କଳାହାଣ୍ଡି

କେସିଙ୍ଗା ଏନ୍‌ଏସିରେ ସଫେଇ କଲେ ଅଧ୍ୟକ୍ଷ

କେସିଙ୍ଗା,୬ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିର ଅଧ୍ୟକ୍ଷ ନୃପରାଜ ଯାଦବ ଓଡ଼ିଆ ପକ୍ଷ ପାଳନ ଉପଲକ୍ଷେ ସହରର ବିଭିନ୍ନ ସ୍ଥାନରେ ସଫେଇ କରିଥିଲେ। ପ୍ରଥମେ ଜଗନ୍ନାଥ ମନ୍ଦିରଠାରୁ ଆରମ୍ଭ କରି ଜାତୀୟ ରାଜପଥର ଉଭୟ ପାର୍ଶ୍ୱରେ ନିଜେ ଅଧ୍ୟକ୍ଷଙ୍କ...

ଇଡି ପରେ ଭିଜିଲାନ୍ସର ତଦନ୍ତ ଆରମ୍ଭ

ଭବାନୀପାଟଣା,୬୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ ଜୟପାଟଣା ରେଞ୍ଜର ଚମ୍ପାଚୁଆଁ ବିଟ୍‌ରେ ବନୀକରଣରେ ବ୍ୟାପକ ହେରଫେର ହୋଇଥିବା ନେଇ ଅଭିଯୋଗ ହୋଇଥିଲା। ଏହି ଘଟଣାରେ ଇଡି ଚଢ଼ାଉ ପରେ ଏବେ ରାଜ୍ୟ ଭିଜିଲାନ୍ସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି।...

ମହଙ୍ଗା ପଡ଼ିଲା ପୋଲିସକୁ ପଥର ମାଡ଼

ଥୁଆମୂଳ ରାମପୁର,୫ା୪(ଦୁର୍ଗା କୀର୍ତ୍ତି): ବାଇକ୍‌ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁକୁ ନେଇ କ୍ଷତିପୂରଣ ଦାବିରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ସମ୍ମୁଖରେ ଶୁକ୍ରବାର ମଧ୍ୟାହ୍ନରୁ ରାତି ଯାଏ ମୃତକଙ୍କ ପରିବାର ବର୍ଗ ଓ ସମ୍ପର୍କୀୟ ରାସ୍ତା ଅବରୋଧ କରିଥିଲେ।...

ଉନ୍ନୟନମୂଳକ କାର୍ଯ୍ୟ ସମୀକ୍ଷା କଲେ ବିଧାୟକ

ଥୁଆମୂଳ ରାମପୁର,୫ା୪ (ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ସଭାଗୃହଠାରେ ଶୁକ୍ରବାର ଲାଞ୍ଜିଗଡ ନିର୍ବାଚନ ମଣ୍ତଳୀ ବିଧାୟକ ପ୍ରଦୀପ କୁମାର ଦିଶାରୀଙ୍କ ତତ୍ତ୍ୱାବଧାନରେ ବ୍ଲକସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି l ବୈଠକରେ ବିଡିଓ ଧ୍ରୁବଚରଣ...

କ୍ଷତିପୂରଣ ଦାବିରେ ୮ ଘଣ୍ଟା ଧରି ରାସ୍ତାରେ ବସିଛନ୍ତି ପରିବାର, ଥାନା ଘେରାଉ ପରେ ପୋଲିସକୁ ପଥର ମାଡ଼

ଥୁଆମୁଳ ରାମପୁର,୪।୪(ଦୁର୍ଗା କୀର୍ତ୍ତି): ଦୁର୍ଘଟଣାରେ ମୃତ୍ୟୁ ଘଟିବା ପରେ କ୍ଷତିପୂରଣ ଦାବିରେ ଥୁଆମୂଳ ରାମପୁର ଥାନା ଘେରିବା ସହ ରାସ୍ତା ଅବରୋଧ କରିଛନ୍ତି ପରିବାରଲୋକେ। ଶୁକ୍ରବାର ଅପରାହ୍ନ ୧ଟାରୁ ସା ୮ଟା ଯାଏ ଦୀର୍ଘ ୭ ରୁ ୮ ଘଣ୍ଟା...

ଶ୍ରୀରାମ ନବମୀ ମହୋତ୍ସବ ନେଇ ତୁଟିଲାନି ବିବାଦ, ହାତ ଟେକିଦେଲେ …

କୋକସରା,୪ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲାର ଅନ୍ୟତମ ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ଗୁଡହାଣ୍ଡି ଡୋକରିଚଞ୍ଚରାଠାରେ ଥିବା ମଧୁ ମାଧବ ତୀର୍ଥକ୍ଷେତ୍ରରେ ୧୯୭୨ ମସିହାରୁ ଗୁଡହାଣ୍ଡି ଡୋକରୀଚଞ୍ଚରା ଉନ୍ନୟନ ସମିତି ଗଠନ ହୋଇଥିଲା। ଏଥିରେ କୋକସରା, ଜୟପାଟଣା ଓ ଜୁନାଗଡ...

