ସମସ୍ୟା ଘେରରେ କେସିଙ୍ଗା-କାଣ୍ଡେଲ ରୋଡ଼ ରେଳ ଷ୍ଟେଶନ: ୯ ଦଫା ଦାବି ସମାଧାନ କରିବାକୁ ଆହ୍ବାନ
କେସିଙ୍ଗା,୧୧।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ରେଳ ଯାତ୍ରୀ ସଂଘ କେସିଙ୍ଗା ପକ୍ଷରୁ କେସିଙ୍ଗା ଓ କାଣ୍ଡେଲ ରୋଡ଼ ରେଳ ଷ୍ଟେଶନର ୯ ଦଫା ସମସ୍ୟାକୁ ନେଇ ରେଳ ଯାତ୍ରୀ ସଂଘର ସଭାପତି ସୁବାଷ ଜୈନଙ୍କ ସଭାପତିତ୍ୱରେ ଏକ ବୈଠକ ସ୍ଥାନୀୟ ୟଙ୍ଗ…
ବ୍ଲକ ପ୍ରଶାସନର ନାକ ତଳେ ନିୟମକୁ ‘ଫୁ’: ଅଧପନ୍ତରିଆ ସଭାଗୃହ, ପଚାରିଲେ ଅଧିକାରୀ କହୁଛନ୍ତି ଏମିତି…
ଥୁଆମୂଳ ରାମପୁର, ୧୧ା୫ (ଦୁର୍ଗା କୀର୍ତ୍ତି) : ସରକାରୀ ନିୟମକୁ ଜଳାଞ୍ଜଳି ଦେଇ ଖୋଦ ବ୍ଲକ ପ୍ରଶାସନର ଆଖି ସାମ୍ନାରେ ଚାଲିଛି ମନମୁଖୀ କାର୍ଯ୍ୟ। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ପରିସରରେ ନିର୍ମାଣାଧୀନ ନୂତନ ସଭାଗୃହ ଓ ପ୍ରଶିକ୍ଷଣ…
ମୋକିମ- ମଧୁଙ୍କ ଉପରେ ବର୍ଷିଲେ ବିଧାୟକ ସାଗର, କହୁ କହୁ କହିଦେଲେ ଏତେ ବଡ଼ କଥା
ଭବାନୀପାଟଣା,୧୧।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଶ୍ରୀକୃଷ୍ଣ ନଗରଠାରେ ସୋମବାର ଓଡ଼ିଶା ଜନତା କଂଗ୍ରେସ (ଓଜେସି) ପକ୍ଷରୁ ଏକ ଜନ ସମାବେଶ ଅନୁଷ୍ଠିତ ହୋଇଥିଲା। ଏଥିରେ ଓଜେସିର ରାଜ୍ୟ ସଭାପତି ମହମ୍ମଦ ମୋକିମ ଓ ସଂସ୍ଥାପକ ସଭ୍ୟ ମଧୁ ମହାନ୍ତି…
ଭବାନୀପାଟଣାରେ ବର୍ଷିଲେ ମୋକିମ, କହିଲେ ମୁଁ କୌଣସି ଗଡ଼କୁ ବିଶ୍ୱାସ କରେନି
ଭବାନୀପାଟଣା,୧୧ା୫(ଉତ୍ତମ ଦାଶ): କଳାହାଣ୍ଡିର ବିକାଶ ନାଁରେ ଓଡ଼ିଶା ଜନତା କଂଗ୍ରେସ ପକ୍ଷରୁ ସୋମବାର ଏକ ବିଶାଳ ସମାବେଶ ଆୟୋଜନ କରାଯାଇଛି। ଭବାନୀପାଟଣାରେ ଆୟୋଜିତ ଏହି ସମାବେଶରେ ପିସିସି ସଭାପତି ଭକ୍ତ ଦାସଙ୍କୁ ଚ୍ୟାଲେଞ୍ଜ କରିଛନ୍ତି ମହମ୍ମଦ ମୋକିମ। କଳାହାଣ୍ଡିକୁ ଭକ୍ତଙ୍କ ଗଡ଼…
