କଳାହାଣ୍ଡି

ରବି ଧାନ ଉଠାଣରେ ବିଳମ୍ବ: ବର୍ଷାରେ ଭିଜି ଧାନ ଗଜା, ଜାତୀୟ ରାଜପଥରେ ବସିଲେ ଚାଷୀ

ଭବାନୀପାଟଣା, କେସିଙ୍ଗା, ୧୧।୬(ଉତ୍ତମ କୁମାର ଦାଶ/ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଏମ.ରାମପୁର ବ୍ଲକର ଅଁଳାପାଲି ଓ ବମକ ମଣ୍ଡିରେ ରବିଧାନ ଉଠାଣ ବିଳମ୍ବକୁ ନେଇ ସ୍ଥାନୀୟ ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି।ବର୍ତ୍ତମାନ ଏହି ୨ ମଣ୍ଡିରେ ୧୦ ହଜାରରୁ ଅଧିକ…

ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବ୍ଲକ ମୁଖ୍ୟ ଉନ୍ନୟନ ଅଧିକାରୀ

ଲାଞ୍ଜିଗଡ଼,୧୧ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ପରିଦର୍ଶନ କରି ପ୍ରଧାନମନ୍ତ୍ରୀ-ଜନମନ ଗୃହ ପ୍ରକଳ୍ପର ଅଗ୍ରଗତି ଓ ଅନ୍ୟାନ୍ୟ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଥିଲେ ମୁଖ୍ୟ ଉନ୍ନୟନ ଅଧିକାରୀ ସୌମ୍ୟ ରଞ୍ଜନ ପ୍ରଧାନ। ଲାଞ୍ଜିଗଡ଼ ବ୍ଲକର ଭଟାଙ୍ଗପଦର ପଞ୍ଚାୟତର ଟୁଟୁଗୁମା,…

ସମସ୍ୟା ଘେରରେ କେସିଙ୍ଗା ରେଳ ଷ୍ଟେଶନ: ସମାଧାନ ଦାବି କଲା ଜିଲା ରେଳଯାତ୍ରୀ ସଂଘ

କେସିଙ୍ଗା,୧୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ରେଳ ଷ୍ଟେଶନର ବିଭିନ୍ନ ସମସ୍ୟାକୁ ନେଇ କଳାହାଣ୍ଡି ଜିଲା ରେଳ ଯାତ୍ରୀ ସଂଘ ପକ୍ଷରୁ ସମ୍ବଲପୁର ଡିଭିଜନର ଡିଆରଏମ ସୁବାସ ଚନ୍ଦ୍ର ଚୌଧୁରୀଙ୍କ କାର୍ଯ୍ୟାଳୟରେ ସୌଜନ୍ୟମୂଳକ ସାକ୍ଷାତ କରି କେସିଙ୍ଗା ରେଳ ଷ୍ଟେଶନର ବିଭିନ୍ନ…

ଖଜୁରଗୁଡା ସାନ୍ଦୁଲ ନଦୀ ବ୍ରିଜ ନିର୍ମାଣରେ ବିଳମ୍ବ, ନିମ୍ନ ମାନର କାମକୁ ନେଇ ଅସନ୍ତୋଷ ଗ୍ରାମବାସୀ

ଲାଞ୍ଜିଗଡ,୧୦।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ଖଜୁରଗୁଡା ଗାଁ ନିକଟରେ ଥିବା ସାନ୍ଦୁଲ ନଦୀ ବ୍ରିଜ ନିର୍ମାଣରେ ବିଳମ୍ବ ଏବଂ ଅତି ନିମ୍ନମାନର କାମ ହେଉଥିବା ଅଭିଯୋଗ ହେଉଥିଲା । ତେବେ ବୁଧବାର କାମ…

ଖାଦ୍ୟ ନିରାପତ୍ତା ବିଭାଗର ବଡ଼ ଆକ୍ସନ! ବିଭିନ୍ନ ହୋଟେଲରେ ଚଢ଼ାଉ, କୁଢ଼ କୁଢ଼ ବାସି ଖାଦ୍ୟ…

ଜୁନାଗଡ଼,୧୦।୬(ସୁନୀଲ କୁମାର ସିଂହ)- ଜନସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ବୁଧବାର ଜୁନାଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ ଏ ସି) ଅଞ୍ଚଳରେ ଥିବା ବିଭିନ୍ନ ଖାଦ୍ୟ ଷ୍ଟଲ୍‌ ଉପରେ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଏକ ଚଢ଼ଉ କରାଯାଇଛି। ଖାଦ୍ୟର ଗୁଣବତ୍ତା…

ଓଡ଼ିଶା ପୋଲିସରେ ବଡ଼ ହଲଚଲ! କଳାହାଣ୍ଡି ଭାର ସମ୍ଭାଳିବେ ଏଡିଜିପି ଯତୀନ୍ଦ୍ର କୋଏଲ

ଭବାନୀପାଟଣା,୧୦।୬(ଉତ୍ତମ କୁମାର ଦାଶ): ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତି ଚରମ ସୀମାରେ ପହଞ୍ଚିବା ଏବଂ ପୋଲିସର କାର୍ଯ୍ୟଦକ୍ଷତା ଉପରେ ଚାରିଆଡ଼ୁ ସମାଲୋଚନା ହେବା ପରେ ଶେଷରେ ରାଜ୍ୟ ପୋଲିସ ମୁଖ୍ୟାଳୟର ଚେତା ପଶିଛି । ବିଗତ କିଛି ମାସ ଧରି ରାଜ୍ୟରେ ବଢୁଥିବା…

