କଳାହାଣ୍ଡି

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ: ତେନ୍ତୁଳି ଗଛ ତଳେ ଚାଲିଛି ପିଲାଙ୍କ ପାଠପଢା

ଥୁଆମୂଳ ରାମପୁର,୪।୮(ଦୁର୍ଗା କୀର୍ତ୍ତି):ସରକାର ବିଦ୍ୟାଳୟ ପ୍ରତି ଛାତ୍ରୀଛାତ୍ରମାନଙ୍କୁ ଆକୃଷ୍ଟ କରିବା ପାଇଁ ବିଦ୍ୟାଳୟର ଭିତ୍ତିଭୂମି ସଜାଡିବାରେ ଲାଗିଛନ୍ତି। ଛାତ୍ରୀଛାତ୍ରଙ୍କ ନିମନ୍ତେ ମଧ୍ୟାହ୍ନଭୋଜନଠାରୁ ଆରମ୍ଭ କରି ବହି, ଡ୍ରେସ, ଜୋତା ଓ ସାଇକେଲ ବଣ୍ଟନ ଆଦି କେତେ କଣ ଯୋଜନା କରୁଛନ୍ତି। କିନ୍ତୁ…

ରେଳ ଧାରଣାରୁ ମିଳିଲା ବୃଦ୍ଧଙ୍କ ମୃତଦେହ: ଗୁଣି ସନ୍ଦେହରେ ହତ୍ୟା ଅଭିଯୋଗ

ରାୟଗଡ଼ା/ଲାଞ୍ଜିଗଡ଼,୫।୮: ରାୟଗଡ଼ା ଜିଲା ଦହିଖାଲ ରେଳ ଧାରଣାରୁ ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର ହୋଇଛି। ହେଲେ ଗୁଣିଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ବୃଦ୍ଧ ଜଣକ ଜୁଲାଇ ୩୦ ତାରିଖରୁ ନିଖୋଜ ଥିଲେ।…

ରାଜ୍ୟରେ ମହିଳା ଅସୁରକ୍ଷିତ: ରାଜ୍ୟ ସରକାରଙ୍କ ବିରୋଧରେ ଗର୍ଜିଲା ବିଜୁ ଯୁବ ଛାତ୍ର

କେସିଙ୍ଗା,୫।୮(ତୁମେଶ୍ୱର ସାହୁ): ବିଜୁ ଯୁବ ଛାତ୍ର ଜନତା ଦଳ କଳାହାଣ୍ଡି ,କେସିଙ୍ଗା ଶାଖା ପକ୍ଷରୁ ପୋଲିସ ଡିଜିଙ୍କ ଉଦ୍ଦେଶ୍ୟରେ ସ୍ଥାନୀୟ ଥାନାର ଆଇଆଇସିଙ୍କ ଜରିଆରେ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ସହରସ୍ଥିତ ଆମ୍ବେଦକର ଛକ ଠାରୁ ସମସ୍ତ ବିଜୁ ଯୁବ ଛାତ୍ରଙ୍କ…

ବିଭିନ୍ନ ନୂତନ ପ୍ରକଳ୍ପ ଉଦଘାଟିତ: ନିରାଶ୍ରୟଙ୍କୁ ମିଳିବ ଆଶ୍ରୟ

କେସିଙ୍ଗା,୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରର ବିଭିନ୍ନ ୱାର୍ଡରେ ନବନିର୍ମିତ ବିଭିନ୍ନ ପ୍ରକଳ୍ପକୁ ଅଧ୍ୟକ୍ଷ ନୃପରାଜ ଯାଦବ, କାର୍ଯ୍ୟନିର୍ବାହୀ ଅଧିକାରୀ ଚିନ୍ମୟ ଆଚାର୍ଯ୍ୟଙ୍କ କରକମଳରେ ଉଦ୍‌ଘାଟିତ ହୋଇଯାଇଛି। ୱାର୍ଡ ନ ୬ କଲୋନୀ ପଡ଼ାରେ…

ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲା: ଶିକ୍ଷକ ପ୍ରଶାନ୍ତ ଖମାରୀ ନିଲମ୍ବିତ

ଭବନୀପାଟଣା,୫।୮(ଉତ୍ତମ କୁମାର ଦାଶ)-ସ୍ବତନ୍ତ୍ର ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ଗତ ଗୁରୁବାର ପୂବାହ୍ନରେ କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ଭେଜିପଦର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଶାନ୍ତ ଖମାରୀଙ୍କୁ କ୍ରାଇମବ୍ରାଞ୍ଚ…

ସରକାରଙ୍କ ମାଗଣା ବିହନ ଅପହଞ୍ଚ: ଚାଷୀ ମହଲରେ ଉଦ୍‌ବେଗ

ଭବାନୀପାଟଣା,୫ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚାଷୀମାନେ କିଭଳି ଧାନ ସହ ଅନ୍ୟାନ୍ୟ ଡାଲିଜାତୀୟ ଶସ୍ୟ ଚାଷ କରିପାରିବେ ସେଥିନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ମାଗଣା ବିରି ଓ ହରଡ ଡାଲି ବିହନ ବଣ୍ଟନ ଆରମ୍ଭ ହୋଇଛି। ଜିଲାର ପ୍ରତ୍ୟେକ ଗ୍ରାମ ପଞ୍ଚାୟତ…