ବସିଥିବା ବେଳେ ପୁଅକୁ ଧକ୍କାଦେଲା ପିକଅପ୍ ମେଡିକାଲରେ ଗଲାଜୀବନ: ରାଜପଥରେ ୨୬ରେ ଜଳୁଛି ନିଆଁ
କେସିଙ୍ଗା,୧୧।୫.(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ସୁକୁନାଭଟା ଗ୍ରାମ ନିକଟରେ ରବିବାର ଦୁର୍ଘଟଣା ଘଟିଛି। ଗ୍ରାମର ଶ୍ରୀକାନ୍ତ ସାହୁଙ୍କ ପୁଅ ନରସିଂହ ସାହୁ(୧୭)ରାତିରେ ଜାତୀୟ ରାଜପଥର ଏକ ପୋଲରେ ବସିଥିବା ବେଳେ କେସିଙ୍ଗାରୁ ବଲାଙ୍ଗୀର ଅଭିମୁଖେ ଯାଉଥିବା ଏକ…
ଥୁଆମୂଳ ରାମପୁର: PWD ରାସ୍ତାରେ ଝୁଲୁଛି ମୃତ୍ୟୁର ଖଣ୍ଡା! ଶୁଖିଲା ଗଛ ସାଜିଛି ମରଣଯନ୍ତା
ଥୁଆମୂଳ ରାମପୁର, ୧୦ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଜୀବନରେଖା କୁହାଯାଉଥିବା ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ PWD ରାସ୍ତା ଏବେ ପଥିକଙ୍କ ପାଇଁ ବିପଦ ସାଜିଛି । ସାହୁ ଜଙ୍ଗଲ ନିକଟସ୍ଥ ରାସ୍ତା କଡ଼ରେ…
ଇଣ୍ଡୋର ଷ୍ଟାଡିୟମରେ ଲାଇଟ୍ ଅଚଳ, ଅନ୍ଧାରରେ ଖେଳୁଛନ୍ତି ଖେଳାଳି
କେସିଙ୍ଗା,୧୦ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ପିଏମ୍ ଶ୍ରୀ ବିଦ୍ୟାପୀଠର ପଛ ଭାଗରେ ତତ୍କାଳୀନ ବିଜେଡି ସରକାର ଶାସନ ସମୟ ଇଣ୍ଡୋର ଷ୍ଟାଡିୟମ ନିର୍ମାଣ ହୋଇଥିଲା। ଷ୍ଟାଡିୟମର ଚତୁଃପାର୍ଶ୍ୱ ଚକାଚକ ଦେଖା ଯାଉଥିଲା। ବିଦ୍ୟୁତକରଣ ସହ ଆବଶ୍ୟକ ଅନୁସାରେ ଷ୍ଟାଡିୟମର…
ବସୁଧା ଯୋଜନା: ଲୋକଙ୍କୁ ମିଳୁନାହିଁ ପାଣି
କର୍ଲାମୁଣ୍ଡା,୯ା୫(ପ୍ରଦୀପ କୁମାର ସାହୁ): ସରକାର ସମସ୍ତଙ୍କୁ ପିଇବାପାଣି ଯୋଗାଇବା ନିମନ୍ତେ ବିଭିନ୍ନ ସ୍ଥାନରେ ବସୁଧା ଯୋଜନାରେ ପାଣି ଟାଙ୍କି ନିର୍ମାଣ ପାଇଁ ଟେଣ୍ଡର ଜରିଆରେ ବ୍ୟବସ୍ଥା କରିଛନ୍ତି। ହେଲେ ପ୍ରକଳ୍ପ କାମ ଠିକ୍ ସମୟରେ ସମ୍ପୂର୍ଣ୍ଣ ହୋଇପାରୁ ନ ଥିବାରୁ ସାଧାରଣ…
ଥୁଆମୂଳ ରାମପୁରରେ ବିଭାଗୀୟ ଅପାରଗତାର ଚରମ ସୀମା: ନବନିର୍ମିତ କୋଠା ଏବେ ‘ମଦ୍ୟପଙ୍କ ସ୍ଵର୍ଗ’
