କଳାହାଣ୍ଡି

ଏ-୧ ଗ୍ରେଡ୍‌ରେ ପାସ୍‌ କରିଥିବା ଛାତ୍ରଙ୍କୁ ଭେଟି ଆଶୀର୍ବାଦ ଦେଲେ ପ୍ରଧାନଶିକ୍ଷକ, କହିଲେ ଜଣେ ଦକ୍ଷ ଛାତ୍ର ଭାବେ…

କେସିଙ୍ଗା,୭ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଜବାହରଉଚ୍ଚ ବିଦ୍ୟପୀଠ, ବାଲସି (କ)ର ଛାତ୍ର ଚଳିତ ଶିକ୍ଷାବର୍ଷର ବୋର୍ଡ ପରୀକ୍ଷାରେ ଏ-୧ ଗ୍ରେଡ୍‌ରେ ଉତ୍ତୀର୍ଣ୍ଣ ହୋଇ ଥିବାରୁ ଜବାହର ଉଚ୍ଚ ବିଦ୍ୟାପୀଠ (କ) ଛାତ୍ର ଆକାଶ ସାହୁଙ୍କୁ ପ୍ରଧାନଶିକ୍ଷକ ବୁଦ୍ଧଦେବ ପୋଢ଼…

କାଗଜ କଲମରେ ସୀମିତ ‘ଜଙ୍ଗଲ ଅଧିକାର’: ସେମେଳପଦର ଗ୍ରାମବାସୀଙ୍କୁ ମିଳୁନି ହକ୍, ପ୍ରଶାସନିକ ଅବହେଳାରୁ ବଢୁଛି ଅସନ୍ତୋଷ

ଥୁଆମୂଳ ରାମପୁର, ୬ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କର୍ଲାପାଟ ପଞ୍ଚାୟତର ସେମେଳପଦର ଗ୍ରାମରେ ଜଙ୍ଗଲ ଅଧିକାର ଆଇନ କେବଳ ପ୍ରହସନ ପାଲଟିଛି। ଦଶକ ଦଶକ ଧରି ଜଳ, ଜଙ୍ଗଲ ଓ ଜମି ସହ ଯୋଡ଼ି…

କୁଟ୍ରୁମାଳି ଜନଶୁଣାଣି ସ୍ଥଗିତ: “ମା’-ମାଟି-ମାଳି” ରକ୍ଷା ପାଇଁ କଳାହାଣ୍ଡି ଓ ରାୟଗଡ଼ାରେ ଗର୍ଜୁଛି ଆନ୍ଦୋଳନ

ଥୁଆମୂଳ ରାମପୁର, ୬।୫ (ଦୁର୍ଗା କୀର୍ତ୍ତି): କୁଟ୍ରୁମାଳି ବକ୍ସାଇଟ୍ ଖଣି ପ୍ରକଳ୍ପକୁ ନେଇ କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାର ଖଣି ପ୍ରଭାବିତ ଅଞ୍ଚଳରେ ତୀବ୍ର ଜନଅସନ୍ତୋଷ ଦେଖାଦେଇଛି। ଏହି ପ୍ରକଳ୍ପ ପାଇଁ ପ୍ରସ୍ତାବିତ ଜନଶୁଣାଣିକୁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ…

ଚିଚୈଗୁଡା ମଣ୍ଡି ନିର୍ମାଣ କାମରେ ଅନିୟମିତତା, ଉପଜିଲାପାଳଙ୍କୁ ଲିଖିତ ଅଭିଯୋଗ

ଜୁନାଗଡ଼,୬।୫(ସୁନୀଲ କୁମାର ସିଂହ): ଧାନ ମଣ୍ଡି ନିର୍ମାଣ ନାମରେ ଚାଷୀଙ୍କ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ କିଛି ଅସାଧୁ ଠିକାଦାର ଓ ବିଭାଗୀୟ ଅଧିକାରୀଙ୍କ ମଧୁଚନ୍ଦ୍ରିକା ଯୋଗୁଁ ନିମ୍ନମାନର କାମ ହେଉଥିବା ଅଭିଯୋଗ ହେଉଛି…

ଡିଜିଟାଲ ଇଣ୍ଡିଆ ନାରା ପ୍ରହସନ: ନେଟୱର୍କ ପାଇଁ ଗଛ ଉପରେ ମଞ୍ଚା, ବିପଦସଙ୍କୁଳ ଅବସ୍ଥାରେ ପାଠ ପଢୁଛନ୍ତି କୋମଳମତି ଶିଶୁ

ଥୁଆମୂଳ ରାମପୁର,୫।୫ (ଦୁର୍ଗା କୀର୍ତ୍ତି): ସମଗ୍ର ଦେଶରେ ଡିଜିଟାଲ ବିପ୍ଳବ ଓ ୫-ଜି ସେବାର ଜୟଗାନ କରାଯାଉଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରୁ ଆସିଛି ଏକ ଦୁଃଖଦ ତଥା ଚିନ୍ତାଜନକ ଚିତ୍ର। ବ୍ଲକ ମୁଖ୍ୟାଳୟଠାରୁ ପ୍ରାୟ ୭୦ କିଲୋମିଟର…

ଥୁଆମୂଳ ରାମପୁରରେ ଯନ୍ତ୍ରୀଙ୍କ ‘ଜାଲ୍‌’ ବିଲ୍‌ ଆତ୍ମସାତ ଚିଠା : ବିନା କାମରେ କୋଟି କୋଟି ଟଙ୍କା ଲୁଟ୍‌, ଭିଜିଲାନ୍ସ ତଦନ୍ତ ଦାବି

ଥୁଆମୂଳ ରାମପୁର, ୫ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସରକାରୀ ଯୋଜନାର କାର୍ଯ୍ୟାନ୍ୱୟନକୁ ନେଇ ସାଂଘାତିକ ଅନିୟମିତତା ଅଭିଯୋଗ ସାମ୍ନାକୁ ଆସିଛି। ବ୍ଲକର କିଛି କନିଷ୍ଠ ଯନ୍ତ୍ରୀଙ୍କ ମନମୁଖୀ କାର୍ଯ୍ୟକଳାପ ଏବଂ ସରକାରୀ ଅର୍ଥର ଅପବ୍ୟବହାରକୁ ନେଇ…

ଭିଜିଲାନ୍ସ ଜାଲରେ ଆଟିଗାଁ ପଞ୍ଚାୟତ ଏଡିଇଓ, ପ୍ରଧାନମନ୍ତ୍ରୀ ଆବାସ ପାଇଁ ୬ ହଜାର ଲାଞ୍ଚ ନେବା ବେଳେ…

ଭବାନୀପାଟଣା,୫।୫(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଆଟିଗାଁ ପଞ୍ଚାୟତ ଏଡିଇଓ ଦେବେନ୍ଦ୍ର ସାହୁ । ପ୍ରଧାନମନ୍ତ୍ରୀ ଆବାସ ଘର ଯୋଗାଇ ଦେବା ପାଇଁ ଆଟିଗାଁର ଶ୍ରୀବତ୍ସ ଭୋଇଙ୍କ ଠାରୁ ୬୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ…

କଳାହାଣ୍ଡିରେ ସଫଳତା ଆଣିଦେଲା ‘ପ୍ରକାଶ’: ୧୧୮ ଜଣ ପାଇଲେ ଏ-୧ ଗ୍ରେଡ୍‌

ଭବାନୀପାଟଣା,୫ା୫ (ଉତ୍ତମ କୁମାର ଦାଶ):ମାଟ୍ରିକ ପରୀକ୍ଷାରେ ଅଧିକ ସଂଖ୍ୟକ ଏ- ୱାନ ଗ୍ରେଡ୍‌ ହାସଲ ନିମନ୍ତେ କଳାହାଣ୍ଡି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ନେଇ ଗତବର୍ଷ ଏକ ଅଭିନଭ କାର୍ଯ୍ୟକ୍ରମ ‘ପ୍ରକାଶ’ ଆରମ୍ଭ ହୋଇଥିଲା। ଏହି କାର୍ଯ୍ୟକ୍ରମରେ…

