ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ
ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ସ୍ଥିତି ସ୍ୱାଭାବିକ ଥିବା ନେଇ ପ୍ରେସ୍ମିଟ୍ ଜରିଆରେ ଆଶ୍ୱାସନା…
ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…
ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା ସାଙ୍ଗକୁ ବଜ୍ରପାତର ଶିକାର ହୋଇ ଜଣେ ୨୫ ବର୍ଷୀୟ ଯୁବକଙ୍କ ପ୍ରାଣହାନି ଘଟିଛି।…
ଭବାନୀପାଟଣାରେ କାଳବୈଶାଖୀ କୁଆପଥର ବର୍ଷା,କାର ଉପରେ ପଡ଼ିଲା ଗଛ
ଭବାନୀପାଟଣା,୧୬।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଶନିବାର ଅପରାହ୍ନରେ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ଜୋରରେ ପବନ ବୋହିବା ସହ କୁଆପଥର ବର୍ଷା ହୋଇଥିଲା। ପଵନ ଯୋଗୁଁ ସହରର ଷ୍ଟେଚୁ ନିକଟ ଟେଲିଫୋନ ଭବନ ପାଖରେ ଏକ ଗଛ ଭାଙ୍ଗି…
ରାସ୍ତା ମରାମତି ନାଁରେ ପ୍ରହସନ: ରଙ୍ଗ ମାରି ଦୋଷ ଲୁଚାଇବାକୁ ଚେଷ୍ଟା
ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି):ରାସ୍ତା ମରାମତି ପରିବର୍ତ୍ତେ କେବଳ ସୂଚନା ଫଳକରେ ରଙ୍ଗ ମାରି ଦୋଷ ଲୁଚାଇବାକୁ ଚେଷ୍ଟା କରାଯାଇଛି। ଏଭଳି ଘଟଣା ଥୁଆମୂଳ ରାମପୁର ବ୍ଲକର କୁମାରକାନୀ ଛକରୁ ବାଗଡ଼ିଆଣି ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା ରାସ୍ତାରେ…
କଳାହାଣ୍ଡିରେ ବାହାର ରାଜ୍ୟ କମ୍ପାନୀର କାୟାବିସ୍ତାର: ଚିନ୍ତିତ ନାହାନ୍ତି ଅଧିକାରୀ, କର୍ମଚାରୀ
ଭବାନୀପାଟଣା, ୧୬ା୫(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ କେନ୍ଦୁପତ୍ରକୁ ନେଇ ବହୁ କୋଟି ଟଙ୍କାର କାରବାର ଏବେ ସଙ୍କଟମୟ ସ୍ଥିତିରେ ଗତି କରୁଛି। ସରକାର ବିପୁଳ ପରିମାଣର ରାଜସ୍ବ ହରାଇବା ସତ୍ତ୍ୱେ ଆଦୌ ବିଚଳିତ ନ ହେବା ସମସ୍ତଙ୍କୁ ଚକିତ କରିଛି। ବାହାର…
ବିକାଶ ଆବାସିକ ବିଦ୍ୟାଳୟରେ ସମ୍ବର୍ଦ୍ଧନା ଉତ୍ସବ: ଛାତ୍ରୀଛାତ୍ରଙ୍କୁ ଗୁଣାତ୍ମକ ଶିକ୍ଷା ଦେଲା ସଫଳତା
ଭବାନୀପାଟଣା,୧୫।୫(ଉତ୍ତମ କୁମାର ଦାଶ): ପ୍ରକାଶିତ ସିବିଏସଇ ଦ୍ଵାଦଶ ବୋର୍ଡ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରୀଛାତ୍ର ଓ ଅଭିଭାବକ ମାନଙ୍କୁ ନେଇଁ ଶୁକ୍ରବାର ଭବାନୀପାଟଣା ବିକାଶ ଆବାସିକ ବିଦ୍ୟାଳୟରେ ଏକ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି…
ଘରେ ଫାଶୀ ଲଗାଇ ଆତ୍ମହତ୍ୟା କଲେ ଯୁବକ, କାରଣ ଅସ୍ପଷ୍ଟ
