ରେଲୱେ ଷ୍ଟେଶନର ବିଭିନ୍ନ ସମସ୍ୟାକୁ ଯାତ୍ରୀ ହନ୍ତସନ୍ତ: ଯଥାଶୀଘ୍ର ସମାଧାନ ପାଇଁ ଡିଆରଏମ ଦୃଷ୍ଟି ଦେବାକୁ ଦାବି
କେସିଙ୍ଗା,୯।୫(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କାଣ୍ଡେଲ ରୋଡ଼ ଷ୍ଟେଶନରେ ବିଭିନ୍ନ ସମସ୍ୟା ରହିଥିବାରୁ ଯାତ୍ରୀମାନେ ନାହିଁ ନ ଥିବାର ସମ୍ମୁଖୀନ ହେଉଛନ୍ତି।ଏହି ଷ୍ଟେଶନର ପ୍ଲାଟ ଫର୍ମ ୧,୨,୩,ଓ ୪ରେ ପାନୀୟଜଳର ଷ୍ଟାଣ୍ଡ ପୋଷ୍ଟ ଗୁଡ଼ିକ ଭଗ୍ନ ଅବସ୍ଥାରେ ପଡି…
କାର ଦୁର୍ଘଟଣାରେ ଜିଏନଏମ ଛାତ୍ରୀଙ୍କ ମୃତ୍ୟୁ
ଭବାନୀପାଟଣା,୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବାଦଲି ଛକ ନିକଟରେ ଗୁରୁବାର ରାତିରେ ଏକ କାର ଦୁର୍ଘଟଣାରେ ଜଣେ ଜିଏନଏମ ଛାତ୍ରୀଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ୩ ଜଣ ଗୁରୁତର ହୋଇଛନ୍ତି। ମୃତ ଛାତ୍ରୀଙ୍କ ନାମ ଧରିତ୍ରୀ…
ପୋଲିସ-କିଶୋରୀ ସମ୍ପର୍କର ନୂଆ ଅଧ୍ୟାୟ: ଥୁଆମୂଳ ରାମପୁରରେ ‘ଜୁଭେଣ୍ଟିକା’ ଅଭିଯାନ
ଥୁଆମୂଳ ରାମପୁର, ୮ା୫ (ଦୁର୍ଗା କୀର୍ତ୍ତି) : ଓଡ଼ିଶା ପୋଲିସର ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା ଏବଂ ୟୁନିସେଫ୍ର ମିଳିତ ପ୍ରୟାସରେ ଶୁକ୍ରବାର ଥୁଆମୂଳ ରାମପୁର ଥାନାରେ ‘ଜୁଭେଣ୍ଟିକା’ – କିଶୋର କିଶୋରୀଙ୍କ ସହ ପୋଲିସର ସଚେତନତା କାର୍ଯ୍ୟକ୍ରମ…
କାଣ୍ଡେଲ ରୋଡ୍ ଷ୍ଟେଶନ ସମସ୍ୟା ସମାଧାନ ଦାବି
କେସିଙ୍ଗା, ୮ା୫ (ତୁମେଶ୍ୱର ସାହୁ)- ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କାଣ୍ଡେଲ ରୋଡ୍ ଷ୍ଟେଶନରେ ବିଭିନ୍ନ ସମସ୍ୟା ଯୋଗୁ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପ୍ଲାଟଫର୍ମ ୧, ୨, ୩ ଓ ୪ରେ ପାନୀୟଜଳ ଷ୍ଟାଣ୍ଡପୋଷ୍ଟ ଭଗ୍ନ…
ଧାନ ବିକ୍ରି ପଞ୍ଜୀକରଣରୁ ବଞ୍ଚତ୍ତ ଚାଷୀଙ୍କ ରଣହୁଙ୍କାର
କୋକସରା,୮ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ବାରମ୍ବାର ଆନ୍ଦୋଳନ ସତ୍ତ୍ୱେ କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ମେଗା ଲିଫ୍ଟ ପ୍ରକଳ୍ପ ଅଞ୍ଚଳର କୋକସରା, ଜୟପାଟଣା ଓ ଧର୍ମଗଡ଼ ବ୍ଲକର ଚାଷୀ ରବିଧାନ ବିକ୍ରି ପଞ୍ଜୀକରଣରୁ ବଞ୍ଚତ୍ତ ହୋଇଛନ୍ତି। ଏହାର ପ୍ରତିବାଦରେ ଶୁକ୍ରବାର ଚାଷୀମାନେ ରାଜରାସ୍ତାରେ…
ତ୍ରିନାଥ ଶବରଙ୍କୁ ଗୁରୁଦାୟିତ୍ୱ ଦେଲା ଭାଜପା, ନୂଆ ଦାୟିତ୍ୱ ପରେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଲେ ଧନ୍ୟବାଦ
କୋକସରା,୮।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜନଜାତି ମୋର୍ଚ୍ଚା, ଓଡ଼ିଶା ପ୍ରଦେଶ ପକ୍ଷରୁ ରାଜ୍ୟର ବିଭିନ୍ନ ଜିଲା ପାଇଁ ଏସଟି ମୋର୍ଚ୍ଚା ଜିଲା ସଭାପତିଙ୍କ ନାମ ତାଲିକା ଘୋଷଣା କରାଯାଇଛି। ଏହି କ୍ରମରେ କୋକସରା ବ୍ଲକର ତ୍ରିନାଥ ଶବରଙ୍କୁ…
ରାସ୍ତାରେ ଗଛ ପଡ଼ି ଯାତାୟାତ ବାଧାପ୍ରାପ୍ତ: ଅଗ୍ନିଶମ ବାହିନୀର ପହଞ୍ଚିବା ବିଳମ୍ବ ହେବାରୁ ସ୍ଥାନୀୟ ଲୋକେ…
ଥୁଆମୂଳ ରାମପୁର, ୮ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର-ଭବାନୀପାଟଣା ମୁଖ୍ୟ ରାସ୍ତାର କାଣିଗୁମା ନିକଟରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ ଦୀର୍ଘ ସମୟ ଧରି ଯାତାୟାତ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଛି। ଗୁରୁବାର ପ୍ରାୟ ମଧ୍ୟାହ୍ନ ସମୟରେ ଏହି ଘଟଣା ଘଟିଥିବାବେଳେ…
ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ସ୍ଥାପନ ପାଇଁ ତେଜିଲା ଦାବି: ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ସାକ୍ଷାତ
କର୍ଲାମୁଣ୍ଡା,୮/୫(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହହାଲ ପଞ୍ଚାୟତ ଠାରେ ନୂତନ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ସ୍ଥାପନ ପାଇଁ ଅଞ୍ଚଳବାସୀ ଦୀର୍ଘ ଦିନରୁ ଦାବି କରିଆସୁଛନ୍ତି। ଏଥିପାଇଁ ରାଜ୍ୟ ସଭା ଏମ୍ପି ସୁଜିତ୍ କୁମାରଙ୍କ ନିର୍ଦ୍ଦେଶ କ୍ରମେ ଭାଜପା ଯୁବ…
୭୭ ବର୍ଷ ପରେ ବିକାଶର ନୂଆ ସୂର୍ଯ୍ୟୋଦୟ: କେନ୍ଦୁଗୁଡ଼ା-କନ୍ଦାଗୁଡ଼ା ଗ୍ରାମବାସୀଙ୍କ ମଧ୍ୟରେ ଖେଳିଗଲା ଖୁସିର ଲହରୀ
ଥୁଆମୁଳ ରାମପୁର,୮।୫(ଦୁର୍ଗା କୀର୍ତ୍ତି): ଦେଶ ସ୍ବାଧୀନତାର ୭୭ ବର୍ଷ ପରେ ବି ଯେଉଁଠି ଶିକ୍ଷା, ସୱାସ୍ଥ୍ୟ ଓ ରାସ୍ତା ସାତସପନ ଥିଲା, ସେଠାରେ ଆଜି ବିକାଶର ନୂଆ ସୂର୍ଯ୍ୟୋଦୟ ହୋଇଛି। କଳାହାଣ୍ଡି ଜିଲ୍ଲା ଥୁଆମୁଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତର ଅତି…
କେସିଙ୍ଗା ଭାଜପା ମହିଳା ମୋର୍ଚ୍ଚା ତରଫରୁ ଜନ-ଆକ୍ରୋଶ ମହିଳା ସମାବେଶ
କେସିଙ୍ଗା,୮।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଭାଜପାର ମହିଳା ମୋର୍ଚ୍ଚା ପକ୍ଷରୁ ଜନ ଆକ୍ରୋଶ ମହିଳା ସମାବେଶ ପାଳିତ ହୋଇଯାଇଛି । ଭାଜପା ନଗର ସଭାପତି ପିଙ୍କୁ ପରିଡାଙ୍କ ନେତୃତ୍ୱରେ ଏହା ଆୟୋଜିତ ହୋଇଥିଲା । ନାରୀ ଶକ୍ତି ବନ୍ଦନ ଅଧିନିୟମ…
ଶ୍ୱଶୁର ଘରୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା, ଆଉ ତା’ପରେ…
ଥୁଆମୂଳ ରାମପୁର, ୭ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର-ଡୁମେରପଦର ମୁଖ୍ୟ ରାସ୍ତାର ଲାଠିଆଗୁଡ଼ା ଛକ ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ସ୍ୱାମୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ତ୍ରୀ ଓ ବର୍ଷକର ଶିଶୁ ପୁତ୍ର ଆହତ ହୋଇଛନ୍ତି। ମୃତକ…
ଆବାସ ଯୋଜନାରୁ ବଞ୍ଚିତ ଦାଶକାଠିଆ କଳାକାରଙ୍କ ପରିବାର
ରିଷିଡ଼ା,୭ା୫(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍ ରାଜପୁର ପଞ୍ଚାୟତ ଗ୍ରାମର ଲୋକପ୍ରିୟ ଦାଶକାଠିଆ କଳାକାର ସ୍ୱର୍ଗତ ଇନ୍ଦ୍ରମଣି ଭୋଇଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ ଜୀବନ ବିତାଉଛନ୍ତି। ପରିବାର କହିଲେ ତାଙ୍କ ଝିଅ ଜାମା ଭୋଇ…

