ସ୍ବାମୀଙ୍କ ମୃତ୍ୟୁଖବର ଶୁଣି ହାଇଓ୍ବା ଆଗକୁ ଡେଇଁପଡ଼ିଲେ ସ୍ତ୍ରୀ: ଆଉ ତା’ପରେ…
ଝାରସୁଗୁଡ଼ା/ଲୋଇସିଂହା, ୮ା୭ (ଆଶିଷ ରଞ୍ଜନ ଦାଶ/ ସୁଶାନ୍ତ ବାରିକ):ବିବାହ ବେଦୀରେ ସାତଜନ୍ମର ସାଥୀ ହୋଇ ବାଟ ଚାଲିବା ପାଇଁ ନିଷ୍ପତ୍ତି ନେଇଥିଲେ। ହେଲେ ସ୍ବାମୀଙ୍କ ଆକସ୍ମିକ ମୃତ୍ୟୁଖବର ଶୁଣିବା ପରେ ନିଜକୁ ଅସହାୟ ମନେକରି ଦୁଃଖରେ ଭାଙ୍ଗିପଡ଼ିଲେ। ଶେଷରେ କିଛି ନିଷ୍ପତ୍ତି…
ଲଗାଣ ବର୍ଷାରେ ଉଜୁଡ଼ିଲା କପାଚାଷ: ଚାଷଜମି ଜଳମଗ୍ନ
ଅମରପାଲି,୮ା୭(ପୀତାମ୍ବର ସାହୁ):ଲଘୁଚାପଜନିତ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର କପାଚାଷୀଙ୍କ ପାଇଁ ବଡ଼ ବିପର୍ଯ୍ୟୟ ଆଣିଛି। ଜୁନରେ ବର୍ଷା ନ ଥିବା ବେଳେ ଜୁଲାଇ ଆରମ୍ଭରେ ବର୍ଷା ହେବା ପରେ ଚାଷୀମାନେ ତରବରିଆ ଭାବେ ଜମି ପ୍ରସ୍ତୁତ କରି କପା…
ଭଙ୍ଗା ଦଦରା ଘରେ ବିତୁଛି ଦିନ: ଆବାସ ଯୋଜନାରୁ ବଞ୍ଚିତ ଦମ୍ପତି
ଲୋଇସିଂହା,୮।୭(ସୁଶାନ୍ତ ବାରିକ):ସମାଜର ତଳ ସ୍ତରର ଲୋକଙ୍କୁ ସରକାରୀ ଯୋଜନାରେ ପ୍ରାଥମିକତା ଦେବାକୁ ସରକାର ଗୁରୁତ୍ୱାରୋପ କରୁଛନ୍ତି। କିନ୍ତୁ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ବାଟବଣା ହୋଇଥିବା ଅଭିଯୋଗ ହୋଇଛି। ବାଦିବାହାଲ ପଞ୍ଚାୟତ ଅଗଲାପାଲି ଗାଁର ଧନମାଳୀ ସାହୁ…
ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ
ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର ଜଣେ ମେଟ୍ରନ୍ ଏବଂ ଦୁଇ ଜଣ ଏଲସିସିଏ (LCCA) ମହିଳା କର୍ମଚାରୀଙ୍କୁ ପ୍ରଧାନ…
ଉତ୍କଳ ଆଲୁମିନା CSR ପ୍ରତାରଣା ଅଭିଯୋଗ: ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ଘେରାଉ କଲେ ଶତାଧିକ ଖଣି ପ୍ରଭାବିତ ଅଞ୍ଚଳବାସୀ
ଥୁଆମୂଳ ରାମପୁର, ୭।୭ (ଦୁର୍ଗା କୀର୍ତ୍ତି): ଉତ୍କଳ ଆଲୁମିନା କମ୍ପାନୀର ସାମାଜିକ ଦାୟିତ୍ୱବୋଧ (CSR) କାର୍ଯ୍ୟକ୍ରମରେ ବ୍ୟାପକ ଅନିୟମିତତା ଓ ପ୍ରତିଶ୍ରୁତି ଖିଲାପ ପ୍ରତିବାଦରେ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟଠାରେ ଏକ ବିଶାଳ ଗଣଘେରାଉ ଅନୁଷ୍ଠିତ ହୋଇଯାଇଛି।…
ବୋର୍ଡ଼ା ଅଞ୍ଚଳରେ ଚାଞ୍ଚଲ୍ୟ: ଘରେ ଶୋଇଥିବା ବେଳେ କଳାକାନା ବୁଲାଇଲେ ଚୋର, ଲକ୍ଷାଧିକ ଟଙ୍କା ସହ ସୁନା-ରୁପା ଅଳଙ୍କାର ଲୁଟ୍
ଭବାନୀପାଟଣା,୭।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ବୋର୍ଡ଼ା ଫାଣ୍ଡି ଅନ୍ତର୍ଗତ କରଲାପିଠା ଗ୍ରାମରେ ଏକ ବଡ଼ଧରଣର ଚୋରି ଘଟଣା ସାମ୍ନାକୁ ଆସିଛି। ସୋମବାର ବିଳମ୍ବିତ ରାତି ପ୍ରାୟ ୧ଟା ସମୟରେ ଗ୍ରାମର ପାର୍ଥବ ସାହୁଙ୍କ ଘରୁ ନଗଦ ୨ ଲକ୍ଷ ପଚାଶ…
ପୁରୀ-କୋରାପୁଟ ସ୍ପେସିଆଲ୍ ଟ୍ରେନକୁ କେସିଙ୍ଗାରେ ସ୍ବାଗତ: ରହଣି ସମୟ ପରିବର୍ତ୍ତନ ପାଇଁ ଦାବି
କେସିଙ୍ଗା, ୭।୭( ତୁମେଶ୍ୱର ସାହୁ): ଶ୍ରୀକ୍ଷେତ୍ର ପୁରୀ-ଶାବର କ୍ଷେତ୍ର କୋରାପୁଟ ସ୍ପେସିଆଲ୍ ଏକ୍ସପ୍ରେସ ଟ୍ରେନ (ନଂ .୧୮୪୦୮)କୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନ ବୈଷ୍ଣବ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗତ ସୋମବାର ପୂର୍ବାହ୍ନ ୧ଟାରେ ପୁରୀ ରେଲୱେ ଷ୍ଟେଶନରୁ ଗ୍ରୀନ…
୭୭ ବନ ମହୋତ୍ସବ ପାଳିତ:ବିଭିନ୍ନ କିସମର ବୃକ୍ଷରୋପଣ
କର୍ଲାମୁଣ୍ଡା,୭।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁଶୁର୍ଲା ଅମର ଯୁକ୍ତତିନି ମହାବିଦ୍ୟାଳୟ ଓ କେସିଙ୍ଗା ବନ ବିଭଗ ମିଳିତ ଉଦ୍ୟମରେ ମହାବିଦ୍ୟାଳୟ ପରିସରରେ ସୋମବାର ୭୭ତମ ବନ ମହୋତ୍ସବ ପାଳନ ହୋଇଯାଇଛି। ଏହି ଅବସରରେ ବିଭିନ୍ନ କିସମର ବୃକ୍ଷ ରୋପଣ…
ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର
ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ ମଧ୍ୟ ରାଜ୍ୟରେ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ଗତ ୨ ଦିନ…
ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍ ଗଲେ ଅଭିଯୁକ୍ତ
ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବା ପରେ ଅଭିଯୁକ୍ତଙ୍କୁ…
ଭାଜପାରେ ମିଶିଲେ କର୍ଲାମୁଣ୍ଡା ବ୍ଲକର ୩ ମହିଳା ସରପଞ୍ଚ
କର୍ଲାମୁଣ୍ଡା,୬ା୭ (ପ୍ରଦୀପ କୁମାର ସାହୁ): ଭବାନୀପାଟଣାଠାରେ ଭାଜପା ପକ୍ଷରୁ ଆୟୋଜିତ ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କ ୧୨୫ ତମ ଜୟନ୍ତୀ ସମାରୋହ ଅବସରରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାର ବହୁ ସରପଞ୍ଚ, ସମିତି ସଭ୍ୟ, ବରିଷ୍ଠ ନେତା ଭାଜପାରେ…
ନୂତନ ବ୍ଲକ ଶିକ୍ଷା ଅଧିକାରିଣୀଙ୍କ ବିଭିନ୍ନ ସ୍କୁଲ ପରିଦର୍ଶନ
କର୍ଲାମୁଣ୍ଡା,୬।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକ ନୂତନ ଭାବେ କର୍ଲାମୁଣ୍ଡା ବ୍ଲକରେ ଶୁକ୍ରବାର ଯୋଗଦେବା ପରେ ସେ ପ୍ରଥମ ଥର ପାଇଁ ବିଭିନ୍ନ ବିଦ୍ୟାଳୟ ଗୁଡିକୁ ପରିଦର୍ଶନ କରୁଥିବା ଦେଖିବାକୁ ମିଳିଛି। ଏହି…

