ଥୁଆମୂଳ ରାମପୁର ଥାନା ଏସ୍ଆଇଙ୍କ ମେଡିକାଲରେ ଚିକିତ୍ସା ଅବହେଳା ନେଇ ତୀବ୍ର ଅସନ୍ତୋଷ, କ୍ୱାର୍ଟର୍ସରେ ଶୋଇଥିଲେ ଡାକ୍ତର-ନର୍ସ, ଚାଲିଗଲା ଜୀବନ
ଥୁଆମୂଳ ରାମପୁର, ୨୩।୫ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନାରେ କାର୍ଯ୍ୟରତ ଏସ୍ଆଇ ଭାସ୍କର ଖୋସ୍ଲାଙ୍କର (୫୬) ଗତକାଲି ବିଳମ୍ବିତ ରାତିରେ ଅକାଳ ପରଲୋକ ଘଟିଛି। ରାତ୍ରିକାଳୀନ ଜରୁରୀ ଚିକିତ୍ସାରେ ଚରମ ଅବହେଳା ଯୋଗୁଁ ତାଙ୍କର ମୃତ୍ୟୁ…
ଆମ୍ବ ଗୋଟାଇବା ଲାଗି ତୋଟାକୁ ଯାଇଥିଲେ ନାବାଳକ, ହଠାତ୍ ହେଲା ବଜ୍ରପାତ, ଆଉ ତା’ ପରେ…
ଲାଞ୍ଜିଗଡ଼,୨୩ା୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଲାଞ୍ଜି ପଞ୍ଚାୟତ ଅନ୍ତର୍ଗତ ଜଙ୍ଗେରଗୁଡା ଗ୍ରାମର ଜଣେ ନାବାଳକର ବଜ୍ରାଘାତରେ ଶୁକ୍ରବାର ଅପରାହ୍ନରେ ମୃତ୍ୟୁ ଘଟିଛି। ମୃତ ନାବାଳକ ଜଣକ ହେଲେ ପ୍ରଶାନ୍ତ ମାଝୀ (୧୬) ଅଟେ। ସୂଚନାନୁସାରେ,…
ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ
ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍ ବର୍ଷାପବନ ଯୋଗୁ ଟୁରି ଭେଜିଗୁଡା ଗ୍ରାମର ପଟାଦେଈ ମାଝୀ, ଲାଲୁ ମାଝୀ, ଜଗଦୀଶ ମାଝୀ,…
ଥୁଆମୂଳ ରାମପୁରରେ ଜନ ଭାଗୀଦାରି ଅଭିଯାନ
ଥୁଆମୂଳ ରାମପୁର, ୨୧ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକରେ ଭାରତ ସରକାରଙ୍କ ଜନଜାତି ମନ୍ତ୍ରଣାଳୟ ପକ୍ଷରୁ ‘ଜନ ଭାଗୀଦାରି: ସବ୍ସେ ଦୂର, ସବ୍ସେ ପହେଲେ’ କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଛି। ୨୫ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଅଭିଯାନର ମୂଳ ଉଦ୍ଦେଶ୍ୟ…
କଳାବୈଶାଖୀର ତାଣ୍ଡବ: ଦାରିଙ୍ଗବାଡିରେ ଉପୁଡିଲା ବଡ଼ ବଡ଼ ଗଛ, ଭାଙ୍ଗିଲା ଘର
ଦାରିଙ୍ଗବାଡି, ୨୨।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଏକାଧିକ ସ୍ଥାନରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଗୋପାଳପୁରରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର କିରିକୁଟି ପଞ୍ଚାୟତର ମୁଣ୍ଡନାଜୁ ନିକଟରେ ବଡ଼…
ଥୁଆମୂଳ ରାମପୁରରେ ତୈଳ ସଙ୍କଟ: ପମ୍ପ ବନ୍ଦ, ‘ଲୋକ ଦେଖି’ ତେଲ ବଣ୍ଟନ ଅଭିଯୋଗ; ବାସ୍ତବତାକୁ ଏଡ଼ାଇ ସବୁ ସ୍ୱାଭାବିକ ଥିବା….
ଥୁଆମୂଳ ରାମପୁର, ୨୨/୦୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ସ୍ତରରେ ଇରାନ-ଆମେରିକା ଯୁଦ୍ଧକାଳୀନ ସ୍ଥିତି ଯୋଗୁ ସୁଦୂର ଗ୍ରାମାଞ୍ଚଳରେ ଇନ୍ଧନ ସଙ୍କଟ ଉଗ୍ର ରୂପ ନେଇଛି। ଆଗକୁ ଏହା ଅଧିକ ଭୟଙ୍କର ହେବା ଆଶଙ୍କାରେ ପ୍ରଧାନମନ୍ତ୍ରୀ…
୨୩ରେ ସମ୍ମାନିତ ହେବେ ୯୦%ରୁ ଅଧିକ ମାର୍କ ରଖିଥିବା ୮୪ ଛାତ୍ରୀଛାତ୍ର, ମୁଖ୍ୟ ଅତିଥି ଭାବେ ଯୋଗ ଦେବେ…
ଭବାନୀପାଟଣା,୨୨।୫(ଉତ୍ତମ କୁମାର ଦାଶ): କଳାହାଣ୍ଡିର ଅଗ୍ରଣୀ ଶିକ୍ଷାନୁଷ୍ଠାନ ପ୍ରଗତି ଅନୁଷ୍ଠାନ ପକ୍ଷରୁ ଆସନ୍ତା ୨୩ ତାରିଖ ଶନିବାର ଭବାନୀପାଟଣା ଟାଉନ ହଲରେ ଭବ୍ୟ ସମ୍ବର୍ଦ୍ଧନା ସଭା ମେଧା ମହୋତ୍ସବ ୨୬ ଆୟୋଜିତ ହେବ। ଏହି କାର୍ଯ୍ୟକ୍ରମରେ ସମ୍ବର୍ଦ୍ଧିତ ହେବେ କଳାହାଣ୍ଡି ଜିଲା…
ଅକାମୀ ହୋଇପଡିଛି ୨୬ ଲକ୍ଷର ପ୍ରୋଜେକ୍ଟ: ଚାଷୀ ହନ୍ତସନ୍ତ
କେସିଙ୍ଗା,୨୨।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା ଗ୍ରାମ ପଞ୍ଚାୟତ ଅଧିନସ୍ଥ ଭମରମାଲ ଗ୍ରାମ ନିକଟରେ ଜଳସେଚନ ପାଇଁ ଗତ ୨୦୨୦-୨୧ରେ ୨୬ ଲକ୍ଷ ୮୨ ହଜାର ବ୍ୟୟ ଅଟକଳରେ ଏକ ପ୍ରୋଜେକ୍ଟ ନିର୍ମାଣ ହୋଇଥିଲା। ନିର୍ମାଣର ଏକ ମାସ…
ଯୁକ୍ତ ଦୁଇ ପରୀକ୍ଷା ଫଳ: ତଥ୍ୟ ମାଗିବାରୁ ସାମ୍ବାଦିକଙ୍କୁ ‘ନାଲି ଆଖି’
ଥୁଆମୂଳ ରାମପୁର,୨୨।୫(ଦୁର୍ଗା କୀର୍ତ୍ତି): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ଦ୍ୱାରା ପରିଚାଳିତ ଚଳିତ ବର୍ଷର ଯୁକ୍ତ ଦୁଇ କଳା ପରୀକ୍ଷା ଫଳ ପ୍ରକାଶ ପାଇବା ପରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଅନୁଷ୍ଠାନରେ ଉତ୍ସାହଜନକ ଫଳାଫଳ ଦେଖିବାକୁ…
ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ
କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍ରେ ଜାଗା ଚିହ୍ନଟରେ ବିଳମ୍ୱ ଘଟିଥିଲା। ତେବେ ବ୍ଲକ୍ ଉପାଧ୍ୟକ୍ଷ ସୁରେନ୍ଦ୍ର ଭୋଇ ଓ ଅନ୍ୟମାନେ ଏ…
ନ୍କଆଉଟ୍ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ
ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ ୧୧ତମ ଅନ୍ତଃଜିଲା ନକ୍ଆଉଟ କ୍ରିକେଟ୍ ପ୍ରତିଯୋଗିତା ଗୁରୁବାର ଉଦ୍ଯାପିତ ହୋଇଯାଇଛି। ଉଦ୍ଯାପନୀ ମ୍ୟାଚ୍…
ଚାଷୀ ଆନ୍ଦୋଳନରେ ୪ଦିନର ସାମୟିକ ବିରତି
କୋକସରା,୨୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରାଠାରେ ଦୀର୍ଘ ୧୫ଦିନ ଧରି ଚାଲିଥିବା ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ଚାଷୀ ସଂଘର ଆନ୍ଦୋଳନ ଗୁରୁବାର ନୂଆମୋଡ଼ ନେଇଛି। ସ୍ଥାନୀୟ ପ୍ରଶାସନ ଓ ଚାଷୀ ପ୍ରତିନିଧି ଦଳ ମଧ୍ୟରେ ଆଲୋଚନା ପରେ ସାରେ…