ଧରିତ୍ରୀ ପ୍ରଭାବ: ସାହୁ ଜଙ୍ଗଲ ରାସ୍ତାରୁ ହଟିଲା ବିପଦପୂର୍ଣ୍ଣ ଗଛ

ଥୁଆମୂଳ ରାମପୁର,୧୦।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ ପିଡବ୍ଲୁଡି ରାସ୍ତାର ସାହୁ ଜଙ୍ଗଲ ନିକଟରେ ଥିବା ବିପଦସଙ୍କୁଳ ଶୁଖିଲା ଗଛ ସମ୍ପର୍କରେ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇଥିଲା । ଏହା ପରେ ପ୍ରଶାସନର ତତ୍ପରତା ପ୍ରକାଶ କରିଛି। ଦକ୍ଷିଣ…

କେସିଙ୍ଗା ମେଡିକାଲ ଉପରେ ପଡ଼ିଲା ଗଛ, ଭାଙ୍ଗିଗଲା….

କେସିଙ୍ଗା,୧୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବର୍ହିବିଭାଗ ସମ୍ମୁଖରେ ପଡ଼ିଗଲା ବିରାଟକାୟ ଗଛ । ଅଳ୍ପକେ ଦୁର୍ଘଟଣା ବର୍ତ୍ତିଯାଇଛି କହିଲେ ଅତ୍ୟୁକ୍ତି ହେବ ନାହିଁ । ବହୁ ପୁରୁଣା ବିରାଟକାୟ ପିପଲ୍ ଗଛର ଅଧାଭାଗ ବୁଧବାର ଅପରାହ୍ନ ପ୍ରାୟ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ଶେଷ କରିବାକୁ ହିତାଧିକାରୀଙ୍କୁ ନିର୍ଦ୍ଦେଶ

କେସିଙ୍ଗା,୧୦ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ସଭାପତିତ୍ୱରେ ପୌର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ୧.୦ ମାଧ୍ୟମରେ କାର୍ଯ୍ୟ ସମ୍ପୂର୍ଣ୍ଣ କରୁ ନ ଥିବା ୪୨ଜଣ ହିତାଧିକାରୀମାନଙ୍କୁ ନେଇ ପରିଷଦର ସଦ୍‌ଭାବନା ସଭାଗୃହରେ ଏକ ଆଲୋଚନା…

ବିଧାୟିକାଙ୍କ ହସ୍ତକ୍ଷେପ ପରେ ମିଳିଲା ମୁଖ୍ୟମନ୍ତ୍ରୀ ରିଲିଫ ସହାୟତା

ରିଷିଡ଼ା,୧୦ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ବିଭିନ୍ନ କାରଣରୁ ମୃତ୍ୟୁବରଣ କରିଥିବା ବ୍ୟକ୍ତିମାନଙ୍କୁ ସରକାରୀ ସହାୟତା ମିଳିବାରେ ବହୁ ବିଳମ୍ବ ହୋଇଥାଏ। କିନ୍ତୁ ସ୍ଥାନୀୟ ବିଧାୟିକା ମନୋରମା ମହାନ୍ତି ଓ ନର୍ଲା ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତିଙ୍କ…

ସରକାରୀ ସହାୟତା ଯୋଗାଇବା ନାଁରେ ଦଲାଲ ଠକି ନେଇଥିଲେ ଟଙ୍କା , ଥାନାରେ ଫେରାଇ…

ରିଷିଡ଼ା,୧୦ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଜନୈକ ମହିଳାଙ୍କଠାରୁ ଓ ବିଭିନ୍ନ ଅଞ୍ଚଳର ଲୋକମାନଙ୍କଠୁ ସରକାରୀ ସହାୟତା ଯୋଗାଇ ଦେବା ନାମରେ ପୌରକେଲା ଗ୍ରାମର ହଜାରୁ ଦଣ୍ତସେନା ନାମକ ଜଣେ ବ୍ୟକ୍ତି ଟଙ୍କା ଠକି ନେଇଥିଲେ। ଏବିଷୟରେ କେସିଙ୍ଗା ସିଡିପିଓ…

ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନକୁ ୧୦ ବର୍ଷ ପୂର୍ତ୍ତି: ଗର୍ଭବତୀ ମହିଳାଙ୍କୁ ମାଗଣାରେ ଚିକିତ୍ସା

କେସିଙ୍ଗା,୧୦।୬( ତୁମେଶ୍ୱର ସାହୁ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦାରା ଗର୍ଭବତୀ ମହିଳା ଙ୍କନିରାପଦ ମାତୃତ୍ୱ ପ୍ରୋତ୍ସାହିତ ପାଇଁ ଗତ ୨୦୧୬ରେ ଆରମ୍ଭ କରାଯାଇଥିବା ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନକୁ ମଙ୍ଗଳବାର ୧୦ ବର୍ଷ ପୂର୍ତ୍ତି ହୋଇଛି। ଏହି ଉପଲକ୍ଷେ କେସିଙ୍ଗା ଗୋଷ୍ଠୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?