ବାଟରେ ରୋଗୀଙ୍କ ମୃତ୍ୟୁ ହୋଇଯିବାରୁ ଜଙ୍ଗଲ ରାସ୍ତାରେ ଓହ୍ଲାଇ ପଳାଇଲେ ବୋଲେରୋ ଚାଳକ, ମୃତ ସ୍ବାମୀଙ୍କୁ ଜଗିରହିଲେ ବୃଦ୍ଧା
ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): ସମାଜରୁ ହଜିଯାଉଛି ମାନବିକତା, ମଣିଷ ମନରୁ ଦୟାଭାବ କ୍ଷୁର୍ଣ୍ଣ ହେବାରେ ଲାଗିଛି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର- ଭବାନୀପାଟଣା ରାସ୍ତା କିଆପଦର ଛକ ନିକଟସ୍ଥ ତେନ୍ତୁଳିପଦର ଛକ ଜଙ୍ଗଲରୁ ସୋମବାର ଏକ ହୃଦୟବିଦାରକ ଘଟଣା…
ଜୋର ଧରିଲା ‘ମାଳି ସୁରକ୍ଷା ଆନ୍ଦୋଳନ’: ଖଣି ଖନନ ବିରୋଧରେ ଏକଜୁଟ ହେଲେ ଆଦିବାସୀ, କହିଲେ ଆମକୁ ଭତ୍ତା ନୁହଁ…
ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ‘ମାଆ, ମାଟି ଓ ମାଳି’ର ସୁରକ୍ଷା ପାଇଁ ଚାଲିଥିବା ଗଣ-ଆନ୍ଦୋଳନ ଏବେ ତୀବ୍ର ହେବାରେ ଲାଗିଛି। ସ୍ଥାନୀୟ କେରପାଇ, ନାକରୁଣ୍ଡି, ତଲାମପଦର ଏବଂ ସିଲେଟ ପଞ୍ଚାୟତରେ ଖଣି…
ହରିହରପୁର ଗ୍ରାମରେ ପାନୀୟ ଜଳ ସମସ୍ୟା, ରାସ୍ତା ଅବରୋଧ କଲେ ହରିହରପୁର ହରିଜନ ପଡାର ମହିଳା
ଲାଞ୍ଜିଗଡ଼,୧।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଚମ୍ପାଦେଇପୁର ପଞ୍ଚାୟତ ହରିହରପୁର ଗ୍ରାମର ହରିଜନ ପଡାରେ ଜଳସଙ୍କଟ ଦେଖାଦେଇଛି । ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ୪୫ ଡିଗ୍ରୀ ତାପମାତ୍ରା ରହୁଥିବା ବେଳେ ପାଣି ସମସ୍ୟା ପଡାବାସୀଙ୍କୁ ହନ୍ତସନ୍ତ କରୁଛି । ପଡାର…
ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ, ମେଡିକାଲରୁ ଡିସ୍ଚାର୍ଜ ପରେ…
ଭବାନୀପାଟଣା,୧।୬(ଉତ୍ତମ କୁମାର ଦାଶ): ଚିକିତ୍ସା ଅବହେଳାରୁ ମହିଳା ରୋଗୀଙ୍କ ମୃତ୍ୟୁ ହୋଇଛି। ଏଭଳି ଅଭିଯୋଗ କଳାହାଣ୍ଡି ଜିଲା ମୁଖ୍ୟ ମେଡିକାଲରୁ ଆସିଛି। ଶନିବାର ଜିଲାର ନର୍ଲା ଥାନା ଅନ୍ତର୍ଗତ ସରିଆ ଗାଁର ୫୫ ବର୍ଷୀୟ ସ୍ନେହଲତା ବାହିନୀପତିଙ୍କ ଚିକିତ୍ସା ଅବହେଳାରୁ ମୃତ୍ୟୁ…
ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ
କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର ଆମପାଣି ଘାଟି ବିରିମୁହାଣ ଛକ ନିକଟରେ ଶନିବାର ବିଳମ୍ବିତ ରାତିରେ ଏକ ଟ୍ରଲର…
କେସିଙ୍ଗାରେ ଦଶମ-ଦ୍ୱାଦଶ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା
କେସିଙ୍ଗା,୩୧ା୫(ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଯୋଲକୋ ସ୍ଥିତ ବୌଦ୍ଧ ମଣ୍ଡପ ଠାରେ ଚଳିତ ଦଶମ ଓ ଦ୍ୱାଦଶ ପରୀକ୍ଷାରେ ୮୦ ପ୍ରତିଶତରୁ ଉର୍ଦ୍ଧ୍ବ ମାର୍କ ରଖିଥିବା ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ଅନୁସୂଚିତ ଜାତି ବିକାଶ…
ବିକାଶ ଇନଷ୍ଟିଟ୍ୟୁଟ୍ ଅଫ୍ ଆଇଟି ଆଣ୍ଡ ମ୍ୟାନେଜମେଣ୍ଟ: ବିବିଏରେ ଗୁନଗୁନ, ବିସିଏରେ ସଲୋନୀ ଟପ୍ପର…
ଭବାନୀପାଟଣା,୩୦।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ବିକାଶ ଇନଷ୍ଟିଟ୍ୟୁଟ୍ ଅଫ୍ ଆଇଟି ଆଣ୍ଡ ମ୍ୟାନେଜମେଣ୍ଟ ପୁଣିଥରେ ଉତ୍କୃଷ୍ଟ ଶିକ୍ଷାଗତ ସଫଳତା ହାସଲ କରିଛି। ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ସଦ୍ୟ ପ୍ରକାଶିତ ସ୍ନାତକ ପରୀକ୍ଷା ଫଳାଫଳରେ ଅନୁଷ୍ଠାନର ଛାତ୍ରୀ ଗୁନଗୁନ ପ୍ରିୟଦର୍ଶିନୀ…
ବାଇକ୍ ଦୁର୍ଘଟଣାରେ ଯୁବକ ରକ୍ତ ଜୁଡ଼ୁବୁଡ଼ୁ: ମିଳିଲାନି ଆମ୍ବୁଲାନ୍ସ, ମୋବାଇଲ ଟର୍ଚ୍ଚ ଆଲୁଅରେ ହେଲା ଷ୍ଟିଚ୍!
