ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ
ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ ନେଇ ଓଡ଼ିଶା ଲୋକସଭା ଭବନ ପକ୍ଷରୁ ଏକ ପ୍ରେସ ବିଜ୍ଞପ୍ତି ପ୍ରକାଶ ପାଇଛି।…
ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ
ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼ ଓ ଜୁନାଗଡ଼ରେ ଏହାର ପ୍ରଭାବ ଦେଖିବାକୁ ମିଳିଥିଲା। କୁଆପଥର ମାଡ଼ ଯୋଗୁ ଧର୍ମଗଡ଼…
କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍ ପହଞ୍ଚିଗଲା ପୋଲିସ, ତା’ପରେ…
ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା ଖବରପାଇ ସଦର ଥାନା ପୋଲିସ ଚଢାଉ କରିଥିଲା। ନୂଆପଡ଼ାରୁ ଆନ୍ଦ୍ରପ୍ରଦେଶକୁ ଯାଉଥିବା ଏହି…
ଅପହଞ୍ଚ ଅଞ୍ଚଳରେ ଆଇଏଏସ୍ ଅଧିକାରୀ: ପାହାଡ଼ ଚଢ଼ି ଆଦିବାସୀଙ୍କ ବୁଝିଲେ ଦୁଃଖ, ପ୍ରସ୍ତୁତ ହେଲା ବିକାଶର ବ୍ଲୁ-ପ୍ରିଣ୍ଟ
ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତି ଦୁର୍ଗମ ଥୁଆମୂଳ ରାମପୁର ବ୍ଲକର କନ୍ଦାଗୁଡ଼ା, କେନ୍ଦୁଗୁଡ଼ା ଓ ଦେର୍ଲାଠି ଭଳି ଅପହଞ୍ଚ ଗ୍ରାମଗୁଡ଼ିକରେ ପ୍ରଥମକରି ଜିଲାପ୍ରଶାସନ ପହଞ୍ଚିଛି । ସ୍ବାଧୀନତାର ଦୀର୍ଘ ବର୍ଷ ପରେ ମଧ୍ୟ ସାଧାରଣ ମୌଳିକ…
ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?
ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ କରିଛନ୍ତି । ଆଇଟିଡିଏ (ITDA) ପକ୍ଷରୁ ଜମି ଚିହ୍ନଟ ପାଇଁ ତହସିଲଦାରଙ୍କୁ ପତ୍ର…
୩ ବର୍ଷ ବିତିଯାଇଥିଲେ ସୁଦ୍ଧା ଧାନ ଖଳା ସମ୍ପୂର୍ଣ୍ଣ ହୋଇ ନ ଥିବାରୁ ଚାଷୀ ହଇରାଣ, ଏତେ ଲକ୍ଷ ଟଙ୍କାରେ…
କେସିଙ୍ଗା,୬।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଶିରୋଲ ଗ୍ରାମ ପଞ୍ଚାୟତରେ ଚାଷୀଙ୍କ ସୁବିଧା ପାଇ ଗତ ୨୩-୨୪ ଆର୍ଥିକ ବର୍ଷରେ ଖଳା ନିର୍ମାଣ ପାଇଁ ଜିଲା ଗ୍ରାମ୍ୟ ଉନ୍ନୟନ ବିଭାଗ କଳାହାଣ୍ଡି ପକ୍ଷରୁ ୭ଲକ୍ଷ୩୨ ହଜାର ଟଙ୍କା ମଞ୍ଜୁର…
ବିଲ୍ ଆଦାୟରେ ଆଗୁଆ, ସେବାରେ ପଛୁଆ, ରାତିରେ ବିଦ୍ୟୁତ୍ ଗଲେ ମରାମତି ହେଉନି
ଭବାନୀପାଟଣା,୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଟାଉନରେ ରାତିରେ ବିଦ୍ୟୁତ୍ ଗଲେ ମରାମତି କରା ଯାଉ ନ ଥିବାରୁ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଉପଭୋକ୍ତା ବିଭାଗୀୟ କଷ୍ଟମର କେୟାର ନଂ ୧୯୧୨କୁ ଅଭିଯୋଗ ଦେଲେ ମଧ୍ୟ ଏହାର…
ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…
ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ କାମ କରି ଫେରୁଥିବା ସମୟରେ ହଠାତ୍ ବଜ୍ରପାତ ହେବାରୁ ଜଣେ ମହିଳାଙ୍କ ମୃତ୍ୟୁ…
ଲାଞ୍ଜିଗଡ଼ରେ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ
ଲାଞ୍ଜିଗଡ,୫।୪(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଗୋଷ୍ଠୀ ଶିକ୍ଷା ବିଭାଗ ପକ୍ଷରୁ ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ତଥା ଖଡ଼ିଛୁଆଁ ଶନିବାର ଅନୁଷ୍ଠିତ ହୋଇଯାଇଅଛି। ବିଇଓ ରୁଷିଆ ମେହେରଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ବ୍ଲକ ଉପାଧ୍ୟକ୍ଷା କମଳା…
ଧରିତ୍ରୀର ବଡ଼ ପ୍ରଭାବ: ୭୭ ବର୍ଷର ଅନ୍ଧାର ଚିରି ପହଞ୍ଚିଲା ପ୍ରଶାସନ, ବିକାଶ ଆଶାରେ କେନ୍ଦୁଗୁଡ଼ା-କନ୍ଦାଗୁଡ଼ା
ଥୁଆମୁଳ ରାମପୁର,୫।୪(ଦୁର୍ଗା କୀର୍ତ୍ତି): ସାମ୍ବାଦିକତା ଯେତେବେଳେ ସମାଜର ଅନ୍ତିମ ପାହାଚରେ ଥିବା ମଣିଷର ସ୍ୱର ସାଜେ, ସେତେବେଳେ ପ୍ରଶାସନ ମୁଣ୍ଡ ନୁଆଁଇବାକୁ ବାଧ୍ୟ ହୁଏ। ଏହାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକର ଅତି…
ବଢ଼ୁଛି ନର୍ଲା ବିଧାୟିକା,ବ୍ଲକ ଅଧ୍ୟକ୍ଷଙ୍କ କ୍ରେଜ୍: ଓ୍ବାରେଣ୍ଟି ପରେବି ମିଳୁଛି ଲୋକଙ୍କ ସମର୍ଥନ
କେସିଙ୍ଗାତା,୫।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମବାସୀ ଏକତ୍ରିତ ହୋଇଛନ୍ତି। ନର୍ଲା ବିଧାୟିକା ମନୋରମ ମହାନ୍ତି ଓ ଭାରପ୍ରାପ୍ତ ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତିଙ୍କୁ ଶନିବାର ସନ୍ଧ୍ୟାରେ ଗ୍ରାମବାସୀ ଧନ୍ୟବାଦ ଜଣାଇଛନ୍ତି। ସନ୍ଧ୍ୟାରେ ଉକ୍ତ ଗ୍ରାମର ପ୍ରହରୀ…
ଥୁଆମୁଳ ରାମପୁର ବିଦ୍ୟାଳୟରେ ଶିଶୁ ବାଟିକା ‘ପ୍ରବେଶ ଉତ୍ସବ’ ଓ ‘ଖଡ଼ିଛୁଆଁ’ କାର୍ଯ୍ୟକ୍ରମ,ଶିକ୍ଷା ପ୍ରତି…
ଥୁଆମୁଳ ରାମପୁର, ୪ା୪ (ଦୁର୍ଗା କୀର୍ତ୍ତି): ବିକଶିତ ଓଡ଼ିଶା ଗଠନ ଲକ୍ଷ୍ୟରେ ଗୁଣାତ୍ମକ ଶିକ୍ଷାକୁ ପ୍ରାଧାନ୍ୟ ଦେଇ ସରକାରଙ୍କ ନୂତନ ଶିକ୍ଷାନୀତି-୨୦୨୦ ଅନୁଯାୟୀ ପ୍ରାଥମିକ ବିଦ୍ୟାଳୟ ସ୍ତରରେ ‘ଶିଶୁ ବାଟିକା’ ଶିକ୍ଷାର ଶୁଭାରମ୍ଭ କରାଯାଇଛି। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲା ଥୁଆମୁଳ…