ଦୁର୍ଘଟଣାରୁ ବର୍ତ୍ତିଲା ମାଲବାହୀ ଟ୍ରେନ୍‌

କେସିଙ୍ଗା,୪ା୪(ତୁମେଶର ସାହୁ): ସମ୍ବଲପୁର ଡିଭିଜନ ଅନ୍ତର୍ଗତ କାଣ୍ଡେଲ ରୋଡ଼ ରେଳ ଷ୍ଟେଶନ ନିକଟ ରେଳ ବ୍ରିଜ ନିକଟରେ ଶୁକ୍ରବାର ବିଶାଖାପାଟଣାରୁ ଟିଟିଲାଗଡ଼ ଅଭିମୁଖେ ଯାଉଥିବା ମାଲବାହୀ ଟ୍ରେନ୍‌ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛି। ସୂଚନାକ୍ରମେ ଭୋର ୪ଟା ସମୟରେ ସାର ବୋଝେଇ...

ଏବେ ସୋମବାର ଛାତ୍ରୀଛାତ୍ର ଖାଇବେ ଅଣ୍ଡା

ଭବାନୀପାଟଣା,୪ା୪(ଉତ୍ତମ କୁମାର ଦାଶ): ଭାରତୀୟ ଧର୍ମ ଓ ସଂସ୍କୃତିର ପ୍ରବହମାନ ଧାରାରେ ଶିବ ଉପାସନା ବହୁ ପ୍ରାଚୀନ। ଫଳସ୍ବରୂପ ଗାଁଠାରୁ ସହରଯାଏ ସୋମବାର ଦିନଟିକୁ ମହାପ୍ରଭୁ ଶିବଙ୍କ ବାର ବୋଲି ଲୋକେ ମାନି ଚଳିଆସୁଛନ୍ତି। ଏହି ଦିନ ଅଧିକାଂଶ ପରିବାରରେ...

ରୋଡ଼ ଓଭର ବ୍ରିଜ ନିର୍ମାଣ ସମ୍ପୂର୍ଣ୍ଣ ହେଲେ ଉପକୃତ ହେବେ ଅଞ୍ଚଳବାସୀ: ସର୍ଭେ କରିବ କେନ୍ଦ୍ର

କେସିଙ୍ଗା,୩।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଜାତୀୟ ରାଜପଥ ୨୬ସ୍ଥିତ ରେଲୱେ ଫାଟକ ନିକଟରେ ରାୟପୁର-ବିଶାଖାପାଟଣାକୁ ସଂଯୋଗ ହୋଇଥିବା ୩ ଲାଇନ ବିଶିଷ୍ଟ ରେଳ ଲାଇନରେ ବିଭିନ୍ନ ଦ୍ରୁତଗାମୀ ଟ୍ରେନ, କୋଇଲା ବୋଝେଇ ଟ୍ରେନ ଆଦି ଗମନାଗମନବେଳେ ବସ, ଟ୍ରକ,...

ଲାଞ୍ଜିଗଡ଼ ପଞ୍ଚାୟତ ଗ୍ରାମୀଣ ହାଟର ଶୁଭ ଉଦ୍‌ଘାଟନ: ଚାଷୀ ହେବେ ଉପକୃତ

ଲାଞ୍ଜିଗଡ଼,୩ା୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ପଞ୍ଚାୟତ ଗ୍ରାମୀଣ ସାପ୍ତାହିକ ହାଟ ଉଦ୍‌ଘାଟିତ ହୋଇଛି। କାର୍ଯ୍ୟକ୍ରମରେ କଳାହାଣ୍ଡି ଜିଲାପାଳ ସଚିନ ପାୱାର ପ୍ରକାଶ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଶୁଭ ଉଦ୍‌ଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ...

ଲାଞ୍ଜିଗଡ଼ରେ ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ

ଲାଞ୍ଜିଗଡ, ୨ା୪(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁରସ୍ଥିତ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପ୍ରାଙ୍ଗଣରେ ବୁଧବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଲାଞ୍ଜିଗଡ ଗୋଷ୍ଠୀ ଶିକ୍ଷାଧିକାରୀ ରୁଷିଆ ମେହେରଙ୍କ ଅଧ୍ୟକ୍ଷତାରେ ଲାଞ୍ଜିଗଡ ବିଧାୟକ ପ୍ରଦୀପ...

ଥୁଆମୂଳ ରାମପୁରରେ ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ-ଖଡ଼ିଛୁଆଁ କାର୍ଯ୍ୟକ୍ରମ

ଥୁଆମୂଳ ରାମପୁର,୨।୪(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଳକ ସ୍ଥିତ ସରକାରୀ ଉଚ୍ଚ ଉନ୍ନତ ପ୍ରାଥମିକ ବିଦ୍ୟାଳୟରେ ବ୍ଳକ ଗୋଷ୍ଠୀ ଶିକ୍ଷା ଅଧିକାରୀ ନଳିନୀ ପ୍ରଭାତୀ ଠାକୁରଙ୍କ ତତ୍ତ୍ୱାବଧାନରେ ବ୍ଳକସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri