ଚମକିଲେ ବିକାଶ ଆବାସିକ ବିଦ୍ୟାଳୟ ଛାତ୍ରୀଛାତ୍ର: ବାଣିଜ୍ୟରେ ମୟଙ୍କ,ବିଜ୍ଞାନରେ ଶିଳା ନୟନ ଜିଲା ଟପ୍ପର
ଭବାନୀପାଟଣା,୧୩।୫(ଉତ୍ତମ କୁମାର ଦାଶ)- ସିବିଏସ୍ଇ ଦ୍ଵାଦଶ ପରୀକ୍ଷାରେ ଭବାନୀପାଟଣା ସ୍ଥିତ ବିକାଶ ଆବାସିକ ବିଦ୍ୟାଳୟର ଛାତ୍ରୀଛାତ୍ର ଅଭୂତପୂର୍ବ ସଫଳତା ହାସଲ କରି ଜିଲାରେ ଚମକଛନ୍ତି। ବିଜ୍ଞାନ ବିଭାଗରେ ମୋଟ ୧୬୦ ଜଣ ଛାତ୍ରୀ ଛାତ୍ରପରୀକ୍ଷା ଦେଇଥିବା ବେଳେ ପାସ୍ ହାର ଶତ…
CBSE ଦ୍ଵାଦଶ ପରୀକ୍ଷା: ପ୍ରଗତି କନ୍ସେପ୍ଟ ସ୍କୁଲ ଛାତ୍ରୀଛାତ୍ରଙ୍କ ସଫଳତା; ବିଜ୍ଞାନରେ ପ୍ରୀତି ମଞ୍ଜରୀ,କଳାରେ…
ଭବାନୀପାଟଣା,୧୩।୫(ଉତ୍ତମ କୁମାର ଦାଶ)-ସିବିଏସ୍ଇ ଦ୍ଵାଦଶ ପରୀକ୍ଷା ଫଳାଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା ଭବାନୀପାଟଣା ସହର ପ୍ରଗତି କନ୍ସେପ୍ଟ ସ୍କୁଲର ଛାତ୍ରୀଛାତ୍ର ସଫଳତା ପାଇଛନ୍ତି। ଛାତ୍ରୀ ପ୍ରୀତି ମଞ୍ଜରୀ ମେହେର (ବିଜ୍ଞାନ) ୯୫.୬୦% ନମ୍ବର ରଖି ଜିଲା ଟପ୍ପର…
ସିବିଏସଇ ଦ୍ୱାଦଶ ପରୀକ୍ଷା: ଲାଞ୍ଜିଗଡ଼ ଡିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ଚମତ୍କାର ସଫଳତା, ଆଶୁତୋଷ ନାୟକ…
ଲାଞ୍ଜିଗଡ,୧୩।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଡିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ଛାତ୍ର ଛାତ୍ରୀ ସିବିଏସଇ ଦ୍ୱାଦଶ ପରୀକ୍ଷାରେ ଚମତ୍କାର ସଫଳତା ହାସଲ କରିଛନ୍ତି। ପ୍ରତିବର୍ଷ ପରି ଏ ବର୍ଷ ମଧ୍ୟ ଲାଞ୍ଜିଗଡ଼ ସ୍ଥିତ ଡିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର…
ଅଫିସ୍ରେ ତାଲା, ଅଧିକାରୀଙ୍କ ପତ୍ତା ନାହିଁ: ଓଡ୍ରି ପଞ୍ଚାୟତରେ ପ୍ରଶାସନିକ ସ୍ଥାଣୁତା, ହନ୍ତସନ୍ତ ହିତାଧିକାରୀ
ଥୁଆମୂଳ ରାମପୁର,୧୩।୫(ଦୁର୍ଗା କୀର୍ତ୍ତି): ରାଜ୍ୟ ସରକାର ଓଡ଼ିଶାକୁ ଏକ ବିକଶିତ ରାଜ୍ୟରେ ପରିଣତ କରିବା ପାଇଁ ଅନେକ ଜନକଲ୍ୟାଣକାରୀ ଯୋଜନା ପ୍ରଣୟନ କରୁଥିବା ବେଳେ, କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଓଡ୍ରି ଗ୍ରାମ ପଞ୍ଚାୟତରେ ଏହାର ବ୍ୟତିକ୍ରମ ଦେଖିବାକୁ…
କୋରାପୁଟରୁ କେସିଙ୍ଗା ଦେଇ ଚାଲିବ ନୂତନ ଟ୍ରେନ, ରେଳ ମନ୍ତ୍ରୀ ଓ ଏମପିଙ୍କୁ ଧନ୍ୟବାଦ ଜଣାଇଲେ ଅଞ୍ଚଳବାସୀ
କେସିଙ୍ଗା,୧୩ା୫:(ତୁମେଶ୍ୱର ସାହୁ): କେସିଙ୍ଗାରୁ ସିଧା ଭୁବନେଶ୍ୱରକୁ ଟ୍ରେନ ନଥିବାରୁ ବହୁବାର କଳାହାଣ୍ଡି ଜିଲା ରେଳ ଯାତ୍ରୀ ସଙ୍ଘ କେସିଙ୍ଗା ଓ ଜେଡ ଏସ ଏସର ସଦସ୍ୟ ଡ଼ାହେମସାଗର ସାହା ରେଳମନ୍ତ୍ରୀ ଓ କଳାହାଣ୍ଡି ଏମ୍ ପିଙ୍କୁ ଦାବି ପତ୍ର ଜଣାଇଥିଲେ ।…
ଖାଲି ବସ୍ତା ଯୋଗାଣରେ ବ୍ୟାପକ ଦୁର୍ନୀତି: ଅଭିଯୋଗ ଆଣିଲା ରାଜ୍ୟ ମିଲ ମାଲିକ ସଂଘ
କେସିଙ୍ଗା,୧୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ରେ ଥିବା ରାଇସ ମିଲ ଗୁଡିକୁ ରାଜ୍ୟ ଯୋଗାଣ ବିଭାଗ ପକ୍ଷରୁ ଯୋଗାଉଥିବା ନୂଆ ଖାଲି ବସ୍ତା ନିମ୍ନମାନର ବୋଲି ରାଜ୍ୟ ମିଲ ମାଲିକ ସଂଘ ଅଭିଯୋଗ କରିଥିବା ଜଣାପଡ଼ିଛି। ଖାଲିବସ୍ତା ପିଛା ଅତିରିକ୍ତ…
ତୁର୍କେଲ ସେତୁ ତୁରନ୍ତ ନିର୍ମାଣ କର ସରକାରଙ୍କୁ ପିସିସି ସଭାପତିଙ୍କ ଚେତାବନୀ
ଭବାନୀପାଟଣା,୧୩ା୫(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଓ ନୂଆପଡ଼ା ଜିଲାର ଜୀବନରେଖା କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ସେତୁ ନିର୍ମାଣ ପାଇଁ ରାଜ୍ୟ ସରକାର ଶୀଘ୍ର ପଦକ୍ଷେପ ନିଅନ୍ତୁ। ନଚେତ୍ କୌଣସି ମନ୍ତ୍ରୀଙ୍କୁ ଜିଲାକୁ ପୂରାଇ ଦିଆଯିବ ନାହିଁ, ବରଂ ତାଙ୍କୁ କଂଗ୍ରେସ…
ଥୁଆମୂଳ ରାମପୁରରେ ଯନ୍ତ୍ରୀଙ୍କ ‘ଦୁର୍ନୀତି’ ବିରୋଧରେ ଜନଗର୍ଜନ: ଭିଜିଲାନ୍ସ ତଦନ୍ତ ସହ ସମ୍ପତ୍ତି ବାଜ୍ୟାପ୍ତି ପାଇଁ…
ଥୁଆମୂଳ ରାମପୁର, ୧୨ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀମାନଙ୍କ ବ୍ୟାପକ ଦୁର୍ନୀତି ଓ ସରକାରୀ ଅର୍ଥର ହରିଲୁଟ୍ ବିରୋଧରେ ସ୍ଥାନୀୟ ସଚେତନ ନାଗରିକ ମଞ୍ଚ ପକ୍ଷରୁ ମଙ୍ଗଳବାର ପୁଣିଥରେ ବ୍ଲକ କାର୍ଯ୍ୟାଳୟ ଘେରାଉ…
କାମ ସାରି ଫେରୁଥିଲେ, ବାଇକ୍ରୁ ଖସି ପଡ଼ି ଚାଲିଗଲା ମହିଳାଙ୍କ ଜୀବନ
କୋକସରା,୧୨।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନଂ ଜାତୀୟ ରାଜପଥର କୋକସରା ଥାନା ମୋଟେର ପେଟ୍ରୋଲ ପମ୍ପ ନିକଟରେ ବାଇକରୁ ଖସିପଡ଼ି ଜଣେ ମହିଳାଙ୍କ ମୃତ୍ୟୁ ହୋଇଯାଇଛି। ମୃତ ମହିଳା ଜୟପାଟଣାର ହେମାବାଇ କୈବର୍ତ୍ତ (୫୫ ବର୍ଷ) ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ,…
ଆମପାଣିଠାରେ ଅବକାରୀ ପୋଲିସର ଚଢ଼ାଉ: ୧୮ ଲିଟର ଦେଶୀ ହାତରନ୍ଧା ମଦ, ଜଣେ ଗିରଫ
କୋକସରା,୧୨।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଅବକାରୀ ଥାନା ଓଆଇସି ଗୁପ୍ତେଶ୍ୱର ପୁଟେଲଙ୍କ ନେତୃତ୍ୱରେ ମଙ୍ଗଳବାର ଆମପାଣିଠାରେ ଚଢ଼ାଉ କରି ଜଣକୁ ଗିରଫ କରାଯାଇଛି। ଗିରଫ ବ୍ୟକ୍ତି ହେଲେ ଆମପାଣିର ରିକ୍ଷୀରାମ ମାଝୀ। ତାଙ୍କଠାରୁ ୧୮ ଲିଟର ଦେଶୀ ହାତରନ୍ଧା…
କଳାହାଣ୍ଡି ଜିଲା ଗସ୍ତରେ ସୂଚନା ଓ ଲୋକସମ୍ପର୍କ ବିଭାଗ ଦକ୍ଷିଣାଞ୍ଚଳ ଉପନିର୍ଦ୍ଦେଶକ
ଭବାନୀପାଟଣା, ୧୨।୫(ଉତ୍ତମ କୁମାର ଦାଶ): ସୂଚନା ଓ ଲୋକସମ୍ପର୍କ ବିଭାଗ ଦକ୍ଷିଣାଞ୍ଚଳ ଉପନିର୍ଦ୍ଦେଶକ ବସନ୍ତ କୁମାର ପ୍ରଧାନ ମଙ୍ଗଳବାର କଳାହାଣ୍ଡି ଜିଲା ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି। ଗସ୍ତର ପ୍ରଥମ ପର୍ଯ୍ୟାୟରେ ପ୍ରଧାନ ଭବାନୀପାଟଣାସ୍ଥିତ ଜିଲା ସୂଚନା ଓ…
ରାମଚନ୍ଦ୍ରପୁରରେ ଟ୍ରେନ ରହଣି ଦାବି
ଲାଞ୍ଜିଗଡ଼, ୧୨।୫ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ଗୋବର୍ଦ୍ଧନପୁର ପଞ୍ଚାୟତର ରାମଚନ୍ଦ୍ରପୁର ପାସେଞ୍ଜର ହଲଟରେ ଟ୍ରେନ ରହଣି ଦାବି କରି ରେଳଯାତ୍ରୀ ସଂଘର ରାମଚନ୍ଦ୍ରପୁର ଶାଖା ପକ୍ଷରୁ ସୋମବାର ସମ୍ବଲପୁର ରେଳ ମଣ୍ଡଳ ପ୍ରବନ୍ଧକଙ୍କୁ ଭେଟି…

