କଳାହାଣ୍ଡି

‘ଛାତ୍ରୀଛାତ୍ରଙ୍କ ସଫଳତା ଆମ ପୁରସ୍କାର’

ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା ଏମ. ରାମପୁର ବ୍ଲକ ତୁଜୁଙ୍ଗ ଗ୍ରାମସ୍ଥିତ ଶ୍ରୀ ଏଜୁକେଶନ ଏକାଡେମୀ ଛାତ୍ରୀଛାତ୍ର ବେଶ…

ଗ୍ଲାମ ଇଣ୍ଡିଆରେ ଚମକିଲେ କଳାହାଣ୍ଡିର ଝିଅ ଅନ୍ବେଷା ମିଶ୍ର

ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଭବାନୀପାଟଣାର ଝିଅ ଅନ୍ବେଷା ମିଶ୍ର(୧୩) ସମ୍ମାନଜନକ ଗ୍ଲାମ ଇଣ୍ଡିଆରେ ପ୍ରତିଯୋଗିତାରେ କୃତିତ୍ବ ହାସଲ କରି ଜିଲା ପାଇଁ ଗୌରବ ଆଣିଛନ୍ତି। ପ୍ରିଟିନ୍ ବର୍ଗରେ ଅନ୍ଵେଷା ଦ୍ଵିତୀୟ ରନର୍ସ ଅପ୍ ହେବା ସହ ଟେଲେଣ୍ଟ କ୍ରାଫ୍ଟ ହାସଲ କରି…

୩ ବର୍ଷ ପରେ ଧାନ ଖଳା ନିର୍ମାଣ ଶେଷ: ବିଡିଓଙ୍କୁ ଧନ୍ୟବାଦ ଜଣାଇଲେ ଚାଷୀବୃନ୍ଦ

କେସିଙ୍ଗା,୨୧।୫(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଶିରୋଲ ଗ୍ରାମ ପଞ୍ଚାୟତରେ ଚାଷୀଙ୍କ ସୁବିଧା ପାଇ ଗତ ୨୩-୨୪ ଆର୍ଥିକ ବର୍ଷରେ ଖଳା ନିର୍ମାଣ ପାଇଁ ଜିଲା ଗ୍ରାମ୍ୟ ଉନ୍ନୟନ ବିଭାଗ କଳାହାଣ୍ଡି ପକ୍ଷରୁ ୭ ଲକ୍ଷ ୩୨ ହଜାର…

ମେଲୋଡି ଦେଖିବାକୁ ଯାଇଥିଲେ ଦିନେଶ, ହଠାତ୍‌ ହେଲା ମରଣାନ୍ତକ ଆକ୍ରମଣ: ଆଉ ତା’ପରେ…

ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଲାଲ ବାହାଦୁର ଶାସ୍ତ୍ରୀ ଖେଳ ପଡିଆଠାରେ ବୁଧବାର ରାତିରେ ଭବାନୀପାଟଣା ସଦର ବିଧାୟକଙ୍କ ଦ୍ୱାରା ଖେଳ ମେଳା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି ଉପଲକ୍ଷେ ମେଲୋଡି କାର୍ଯ୍ୟକ୍ରମ ଚାଲିଥିବା ସମୟରେ ୧୦ରୁ ଅଧିକ ଯୁବକ…

୪ ଓଭରଲୋଡ଼ିଙ୍ଗି ଚିପ୍ସ ବୋଝେଇ ହାଇୱା ଜବତ, ୨ଲକ୍ଷ ୭୭ ହଜାର…

ପାଟଣା,୨୧।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ପୋଲିସ ଓଭର ଲୋଡ ଥିବା ୪ଚିପ୍ସ ବୋଝେଇ ହାଇୱାକୁ ଗୁରୁବାର ପାଟଣା ବୈତରଣୀ ନଦୀ ବ୍ରିଜ ନିକଟରୁ ଜବତ କରିଛି । ଚଣ୍ଡିଖୋଲ ନିକଟ ଚଢେଇଧରା ଅଞ୍ଚଳରୁ ହାଇୱା ଗୁଡ଼ିକ ଚିପ୍ସ ଓଭରଲୋଡ…

କୁମ୍ଭାରକାନିଠାରେ ବିଜିସିସି ନକ୍‌ଆଉଟ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ: ବାରାକାଉଡ଼ିକୁ ହରାଇ କାଠକୁରା ଚମ୍ପିୟାନ୍

ଥୁଆମୂଳ ରାମପୁର, ୨୦।୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବାଗଡିଆଣି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ କୁମ୍ଭାରକାନି ପୁରୁଣା ଖେଳ ପଡ଼ିଆ (କାଶୀପୁର ରୋଡ) ଠାରେ ଚାଲିଥିବା ପ୍ରତିଷ୍ଠିତ ବିଜିସିସି (B.G.C.C.) ନକ୍‌ଆଉଟ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟ (ସିଜନ-୧) ବୁଧବାର…

ଅନଲାଇନ୍ ଔଷଧ ବିକ୍ରିକୁ ବିରୋଧ, କଳାହାଣ୍ଡିରେ ଔଷଧ ଦୋକାନ ବନ୍ଦ

ଭବାନୀପାଟଣା,୨୦।୫(ଉତ୍ତମ କୁମାର ଦାଶ): ଅନଲାଇନ୍‌ରେ ଔଷଧ ବିକ୍ରି ପ୍ରକ୍ରିୟାକୁ ସମ୍ପୂର୍ଣ୍ଣ ବନ୍ଦ କରିବା ସହ ବିଭିନ୍ନ ଦାବି ନେଇ ବୁଧବାର ସାରା ଭାରତବର୍ଷରେ ଔଷଧ ଦୋକାନ ବନ୍ଦ ଡାକରା ଦିଆଯାଇ ଥିଲା । ଏହି କ୍ରମରେ କଳାହାଣ୍ଡି ଜିଲାରେ ମଧ୍ୟ “କଳାହାଣ୍ଡି…

ପ୍ରଗତି ହାୟର ସେକେଣ୍ଡାରୀ ସ୍କୁଲ ଛାତ୍ରୀଛାତ୍ରଙ୍କ ସଫଳତା, ୫୮୮ ନମ୍ବର ରଖି ଦୀପିକା ନାୟକ ସ୍କୁଲ ଟପ୍ପର

ଭବାନୀପାଟଣା,୨୦।୫(ଉତ୍ତମ କୁମାର ଦାଶ): ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଫଳ ପ୍ରକାଶିତ ହୋଇଯାଇଛି । ଏଥିରେ କଳାହାଣ୍ଡି ଜିଲା ଭବାନୀପାଟଣା ସହରସ୍ଥିତ ପ୍ରଗତି ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅପୂର୍ବ ସଫଳତା ହାସଲ…

ଯୁକ୍ତ ଦୁଇ ବିଜ୍ଞାନରେ ପ୍ରିନ୍ସ ରଣା, କଳାରେ ବିକାଶ ଗହୀର ବ୍ଲକ୍ ଟପର୍

କର୍ଲାମୁଣ୍ଡା,୨୦।୫(ପ୍ରଦୀପ କୁମାର ସାହୁ): ବୁଧବାର ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ କଲାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ରିଶିଡା ସ୍ଥିତ ଜେ.କେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଛାତ୍ର ବାଜି ମାରିଛନ୍ତି । ବିକାଶ ଗହୀର ଯୁକ୍ତ ଦୁଇ କଳା…

ଯୁକ୍ତ ୨ ପରୀକ୍ଷାରେ ଚମକିଲେ ବିକାଶ ଛାତ୍ରୀଛାତ୍ର, ବିଜ୍ଞାନରେ ଅଭିଜିତ୍ ସରାଫ କଳାହାଣ୍ଡି ଟପ୍ପର

ଭବାନୀପାଟଣା,୨୦।୫(ଉତ୍ତମ କୁମାର ଦାଶ): ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି ।ଏଥିରେ କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀଛାତ୍ର ପୁଣି ଚମକିଛନ୍ତି…

୧୦ ଲକ୍ଷ ଟଙ୍କାର ତାର ଚୋରି କରି ୫ ବନ୍ଧାହେଲେ, ସୂଚନା ଦେଇ ଏସ୍‌ପି କହିଲେ…

କେସିଙ୍ଗା,୨୦ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ବେଦାନ୍ତ ପମ୍ପ୍‌ ହାଉସ୍‌ରୁ ଗତ ୧୫ ତାରିଖରେ ତମ୍ବାତାର ଚୋରି ହୋଇଥିଲା। ଏ ନେଇ ବେଦାନ୍ତର ସାଇଟ୍‌ ଇନ୍‌ଚାର୍ଜ ଯଶୋବନ୍ତ ନନ୍ଦ କେସିଙ୍ଗା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏହି ଅଭିଯୋଗକୁ ଭିତ୍ତିକରି କେସିଙ୍ଗା…

୬୦୦୦ ଟଙ୍କାରେ ଚାକିରି ଆରମ୍ଭ କରିଥିବା ଯନ୍ତ୍ରୀଙ୍କ ପାଖରେ ୨୦ କୋଟିରୁ ଅଧିକ ସମ୍ପତ୍ତି, ଗିରଫ କଲା ଭିଜିଲାନ୍ସ

ଭବାନୀପାଟଣା,୨୦।୫(ଉତ୍ତମ କୁମାର ଦାଶ): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ବୁଧବାର କଳାହାଣ୍ଡି ଜିଲା ପିଡବ୍ଲୁଡି ଅଧୀନ ଧର୍ମଗଡ ରାସ୍ତା ଓ ଗୃହ ଉପ-ବିଭାଜନର ସହକାରୀ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ (ଏଇଇ) ଭୁବନେଶ୍ୱର ଶବରଙ୍କୁ ଭିଜିଲାନ୍ସ ଗିରଫ କରିଛି। ଭିଜିଲାନ୍ସ ଚଢ଼ାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?