ଅଟକି ରହିଛି ଶହ ଶହ ଯାନବାହନ

ଭବାନୀପାଟଣା,୨।୬(ଉତ୍ତମ କୁମାର ଦାଶ):ଧାନ ବିକ୍ରି ପ୍ରକ୍ରିୟାରେ ଅନିୟମିତତାକୁ ନେଇ ମଙ୍ଗଳବାର ସକାଳୁ କଳାହାଣ୍ଡି ଜିଲା ମୋଟର -ଜୟପାଟଣା ମୁଖ୍ୟ ରାସ୍ତା ବଡକୁଟରୁ ଛକ ନିକଟରେ ସ୍ଥାନୀୟ ଚାଷୀ ରାସ୍ତାରୋକୋ କରିଛନ୍ତି।ଜିଲାର କଲମପୁର ବ୍ଲକ ଅନ୍ତର୍ଗତ ବଡ଼କୂଟରୁ ସମବାୟ ସମିତିର ଚାଷୀମାନଙ୍କ ଧାନ…

ଏବିଇଓ ଭାବେ ଦାୟିତ୍ୱ ନେଲେ ଶ୍ରୀମନ୍ତ ଧରୁଆ, ବିଭିନ୍ନ ଶିକ୍ଷକ ସଂଘ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା

କୋକସରା,୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡଙ୍ଗରୀଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଶ୍ରୀମନ୍ତ ଧରୁଆଙ୍କୁ ସୋମବାର କୋକସରା ଏବିଇଓ ଭାବେ କାର୍ଯ୍ୟଭାର ଦିଆଯାଇଛି। ଏହି ଅବସରରେ କୋକସରା ବ୍ଳକ ଶିକ୍ଷକ ସଂଘ ପକ୍ଷରୁ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ସ୍ନାତକ ପରୀକ୍ଷାଫଳ ପ୍ରକାଶ: ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ୩ ଛାତ୍ରୀ

ଭବାନୀପାଟଣା ୧।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ଶେଷ ବର୍ଷ ସ୍ନାତକ ପରୀକ୍ଷାର ଫଳାଫଳ ପ୍ରକାଶ ପାଇଛି। ଏହି ଫଳାଫଳରେ ଭବାନୀପାଟଣା ସହର ନିକଟସ୍ଥ ପ୍ରଗତି ମହାବିଦ୍ୟାଳୟ ସଫଳତା ହାସଲ କରିଛି। ଚଳିତ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?