କୋକସରା,୧୫।୫: (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଟେମେରା ପଞ୍ଚାୟତ ସିର୍ଲିିଗୁଡା ଗ୍ରାମର ଜଣେ ଯୁବକ ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଯୁବକ ଗ୍ରାମର ପରଦେଶୀ ପାଣିଗ୍ରାହୀଙ୍କ ପୁଅ ଘନଶ୍ୟାମ ପାଣିଗ୍ରାହୀ (୨୦)…
ଧରିତ୍ରୀ ପ୍ରଭାବ,ବଡ଼ ପଦକ୍ଷେପ ନେଲେ ବିଡିଓ: ଅଙ୍ଗନବାଡି କେନ୍ଦ୍ର ନିର୍ମାଣ ଆରମ୍ଭ
କେସିଙ୍ଗା,୧୫।୫(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମ ପଞ୍ଚାୟତର କଛାରପଦର ଗ୍ରାମର ଅଙ୍ଗନବାଡି କେନ୍ଦ୍ର ଆଜିକୁ ଏକ ବର୍ଷ ୫ ବିତିଗଲାଣି ସମ୍ପୁର୍ଣ୍ଣ ହୋଇ ପାରୁ ନ ଥିବାରୁ କୋମଳମତି ଶିଶୁମାନେ ଶିକ୍ଷାଦାନ କ୍ଷେତ୍ରରେ ଘୋର ସମସ୍ୟା ଦେଖାଦେଉଥିଲା।…
ନୂତନ ଟ୍ରେନ ଚଳାଚଳ ଖୁସିରେ ଚା’ ଖଟିରେ ସାମିଲ ହେଲେ ଏମ୍ପି ମାଳବିକା ଦେବୀ, କହିଲେ…
କେସିଙ୍ଗା, ୧୪।୫(ତୁମେଶ୍ୱର ସାହୁ): କେସିଙ୍ଗାରୁ ରାଜଧାନୀ ପାଇଁ ସିଧାସଳଖ ଟ୍ରେନ ଚାଲିବା ପାଇଁ ବହୁ ଦିନରୁ ଦାବି ହୋଇ ଆସୁଥିଲା। ତାହା କଳାହାଣ୍ଡି ଏମ୍ପି ମାଲବିକା ଦେବୀଙ୍କ ପ୍ରଚେଷ୍ଟାରେ ଆସନ୍ତା କିଛି ଦିନରେ ପୂରଣ ହେବ । ପୁରୀରୁ କୋରାପୁଟକୁ ଖୁବ୍ଶୀଘ୍ର…
ଯୋଜନା ନାଁରେ ହରିଲୁଟ୍, ଭଙ୍ଗା ମାଟିଘରେ ୭ ପ୍ରାଣୀଙ୍କ ଦୟନୀୟ ଜୀବନ
ଥୁଆମୂଳ ରାମପୁର,୧୪ା୫(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ଗରିବ ହିତାଧିକାରୀଙ୍କୁ ବିଭିନ୍ନ ସୁବିଧା ଯୋଗାଇ ଦେବା ପାଇଁ କୋଟି କୋଟି ଟଙ୍କାର ଯୋଜନା ହେଉଛି ସତ, ହେଲେ ଯୋଜନା ନାଁରେ ଚାଲିଛି ହରିଲୁଟ୍ ହେଉଥିବା ଅଭିଯୋଗ ହେଉଛି…
ମୁଖ୍ୟମନ୍ତ୍ରୀ, ବିଚାରପତିଙ୍କୁ ପୋଷ୍ଟ କାର୍ଡ ପଠାଇଲେ ଚାଷୀ
କୋକସରା,୧୪ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ପି-ପାସ୍ ପୋର୍ଟାଲ ଖୋଲିବା ଓ ପଞ୍ଜୀକରଣ ଦାବିରେ କୋକସରା କୃଷକ ସଚେତନ ମଞ୍ଚର ସଭାପତି ଚାଷୀନେତା ଶିବ ପ୍ରସାଦ ପ୍ରଧାନୀଙ୍କ ନେତୃତ୍ୱରେ ଅଞ୍ଚଳର ଶତାଧିକ ଚାଷୀଙ୍କ ନ୍ୟାୟ ପାଇଁ ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟଙ୍କ ମୁଖ୍ୟ ବିଚାରପତିଙ୍କୁ ପୋଷ୍ଟ…
ପଶ୍ଚିମ ଓଡିଶା ପାଇଁ ଆଉ ଏକ ନୂଆ ଟ୍ରେନ: ସ୍ବପ୍ନ ପୂରଣ କଲେ ଅଶ୍ୱିନୀ ବୈଷ୍ଣବ
କେସିଙ୍ଗା,୧୪।୫(ତୁମେଶ୍ୱର ସାହୁ): କେସିଙ୍ଗାରୁ ଭୁବନେଶ୍ୱରକୁ ନୂତନ ଟ୍ରେନ ପାଇଁ ଦାବି ଜୋର ଧରିଥିଲା। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୁରୀରୁ କୋରାପୁଟ ସିଧା ପଶ୍ଚିମ ଓଡ଼ିଶାରକୁ ସଂଯୋଗ କରୁଥିବା ଏକ ଟ୍ରେନ ଆଶା ପୂରଣ କରିଛନ୍ତି। ପୁଣି ଏକ ନୂତନ ଟ୍ରେନ…