ସ୍ବାଧୀନତା ଦିବସ ପ୍ରସ୍ତୁତି …

କେସିଙ୍ଗା,୪ା୮(ତୁମେଶ୍ୱର ସାହୁ):  କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ପକ୍ଷରୁ ଆସନ୍ତା ୧୫ ତାରିଖରେ ପାଳନ ହେବାକୁ ଥିବା ସ୍ବାଧୀନତା ଦିବସ ପାଇଁ ସୋମବାର ପ୍ରସ୍ତୁତି ବୈଠକ ସଦ୍‌ଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଅଧ୍ୟକ୍ଷ ନୃପରାଜ ଯାଦବ ଏଥିରେ ସଭାପତିତ୍ୱ କରିଥିଲେ। କିଭଳି…

ପରିତ୍ୟକ୍ତ ଅବସ୍ଥାରେ ରାଜିବ ଗାନ୍ଧୀ ସେବା କେନ୍ଦ୍ର

ରିଷିଡା, ୪।୮ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ପଞ୍ଚାୟତ ସ୍ଥିତ ରାଜିବ ଗାନ୍ଧୀ ସେବା କେନ୍ଦ୍ର ଗୃହ ପରିତ୍ୟକ୍ତ ଅବସ୍ଥାରେ ପଡ଼ିରହିଛି। ଦିର୍ଘବର୍ଷ ହେଲା କର୍ଲାମୁଣ୍ଡା ବ୍ଲକ ମୁଖ୍ୟ ରାସ୍ତା କଡ଼ରେ ଥିବା ଏହି ଗୃହ ଅପନ୍ତରା ହୋଇ ପଡ଼ି…

ପ୍ରଦୀପ ହେଲେ କଳାହାଣ୍ଡି ଜିଲା ବିଜେଡି ସଭାପତି

ଭବାନୀପାଟଣା,୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ବିଜେଡି ସଭାପତି ଭାବେ ସୋମବାର ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ କୁମାର ଦିଶାରୀ ମନୋନୀତ ହୋଇଛନ୍ତି। ଏ ନେଇ ଦଳର ସଭାପତି ନବୀନ ପଟ୍ଟନାୟକ ଏକ ପ୍ରେସ ବିବୃତ୍ତିରେ ସୂଚନା ଦେଇଛନ୍ତି। ପ୍ରଦୀପ ଗତ ୨୦୧୯ରେ…

ଅଧରାତିରେ ଫେରୁଥିବାବେଳେ ବାଇକ୍‌ ସହ କେନାଲରେ ପଡ଼ିଗଲେ ଯୁବକ: ଆଜି ସକାଳୁ…

କର୍ଲାମୁଣ୍ଡା,୪/୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଙ୍ଗାଲି କେନାଲ ଠାରେ ବାଇକ ସହ ଏକ ମୃତଦେହ ପଡିରହିଥିବା ସୋମବାର ଭୋର ସକାଳ ସମୟରେ ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ଖବର ପାଇ କର୍ଲାମୁଣ୍ଡା ଫାଣ୍ଡି ଅଧିକାରୀ ଥବିର ବରିହା ଓ…

କାର୍ଯ୍ୟକାରୀ ହେଉନି, ଘୋଷଣାରେ ସୀମିତ: କଳାହାଣ୍ଡିରେ କୃଷି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ବିଳମ୍ବିତ

ଭବାନୀପାଟଣା, 4।୮(ଉତ୍ତମ କୁମାର ଦାଶ):କଳାହାଣ୍ଡିରେ ରାଜ୍ୟର ଦ୍ୱିତୀୟ କୃଷି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠାରେ ବିଳମ୍ବ ହେଉଥିବାରୁ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଛି। ଗତ ୨୦୧୪ରେ କେବିକେରେ ଦ୍ୱିତୀୟ କୃଷି ବିଶ୍ବବିଦ୍ୟାଳୟ ପ୍ରତିଷ୍ଠା ପାଇଁ ବିଜୁ ଜନତା ଦଳ (ବିଜେଡି)ନିଜ ନିର୍ବାଚନ ଇସ୍ତାହାରରେ ଘୋଷଣା…

୮ ଅଙ୍ଗନୱାଡି କେନ୍ଦ୍ରର ନିର୍ମାଣ କାର୍ଯ୍ୟ ସରୁନି

କର୍ଲାମୁଣ୍ଡା, ୪।୮(ପ୍ରଦୀପ କୁମାର ସାହୁ):ସରକାର ଗର୍ଭବତୀ, ପ୍ରସୂତୀ,ଶିଶୁ ,କିଶୋରୀ ବାଳିକାଙ୍କୁ ଉତ୍ତମ ସେବା ଓ ପରାମର୍ଶ ଯୋଗେଇବା ଉଦ୍ଦେଶ୍ୟରେ ଆବଶ୍ୟକ ମୁତାବକ ପ୍ରତ୍ୟେକ ଗାଁରେ ଅଙ୍ଗନୱାଡି କର୍ମୀ ନିଯୁକ୍ତି କରିଛନ୍ତି। ତେବେ କେନ୍ଦ୍ର ପରିଚାଳନା ପାଇଁ ସ୍ଥାୟୀ ଗୃହ ପ୍ରତିବନ୍ଧକ ପାଲଟିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri