କଳାହାଣ୍ଡି

ରାସ୍ତା ଉପରେ ପଡ଼ିଲା ବିରାଟକାୟ ଗଛ; ଅଳ୍ପକେ ବର୍ତ୍ତିଲେ ପଥଚାରୀ, ଯାତାୟତ ବାଧାପ୍ରାପ୍ତ

ଥୁଆମୂଳ ରାମପୁର,୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ରବିବାର ବିରାଟକାୟ ଗଛ ପଡ଼ି ଯାତାୟତ ବାଧାପ୍ରାପ୍ତ ହୋଇଛି । ସୂଚନା ଅନୁଯାୟୀ, ରବିବାର ସକାଳେ ଡାବ୍ରିଗୁଡ଼ା ଓ ବଡ଼ଛତ୍ରଙ୍ଗ ମଧ୍ୟବର୍ତ୍ତୀ ସ୍ଥାନରେ ଏକ ବିଶାଳ…

ରୁଷିଆରେ ବାଲୁକା କଳା ପ୍ରଦର୍ଶନ କରିବେ ଓଡ଼ିଆ ପୁଅ ଓମ୍‌ ପ୍ରକାଶ

କର୍ଲାମୁଣ୍ଡା:୩।୫(ପ୍ରଦୀପ କୁମାର ସାହୁ): ଭାରତ-ରୁଷିଆ ଦୂତବାସଙ୍କ ମିଳିତ ଆନୁକୂଲ୍ୟରେ ଚଳିତ ମାସ ୧୦ରୁ ୧୨ତାରିଖ ପର୍ଯ୍ୟନ୍ତ ରୁଷିଆର ଏଲିସ୍ଥାଠାରେ ଭାରତୀୟ ସଂସ୍କୃତି ଦିବସ (Day of Indian Culture) ପାଳନ କରାଯିବ। ଏଥିରେ ବାଲୁକା କଳା ପ୍ରଦର୍ଶନ କରିବା ପାଇଁ ନିମନ୍ତ୍ରିତ…

ପ୍ରଗତି କଲିଜିଏଟ ସ୍କୁଲର ସଫଳତା: ରଜତ ମେହେର ସ୍କୁଲ ଟପ୍ପର

ଭବାନୀପାଟଣା,୩।୫(ଉତ୍ତମ କୁମାର ଦାଶ)- ମାଧ୍ୟମିକ ଶିକ୍ଷା ପରିଷଦ ଓଡିଶା ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ବାର୍ଷିକ ପରୀକ୍ଷାରେ ଭବାନୀପାଟଣା ସହର ନିକଟସ୍ଥ ପ୍ରଗତି କଲିଜିଏଟ ସ୍କୁଲ ଅପୂର୍ବ ସଫଳତା ହାସଲ କରିଛି । ଚଳିତ ବର୍ଷ ଏହି ସ୍କୁଲରୁ ସର୍ବମୋଟ ୧୦…

ମାଟ୍ରିକ ଫଳାଫଳ: ସଫଳତାର ଶୀର୍ଷରେ ଘନଶ୍ୟାମ-ଏଞ୍ଜେଲିନା, ବିଭିନ୍ନ ମହଲରୁ ଶୁଭେଚ୍ଛା

ଥୁଆମୂଳ ରାମପୁର, ୩ା୫ (ଦୁର୍ଗା କୀର୍ତ୍ତି): ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବା ପରେ କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକର ଶିକ୍ଷା କ୍ଷେତ୍ରରେ ଏକ ନୂତନ ଉତ୍ସାହ ଦେଖିବାକୁ ମିଳିଛି। ବ୍ଲକର ବିଭିନ୍ନ ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ନିଜର କଠିନ…

ସ୍ୱାତୀ ମହାକୁଡ଼ କଳାହାଣ୍ଡି ଜିଲା ଟପ୍ପର, ଓଏଏସ ହେବା ଲକ୍ଷ୍ୟ

ଭବାନୀପାଟଣା,୨।୫ (ଉତ୍ତମ କୁମାର ଦାଶ): ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ଶନିବାର ଅପରାହ୍ନରେ ପ୍ରକାଶ ପାଇଛି। ଚଳିତ ବର୍ଷ କଳାହାଣ୍ଡି ଜିଲାରେ ପାସ୍‌ ହାର ୯୭.୮୬% ରହିଥିବାବେଳେ ଭବାନୀପାଟଣା ସଦର ବ୍ଲକ ସ୍ଥିତ ଗଣନାଥପୁର ସରକାରୀ…

ଲିଲି, କପିଳେଶ୍ୱର ଯୁଗ୍ମ ବ୍ଲକ ଟପ୍ପର୍‌

କର୍ଲାମୁଣ୍ଡା,୨ା୫(ପ୍ରଦୀପ କୁମାର ସାହୁ): ଶନିବାର ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ କଲାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେଶିଙ୍ଗା ନୋଡାଲ ହାଇସ୍କୁଲ ଛାତ୍ରୀ ଲିଲି ଗହୀର ଓ କର୍ଲାମୁଣ୍ଡା ରତନ ଭୋଇ ପଞ୍ଚାୟତ ସମିତି ହାଇସ୍କୁଲ ଛାତ୍ର କପିଳେଶ୍ୱର ବଗର୍ତ୍ତୀ…

ସିଜିମାଲି ଓ କୁଟ୍ରୁମାଳି ସୁରକ୍ଷା ପାଇଁ ଗର୍ଜିଲେ ଆଦିବାସୀ: କମ୍ପାନୀ ପ୍ରୀତି ଓ ପୋଲିସ ଦମନ ବିରୋଧରେ ପାହାଡ଼ ସତ୍ୟାଗ୍ରହ

ଥୁଆମୂଳ ରାମପୁର, ୨।୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଓ ରାୟଗଡ଼ା ଜିଲା ସୀମାନ୍ତରେ ଥିବା ସିଜିମାଲି ଓ କୁଟ୍ରୁମାଳି ପାହାଡ଼କୁ ନେଇ ସଂଗ୍ରାମ ଏବେ ତୀବ୍ରତର ହୋଇଛି। ସିଜିମାଲିର ପାରମ୍ପରିକ ‘ତିଜିରାଜା ପୂଜା ପର୍ବ’ ସମାପ୍ତି ପରେ ଶାଗବାରୀ ଗ୍ରାମ ନିକଟସ୍ଥ ପାହାଡ଼…

ଅଣ୍ଟା ଭାଙ୍ଗି ଖଟରେ ପଡ଼ିଛନ୍ତି ରୋଜଗାରିଆ ପୁଅ: ଅର୍ଥ ଅଭାବରୁ ଅଧାରେ ଚିକିତ୍ସା

ଥୁଆମୂଳ ରାମପୁର,୨।୫(ଦୁର୍ଗା କୀର୍ତ୍ତି): ବଡ଼ ବଡ଼ କମ୍ପାନୀର ବେପରୁଆ କାର୍ଯ୍ୟଶୈଳୀ କେମିତି ଜଣେ ଗରିବ ପରିବାରର ହସଖୁସି ଛଡ଼ାଇ ନିଏ, ତାହାର କରୁଣ ଚିତ୍ର ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୁଣୁପୁର ପଞ୍ଚାୟତର ରଣପୁର ଗ୍ରାମରେ। ଜିଓ…

ଦେଢବର୍ଷ ବିତିଗଲା,ସମ୍ପୂର୍ଣ୍ଣ ହୋଇପାରୁନି ଅଙ୍ଗନବାଡି କେନ୍ଦ୍ର: ଶିକ୍ଷାଦାନ କ୍ଷେତ୍ରରେ ଘୋର ସମସ୍ୟା

କେସିଙ୍ଗା,୨।୫.(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମ ପଞ୍ଚାୟତର କଛାରପଦର ଗ୍ରାମର ଅଙ୍ଗନବାଡି କେନ୍ଦ୍ର ଆଜିକୁ ଏକ ବର୍ଷ ୫ ମାସ ବିତିଗଲାଣି ସମ୍ପୂର୍ଣ୍ଣ ହୋଇ ପାରୁ ନ ଥିବାରୁ କୋମଳମତି ଶିଶୁଙ୍କ ଶିକ୍ଷାଦାନ କ୍ଷେତ୍ରରେ ଘୋର…

କାଳବୈଶାଖୀର କରାଳ ରୂପ: ଉଡ଼ିଗଲା ଗରିବଙ୍କ ଘରର ଛାତ, ଗଛ ପଡ଼ି ଗାଈ- ବାଛୁରୀର ମୃତ୍ୟୁ

ଥୁଆମୂଳ ରାମପୁର, ୨।୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ଗତ ୩୦ ତାରିଖ ରାତିରୁ ଆରମ୍ଭ କରି ୧ ତାରିଖ ମଧ୍ୟାହ୍ନ ପର୍ଯ୍ୟନ୍ତ କାଳବୈଶାଖୀ ଜନିତ ଝଡ଼ତୋଫାନ ଓ ପ୍ରବଳ ବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ପ୍ରକୃତିର…

କିଡନୀ ରୋଗ ନେଲା ସ୍ବାମୀଙ୍କ ଜୀବନ: ମା’ଙ୍କ କାନ୍ଧରେ ଦୁଇ ସନ୍ତାନଙ୍କ ବୋଝ

କର୍ଲାମୁଣ୍ଡା:୧।୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଧରାଖମନ ଗାଁରେ କିଡନୀ ରୋଗରେ ଆକ୍ରନ୍ତ ହୋଇ ୨୦ରୁ ଊଦ୍ଧର୍‌ବ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଏବେ ବି ୧୦ରୁ ଊଦ୍ଧର୍‌ବ ମହିଳା, ପୁରୁଷ ମୃତ୍ୟୁ ସହ ସଂଗ୍ରାମ…

ଅବସର ନେଲେ କଳାହାଣ୍ଡି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ସାମାଜିକ ସୁରକ୍ଷା ଅଧିକାରୀଙ୍କୁ…

ଭବାନୀପାଟଣା,୩୦।୪(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ହଳଧର ନିଆଲ ଗୁରୁବାର ଚାକିରୀ ଜୀବନରୁ ଅବସର ନେଇଛନ୍ତି। ଏହାପୂର୍ବରୁ ଭବାନୀପାଟଣା ସ୍ଥିତ କାର୍ଯ୍ୟାଳୟରେ ଏହାର ଦାୟିତ୍ବକୁ ସେ ଜିଲା ସାମାଜିକ ସୁରକ୍ଷା ଅଧିକାରୀ ଦିନେଶ କହଁରଙ୍କୁ ହସ୍ତାନ୍ତର କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?