ସିବିଏସ୍ଇ ଦଶମ ପରୀକ୍ଷା: ପ୍ରଗତି କନ୍ସେପ୍ଟ ସ୍କୁଲ ଛାତ୍ରୀଛାତ୍ରଙ୍କ ସଫଳତା
ଭବାନୀପାଟଣା,୧୮ା୪(ଉତ୍ତମ କୁମାର ଦାଶ)-ସିବିଏସ୍ଇ ଦଶମ ପରୀକ୍ଷାରେ କଳାହାଣ୍ଡି ଜିଲା ଭବାନୀପାଟଣା ସହର ପ୍ରଗତି କନ୍ସେପ୍ଟ ସ୍କୁଲର ଛାତ୍ରୀଛାତ୍ର ସଫଳତା ପାଇଛନ୍ତି। ଛାତ୍ର ବବୁଲ କୁମାର ମେହେର ୯୭.୬୦% ନମ୍ବର ରଖି ସ୍କୁଲ ଟପ୍ପର ହୋଇଛନ୍ତି। ସେହିପରି ପ୍ରମିଶ ମେହେର ୯୬%, ସୋମ…
୨ ଯୁବତୀଙ୍କ ସହ ବାଇକ୍ରେ ଯାଉଥିଲେ ଯୁବକ, ସାମ୍ନାପଟୁ ଧକ୍କାଦେଲା ହାଇଓ୍ବା, ଆଉ ତା’ ପରେ…
ଥୁଆମୂଳ ରାମପୁର,୧୮ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଶ୍ରୀମସ୍କା ଛକଠାରେ ଶନିବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି। ଗ୍ରାମ ଭିତରୁ ମୁଖ୍ୟ ରାସ୍ତାକୁ ବାଇକ୍ ଯୋଗେ ଆସୁଥିବା ଜଣେ ଯୁବକ ଏବଂ ୨ ଜଣ ଯୁବତୀଙ୍କୁ…
୭ ମାସ ହେଲା ତୁର୍କେଲ ପୋଲରେ ଯାତାୟାତ ବନ୍ଦ: କଂଗ୍ରେସ ପରେ ବିଜେଡିର ଆନ୍ଦୋଳନ ଚେତାବନୀ
ଭବାନୀପାଟଣା,୧୮ା୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ତୁର୍କେଲ ତେଲନଦୀ ଉପରେ ପୋଲ ନିର୍ମାଣ ଦାବି ତେଜିବାରେ ଲାଗିଛି। କଂଗ୍ରେସ ପରେ ଏବେ ବିଜେଡି ଆନ୍ଦୋଳନକୁ ଓହ୍ଲାଇବା ପାଇଁ ସଜବାଜ ହେଉଛି। ଗତ ସେପ୍ଟେମ୍ବର ମାସରେ ପ୍ରବଳ ବର୍ଷା…
ପାନୀୟଜଳ ସମସ୍ୟା ନେଇ ବିଡିଓଙ୍କ ଦ୍ୱାରସ୍ଥ
ଲାଞ୍ଜିଗଡ଼,୧୭ା୪(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ସିନ୍ଦିଭଟା ଗ୍ରାମରେ ପିଇବା ପାଣି ସମସ୍ୟାକୁ ନେଇ ଶୁକ୍ରବାର ଗ୍ରାମବାସୀ ବିଡିଓଙ୍କ ଦ୍ୱାରସ୍ଥ ହୋଇ ଦାବିପତ୍ର ପ୍ରଦାନ କରିଛନ୍ତି I ସୂଚନା ଅନୁସାରେ ସିନ୍ଦିଭଟାରେ ୬୦ରୁ ଊର୍ଦ୍ଧ୍ୱ ଆଦିବାସୀ ପରିବାର…
କଳାହାଣ୍ଡିରେ ୧୮ରୁ ୨୧ ସ୍କୁଲ ଛୁଟି : ଜିଲାପାଳ କଲେ ଘୋଷଣା
ଭବାନୀପାଟଣା,୧୭।୪(ଉତ୍ତମ କୁମାର ଦାଶ)-ପ୍ରବଳ ଖରା ଓ ଅସହ୍ୟ ଗରମ କୁ ଦୃଷ୍ଟିରେ ରଖି ଶନିବାର ୧୮ ରୁ ୨୧ ତାରିଖ ପର୍ଯ୍ୟନ୍ତ ଜିଲାର ସମସ୍ତ ସରକାରୀ,ବେସରକାରୀ ସ୍କୁଲ କଲେଜ,ଅଙ୍ଗନୱାଡିକୁ ଛୁଟି ଘୋଷଣା କରିଛନ୍ତି ଜିଲାପାଳ ପାୱାର ସଚିନ ପ୍ରକାଶ। ଏ ନେଇଁ…
ଡିଏଭି ବେଦାନ୍ତ ଅନ୍ତର୍ଜାତୀୟ ବିଦ୍ୟାଳୟର ସଫଳତା, ୯୮% ରଖି ପ୍ରିୟାଂଶୁ ମହାରଣା ପ୍ରଥମ
ଲାଞ୍ଜିଗଡ,୧୭।୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଡିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ଛାତ୍ରୀଛାତ୍ର ସିବିଏସଇ ଦଶମ ପରୀକ୍ଷାରେ ଶତପ୍ରତିଶତ ସଫଳତା ହାସଲ କରିଛନ୍ତି। ବୁଧବାର ପରୀକ୍ଷା ଫଳାଫଳ ପ୍ରକାଶିତ ହେବା ମାତ୍ରେ ଛାତ୍ରୀଛାତ୍ର, ଶିକ୍ଷକ ଶିକ୍ଷୟିତ୍ରୀ, ଅଭିଭାବକ ମହଲରେ ଖୁସିର…
କଳାହାଣ୍ଡିରେ ଚମକିଲେ ଲକ୍ଷ୍ମୀ ବିକାଶ ଛାତ୍ରୀଛାତ୍ର: ଶତପ୍ରତିଶତ ସଫଳତା, ଆବିର୍ଭାବ ଟପ୍ପର
ଭବାନୀପାଟଣା,୧୭ା୪(ଉତ୍ତମ କୁମାର ଦାଶ):ସିବିଏସ୍ଇ ଦଶମ ବୋର୍ଡ ପରୀକ୍ଷାରେ ଭବାନୀପାଟଣାସ୍ଥିତ ବିକାଶ ଆବାସିକ ବିଦ୍ୟାଳୟର ଛାତ୍ରୀଛାତ୍ର ଶତପ୍ରତିଶତ ସଫଳତା ହାସଲ କରି ଜିଲାରେ ଚମକିଛନ୍ତି। ମୋଟ ୨୧୨ ଜଣ ପରୀକ୍ଷା ଦେଇଥିବା ବେଳେ ୯ ଜଣ ୯୫%ରୁ ଉଦ୍ଧର୍ବ, ୩୩ଜଣ ୯୦%ରୁ ଅଧିକ…
କଳବଳ କରୁଛି ଅସହ୍ୟ ଖରା
ରିଷିଡ଼ା,୧୬ା୪(ସୁଶାନ୍ତ ମଲ୍ଲିକ): ଗତ କିଛିଦିନ ହେଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ଏଠାରେ ତାପମାତ୍ରା ୪୩ ଡିଗ୍ରୀ ଛୁଇଁଛି। ପ୍ରବଳ ଗୁଳୁଗୁଳି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏହାର ପ୍ରଭାବ ରିଷିଡା, ଗଜବାହାଲ, ପୌରକେଲା, ରାଜପୁର,…
ଥୁଆମୂଳ ରାମପୁରରେ ବାବାସାହେବଙ୍କ ଜୟନ୍ତୀ: ମାନବବାଦୀ ବିଚାରଧାରା…
ଥୁଆମୂଳ ରାମପୁର, ୧୪।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସମ୍ବିଧାନ ପ୍ରଣେତା ଡଃ. ବାବାସାହେବ ଭୀମରାଓ ଆମ୍ବେଦକରଙ୍କ ୧୩୫ତମ ଜନ୍ମ ଜୟନ୍ତୀ ଅତି ଭବ୍ୟ ଓ ଆକର୍ଷଣୀୟ ଭାବେ ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ…
ନିଆଁରେ ଚାଲିଲେ ମାନସିକଧାରୀ, ଦେଖିବାକୁ ହଜାର ହଜାର ଲୋକଙ୍କ ଭିଡ଼
ରିଷିଡା୧୪।୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟ ଚଣ୍ଡୀ ଶୈବ ଶକ୍ତି ପୀଠରେ ଝାମୁଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ମା’ ତାରିଣୀ ଅଷ୍ଟ ଚଣ୍ଡୀଙ୍କ ମନ୍ଦିର ସମ୍ମୁଖ ପଡ଼ିଆରେ ୯ ଫୁଟର ଦୁଇଟି ନିଆଁ ଖନ୍ଦା…
ଆମ୍ବେଦକରଙ୍କ ଜନ୍ମଦିନରେ ବଡ଼ ଘୋଷଣା: ST-SC ଅଧିକାର ସୁରକ୍ଷା ମହାସଂଘ ପକ୍ଷରୁ…
କର୍ଲାମୁଣ୍ଡା,୧୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ଆତ୍ମା କାର୍ଯ୍ୟାଳୟ ସମ୍ମୁଖରେ (ରିଞ୍ଜା ଛକ) ମଙ୍ଗଳବାର ST-SC ଅଧିକାର ସୁରକ୍ଷା ମହାସଂଘ ପକ୍ଷରୁ ବି ଆର ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି ସ୍ଥାପନ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ…
ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ
କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର ସର୍ବସମ୍ମତି କ୍ରମେ ରବିବାର ମନୋନୀତ ହୋଇଛନ୍ତି । ସ୍ଥାନୀୟ ଆରଏମସି ଠାରେ ପୂର୍ବତନ…

