ଭୋଟର୍ସ ଲିଷ୍ଟ ସଂଶୋଧନ ପାଇଁ କଡ଼ା ନିର୍ଦ୍ଦେଶ, ଭୋଟର୍ସଙ୍କ ନାଁ ତାଳମେଳ ନଥିଲେ ଏହି ତାରିଖ ସୁଦ୍ଧା କରନ୍ତୁ ଆବେଦନ, ନଚେତ୍…
କେସିଙ୍ଗା,୧୭।୩(ତୁମେଶ୍ୱର ସାହୁ) : କଳାହାଣ୍ଡି ଜିଲା କେସିଙ୍ଗା ଏନଏସିରେ ସ୍ବତନ୍ତ୍ର ସଂଘନ ସଂଶୋଧନ ( ଏସଆଇଆର) ପାଇଁ କାର୍ଯ୍ୟନିର୍ବାହୀ ଅଧିକାରୀ ଚିନ୍ମୟ ଆଚାରୀଙ୍କ ନେତୃତ୍ୱରେ ଭୋଟର୍ସ ଲିଷ୍ଟ ସଂଶୋଧନ ପାଇଁ ସୋମବାର ସନ୍ଧ୍ୟାରେ ଏକ ପ୍ରେସ ମିଟ୍ ଅନୁଷ୍ଠିତ ହୋଇଥିଲା। ଏହି…
ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର
ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିକିଛି। ମୃତ ଯୁବତୀଙ୍କ ନାମ ଖୁସବୁ ସାହୁ (୨୫)…
ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର
ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ ଦୟାନିଧି ମାଝୀ ଏବଂ ଜିଲା ପରିଷଦ ସଦସ୍ୟା ଟୁନି ଖୋସ୍ଲା ଅଛନ୍ତି, ସେହିଠାରେ…
ଡେପୁଟେସନ ନୁହେଁ, ସ୍ଥାୟୀ ଶିକ୍ଷକ ଦରକାର: ଆନ୍ଦୋଳନ ଚେତାବନୀ ଦେଲେ ଗ୍ରାମବାସୀ
ଥୁଆମୂଳ ରାମପୁର, ୧୬।୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନ ବିରିକୋଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଥମିବାର ନାମ ନେଉନାହିଁ। ଶିକ୍ଷା ବିଭାଗ ପକ୍ଷରୁ ସାମୟିକ ଭାବେ ଦୁଇଜଣ…
ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟ ସେବା: ଥୁଆମୂଳ ରାମପୁର CHCରେ ଅବ୍ୟବସ୍ଥାର ଚିତ୍ର
ଥୁଆମୂଳ ରାମପୁର, ୧୬।୩:(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତ୍ୟନ୍ତ ଦୁର୍ଗମ ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର (CHC) ଏବେ ଅବ୍ୟବସ୍ଥାର ବଳୟରେ। ମେଡିକାଲ ସମ୍ମୁଖର ସୂଚନା ବୋର୍ଡଟି ଛିଣ୍ଡି ଝୁଲୁଥିବା ଦୃଶ୍ୟ ସ୍ବାସ୍ଥ୍ୟ ସେବାର ବିପର୍ଯ୍ୟସ୍ତ ଅବସ୍ଥାକୁ ବୟାନ କରୁଛି।…
ମୃତ୍ୟୁ ପରେ ଅଙ୍ଗଦାନ କରିବାକୁ ପଞ୍ଜୀକରଣ କଲେ ମହିଳା ଚାଷୀ
କର୍ଲାମୁଣ୍ଡା,୧୫ା୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଧଅଁରାଖମନ ଗାଁର ସଫଳ ମହିଳା ଜୈବିକ ଚାଷୀ ଫାଲ୍ଗୁନି ଭୋଇ ( ୪୦) ଶରୀରର ଅଙ୍ଗଗୁଡ଼ିକ ଦାନ କରିବାକୁ ଇଚ୍ଛା ପ୍ରକାଶ କରି ଆବେଦନ କରିବା ପରେ ଇଚ୍ଛାକୃତ…
ବନ୍ଧୁକ ଛାଡ଼ି ମୁଖ୍ୟସ୍ରୋତରେ ସାମିଲ ହେଲେ ୧୧ ମାଓବାଦୀ, ଆବେଦନ କରି DGP କହିଲେ…
ଭବାନୀପାଟଣା,୧୪।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ରିଜର୍ଭ ପୋଲିସ ପଡ଼ିଆଠାରେ ରବିବାର ଏକାସାଙ୍ଗରେ ୧୧ ଜଣ ମାଓବାଦୀ ନିଜ ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କରିଛନ୍ତି। ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ(ଡିଜିପି) ଓ୍ବାଇ୍.ବି ଖୁରାନିଆଙ୍କ ଉପସ୍ଥିତିରେ ସେମାନେ ସାମିଲ ହୋଇଛନ୍ତି। ମାର୍ଚ୍ଚ ୩୧…
ତଳଆମ୍ବପଦରରେ ରକ୍ତାକ୍ତ ସଂଘର୍ଷ: ୨୧ ଜଣ ଗିରଫ, ବିଧାନସଭାରେ ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ପ୍ରଶ୍ନ
ଥୁଆମୂଳ ରାମପୁର,୧୫।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ତଳଆମ୍ବପଦର ଗ୍ରାମରେ ସିଜିମାଳି ଖଣି ଖନନକୁ କେନ୍ଦ୍ର କରି ସୃଷ୍ଟି ହୋଇଥିବା ବିବାଦ ଉଗ୍ର ରୂପ ଧାରଣ କରିଛି। ‘କମ୍ପାନୀ ଦଲାଲ’ ସନ୍ଦେହରେ ଜଣେ ବ୍ୟକ୍ତିଙ୍କ ଉପରେ ହୋଇଥିବା…
ଅସ୍ବାଭାବିକ ପାଣିପାଗ, ମହୁଲ ଗଛରେ ଧରୁନି ଫୁଲ: ଅଭାବୀ ବିକ୍ରିର ଶିକାର ହେଉଛି ସଂଗ୍ରହକାରୀ
ଭବାନୀପାଟଣା,୧୪ା୩(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାର ଆଦିବାସୀ ତଥା ଦୁର୍ଗମ ଅଞ୍ଚଳବାସୀଙ୍କ ଜୀବନଜୀବିକା ସହ ଜଡିତ ଲଘୁ ବନଜାତ ଦ୍ରବ୍ୟ ମହୁଲ ଫୁଲ। ହେଲେ ଅସ୍ବାଭାବିକ ପାଣିପାଗ ଯୋଗୁ ଜିଲାରେ ଆଉ ପୂର୍ବଭଳି ମହୁଲ ଗଛରେ ପର୍ଯ୍ୟାପ୍ତ ଫୁଲ ଧରୁନି। ଫଳରେ କମିଯାଉଛି…
ସାହସ ଆଗରେ ହାର ମାନିଛି ଭିନ୍ନକ୍ଷମ: ସାଉଁଟୁଛନ୍ତି ପ୍ରଶଂସା
ଭବାନୀପାଟଣା,୧୪ା୩(ଉତ୍ତମ କୁମାର ଦାଶ):ଜନ୍ମରୁ ଭିନ୍ନକ୍ଷମ ହୋଇ ବି ସକ୍ଷମ ଭାବରେ ଜୀବନଯାପନ କରୁଛନ୍ତି। ଜୀବନ ଯୁଦ୍ଧରେ କେବେ ହାର ନ ମାନି ସୃଷ୍ଟି କରିପାରିଛନ୍ତି ନିଜର ସ୍ବତନ୍ତ୍ର ପରିଚୟ। ସେ ହେଲେ କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନକଟିଗୁଡା ଗ୍ରାମର କ୍ଷୀରାଦ୍ଧି…
ବିପଦସଙ୍କୁଳ ଅବସ୍ଥାରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଛାତରୁ ଗଳୁଛି ପାଣି
ଲାଞ୍ଜିଗଡ଼,୧୪ା୩(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବିପଦସଙ୍କୁଳ ଅବସ୍ଥାରେ ରହିଛି। ୧୮୯୧ ମସିହାରେ ସ୍ଥାପିତ ହୋଇଥିବା ବିଦ୍ୟାଳୟକୁ ଇତିମଧ୍ୟରେ ୧୩୫ ବର୍ଷ ବିତିବାକୁ ବସିଥିବାବେଳେ ଅଣଦେଖା କରାଯିବା ଘଟଣା ଆଲୋଚନାର ବିଷୟ…
ପ୍ରତାପଗିରି ମନ୍ଦିର ଗୁପ୍ତଧନ ଲୁଟ୍ର ପର୍ଦ୍ଦାଫାଶ: ମାଷ୍ଟରମାଇଣ୍ଡ ‘ଗୁରୁ’ଙ୍କ ସହ ୫ ଗିରଫ, ଜବତ ହୋଇପାରିନି…
ଥୁଆମୂଳ ରାମପୁର, ୧୨।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୁମୁଡ଼ାବାହାଲ ଗ୍ରାମର ପ୍ରାଚୀନ ପ୍ରତାପଗିରି (ବୁଢ଼ାରଜା-ଠାକୁରାଣୀ) ମନ୍ଦିରରୁ ଗୁପ୍ତଧନ ଲୁଟ ଘଟଣାରେ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଏହି ସୁପରିକଳ୍ପିତ ଲୁଟ ଘଟଣାର ମାଷ୍ଟରମାଇଣ୍ଡ…
Archives