ଥୁଆମୂଳ ରାମପୁର, ୩୦।୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୋଷାବରା ସ୍ଥିତ ହେଲୋ ପଏଣ୍ଟ (ନାଏକପଡ଼ା) ଛକ ନିକଟରେ ଶନିବାର ମଧ୍ୟାହ୍ନ ପ୍ରାୟ ୧୨ଟା ୫୫ ମିନିଟ ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଏକ…
କାଳବୈଶାଖୀର କରାଳ ରୂପ: ଭାଙ୍ଗିଗଲା ଦାଦନ ଶ୍ରମିକର ସପ୍ନର ଘର, ହାର୍ଡଖୁର୍ସି ଗ୍ରାମରେ ଏକାଧିକ ପରିବାର ବାସହୀନ
ଥୁଆମୂଳ ରାମପୁର, ୩୦।୫ (ଦୁର୍ଗା କୀର୍ତ୍ତି):ଦୁଃଖ ଉପରେ ଦୁଃଖ। ବିଧାତାଙ୍କ ବିଚିତ୍ର ଲୀଳା ଆଗରେ ହାର ମାନିଛି ଗରିବ ପରିବାର। କେରଳ ରାଜ୍ୟକୁ ଦାଦନ ଖଟିବାକୁ ଯାଇ ରକ୍ତକୁ ପାଣି କରି ରୋଜଗାର କରିଥିବା ଅର୍ଥରେ ମୁଣ୍ଡ ଗୁଞ୍ଜିବା ପାଇଁ ଗଢ଼ିଥିବା…
ଚଳନ୍ତା କୋଇଲା ଟ୍ରେନରେ ନିଆଁ
କେସିଙ୍ଗା, ୨୯।୫ (ତୁମେଶ୍ୱର ସାହୁ): କୋଇଲା ବୋଝେଇ ଏକ ମାଲଗାଡ଼ି ଟ୍ରେନରେ ନିଆଁ ଲାଗିଥିବା ଦେଖିବାକୁ ମିଳିଛି। ଟ୍ରେନଟି ବିଶାଖାପଟ୍ଟଣମରୁ କେସିଙ୍ଗା ହୋଇ ଭିଳାଇ ଅଭିମୁଖେ ଯାଉଥିବା ବେଳେ କେସିଙ୍ଗା ଷ୍ଟେଶନ ନିକଟରେ ପ୍ରାୟ ୭ରୁ ୮ଟି କୋଇଲା ବୋଝେଇ ବଗିରେ…
ପ୍ରଶାସନ ଫେଲ୍, ସାହାରା ସାଜିଲା କମ୍ପାନୀ: ଥୁଆମୂଳ ରାମପୁରରେ ତାତି ବଢ଼ୁଛି, ଜଳଛତ୍ର ନାହିଁ
ଥୁଆମୂଳରାମପୁର,୨୯।୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକରେ ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ଅସହ୍ୟ ହେବାରେ ଲାଗିଛି। ତାପମାତ୍ରା ୩୮ ଡିଗ୍ରୀ ସେଲସିଅସରୁ ବୃଦ୍ଧି ପାଇ ୪୫ ଡିଗ୍ରୀ ସେଲସିଅସ ପର୍ଯ୍ୟନ୍ତ ପହଞ୍ଚୁଥିବା ସତ୍ତ୍ୱେ ପ୍ରଶାସନ ପକ୍ଷରୁ ସତର୍କତା କିମ୍ବା ଜଳଛତ୍ର…
ଅଘୋଷିତ ବିଦ୍ୟୁତ କାଟରେ ଅସହ୍ୟ ଲାଞ୍ଜିଗଡ ଗ୍ରାମବାସୀ: ଗ୍ରିଡ୍ରେ ତାଲା ପକାଇ ଧାରଣା, ଟାଟା ପାୱାର ଯନ୍ତ୍ରୀଙ୍କ ସହ ଆଲୋଚନା
ଲାଞ୍ଜିଗଡ, ୨୯।୫ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ ବ୍ଲକ ଅଞ୍ଚଳବାସୀ ଶୁକ୍ରବାର ଲାଞ୍ଜିଗଡ ଟାଟା ପାୱାର ବିଦ୍ୟୁତ ଗ୍ରିଡ୍ରେ ତାଲା ପକାଇ ଧାରଣାରେ ବସିଥିଲେ। ସୂଚନାନୁସାରେ, ଲାଞ୍ଜିଗଡରେ ଗ୍ରୀଷ୍ମ ପ୍ରବାହ ତୀବ୍ର ରୂପ ଧାରଣ କରିଥିବାବେଳେ ତାପମାତ୍ରା ୪୫…