ବେକରେ ଛୁରି ଲଗାଇ ବ୍ୟବସାୟୀଙ୍କ ଘରୁ ସଶସ୍ତ୍ର ଡକାୟତି, ମୁଖାପିନ୍ଧି ଲୁଟିନେଲେ ୧୫ ଭରି ସୁନା…

ଲାଞ୍ଜିଗଡ,୫।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଜନଗନ୍ନାଥପୁର ପଞ୍ଚାୟତ ଜଗନ୍ନାଥପୁର ଗ୍ରାମର ଜଣେ ବ୍ୟବସାୟୀଙ୍କ ଘରୁ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ଆନନ୍ଦ ଅଗ୍ରୱାଲଙ୍କ ଘରେ ରାତି ଅଧରେ ବେକରେ ଛୁରି ଲଗାଇ…

ରାତ୍ରିକାଳୀନ କ୍ରିକେଟ ଟୁର୍ନାମେଣ୍ଟ: ବେଲଖଣ୍ଡି ଦଳ ଚାମ୍ପିୟନ

କର୍ଲାମୁଣ୍ଡା:୪/୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ରିଷିଡା ପଞ୍ଚାୟତ ଅନ୍ତର୍ଗତ ଗାନ୍ଧିନଗର ପଡାଠାରେ ଗାନ୍ଧିନଗର କ୍ରିକେଟ କମିଟି ପକ୍ଷରୁ ୨ ଦିନଧରି ରାତ୍ରି କାଳୀନ କ୍ରିକେଟ ଟୁର୍ନାମେଣ୍ଟ ଆୟୋଜିତ ହୋଇଯାଇଛି l ଏହି ଟୁର୍ନାମେଣ୍ଟରେ କଳାହାଣ୍ଡି ଓ ବଲାଙ୍ଗୀର…

ମାଟ୍ରିକ ପରୀକ୍ଷା ଫଳ: ପଦ୍ମାବତୀ ମହାଳିଙ୍ଗ, ମନୀଷା ଧରୁଆ ସ୍କୁଲ ପାଇଁ ଗୌରବ

ଭବାନୀପାଟଣା,୪।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ବାଦଲି ସ୍ଥିତ କିସ ଆବାସିକ ବିଦ୍ୟାଳୟର ଛାତ୍ରୀମାନେ ପ୍ରଥମ ବର୍ଷ ଦଶମ ପରୀକ୍ଷା ରେ ଶତ ପ୍ରତିଶତ ପାସ କରି ସ୍କୁଲ ପାଇଁ ଗୌରବ ଆଣି ଦେଇଛନ୍ତି। ପ୍ରକାଶ ଯେ, ଏହା…

ମାଛ ଧରିବାକୁ ଯାଇଥିଲେ, ମିଳିଲା ମୃତଦେହ

କୋକସରା,୩।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ମାଛ ଧରିବା ପାଇଁ ଯାଇଥିବା କୋକସରା ବ୍ଲକ ଆମପାଣି ଥାନା ଖଲିଗଡ ଗ୍ରାମର ଜଣେ ଯୁବକ ଡ୍ୟାମ ବୁଡ଼ି ନିଖୋଜ ହୋଇ ଯାଇଥିଲେ। ରବିବାର ଅଗ୍ନିଶମ ବାହିନୀ ଦୀର୍ଘ ସମୟ ପରିଶ୍ରମ ପରେ ଯୁବକଙ୍କ ମୃତଦେହ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?