ଥୁଆମୂଳ ରାମପୁରରେ ଖଣି ଖନନ ନେଇ ଜନଗର୍ଜନ: ବିରାଟ ଶୋଭାଯାତ୍ରା, ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…
ଥୁଆମୂଳ ରାମପୁର,୨୧ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ପ୍ରସ୍ତାବିତ ସିଜିମାଲି ଖଣି ଖନନକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ମଙ୍ଗଳବାର ଦିନ ଶତାଧିକ ସଚେତନ ନାଗରିକ ଏକଜୁଟ ହୋଇ ମୈତ୍ରୀ ଇନଫ୍ରା ଏବଂ ବେଦାନ୍ତ…
୫ ବର୍ଷ ତଳେ ହୋଇଥିଲା ବିବାହ, ଭଡ଼ା ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର; ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ…
କୋକସରା,୨୧।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ଗ୍ରାମର ଏକ ଭଡ଼ା ଘରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ ମହିଳାଙ୍କ ବାପ ଘର ଲୋକେ ହତ୍ୟା ଅଭିଯୋଗ ଆଣିବା ପରେ ମହିଳାଙ୍କ ସ୍ବାମୀକୁ…
ଛାତ୍ରୀଛାତ୍ରଙ୍କୁ ବଣ୍ଟାଗଲା ପୋଷାକ: ଶିକ୍ଷା ବର୍ଷ ୨୦୨୬- ୨୭ ପାଇଁ…
କର୍ଲାମୁଣ୍ଡା:୨୧/୪(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବୋରପୋଦର ପଞ୍ଚାୟତ ବତିକୁପା ପ୍ରାଥମିକ ବିଦ୍ୟାଳୟ ଠାରେ ପୋଷାକ ବିତରଣ ଉତ୍ସବ ବଣ୍ଟନ କାର୍ଯ୍ୟକ୍ରମ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକ ଶିକ୍ଷା ଅଧିକାରୀ ବାଞ୍ଛାନିଧି ପଣ୍ଡା, ବିଦ୍ୟାଳୟ ପରିଚଳନା ସମିତିର ଅଧ୍ୟକ୍ଷ…
ନୈନାରାଣୀ ଓଏଭି ବ୍ଲକ ଟପ୍ପର: ଚାରିଆଡୁ ଶୁଭେଚ୍ଛା
କର୍ଲାମୁଣ୍ଡା,୨୦/୪(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା କର୍ଲାମୁଣ୍ଡା ବ୍ଲକ ରେଗଡାସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ ଛାତ୍ରୀ ନୈନାରାଣୀ ସାହୁ ୯୪.୪ ପ୍ରତିଶତ ନମ୍ବର ରଖି ବିଦ୍ୟାଳୟ ଟପ୍ପର ହୋଇଛନ୍ତି। ସେହିପରି ସୌମ୍ୟଶ୍ରୀ…
ସିଜିମାଳିରେ କର୍ପୋରେଟ ପାଇଁ ସରକାରୀ ଦମନଲୀଳା: ଆଦିବାସୀଙ୍କ ଜଳ-ଜଙ୍ଗଲ ଜମି ହକ ପାଇଁ ଏକଜୁଟ ହେଲେ ଏମ୍ପି
ଥୁଆମୂଳ ରାମପୁର, ୨୦।୪ (ଦୁର୍ଗା କୀର୍ତ୍ତି ): କଳାହାଣ୍ଡି ଏବଂ ରାୟଗଡ଼ା ଜିଲା ସୀମାନ୍ତରେ ଥିବା ସିଜିମାଳି ପାହାଡ଼ ଏବେ ଅଶାନ୍ତ ହୋଇପଡ଼ିଛି। ବେଦାନ୍ତ କମ୍ପାନୀ ପାଇଁ ସ୍ଥାନୀୟ ନିରୀହ ଆଦିବାସୀଙ୍କ ଉପରେ ଚାଲିଥିବା ପ୍ରଶାସନିକ ଦମନ ଲୀଳା ଏବେ ଚରମସୀମାରେ…
ଯାହାକୁ ଭଲ ପାଇ ବାହା ହୋଇଥିଲେ ସେ ଜୀବନ ନେଇଗଲେ, ନବବଧୂଙ୍କୁ ହତ୍ୟା ପରେ ଖଟରେ ଶୁଆଇ ଦେଇ…
ଥୁଆମୂଳ ରାମପୁର, ୨୦ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କାଦୋବେଡ଼ା ଗ୍ରାମରେ ଘଟିଥିବା ନବବଧୂ ବନିତା ନାଏକ ହତ୍ୟାକାଣ୍ଡ ମାମଲାରେ ପୋଲିସକୁ ବଡ଼ ସଫଳତା ମିଳିଛି। ଏହି ସଙ୍ଗୀନ ମାମଲାରେ ସଂପୃକ୍ତ ସ୍ବାମୀ କରୁଣା ମୁଦୁଲି,…
ଚୋରାଚାଲାଣ ହେଉଥିଲା କମର୍ସିଆଲ ଗ୍ୟାସ, ଅଚାନକ ଚଢାଉ କଲା ଯୋଗାଣ ବିଭାଗ, ଜବତ ହେଲା ଏତେ…
ଭବାନୀପାଟଣା/ଜୁନାଗଡ଼,୨୦।୪(ଉତ୍ତମ ଦାଶ/ସୁନୀଲ କୁମାର ସିଂ): କଳାହାଣ୍ଡି ଜିଲା ଜୁନାଗଡ଼ ସହର ଦେଇ ରାୟପୁରକୁ ଚୋରାଚାଲାଣ ହେଉଥିବା ଏକ ବ୍ୟବସାୟିକ (କମର୍ସିଆଲ) ଗ୍ୟାସ ବୋଝେଇ ପିକ୍ଅପ୍ ଉପରେ ସୋମବାର ସ୍ଥାନୀୟ ପୋଲିସ ଓ ଯୋଗାଣ ବିଭାଗ ଚଢ଼ାଉ କରିଛି। ସହରର କଲମପୁର ଛକ…
ଥୁଆମୂଳ ରାମପୁରରେ ଅବକାରୀ ବିଭାଗର ଚଢ଼ାଉ: ୨୫ କୁଇଣ୍ଟାଲ ମହୁଲ ସହ ପିକଅପ୍ ଭ୍ୟାନ ଜବତ
ଥୁଆମୂଳ ରାମପୁର,୧୯ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ଅବକାରୀ ବିଭାଗ ପକ୍ଷରୁ ଅବୈଧ ମହୁଲ ଚାଲାଣ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ପ୍ରାୟ ୨୫ କୁଇଣ୍ଟାଲ ମହୁଲ ବୋଝେଇ ଏକ ପିକଅପ୍…
ଫେଲ୍ ମାରିଛି କୁକୁଡ଼ାଚାଷ, ସରକାରୀ ସହାୟତା ଅର୍ଥ ଆତ୍ମସାତ୍ ଅଭିଯୋଗ
କେସିଙ୍ଗା,୧୯ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ରାଜ୍ୟ ଯୋଜନା ଅଧୀନରେ ବିଭିନ୍ନ ମହିଳା ଗ୍ରୁପ୍କୁ ରୋଜଗାର କ୍ଷମତା ବଢାଇବା ପାଇଁ ତତ୍କାଳୀନ ରାଜ୍ୟ ସରକାର କୁକୁଡ଼ା ଚାଷ ପାଳନ କରିବା ପାଇଁ ପ୍ରାଣୀ ସମ୍ପଦ ବିକାଶ ବିଭାଗ ଓଡ଼ିଶା ସରକାର…
ଶୁଖିଲା ପଡ଼ିଲାଣି ନଈ, ନାଳ: ଗୃହପାଳିତ ପ୍ରାଣୀଙ୍କ ପାଇଁ ଜଳକୁଣ୍ଡ ନିର୍ମାଣ କରାଯାଉ
କେସିଙ୍ଗା,୧୮ା୪(ତୁମେଶ୍ୱର ସାହୁ)- ଗ୍ରୀଷ୍ମତାତିକୁ ଦୃଷ୍ଟିରେ ରଖି କେସିଙ୍ଗା ଗୋଷ୍ଠୀ ପ୍ରାଣୀ ଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟ ଅନ୍ତର୍ଗତ ବିଭିନ୍ନ ପ୍ରାଣୀ ଚିକିତ୍ସାଳୟ ଓ ପ୍ରାଣୀସମ୍ପଦ ସହାୟକ କେନ୍ଦ୍ରରେ ଗୃହପାଳିତ ପ୍ରାଣୀଙ୍କ ପାଇଁ ପାନୀୟଜଳ କୁଣ୍ଡ ନିର୍ମାଣ ପାଇଁ ଚାଷୀମାନେ ଦାବି କରିଛନ୍ତି। ସୂଚନା…
୪ ମାସ ତଳେ କରିଥିଲେ ପ୍ରେମ ବିବାହ: ନବବଧୂଙ୍କୁ ତଣ୍ଟି ଚିପି ହତ୍ୟା, ଏଭଳି ଅଭିଯୋଗ ଆଣି…
ଥୁଆମୂଳ ରାମପୁର, ୧୮ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଧୀନ କାଦୋବେଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୧୮ ବର୍ଷୀୟା ନବବଧୂଙ୍କୁ ଶ୍ୱଶୁର ଘର ଲୋକେ ହତ୍ୟା କରିଥିବା ନେଇ ଥାନାରେ ଏକ ଅଭିଯୋଗ…
ଜୁନାଗଡ଼ରେ ଏନଫୋର୍ସ ଟିମର ଖାଦ୍ୟ ସାମଗ୍ରୀ ଯାଞ୍ଚ
ଜୁନାଗଡ଼,୧୮।୪(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ଶନିବାର ଏନଫୋର୍ସ ଟିମ ପକ୍ଷରୁଖାଦ୍ୟ ସାମଗ୍ରୀ ଯାଞ୍ଚ କରାଯାଇଛି। ଏହି ଟିମରେ ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ,ଜୁନାଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ କର୍ମଚାରୀ ଏବଂ ପୋଲିସ କର୍ମଚାରୀ ସାମିଲ ଥିଲେ। ଏହି…

