କଳାହାଣ୍ଡି

ଉତକେଲା-ଭୁବନେଶ୍ୱର ବିମାନ ଭଡ଼ା ୫ ଗୁଣା ବୃଦ୍ଧି: ସାଧାରଣ ଯାତ୍ରୀଙ୍କ ମଧ୍ୟରେ ବଢୁଛି ଅସନ୍ତୋଷ

କେସିଙ୍ଗା,୩୧।୧୦(ତୁମେଶ୍ୱର ସାହୁ): ଉତକେଲାରୁ ଭୁବନେଶ୍ୱରକୁ ବିମାନ ଯାତ୍ରା ଏବେ ସାଧାରଣ ଲୋକଙ୍କ ପାଇଁ ମହଙ୍ଗା ହେବାକୁ ଯାଉଛି। କଳାହାଣ୍ଡି ଜିଲାର ଉତକେଲା ବିମାନବନ୍ଦରରୁ ଭୁବନେଶ୍ୱର ଯିବା ପାଇଁ ବିମାନ ଟିକଟ ଭଡ଼ା କ୍ରମାଗତ ବୃଦ୍ଧି ପାଉଥିବାରୁ ସାଧାରଣ ଯାତ୍ରୀ, ମଧ୍ୟବିତ୍ତ ପରିବାର…

ବ୍ଲକସ୍ତରୀୟ ମତ୍ସ୍ୟ, ପ୍ରାଣୀସମ୍ପଦ ମେଳା, ସମ୍ମାନିତ ହେଲେ ସଫଳ ଚାଷୀ

କର୍ଲାମୁଣ୍ଡା/ରିଷିଡ଼ା,୩୦ା୧୦(ପ୍ରଦୀପ କୁମାର ସାହୁ/ସୁଶାନ୍ତ କୁମାର ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ବାପୁଜୀ ମିନି ଷ୍ଟାଡିୟମଠାରେ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ସଭାରେ ନର୍ଲା ବିଧାୟିକା ମନୋରମା ମହାନ୍ତି…

୨ କଲରାପତରିଆ ବାଘଛାଲ ସହ ଜୀବନ୍ତ ବାର୍‌ହା ଜବତ, ୭ ଜଣଙ୍କୁ ଗିରଫ କରି…

ଭବାନୀପାଟଣା,୩୦ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଦକ୍ଷିଣ ବନଖଣ୍ଡକୁ ମିଳିଛି ଏକ ବଡ଼ ସଫଳତା। ଜିଲାର ଥୁଆମୂଲ ରାମପୁର ବନାଞ୍ଚଳର ସାଇସୁରନି ରେଞ୍ଜରେ ଏକ ବନ୍ୟପ୍ରାଣୀ ଚୋରା ଚାଲାଣ ଓ ଶିକାରୀ ଗ୍ୟାଙ୍ଗର ପର୍ଦ୍ଦାଫାଶ କରିଛି ବନ ବିଭାଗ। ଏହି ଘଟଣାରେ ଶୁକ୍ରବାର…

ଜୁନାଗଡ଼ ହାତୀ ନଦୀ ପୋଲ ନିକଟରେ ଭୟଙ୍କର ଦୁର୍ଘଟଣା: ବ୍ୟାରିକେଡ଼ରେ ପିଟିହୋଇ ହୁତୁହୁତୁ ହୋଇ ଜଳିଗଲା କାର୍, ୨ ଯାତ୍ରୀ…

ଜୁନାଗଡ଼, ୨୯।୧୦ (ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ହାତୀ ନଦୀ ପୋଲ ନିକଟରେ ଗୁରୁବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ମୋଟର ପାର୍ଶ୍ୱରୁ ଜୁନାଗଡ଼ ଅଭିମୁଖେ ଆସୁଥିବା ଏକ ଦ୍ରୁତଗାମୀ କାର୍‌ ଭାରସାମ୍ୟ ହରାଇ ରାସ୍ତା…

ବାତ୍ୟା ଅର୍ଣ୍ଣବ ପ୍ରଭାବ, ଉପୁଡ଼ି ପଡ଼ିଲା ଗଛ, ଛିଣ୍ଡିଲା ବିଦ୍ୟୁତ୍‌ ତାର

ଲାଞ୍ଜିଗଡ଼, ୨୯ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକର ବିଭିନ୍ନ ସ୍ଥାନରେ ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଗଛ ପଡି ରାସ୍ତା ଅବରୋଧ ହୋଇଥିବା ବେଳେ ବିଦ୍ୟୁତ ତାର ଛିଣ୍ଡି ସେବା ବ୍ୟାହତ ହୋଇଛି। ବୁଧବାର ରାତିସାରା ପବନ ଓ ବର୍ଷା…

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବ: ଫସଲ କ୍ଷତି ଆଶଙ୍କାରେ ଚାଷୀ

ରିଷିଡା,୨୯ା୧୦(ସୁଶାନ୍ତ ମଲ୍ଲିକ)- ବାତ୍ୟା ଅର୍ଣ୍ଣବ ପ୍ରଭାବରେ କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକର ରିଷିଡା ସମେତ ତେରେସିଂହା, ଗଜବାହାଲ, ପୌରକେଲା, ରେଗେଡ଼ା, ରାଜପୁର, ସରଗୁଲମାଲପଡା, ଯୋରାଡ୍ରବରା, ସାପଲହରା, ରିଞ୍ଜା ଆଦି ପଞ୍ଚାୟତରେ ବୁଧବାର ସାରୁ ଝିପି ଝିପି ବର୍ଷା ଓ ପବନ ଲାଗିରହିଛି।…

ଅତି ପ୍ରବଳ ବର୍ଷା ଆଶଙ୍କା: କଳାହାଣ୍ଡି ଜିଲାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି କେନ୍ଦ୍ର ଛୁଟି ଘୋଷଣା

ଭବାନୀପାଟଣା, ୨୮।୧୦(ଉତ୍ତମ କୁମାର ଦାଶ): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗର ଏହି ପୂର୍ବାନୁମାନକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଛାତ୍ରଛାତ୍ରୀଙ୍କ ସୁରକ୍ଷା…

ପବନରେ ଉଡ଼ି ରାସ୍ତାରେ ପଡ଼ିଲା ଗଜଲକ୍ଷ୍ମୀ ପୂଜା ଗେଟ୍‌

ଭବାନୀପାଟଣା,୨୮ା୧୦(ଉତ୍ତମ କୁମାର ଦାଶ): ବାତ୍ୟା ଅର୍ଣ୍ଣବ ପ୍ରଭାବରେ କଳାହାଣ୍ଡି ଜିଲାରେ ବୁଧବାର ମଧ୍ୟାହ୍ନରୁ ବର୍ଷା ଓ ପବନ ଲାଗି ରହିଛି। ଏହାରି ଭିତରେ ଜୁନାଗଡ଼ ସହର ବଡ଼ପଡା ଛକ ଓ ପୋଲିସ ଷ୍ଟେଶନ ନିକଟ ଜାତୀୟ ରାଜପଥ ୨୬ (କ)ରେ ଚାଲୁଥିବା…

ଅଟୋରୁ ୧୦୦ କେଜି ଗଞ୍ଜେଇ ଜବତ: ୨ ଜଣଙ୍କୁ ବାନ୍ଧିଲା ଅବକାରୀ ବିଭାଗ

କେସିଙ୍ଗା, ୨୮।୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନା ପକ୍ଷରୁ ଚଢ଼ାଉ କରାଯାଇ ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଦୁଇ ଜଣଙ୍କୁ ଗିରଫ କରାଯାଇଛି। ସେମାନଙ୍କ ନିକଟରୁ ୧୦୦ କେଜି ଗଞ୍ଜେଇ ସହ ଗୋଟିଏ ପିସ୍ତଲ, ୫ଟି ଅଫୁଟା…

ଜୁଆ ଆଡ୍ଡା ଉପରେ ଚଢ଼ାଉ, ୭ ଗିରଫ: ପୋଲିସକୁ ଆକ୍ରମଣ ଓ ଗାଡ଼ି ଭଙ୍ଗାରୁଜା

ରିଷିଡ଼ା, ୨୮।୧୦ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ମ. ରାମପୁର ଥାନା ଅଞ୍ଚଳର ବଡ଼ ଡୁଙ୍ଗୁରିଗୁଡ଼ାରେ ଜୁଆଆଡ୍ଡା ଉପରେ ପୋଲିସ ଚଢ଼ାଉ କରି ୭ ଜଣଙ୍କୁ ଗିରଫ କରିଛି। ଚଢ଼ାଉ ସମୟରେ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ, ପୋଲିସ…

ଭଲପାଇବା ଆଗରେ ହାର ମାନିଲା ଶତ୍ରୁତା: ଚକିତ କଲା ନିବିଡ଼ ବନ୍ଧୁତାର ଦୃଶ୍ୟ

ଭବାନୀପାଟଣା,୨୮।୧୦(ଉତ୍ତମ କୁମାର ଦାଶ):ସାଧାରଣଭାବେ କୁକୁରକୁ ଦେଖିଲେ ମାଙ୍କଡ଼ ଗଛ ଉପରକୁ ପଳାଏ। ଅନୁରୂପ ଭାବେ ମାଙ୍କଡ଼କୁ ଦେଖିଲେ କୁକୁର ଭୁକିବାକୁ ଲାଗେ। କିନ୍ତୁ ଏହି ପାରମ୍ପରିକ ଶତ୍ରୁତାକୁ ଭୁଲି ଏକ କୁକୁର ଓ ମାଙ୍କଡ଼ ମଧ୍ୟରେ ଥିବା ନିବିଡ଼ ବନ୍ଧୁତାର ଦୃଶ୍ୟ…

ମିଶନ ଶକ୍ତି ଓ ଓଡ଼ିଶା ରାଇଜିଂ ଫାଉଣ୍ଡେସନ ମଧ୍ୟରେ MOU: କଳାହାଣ୍ଡିର ଏସଏଚଜି ମହିଳା ପାଇବେ ଆର୍ଥିକ ସାକ୍ଷରତା ପ୍ରଶିକ୍ଷଣ

ଭବାନୀପାଟଣା, ୨୭/୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ସ୍ୱୟଂ ସହାୟକ ଗୋଷ୍ଠୀ (SHG) ମହିଳାମାନଙ୍କୁ ଆର୍ଥିକ ସ୍ତରରେ ସଶକ୍ତ ଓ ସାକ୍ଷର କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଭବାନୀପାଟଣାଠାରେ କଳାହାଣ୍ଡି ଜିଲା ମିଶନ ଶକ୍ତି ଏବଂ ‘ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?