କଳାହାଣ୍ଡି

ଅବହେଳିତ ଅବସ୍ଥାରେ ଇନ୍ଦ୍ରାବତୀ ନଦୀ ଉତ୍ପତ୍ତିସ୍ଥଳ

ତେନ୍ତୁଳିଖୁଣ୍ଟି,୧୬।୧(ଡି.ଏନ୍‌.ଏ.): ଗୋଟେ ଆମ୍ବଗଛ ପାର୍ଶ୍ୱରୁ ବହିଆସୁଛି ତିନୋଟି ଜଳଧାର। ଏହିଠାରୁ ହିଁ ଇନ୍ଦ୍ରାବତୀ ନଦୀର ଉତ୍ପତ୍ତି। ନିଜ ଆଖିରେ ନ ଦେଖିଲେ କେବେ ବି ବିଶ୍ୱାସ ହେବନି ଯେ ତିନୋଟି ସରୁ ଜଳଧାର ହିଁ ଇନ୍ଦ୍ରାବତୀ ନଦୀର ଉତ୍ପତ୍ତି ସ୍ଥଳ।...

ବଞ୍ଚିବାର ରାହା ଖୋଜୁଛନ୍ତି ଆଦିବାସୀ

ଭବାନୀପାଟଣା,୧୬।୧(ସ୍ବ.ପ୍ର.): ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଆଦିବାସୀମାନଙ୍କ ପାଇଁ ବିଭିନ୍ନ ଯୋଜନା କରି କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ପ୍ରଶାସନିକ ଅଧିକାରୀଙ୍କ ନାଲିଫିତା ତଳେ ସବୁ ଯୋଜନା ଅଟକି ପଡୁଛି। ଏମାନଙ୍କ ପାଇଁ ନା ଅଛି...

କଳା, ସଂସ୍କୃତିକୁ ବଞ୍ଚାଇ ରଖିବ ଉତ୍ସବ

ଭବାନୀପାଟଣା,୧୫।୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମରେ ଚାଲିଥିବା ୨୫ତମ ଜିଲାସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ରବିବାର ଦ୍ୱିତୀୟ ଦିନରେ ପହଞ୍ଚିଛି। କଳାହାଣ୍ଡି ଜିଲାପାଳ ପି. ଅନ୍ବେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଦ୍ୱିତୀୟ ଦିବସ ସାଂସ୍କୃତିକ ସଭାରେ ମୁଖ୍ୟ...

ପୋଖରୀରେ ବୁଡି ଦେଢ଼ବର୍ଷର ଶିଶୁ ମୃତ

ଭବାନୀପାଟଣା,୧୨।୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଧର୍ମଗଡ ସହରରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପୋଖରୀରେ ବୁଡି ଯାଇ ଦେଢ଼ବଷର୍ର୍ର ଶିଶୁ ପୁତ୍ରର ମୃତ୍ୟୁ ହୋଇଛି। ମୃତ ପୁଅ ଜଣକ ସ୍ଥାନୀୟ ଏନଏସି ସଫେଇ କର୍ମଚାରୀ ରିତେନ୍ଦ୍ର ସୁନାନିଙ୍କ ବୋଲି...

ଭିଜିଲାନ୍ସ ଜାଲରେ ଜଳ ବିଭାଜିକା ପ୍ରକଳ୍ପ ସହକାରୀ ନିର୍ଦ୍ଦେଶକ

ଭବାନୀପାଟଣା,୧୨ା୧(ସ୍ବ.ପ୍ର.): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି କଳାହାଣ୍ଡି ଜିଲା ଭବାନୀପାଟଣା ଜଳ ବିଭାଜିକା ପ୍ରକଳ୍ପର ସହକାରୀ ନିର୍ଦ୍ଦେଶକ ଶ୍ୟାମ ସୁନ୍ଦର ବଳ। ଭବାନୀପାଟଣା ସହର ଉପକଣ୍ଠସ୍ଥିତ ଜଳଶକ୍ତି କେନ୍ଦ୍ର କାର୍ଯ୍ୟାଳୟରେ ଜଣେ ଷ୍ଟାଫ୍‌ଙ୍କ ପାଖରୁ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା...

ଠେଙ୍ଗା ମାଡ଼ରେ ଯୁବକଙ୍କ ମୃତ: ଗିରଫ ପରେ ଅଭିଯୁକ୍ତ କୋର୍ଟଚାଲାଣ

ଭବାନୀପାଟଣା,୧୦।୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ମହୁଲପାଟଣା ଫାଣ୍ଡି ଅନ୍ତର୍ଗତ ଖମାରପଦର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହକୁ ନେଇ ଜଣେ ଯୁବକଙ୍କୁ ଠେଙ୍ଗାରେ ମାଡ଼ ମାରି ହତ୍ୟା କରାଯାଇଛି। ମୃତ ଯୁବକ ହେଲେ ଗ୍ରାମର...

