ଛାତ୍ରୀନିବାସରୁ ଛାତ୍ରୀଙ୍କ ମୃତଦେହ ଜବତ ଘଟଣା , ସାଙ୍ଘାତିକ ଅଭିଯୋଗ ଆଣିଲେ ବାପା
ଭବାନୀପାଟଣା,୧୧ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ବରୀ ବିଦ୍ୟାଳୟର ଇନ୍ଦ୍ରାବତୀ ଛାତ୍ରୀନିବାସ ଗାଧୁଆଘରୁ ଗତ ଡିସେମ୍ବର ୧୯ରେ ଯୁକ୍ତ ୨ ଛାତ୍ରୀ ତୋଫାଳି ନାଏକଙ୍କ ମୃତଦେହ ଜବତ ହୋଇଥିଲା। ଟାଉନ ଥାନା ପୋଲିସ ଘଟଣାର ଛାନ୍ଭିନ୍ କରି ଏହା…
ପୁରୁଣା ଅଙ୍ଗନଓ୍ବାଡି କେନ୍ଦ୍ରରୁ ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର; ମୁଣ୍ଡକୁ ପଥରରେ ଛେଚା,ଦେହ ସାରା କ୍ଷତ…ପରିବାର…
ଥୁଆମୂଳ ରାମପୁର, ୧୦।୮(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କର୍ଲାପାଟ ଥାନା ଅଧୀନସ୍ଥ ଗୁଣପୁର – କିର୍କିଚା ଗ୍ରାମରେ ଜଣେ ୩୦ ବର୍ଷିଆ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଛି। ଏହି ଘଟଣାକୁ ନେଇ ଅଞ୍ଚଳରେ ଚାଞ୍ଚଲ୍ୟ…
‘ଜୀବନ ଜୀବିକା ସୁରକ୍ଷା ପାଇଁ ଗଣତାନ୍ତ୍ରିକ ଲଢ଼େଇ ଜାରି ରହିବ’
ଥୁଆମୂଳ ରାମପୁର,୯ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକ ଏବଂ ରାୟଗଡ଼ା ଜିଲା କାଶୀପୁର ବ୍ଲକ ସୀମାନ୍ତ ସାଗବାରି ପାଖ ପୋଢ଼ ବନ୍ଧା ଘାଟିଠାରେ ଶନିବାର ବିଶ୍ୱ ଆଦିବାସୀ ଦିବସ ୨୦୨୫ ମା’ ମାଟି ମାଳି ସୁରକ୍ଷା ମଞ୍ଚ କଳାହାଣ୍ଡି,…
ଦଧିବାମନ ମନ୍ଦିରରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଅଗଷ୍ଟ ୨୮…
ଭବାନୀପାଟଣା,୯।୮ (ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗତ ସହର ସ୍ଥିତ ଦଧିବାମନ ମନ୍ଦିର ପ୍ରାଙ୍ଗଣରେ ଶନିବାର ରାକ୍ଷୀ ପୂର୍ଣ୍ଣିମାରେ ଚଳିତ ବର୍ଷ ନୂଆଁଖାଇ ପାଇଁ ଏକ ପଣ୍ଡିତ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ଆସନ୍ତା ଅଗଷ୍ଟ ୨୮ ତାରିଖ ଭାଦ୍ରବ ଶୁକ୍ଳ…
ଚିକିତ୍ସାଧୀନ ଅବସ୍ଥାରେ ପିଇଓଙ୍କ ମୃତ୍ୟୁ: ଦୁର୍ଘଟଣା ନା ହତ୍ୟା ଉଠିଲା ପ୍ରଶ୍ନ
ଭବାନୀପାଟଣା,୯ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବାଦଲି ଛକ ନିକଟ ଜାତୀୟ ରାଜପଥ ୨୬ ଉପରେ ଗତ ବୁଧବାର ସନ୍ଧ୍ୟାରେ ଗୁରୁତର ଅବସ୍ଥାରେ ଜଣେ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ (ପିଇଓ)ଙ୍କୁ ଉଦ୍ଧାର କରାଯାଇଥିଲା। ତାଙ୍କ…
ଅଙ୍ଗନଓ୍ବାଡି କେନ୍ଦ୍ରରେ ରକ୍ଷାବନ୍ଧନ ଉତ୍ସବ
ଲାଞ୍ଜିଗଡ଼,୯ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍ କାନକୁଟରୁ ପଞ୍ଚାୟତ ପାଇକବୋରି ଅଙ୍ଗନଓ୍ବାଡି କେନ୍ଦ୍ରରେ ଶନିବାର ପବିତ୍ର ରକ୍ଷାବନ୍ଧନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଅଙ୍ଗନଓ୍ବାଡି କର୍ମୀ ଚଞ୍ଚଲା ସାହୁଙ୍କ ତତ୍ତ୍ୱାବଧାନରେ ଶୁଭ କଳସ ସ୍ଥାପନ କରି ଶିଶୁମାନେ ପରସ୍ପରକୁ ରାଖୀ…
ପାଠପଢ଼ାରୁ ବଞ୍ଚିତ ଛାତ୍ରୀଛାତ୍ର
ଲାଞ୍ଜିଗଡ଼,୯ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଭଟାଙ୍ଗପଦର ପଞ୍ଚାୟତ ଅନ୍ତର୍ଗତ ପରାବାହାଲି ଗାଁରେ ପାଠ ପଢିବାକୁ ଇଚ୍ଛା ଥିଲେ ମଧ୍ୟ ୧୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଏଥିରୁ ବଞ୍ଚିତ ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ, ଉକ୍ତ ଗାଁରେ ଆଦିବାସୀ ସମ୍ପ୍ରଦାୟର…
ଅଧିକାର ପାଇଁ ପାଳନ ହେଉଛି ବିଶ୍ୱ ଆଦିବାସୀ ଦିବସ
କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ରାଜୀବଗାନ୍ଧୀ ଭବନଠାରେ ଜୋରାଡବରା ପଞ୍ଚାୟତ କନ୍ଧ ସମାଜ ପକ୍ଷରୁ ବିଶ୍ୱ ଆଦିବାସୀ ଦିବସ ଶନିବାର ପାଳିତ ହୋଇଯାଇଛି। ଶତାଧିକ କର୍ମକର୍ତ୍ତା ଏକ ଶୋଭାଯାତ୍ରାରେ ବାହାରି ଜୋରାଡବରା ଧରଣୀ ପୀଠରେ ପୂଜାର୍ଚ୍ଚନା…
ମହିମା ଧର୍ମାବଲମ୍ବୀଙ୍କ ନବାନ୍ନଭକ୍ଷଣ: ଯୋଗଦେଲେ ସାଧୁବାବା
କର୍ଲାମୁଣ୍ଡା,୮।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ଶନିବାର ମହିମା ଧର୍ମୀମାନଙ୍କ ନବାନ୍ନଭକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରାଜପୁର ପଞ୍ଚାୟତର ବାଞ୍ଜିପଦରଠାରେ କୁମୁଦ କାନ୍ତ ବାବା, ମହେନ୍ଦ୍ର ରଣା, ଭରତ ରଣା, ଟୁପିଲାଲ ରଣା,କିଶୋର…
ମାଉଣ୍ଟ କିଲିମାଞ୍ଜାରୋ ଅଭିଯାନରେ କଳାହାଣ୍ଡିର ରାହୁଲ
ଭବାନୀପାଟଣା,୯।୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ଦେପୁର ଗ୍ରାମର ଓଡ଼ିଶାର ପ୍ରଥମ ପାରାଗ୍ଲାଇଡିଂ ପାଇଲଟ ରାହୁଲ ପଧାନ ଶୁକ୍ରବାର ଆଫ୍ରିକାର ସର୍ବୋଚ୍ଚ ପର୍ବତ ମାଉଣ୍ଟ କିଲିମାଞ୍ଜାରୋ (୫,୮୯୫ ମିଟର) ଅଭିଯାନ ଆରମ୍ଭ କରିଛନ୍ତି। ଏହି ଅଭିଯାନ ଦ୍ୱାରା ରାହୁଲ ‘ସେଭେନ…
୧୦ରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ କଳାହାଣ୍ଡି ଗସ୍ତ, ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ଉତ୍ସାହ
ଭବାନୀପାଟଣା,୮।୮(ଉତ୍ତମ କୁମାର ଦାଶ)-ଆସନ୍ତା ୧୦ ତାରିଖ ରବିବାର କଳାହାଣ୍ଡି ଗସ୍ତରେ ଆସୁଛନ୍ତି ଉପ ମୁଖ୍ୟମନ୍ତ୍ରୀ ତଥା ମହିଳା ଶିଶୁ ବିକାଶ ଓ ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା। ପ୍ରଥମ କରି ଉପ ମୁଖ୍ୟମନ୍ତ୍ରୀ ପରିଡାଙ୍କ କଳାହାଣ୍ଡି ଗସ୍ତ ହୋଇଥିବାରୁ ଏହାକୁ ନେଇଁ…
ସାମାନ୍ୟ ବଚସାରୁ ଯୁବକଙ୍କୁ ଛୁରୀ ଭୁସି ମାରିଦେଲେ, ୨ ଯୁବକଙ୍କୁ କୋର୍ଟ ଚାଲାଣ କଲା…
ଭବାନୀପାଟଣା,୮।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ପୌରପାଳିକା ଅଫିସ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତ୍ରିରେ ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଛୁରୀ ଭୂସି ହତ୍ୟା କରାଯାଇଛି। ମୃତ ଯୁବକ ଜଣକ ଭବାନୀପାଟଣା ସହର…
Archives