ଥୁଆମୂଳ ରାମପୁର, ୯ା୫ (ଦୁର୍ଗା କୀର୍ତ୍ତି): କୃଷି ଓ କୃଷକର ଉନ୍ନତି ପାଇଁ ସରକାରୀ ସ୍ତରରେ ଯୋଜନାର ଅଭାବ ନାହିଁ, ମାତ୍ର କ୍ଷେତ୍ର ସ୍ତରରେ ଏହାର ରୂପାୟନ କେତେ ପ୍ରହସନମୂଳକ, ତାହାର ଜ୍ଵଳନ୍ତ ଉଦାହରଣ ସାଜିଛି କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର…
କେସିଙ୍ଗାରେ ରାଷ୍ଟ୍ରୀୟ ଲୋକ ଅଦାଲତ: ଚେକ ବାଉନ୍ସ ମାମଲାରେ …
କେସିଙ୍ଗା,୯।୫(ତୁମେଶ୍ୱର ସାହୁ,): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ତାଲୁକ ଆଇନ ସେବା ସମିତି ପକ୍ଷରୁ ଅଦାଲତ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅଧ୍ୟକ୍ଷା ଦୀପ୍ତି ସେଠଙ୍କ ନେତୃତ୍ୱରେ ଶନିବାର ଅନୁଷ୍ଠିତ ହୋଇ ଯାଇଛି। ଏହି ଲୋକ ଅଦାଲତରେ ଦୁଇଟି ଚେକ ବାଉନ୍ସ…
ଅବିନାଶ ନନ୍ଦଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା: ଯୁବ ମୋର୍ଚ୍ଚା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ଉତ୍ସାହ
ଭବାନୀପାଟଣା,୯।୫(ଉତ୍ତମ କୁମାର ଦାଶ): ଭାଜପା ଯୁବ ମୋର୍ଚ୍ଚା ରାଜ୍ୟ ସଭାପତି ଅଭିଳାଷ ପଣ୍ଡା ଶୁକ୍ରବାର ରାଜ୍ୟର ବିଭିନ୍ନ ଜିଲା ପାଇଁ ଯୁବ ମୋର୍ଚ୍ଚା ଜିଲା ସଭାପତିଙ୍କ ନାମ ତାଲିକା ଘୋଷଣା କରିଛନ୍ତି । ଏହି ତାଲିକାରେ କଳାହାଣ୍ଡି ଜିଲା ଯୁବ ମୋର୍ଚ୍ଚାର…
ମହିଳା ମୋର୍ଚ୍ଚା ଜିଲା ସଭାନେତ୍ରୀଙ୍କ ନାଁ ଘୋଷଣା: କାଞ୍ଚନ ବାଗଙ୍କୁ ଗୁରୁଦାୟିତ୍ୱ ଦେଲା ଭାଜପା
ଭବାନୀପାଟଣା,୯।୫(ଉତ୍ତମ କୁମାର ଦାଶ): ଭାଜପା ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ଡା.ଐଶ୍ବର୍ଯ୍ୟା ବିଶାଳ ଶୁକ୍ରବାର ରାଜ୍ୟର ବିଭିନ୍ନ ଜିଲା ପାଇଁ ମହିଳା ମୋର୍ଚ୍ଚା ଜିଲା ସଭାନେତ୍ରୀଙ୍କ ନାମ ତାଲିକା ଘୋଷଣା କରିଛନ୍ତି । ଏହି ତାଲିକାରେ କଳାହାଣ୍ଡି ଜିଲା ଭାଜପା ମହିଳା…