ସରିଲା ଜୁନାଗଡ଼ କଳାହାଣ୍ଡି ଉତ୍ସବ: ଅସୀମାଙ୍କ ଗୀତରେ ଝୁମିଲେ ଦର୍ଶକ

ଭବାନୀପାଟଣା,୧୦।୧(ସ୍ବ.ପ୍ର): କଳାହାଣ୍ଡି ଜିଲା ଜୁନାଗଡ଼ ହାଇସ୍କୁଲ ପଡ଼ିଆରେ ୩ ଦିନ ଧରି ଚାଲିଥିବା ବ୍ଲକ ଏବଂ ଏନ୍‌ଏସିସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ଉଦ୍‌ଯାପିତ ହୋଇଯାଇଛି। ଜୁନାଗଡ଼ ନଗରପାଳ ମୁକେଶ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍‌ଯାପନୀ ସମାରୋହରେ ଅତିଥି ଭାବେ ରାଜ୍ୟ...

ରାତିଅଧରେ ଦୋକାନରେ ଲାଗିଲା ନିଆଁ, ଜଳିଗଲା ସବୁ

ଭବାନୀପାଟଣା,୯।୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସହରସ୍ଥିତ ଜିଲାପାଳ ଅଫିସ ସମ୍ମୁଖରେ ଥିବା ଏକ ତେଜରାତି ଦୋକାନରେ ରବିବାର ବିଳମ୍ବିତ ରାତିରେ ଶର୍ଟ ସର୍କିଟ ଯୋଗୁ ନିଆଁ ଲାଗି ଯାଇଥିଲା। ପୋଲିସ ପାଟ୍ରୋଲିଂ ସମୟରେ ଦୋକାନରୁ ଧୁଆଁ ବାହାରୁଥିବା ଦେଖିବା ପରେ...

ବନଦୁର୍ଗା ଟ୍ରେଡର୍ସରେ ଜିଏସ୍‌ଟି ଚଢାଉ, ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ

କୋକସରା,୯।୧(ଡି.ଏନ.ଏ): କଳାହାଣ୍ଡି ଜିଲା କୋକସରା ଜାତୀୟ ରାଜପଥ ୨୬ ଚିଲିଗୁଡା ନିକଟରେ ରହିଥିବା ବନଦୁର୍ଗା ଟ୍ରେଡର୍ସରେ ସୋମବାର ଜିଏସ୍‌ଟି ଚଢାଉ ହୋଇଛି। ଜିଏସ୍‌ଟି ଫାଙ୍କିବା ନେଇ ଅଭିଯୋଗ ହେବାପରେ ଭବାନୀପାଟଣା ଜିଏସ୍‌ଟି ଏନଫୋର୍ସମେଣ୍ଟ ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ଏଥିସହ...

ଦୁର୍ଘଟଣାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୮।୧(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ କାଉଡୋଳାରୁ ବଡପୋଡ଼ାଗୁଡାକୁ ସଂଯୋଗ କରୁଥିବା ରାସ୍ତା ବାଞ୍ଜିବାହାଲ ନିକଟରେ ଏକ ବାଇକ୍‌ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଆମପାଣି ପଞ୍ଚାୟତ ଡୁମେର ବାହାଲ ଗ୍ରାମର ଭାସ୍କର ମାଝୀ(୩୪)। ମିଳିଥିବା...

କ୍ରିକେଟ ଖେଳି ଫେରିବା ବେଳେ ଦୁର୍ଘଟଣା: ଚାଲିଗଲା ୩ ଜୀବନ

ଭବାନୀପାଟଣା,୮।୧(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଭବାନୀପାଟଣା ସଦର ଥାନା ଅଧୀନ ବେଲାମାଲ ନିକଟ ୨୬ ନମ୍ବର ଜାତୀୟ ରାଜପଥରେ ଏକ ବାଇକ୍‌କୁ ଗ୍ୟାସ ବୋଝେଇ ଟ୍ୟାଙ୍କର ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୩ ବାଇକ୍‌...

ଜୁନାଗଡ଼ କଳାହାଣ୍ଡି ଉତ୍ସବ: ଶୀତୁଆ ସନ୍ଧ୍ୟାରେ ଜମୁଛି ସାଂସ୍କୃତିକ କାର୍ଯ୍ୟକ୍ରମ

ଭବାନୀପାଟଣା,୮।୧(ସ୍ବ.ପ୍ର.): ଜୁନାଗଡ଼ କଳାହାଣ୍ଡି ଉତ୍ସବର ପ୍ରଥମ ସନ୍ଧ୍ୟାରେ ଦର୍ଶକଙ୍କୁ ମତୁଆଲା କରିଥିଲେ ସମ୍ବଲପୁରୀ ଲୋକପ୍ରିୟ ଗାୟକ ରୁକୁ ସୁନା। ଗୀତର ତାଳେ ତାଳେ ଝୁମି ଉଠିଥିଲେ ଦର୍ଶକ। ପ୍ରଥମ ଗୀତ ଲଚକି ମଣି ଜୁରା ବେଣୀ…, ଆଲୋ ମୋର ରିବନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri